Home Left

ନିଜ ସମ୍ପର୍କରେ ବଡ଼ ଖୁଲାସା କଲେ ଅଶ୍ୱିନ

ନୂଆଦିଲ୍ଲୀ,୨୬।୨: ନିକଟରେ କ୍ରିକେଟର ଲମ୍ବା ଫର୍ମାଟରେ ୪୦୦ ଉଇକେଟ ପୂରଣ କରିଥିବା ଭେଟେରାନ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ନିଜ ସମ୍ପର୍କରେ ଏକ ବଡ଼ ଖୁଲାସା କରିଛନ୍ତି। ମୁଁ ଦୁର୍ଘଟଣାବଶତଃ କ୍ରିକେଟର ହୋଇଗଲି। ମୁଁ ଜଣେ କ୍ରିକେଟ ପ୍ରେମୀ ଯିଏ ପ୍ରକୃତରେ…

ନିର୍ବାଚନ ପୂର୍ବରୁ ଶ୍ରମିକଙ୍କ ପାଇଁ ନୂଆ ଯୋଜନା ଘୋଷଣା କଲେ ମମତା

କୋଲକତା,୨୬।୨: ପଞ୍ଚିମବଙ୍ଗ ନିର୍ବାଚନକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁକ୍ରବାର ରାଜ୍ୟ ସହରାଞ୍ଚଳ ନିଯୁକ୍ତ ରୋଜଗାର ଯୋଜନାରେ ଶ୍ରମିକଙ୍କ ମଜୁରୀ ଟଙ୍କା ବୃଦ୍ଧି ପାଇଁ ଘୋଷଣା କରିଛନ୍ତି। ଏନେଇ ମମତା ଟୁଇଟ୍‌ କରି କହିଛନ୍ତି। ଏହି ଯୋଜନା ଦ୍ୱାରା ରାଜ୍ୟର…

କରୋନା ପାଇଁ ବଢୁଛି ଟ୍ରେନ ଯାତ୍ରା ଭଡ଼ା

ନୂଆଦିଲ୍ଲୀ,୨୬।୨: ଭାରତୀୟ ରେଳ ବିଭାଗ ପକ୍ଷରୁ ରେଳ ଭଡ଼ା ବୃଦ୍ଧି କରାଯାଇଛି। ଲୋକାଲ ପାସେଞ୍ଜର ଟ୍ରେନରେ ୩୦ରୁ ୪୦ କି.ମି ଯାତ୍ରା କରୁଥିବା ଯାତ୍ରୀଙ୍କ ଭଡ଼ା ୨ ଗୁଣା କରାଯାଇଛି। କରୋନା ସଂକ୍ରମଣକୁ ରୋକିବା ପାଇଁ ଭଡ଼ା ବୃଦ୍ଧି ହୋଇଥିବା ରେଳ…

ଗୋଟିଏ ଦିନରେ ଦୁଇ କ୍ରିକେଟରଙ୍କ ଅବସର

ନୂଆଦିଲ୍ଲୀ,୨୬।୨: ଭାରତ ପାଇଁ ଅନ୍ତର୍ଜାତୀୟ କ୍ରିକେଟ ଖେଳିଥିବା ଦୁଇ ଖେଳାଳି ଶୁକ୍ରବାର ଅବସର ଘୋଷଣା କରିଛନ୍ତି। ଗୋଟିଏ ପକ୍ଷରେ ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ ୟୁସୁଫ ପଠାନ ଥିବାବେଳେ ଅନ୍ୟ ପଟେ ରହିଛନ୍ତି ପେସର ବିନୟ କୁମାର। ୨୦୦୭ରେ ଅନ୍ତର୍ଜାତୀୟ କ୍ରିକେଟ କ୍ୟାରିୟର…

ମାର୍ଚ୍ଚ ପାଇଁ ଗାଇଡ୍‌ଲାଇନ

ନୂଆଦିଲ୍ଲୀ,୨୬।୨: କୋଭିଡ୍‌-୧୯ର ନୂତନ ଷ୍ଟ୍ରେନ ବୃଦ୍ଧିକୁ ଦୃଷ୍ଟିରେ ରଖି ଶୁକ୍ରବାର ଗୃହ ମନ୍ତ୍ରାଳୟ ପକ୍ଷରୁ ମାର୍ଚ୍ଚ ପାଇଁ ନୂତନ ଗାଇଡ୍‌ଲାଇନ ଜାରି କରାଯାଇଛି। ଏଥିରେ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ଟିକାକରଣକୁ ଅଧିକ ବଢାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ବିଶେଷ…

କ୍ରିକେଟକୁ ଅଲ୍‌ବିଦା କଲେ ୨୦୦୭ ଟି୨୦, ୨୦୧୧ ବିଶ୍ୱକପ୍‌ ହିରୋ

ନୂଆଦିଲ୍ଲୀ,୨୬।୨: ପୂର୍ବତନ ଭାରତୀୟ ଅଲରାଉଣ୍ଡର ୟୁସୁଫ ପଠାନ ଶୁକବ୍ରାର ସମସ୍ତ ପ୍ରକାର ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ଗ୍ରହଣ କରିଛନ୍ତି। ପୂର୍ବତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ବଡ଼ ଭାଇ ୟୁସୁଫ ୨୦୦୭ ଟି୨୦ ବିଶ୍ୱକପ୍‌ ଚାମ୍ପିୟନ ଭାରତୀୟ ଦଳର ସଦସ୍ୟ ଥିଲେ। ଆଉ…

କାନ୍ଦିଲେ ନୋରା!

