Home Left

ହାରିବା ପରେ ମାପିଚୁପି ପ୍ରତିକ୍ରିୟା ଦେଲେ ଇଂଲଣ୍ଡ ଅଧିନାୟକ: କହିଲେ ‘ପିଚ୍‌କୁ ଦୋଷ ଦେବା ଠିକ୍‌ ନୁହେଁ, ହେଲେ…’

ନୂଆଦିଲ୍ଲୀ,୨୬।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଇଂଲଣ୍ଡ ବିପକ୍ଷ ମୁକାବିଲାରେ ବିଜେତା ହୋଇଛି ଭାରତୀୟ ଟିମ୍‌। ୧୦ ଉଇକେଟରେ ମ୍ୟାଚ୍‌କୁ ଜିତି ନେଇ ସିରିଜକୁ ୨-୧ ସ୍ଥିତିକୁ ଆଣିଛି ଭାରତ। ଏଥିସହ ଦଳ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ରେ ନିଜ ସ୍ଥାନ ନିଶ୍ଚିତ…

ଛାଡ଼ପତ୍ର ପରେ ସ୍ତ୍ରୀଙ୍କୁ ଭରଣପୋଷଣ ଲାଗି ସ୍ବାମୀ ଦେଲେ…

ଆର୍ଜେଣ୍ଟିନାର ସ୍ଥାନୀୟ କୋର୍ଟ ଜଣେ ବ୍ୟକ୍ତିଙ୍କୁ ତାଙ୍କ ଡିଗ୍ରୀଧାରୀ ସ୍ତ୍ରୀଙ୍କୁ ୨୮ ବର୍ଷ ପର୍ଯ୍ୟନ୍ତ ଘର କାମ କରିବା ନିମନ୍ତେ ୧ କୋଟି ୨୦ ଲକ୍ଷ ଭରଣପୋଷଣ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଛାଡ଼ପତ୍ର ମାମଲାରେ କୋର୍ଟ ଏହି ରାୟ ପ୍ରକାଶ କରିଛନ୍ତି।…

କୋଲକାତାରୁ ଆଇପିଏଲ ବେଟିଂ ମୁଖିଆ ଗିରଫ: ୭୨. ୯୬ ଲକ୍ଷ ଟଙ୍କାର ବ୍ୟାଙ୍କ ଆକାଉଣ୍ଟ ସିଜ୍‌

ବ୍ରହ୍ମପୁର ଅଫିସ ,୨୬।୨ : ଗଞ୍ଜାମ ଜିଲାରେ ଆଇପିଏଲ ବେଟିଂ ପାଇଁ ୟୁଜର ଆଇଡି ଓ ପାସୱାର୍ଡ ଦେଇ କେତେକ ବୁକିଂ ଜରିଆରେ କାରବାର ଚଳାଇଥିବା ମୁଖିଆଙ୍କୁ ବ୍ରହ୍ମପୁର ପୋଲିସ ଗୁରୁବାର କୋଲକାତାରୁ ଗିରଫ କରିଥିଲା। ଅଭିଯୁକ୍ତ ଜଣଙ୍କ ହେଲେ ଦିନେଶ…

ସବ୍ୟସାଚୀଙ୍କ ଯୋଗୁ ଛଅ ମାସରେ ବଦଳିଗଲା କୁନିଙ୍କ ଜୀବନ, ଏବେ ବାନ୍ଧିଲେ ରାକ୍ଷୀ

ଭୁବନେଶ୍ୱର,୨୬।୨(ବ୍ୟୁରୋ): କୁନିଙ୍କ ହାତରେ ବଢ଼ୁଥିଲା ମାଂସ ପିଣ୍ଡୁଳା। ହେଲେ ପାଖରେ ଟଙ୍କା ନ ଥିବାରୁ ଚିକିତ୍ସା ହୋଇପାରୁ ନ ଥିଲା। ଲକ୍‌ଡାଉନ୍‌ ବେଳେ ସମାଜସେବାକୁ ନେଇ ଚର୍ଚ୍ଚାକୁ ଆସିଥିବା ଓଲିଉଡ୍‌ ଅଭିନେତା ସବ୍ୟସାଚୀ ମିଶ୍ର ତାଙ୍କୁ ସହାୟତାର ହାତ ବଢ଼ାଇଥିଲେ। ଏବେ…

ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ମମତାଙ୍କ ଘରେ ବିଶେଷ ପୂଜା!

କୋଲକାତା,୨୬ ।୨: ନିର୍ବାଚନ କମିଶନଙ୍କ ଦ୍ୱାରା ଶୁକ୍ରବାର ଏକ ଖବରଦାତା ସମ୍ମିଳନୀର ଆୟୋଜନ କରଯାଇଥିବା ବେଳେ ଏଥିରେ ୫ ରାଜ୍ୟର ବିଧାନସଭା ପାଇଁ ତାରିଖ ଘୋଷଣା କରାଯିବ ବୋଲି ଅନୁମାନ କରାଯାଇଛି । ହେଲେ ଏହା ପୂର୍ବରୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା…

ଦୁଇ ଜିରାଫଙ୍କ ମଧ୍ୟରେ ଜୋର୍‌ଦାର ଲଢ଼େଇ, ଭିଡିଓ ଭାଇରାଲ

ଆଜିକାଲି ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ଦୁଇ ଜିରାଫଙ୍କ ମଧ୍ୟରେ ଜୋର୍‌ଦାର ଲଢ଼େଇ ଚାଲିଥିବା ଦେଖିବାକୁ ମିଳିଛି। ଏପରି ଲଢ଼େଇ ଆପଣ ଆଗରୁ କେବେ ଦେଖି ନ ଥିବେ। ଭିଡିଓରେ ଦେଖିବେ ଦୁଇଟି ଜିରାଫ ପାଖାପାଖି ଠିଆ…

ଗଞ୍ଜାମ ସହରରେ ବନ୍ଦ ପ୍ରଭାବ

ଗଞ୍ଜାମ,୨୬।୨(ଡି.ଏନ୍‌.ଏ.): ଜିଏସ୍‌ଟି ସରଳୀକରଣ ନିମନ୍ତେ ସର୍ବ ଭାରତୀୟ ବ୍ୟବସାୟୀ ସଂଗଠନ ପକ୍ଷରୁ ଭାରତ ବନ୍ଦ ଡାକରା ଦିଆ ଯାଇଛିl ଏହାକୁ ଗଞ୍ଜାମ ସହର ବଡ଼ ବଜାର ଓ ସାନ ବଜାର ବ୍ୟବସାୟୀ ସଂଘ ପକ୍ଷରୁ ସମର୍ଥନ ମିଳିଛି। ବଡ଼ ବଜାର ବଣିକ…

ଗାଡ଼ି ଚଳାଇ ଧରାପଡିଲେ ନାବାଳକ: ୨୫ ହଜାର ଜରିମାନା ଗଣିଲେ ବାପା

ଛତ୍ରପୁର,୨୬।୨(ଡିଏନଏ): ଜଣେ ନାବାଳକଙ୍କୁ ଏକ ମାଲବାହୀ ଅଟୋ ଚଳାଇବାଙ୍‌ ମହଙ୍ଗା ପଡ଼ିଛି। ଗଞ୍ଜାମ ଜିଲା ଛତ୍ରପୁର ଥାନା ପୋଲିସ ପକ୍ଷରୁ ଗାଡି ଯାଞ୍ଚ ସମୟରେ ଏହି ନାବାଳକ ଏକ ମାଲବାହୀ ଅଟୋ (ନଂ. ଓ ୦୭ପି ୫୭୯୬) ଚଳାଉ ଥିବା ବେଳେ…

ମାଳଦୀପରେ ସମୟ ବିତାଉଛନ୍ତି ବିପାଶା

ବଲିଉଡ୍‌ ଅଭିନେତ୍ରୀ ବିପାଶା ବସୁ ଏବେ ମାଳଦୀପରେ ସମୟ ବିତାଉଛନ୍ତି। ଏହି ସମୟର ଭିଡିଓକୁ ସେ ନିଜର ଇନ୍‌ଷ୍ଟାଗ୍ରାମ୍‌ରେ ଶେୟାର କରିଛନ୍ତି। ଭିଡିଓ ଶେୟାର କରି ସେ କ୍ୟାପଶନରେ ଏହାକୁ ‘ସ୍ବର୍ଗ’ ବୋଲି ଲେଖିଛନ୍ତି। ଫିଲ୍ମ ‘ଅଜନବୀ’ରୁ ବଲିଉଡ୍‌ରେ ଡେବ୍ୟୁ କରିଥିବା…

ବଲିଉଡ୍‌ରେ ରବୀନାଙ୍କ ୩୦ ବର୍ଷ

ମୁମ୍ବାଇ: ଅଭିନେତ୍ରୀ ରବୀନା ଟଣ୍ଡନ ବଲିଉଡ୍‌ରେ ୩୦ ବର୍ଷ ପୂରା କରିଛନ୍ତି। ୧୯୯୧ରେ ରିଲିଜ ହୋଇଥିବା ଫିଲ୍ମ ‘ପଥର କେ ଫୁଲ୍‌’ରେ ସେ ପ୍ରଥମଥର କାମ କରିଥିଲେ। ଏହି ଫିଲ୍ମରେ ତାଙ୍କ ବିପକ୍ଷରେ ନାୟକ ଥିଲେ ସଲମାନ ଖାନ୍‌। ଏକ ସାକ୍ଷାତକାରରେ…

ଗୋଟିଏ ମ୍ୟାଚ୍‌ରେ ୧୧ ଉଇକେଟ; ଅଧିନାୟକ କୋହଲି କହିଲେ ‘ ଏ ବାପୁ….’

ଅହମ୍ମଦାବାଦ,୨୬।୨: ଏଠାରେ ଖେଳାଯାଇଥିବା ଇଂଲଣ୍ଡ ବିପକ୍ଷ ତୃତୀୟ ଟେଷ୍ଟରେ ‘ପ୍ଲେୟର ଅଫ୍‌ ଦ ମ୍ୟାଚ୍‌’ ହୋଇଛନ୍ତି ଅକ୍ଷର ପଟେଲ। ସେ ମ୍ୟାଚ୍‌ରେ କେବଳ ୭୦ରନ୍‌ ଦେଇ ମୋଟ ୧୧ ଉଇକେଟ ନେଇ ଚକିତ କରିଥିଲେ। ଏଥିନେଇ କ୍ରିକେଟଜଗତ ସହ ଜଡ଼ିତ ବ୍ୟକ୍ତିବିଶେଷମାନେ…

ବ୍ୟବସାୟୀ ସଂଘର ୧୨ ଘଣ୍ଟିଆ ଭାରତ ବନ୍ଦ

ରାଉରକେଲା ଅଫିସ,୨୬।୨: ଜିଏସ୍‌ଟି ସରଳୀକରଣ ଇ- କମର୍ସ ବାତିଲ ଦାବିରେ ସର୍ବଭାରତୀୟ ବ୍ୟବସାୟୀ ସଂଘର ୧୨ ଘଣ୍ଟିଆ ଭାରତବନ୍ଦର ପ୍ରଭାବ ରାଉରକେଲାରେ ପଡ଼ିଛି। ସକାଳ ୬ଟାରୁ ସହରର ଦୋକାନ ବଜାର ସହ ବ୍ୟାବସାୟିକ ସଂଗଠନ ବନ୍ଦ ରହିଛି। ରାଉରକେଲା ବଣିକ ସଂଘର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri