ମହିଳା ଟ୍ରେନ୍ ଯାତ୍ରୀଙ୍କ ନିକଟରୁ ଶହେ ଜିଲୋଟିନ୍ ଛଡ, ୩୫୦ ଡିଟୋନେଟର ଜବତ
କୋଝିକୋଡ,୨୬ ।୨: କେରଳର କୋଝିକୋଡ ରେଲୱେ ଷ୍ଟେଶନରୁ ଜଣେ ମହିଳା ଯାତ୍ରୀଙ୍କ ନିକଟରୁ ୧୦୦ ଜିଲୋଟିନ ଛଡ ଓ ୩୫୦ ଡିଟୋନେଟର ଜବତ ହୋଇଥିବା ସୂଚନା ମିଳିଛି । ରେଲୱେ ସୁରକ୍ଷା ବଳ(ଆର୍ପିଏଫ୍) ଚେନ୍ନାଇ-ମଙ୍ଗଳପୁର ଏକ୍ସପ୍ରେସରେ ଯାତ୍ରା କରୁଥିବା ଜଣେ ମହିଳା…
୫୦ ବର୍ଷର ସ୍ବପ୍ନକୁ ପ୍ରତାରଣା
ନୟାଗଡ଼ ଅଫିସ,୨୬।୨: ନୟାଗଡ ଜିଲାର ଜୀବନରେଖା କୁହାଯାଉଥିବା ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପକୁ କାର୍ଯ୍ୟକାରୀ ଦାବିରେ ଦଶପଲ୍ଲାର ମହାବୀର ମନ୍ଦିରରୁ ଆରମ୍ଭ ହୋଇଥିବା ପଦଯାତ୍ରା ନୟାଗଡରେ ଗୁରୁବାର ଉଦ୍ଯାପିତ ହୋଇଛି । ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପ କ୍ରିୟାନୁଷ୍ଠାନ କମିଟି ନେତୃତ୍ୱରେ ଆନ୍ଦୋଳନକାରୀ ୪୦…
ବତିଘର ଅଞ୍ଚଳ ଉଚ୍ଛେଦ ଜଙ୍ଗଲ ଜମିରେ ଚିଙ୍ଗୁଡ଼ିଘେରି
ମହାକାଳପଡା,୨୬।୨(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ବତିଘର ଫରେଷ୍ଟ ସେକ୍ଶନ ଅଧୀନ ଯୋଗୀଧନକୁଦ ଓ ହଷିଣାକନ୍ଧା ଜଙ୍ଗଲ ଜମି ଅଞ୍ଚଳରେ କିଛିମାସ ପୂର୍ବରୁ ବନ ବିଭାଗ, ରାଜସ୍ବ ଓ ପୋଲିସ ପକ୍ଷରୁ ଉଚ୍ଛେଦ ଅଭିଯାନ ଜୋରଦାର କରାଯାଇଥିଲା। ପରେ ଏହି ଜଙ୍ଗଲ ଜମିରେ ବିଭାଗ…
ଇତିହାସ ରଚିଲେ ରୁଟ୍: ୩୮ ବର୍ଷ ପରେ କଲେ ଏମିତି କାରନାମା
ଅହମ୍ମଦାବାଦ,୨୬।୧: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ଦିବାରାତ୍ର ଟେଷ୍ଟରେ ଘରୋଇ ଦଳ ବିଜୟ ହାସଲ କରିଛି। ଭାରତୀୟ ଦଳ ପ୍ରଥମ ଇନିଂସରେ ୧୪୫ ରନ କରିଥିଲା। ଇଂଲଣ୍ଡ ଅଧିନାୟକ ତଥା ପାର୍ଟ ଟାଇମ ସ୍ପିନର ଜୋ ରୁଟ ଆଠ ରନ…
କାଗଜକଲମରେ ବାହ୍ୟ ମଳମୁକ୍ତ ବ୍ଲକ
ନାଉଗାଁ,୨୬।୨(ସ୍ବ.ପ୍ର): କେନ୍ଦ୍ର ସରକାର ସ୍ବଚ୍ଛ ଭାରତ ଅଭିଯାନ ମାଧ୍ୟମରେ ୨୦୧୫ରୁ ହିତାଧିକାରୀଙ୍କୁ ମାଗଣାରେ ପାଇଖାନା ଯୋଗାଇ ଦିଆଯାଉଛି। ଗ୍ରାମାଞ୍ଚଳରେ ସମସ୍ତଙ୍କ ପାନୀୟ ଜଳର ବ୍ୟବସ୍ଥା କରାଯାଇଛି। ବାହାରେ ମଳତ୍ୟାଗ ନ କରି ଗ୍ରାମାଞ୍ଚଳ ପରିବେଶକୁ ସଫା ରଖିବାକୁ ଲୋକଙ୍କୁ ଗ୍ରାମ୍ୟ ପାନୀୟ…
ଚାଷକରି ଫସିଗଲେ ଆଳୁଚାଷୀ
କେନ୍ଦ୍ରାପଡ଼ା ଅଫିସ,୨୬।୨: କେନ୍ଦ୍ରାପଡ଼ା ଜିଲାରେ ଦୁଇମାସ ପୂର୍ବେ ଆଳୁ କିଗ୍ରା ପ୍ରତି ୪୦ ଟଙ୍କାରେ ବିକ୍ରି ହେଉଥିଲା। ଏବେ କିଗ୍ରା ପ୍ରତି ମାତ୍ର ୩ ଟଙ୍କାରେ କ୍ଷେତରୁ ଚାଷୀ ବେପାରୀଙ୍କୁ ବିକୁଛନ୍ତି। ଜିଲାରେ ସଂରକ୍ଷଣ ବ୍ୟବସ୍ଥା ଓ ସରକାରୀ ମଣ୍ଡି ନ…
‘ମୁକେଶ ଭାଇ ଏହା କେବଳ ଟ୍ରେଲର୍, ସମସ୍ତ ପ୍ରସ୍ତୁତି ହୋଇସାରିଛି’
ମୁମ୍ବାଇ,୨୬।୨: ଦେଶର ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ ଘର ବାହାରେ ସନ୍ଦେହଜନକ କାର ମିଳିବା ଘଟଣାରେ ୭ ଜଣଙ୍କୁ ପୋଲିସ ପଚରାଉଚରା କରିଛି। କେବଳ ଏତିକି ନୁହେଁ ମୁମ୍ବାଇ ପୋଲିସ ଆଣ୍ଟିଲିଆ ବାହାରେ ସୁରକ୍ଷାକୁ ଆହୁରି କଡାକଡି କରିଛି। ଏହି ସନ୍ଦେହଜନକ…
ଛତିଶଗଡ଼ କବ୍ଜାରେ ମହୁଲପାହାଡ଼
ଲଖନପୁର,୨୬।୨(ଡି.ଏନ୍.ଏ.): ଓଡିଶା-ଆନ୍ଧ୍ରପ୍ରଦେଶ ସୀମାରେ ଥିବା କୋରାପୁଟ ଜିଲା କୋଟିଆ ପଞ୍ଚାୟତକୁ ନେଇ ଉଭୟ ରାଜ୍ୟ ମଧ୍ୟରେ ଦେଖାଦେଇଛି ସୀମା ବିବାଦ। ଏ ନେଇ ଚଳିତ ବିଧାନସଭାରେ ବିରୋଧୀ ଦଳଗୁଡିକ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି। ଫଳରେ ରାଜ୍ୟ ସୀମାରେ ଥିବା ସୀମାନ୍ତବର୍ତ୍ତୀ ଗ୍ରାମବାସୀଙ୍କ…
ଛାତ୍ରୀଙ୍କୁ ଅନ୍ତଃସତ୍ତ୍ୱା ମାମଲା: ଅଧ୍ୟାପକଙ୍କୁ ୭ ବର୍ଷ ଜେଲ
ଯାଜପୁର ଟାଉନ,୨୬।୨(ଡି.ଏନ.ଏ.): ଜଣେ ଛାତ୍ରୀଙ୍କୁ ଅନ୍ତଃସତ୍ତ୍ୱା କରିବା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ଯାଜପୁର ଜିଲା ଦୌରାଜଜ୍ ଶ୍ରୀକାନ୍ତ ମିଶ୍ର ମାମଲାର ବିଚାର କରି ଦୋଷୀ ଅଧ୍ୟାପକଙ୍କୁ ୭ ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିବା ସହ ୧୦ ହଜାର ଟଙ୍କା…
ବେଆଇନ ମାଙ୍କଡ଼ା ଖଣି ସିଲ୍
ନିରାକାରପୁର,୨୬।୨(ଡି.ଏନ୍.ଏ.): ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗୀ ବନାଞ୍ଚଳରେ ଦିନକୁ ଦିନ ଖଣି ମାଫିଆଙ୍କ ଦୌରାତ୍ମ୍ୟ ବଢିବାରେ ଲାଗିଛି। ଦୈନିକ ବେଆଇନ ଭାବେ ଖଣି ଖନନ କରିବା ସହିତ ଶହ ଶହ ଟ୍ରକ୍ ଓ ଟ୍ରାକ୍ଟରରେ ମୋରମ, ମାଙ୍କଡ଼ା ପଥର ଚାଲାଣ କରୁଛନ୍ତି। ଗୁରୁବାର…
ସାଇବର ଠକେଇ: ୧ଲକ୍ଷ ୮ହଜାର ନେଇଗଲେ
ଖୋର୍ଦ୍ଧା ଅଫିସ,୨୬।୨: ରାଜ୍ୟରେ ସାଇବର ଠକେଇ ଦିନକୁ ଦିନ ବଢ଼ିବାରେ ଲାଗିଛି। ଖୋର୍ଦ୍ଧା ସଦର ଥାନା ଅଧୀନ ବାଜପୁର ଗ୍ରାମର ଚାରୁଲତା ଦାଶ ବ୍ୟାଙ୍କ ଠକେଇର ଶିକାର ହୋଇଛନ୍ତି। ତାଙ୍କ ଆକାଉଣ୍ଟରୁ ଏକ ମିନଟ୍ ମଧ୍ୟରେ ୨ଟି କିସ୍ତିରେ ୧ଲକ୍ଷ ୮ହଜାର…
ହିନ୍ଦୁ ସମ୍ପଦାୟର ଲୋକଙ୍କୁ କ୍ଷମା ମାଗିଲେ ପାକିସ୍ତାନ ଏମ୍ପି
ଇସଲମାବାଦ,୨୬।୨: ପାକିସ୍ତାନରେ ଇମ୍ରାନ ଖାନଙ୍କ ଶାସକ ଦଳର ଏମ୍ପି ଆମିର ଲିଆକତ ହୁସେନ ହିନ୍ଦୁମାନଙ୍କ ଭାବନାକୁ ଆଘାତ ଦେଇଥିବା ଟୁଇଟ୍ ଯୋଗୁ କ୍ଷମା ମାଗିଛନ୍ତି। ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ଦଳର ସଦସ୍ୟ ଆମିର ଲିଆକତ ହୁସେନ ବିରୋଧୀ ଦଳର ନେତା ତଥା…
Archives