ମୁମ୍ବାଇ: ବଲିଉଡ୍ ନାୟିକା ନୋରା ଫତେହି ଏବେ ଡ୍ୟାନ୍ସିଂ କୁଇନ୍ ଭାବେ ବେଶ୍ ପରିଚିତ । ଦର୍ଶକଙ୍କର ଏବେ ସେ ପ୍ରଥମ ପସନ୍ଦ ଡ୍ୟାନ୍ସିଂ ଷ୍ଟାର ବୋଲି କୁହାଯାଏ । ଏହାସହ ସେ ଆଇଟମର ଫରଫେକ୍ଟ କୁଇନ୍ ବୋଲି ମଧ୍ୟ କେହି…

ଆଇପିଏସ୍ ଭୂମିକାରେ ୟାମି

ମୁମ୍ବାଇ: ବଲିଉଡ୍ ନାୟିକା ୟାମି ଗୌତମ ଖୁବ୍‌ଶୀଘ୍ର ଏକ ନୂଆ ଫିଲ୍ମରେ ନଜର ଆସିବେ । ଯାହାର ଲୁକ୍ ଏବେ ସାମ୍ନାକୁ ଆସିଛି । ଏହାସହ ୟାମିଙ୍କ ହାତରେ ବି ରହିଛି ଆଉ କିଛି ପ୍ରୋଜେକ୍ଟ । ୟାମି ତାଙ୍କ ଅଗାମୀ…

ବିନା ଦୋଷରେ ଷଣ୍ଢଙ୍କୁ ପିଟୁଥିଲେ ବୃଦ୍ଧ, ପାଇଲେ ପାନେ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ…

ବଲିଉଡ୍‌ରେ ଶ୍ୱେତାଙ୍କ ଝିଅ ପଲକଙ୍କ ଡେବ୍ୟୁ

ଫିଲ୍ମ ତଥା ଟିଭି ଅଭିନେତ୍ରୀ ଶ୍ୱେତା ତିଓ୍ବାରୀଙ୍କ ଝିଅ ପଲକ ବଲିଉଡ୍‌ରେ ଡେବ୍ୟୁ କରିବାକୁ ଯାଉଛନ୍ତି। ବିଶାଲ ମିଶ୍ରଙ୍କ ଫିଲ୍ମ ‘ରୋଜି’ରେ ତାଙ୍କୁ ମୁଖ୍ୟ ଭୂମିକାରେ ଦେଖିବାକୁ ମିଳିବ। ଏହାର ଶୁଟିଂ କାର୍ଯ୍ୟ ଚାଲୁରହିଛି। ଫିଲ୍ମର ନିର୍ମାଣ ମନ୍ଦିରା ଏଣ୍ଟରଟେନମେଣ୍ଟ, ବିବେକ…

ଅସ୍ତ୍ରବିରତି ପାଇଁ ଭାରତ-ପାକ ରାଜି ଘଟଣାକୁ ସ୍ୱାଗତ କଲା ଆମେରିକା

ୱାଶିଂଟନ,୨୬ ।୨: ନିୟନ୍ତ୍ରଣ ରେଖା ଓ ଅନ୍ୟାନ୍ୟ ସେକ୍ଟରରେ ଅସ୍ତ୍ରବିରତି ରାଜିନାମାକୁ କଡାକଡି ପାଳନ କରିବା ଲାଗି ଭାରତ-ପାକିସ୍ତାନ ସହମତ ହୋଇଥିବା ବିବୃତିକୁ ସ୍ୱାଗତ କରିଛି ଆମେରିକା । ଆମେରିକା କହିଛି ଏହା ଦକ୍ଷିଣ ଏସିଆରେ ଶାନ୍ତି ଓ ସ୍ଥିରତାର ଦେଶ…

୨ କୁକୁରଙ୍କୁ ଖୋଜି ଆଣିଲେ ମିଳିବ ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା, ପୂରା ଘଟଣା ଜାଣିଲେ…

ଲେଡି ୱିଙ୍ଗର ପପ୍‌ ଗାୟିକା ଲେଡି ଗାଗାଙ୍କ ଚୋରି ହୋଇଥିବା କୁକୁରମାନଙ୍କୁ ଖୋଜି ଆଣିବା ପାଇଁ ୩ କୋଟି ଟଙ୍କା ପୁରସ୍କାର ଘୋଷଣା କରିଛନ୍ତି। ହଲିଉଡରେ ଡକାୟତି ସମୟରେ ଲେଡି ଗାଗାଙ୍କ ଦୁଇଟି ବୁଲଡଗ ଚୋରି ହୋଇଛନ୍ତି। ଏହି ଘଟଣାରେ ଲେଡି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri