Home Left

ପୋଲିସ କ୍ୱାର୍ଟର୍ସରେ ମହିଳା ମାଓବାଦୀଙ୍କ ଆତ୍ମହତ୍ୟା

ମାଲକାନଗିର,୨୫ା୨: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତଓ୍ବୋଡ଼ା ଜିଲାରେ ଆତ୍ମସମର୍ପଣ କରିଥିବା ଜଣେ ମହିଳା ମାଓବାଦୀ ଆତ୍ମହତ୍ୟା କରିଛନ୍ତି। ତାଙ୍କ ନାମ ପାଣ୍ଡେ କବାସୀ। ସେ ଫେବୃୟାରୀ ୧୯ରେ ଆତ୍ମସମର୍ପଣ କରିଥିଲେ। ପୋଲିସ ପ୍ରଶାସନ ପକ୍ଷରୁ ତାଙ୍କୁ ସ୍ଥାନୀୟ ପୋଲିସ କଲୋନୀରେ…

ଶେଷରେ ମୀରାଙ୍କ ହାତ ଧରିଥିଲେ ଶାହିଦ୍‌…

ମୁମ୍ବାଇ: ବଲିଉଡ ଷ୍ଟାର ଶାହିଦ କପୁରଙ୍କୁ ଗୁରୁବାର ୪୦ ବର୍ଷ ପୂରଣ ହୋଇଛି। ୧୯୮୧ ଫେବୃୟାରୀ ୨୫ରେ ସେ ନୂଆଦିଲ୍ଲୀଠାରେ ଜନ୍ମଗ୍ରହଣ କରିଥିଲେ। ଅଭିନୟ ପ୍ରତି ତାଙ୍କର ପିଲାଦିନରୁ ପ୍ରବଳ ଆଗ୍ରହ ଥିଲା। ୨୦୦୩ରେ ସେ ରମେଶ ତୈରାନିଙ୍କ ଫିଲ୍ମ ଇଶ୍କ…

ଡ୍ୟାନି‌ଙ୍କ ପ୍ରେମରେ ପାଗଳ ଥିଲେ ଗାଓ୍ବା…

ମୁମ୍ବାଇ: ବଲିଉଡ ଖଳନାୟକ ଡ୍ୟାନି ଡେଞ୍ଜୋଙ୍ଗପାଙ୍କୁ ଗୁରୁବାର ୭୩ ବର୍ଷ ପୂରଣ ହୋଇଛି। ୧୯୪୮ ଫେବୃୟାରୀ ୨୫ରେ ସେ ସିକିମ୍‌ର ଗ୍ୟାଙ୍ଗଟକଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ପ୍ରକୃତ ନାମ ଥେସରିଙ୍ଗ ଫିଣ୍ଟୋସ ଡେଞ୍ଜୋଙ୍ଗପା ଥିଲା। ଘରେ ମନାକରିବା ପରେ ମଧ୍ୟ ସେ…

ଭାରତ କବ୍‌ଜାରେ ଦିବାରାତ୍ର ଟେଷ୍ଟ

ଅହମ୍ମଦାବାଦ,୨୪।୨: ବିଶ୍ୱର ସର୍ବବୃହତ୍‌ କ୍ରିକେଟ ଷ୍ଟାଡିୟମରେ ବୁଧବାରଠାରୁ ଆରମ୍ଭ ହୋଇଥିବା ଇଂଲଣ୍ଡ ବିପକ୍ଷ ତୃତୀୟ ତଥା ଦିବାରାତ୍ର ଟେଷ୍ଟ ମ୍ୟାଚ୍‌ ପ୍ରଥମ ଦିନ ଶେଷ ସୁଦ୍ଧା ଟିମ୍‌ ଇଣ୍ଡିଆ କବ୍‌ଜାରେ ରହିଛି। ପ୍ରଥମେ ରବିଚନ୍ଦ୍ରନ ଅଶ୍ୱିନ ଓ ଅକ୍ଷର ପଟେଲଙ୍କ ସ୍ପିନ…

୨ ଦିନ ପରେ ମିଳିଲା ଅପହୃତା ବର, ମିଳୁନି କନ୍ୟାଙ୍କ ପତ୍ତା

ତରବୋଡ଼/ନୂଆପଡ଼ା ଅଫିସ, ୨୫।୨: ନବବିବାହିତ ସ୍ବାମୀ ସ୍ତ୍ରୀଙ୍କୁ ଅପହରଣର ୨ ଦିନ ପରେ ଗରୁତର ଅବସ୍ଥାରେ ସ୍ବାମୀଙ୍କୁ ଉଦ୍ଧାର କରାଯାଇଛି। ହେଲେ କନ୍ୟାଙ୍କ ପତ୍ତା ମିଳିପାରୁ ନାହିଁ। ଏହି ଘଟଣା ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି। ୧୬ ତାରିଖରେ ସାମାଜିକ ରିତୀରେ…

ପ୍ରିୟଙ୍କା ପିନ୍ଧିଲେ ଏମିତି ଡ୍ରେସ୍‌, ଥମୁନି ଚର୍ଚ୍ଚା

ବଲିଉଡ୍‌ ପରେ ହଲିଉଡ୍‌ରେ ଜଲଓ୍ବା ଦେଖାଇଛନ୍ତି ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା। ଫ୍ୟାଶନ ଏବଂ ଅଭିନୟ ଦୃଷ୍ଟିରୁ ସେ ଅତୁଳନୀୟ। ସେ ବେଳେବେଳେ କିଛି ଅଲଗା କରିବାକୁ ଚେଷ୍ଟା କରନ୍ତି। ଅଜବ ଡ୍ରେସିଂ ଷ୍ଟାଇଲ୍‌ ପାଇଁ ସେ ଅନେକ ଥର ଟ୍ରୋଲର ସମ୍ମୁଖୀନ…

ଆଇସିସି ନିୟମ ଭୁଲି ଗଲେ ଇଂଲଣ୍ଡ ଖେଳାଳି

ଅହମ୍ମଦାବାଦ,୨୪।୨: ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଚାଲିଥିବା ଭାରତ ବିପକ୍ଷ ତୃତୀୟ ଟେଷ୍ଟର ପ୍ରଥମ ଦିନ ଇଂଲଣ୍ଡ ଅଲରାଉଣ୍ଡର ବେନ ଷ୍ଟୋକ୍ସଙ୍କୁ ବଲରେ ଛେପ ଲଗାଉଥିବା ଦେଖିବାକୁ ମିଳିଥିଲା। ଏହି ଘଟଣା ୧୨ତମ ଓଭରରେ ଷ୍ଟୋକ୍ସ ବୋଲିଂ କରୁଥିବାବେଳେ ଘଟିଥିଲା। ଏହା…

ପଞ୍ଚାୟତ ଉପନିର୍ବାଚନ: ଭୋଟ ବାକ୍ସରେ ୨ ପ୍ରାର୍ଥୀଙ୍କ ଭାଗ୍ୟ

ଜୁନାଗଡ଼,୨୪।୨: କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଭଇଁରୀଗୁଡ଼ା ପଞ୍ଚାୟତରେ ବୁଧବାର ଉପନିର୍ବାଚନ ସମ୍ପନ୍ନ ହୋଇଛି। ୨ ପ୍ରାର୍ଥୀଙ୍କ ଭାଗ୍ୟ ଏବେ ଭୋଟ ବାକ୍ସରେ ସିଲ୍‌ ହୋଇଛି। ଗୁରୁବାର ଜୁନାଗଡ଼ ବ୍ଲକ କାର୍ଯ୍ୟାଳୟରେ ଭୋଟ ଗଣତି ହେବ। ଉପନିର୍ବାଚନରେ ପଞ୍ଚାୟତର ଭଇଁରୀଗୁଡା ସମେତ…

ଅଧଘଣ୍ଟାରେ ଚୋରି ହୋଇଥିବା ଶିଶୁଙ୍କୁ ଉଦ୍ଧାର କଲା ପୋଲିସ

ବାରିପଦା ଅଫିସ,୨୪ା୨: ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପିଆର୍‌ଏମ୍‌ ମେଡିକାଲରୁ ବୁଧବାର ସନ୍ଧ୍ୟାରେ ନବଜାତ ଶିଶୁକୁ ଚୋରି କରିନେବା ଘଟଣାରେ ପୋଲିସ ୨ ମହିଳାଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ଶିଶୁକୁ ଉଦ୍ଧାର କରାଯାଇଛି। ଗିରଫ ମହିଳା ଦ୍ୱୟ ହେଲେ ବାଲେଶ୍ୱର ଜିଲା ଶୋଭାରାମପୁର…

ଜାହିର ଖାନଙ୍କୁ ପଛରେ ଛାଡ଼ିଲେ ଅଶ୍ୱିନ

ଅହମ୍ମଦାବାଦ,୨୪।୨: ଭେଟେରାନ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ପୂର୍ବତନ ଭାରତୀୟ ପେସର ଜାହିର ଖାନଙ୍କୁ ପଛରେ ପକାଇ ଦେଇଛନ୍ତି। ଅନ୍ତର୍ଜାତୀୟ ସ୍ତରରେ ଟିମ୍‌ ଇଣ୍ଡିଆ ପାଇଁ ଜାହିର ଖାନ ତିନୋଟି ଫର୍ମାଟକୁ ମିଶାଇ ମୋଟ ୫୯୭ଟି ଉଇକେଟ ନେଇଥିଲେ। ଏଠାରେ ଚାଲିଥିବା…

୧୮ଲକ୍ଷ ଟଙ୍କାରେ ହାତୀଦାନ୍ତ ବିକ୍ରି ପାଇଁ ହୋଇଥିଲା ଡିଲ୍‌, ଗ୍ରାହକ ସାଜି ଧରିଲେ ବନ କର୍ମଚାରୀ

ବାରିପଦା ଅଫିସ/ଉଦଳା, ୨୪ା୨: ମୟୂରଭଞ୍ଜ ଜିଲା ଉଦଳା ବନଖଣ୍ଡ ଅଧୀନ ଅଙ୍ଗାରପଦାଠାରେ ହାତୀଦାନ୍ତ କାରବାର କରୁଥିବା ୨ ବେପାରୀଙ୍କୁ ବୁଧବାର ବନ ବିଭାଗ ଗିରଫ କରିଛି। ସେମାନଙ୍କଠାରୁ ୪୫ କିଲୋ ଓଜନର ୮ ଖଣ୍ଡ ଦାନ୍ତ ଜବତ କରାଯାଇଛି। ଅଭିଯୁକ୍ତମାନେ ଏହାକୁ…

‘ ବିଧାୟକଙ୍କୁ ଇସ୍ତଫା ଦେବା ପାଇଁ ବାଧ୍ୟ କରାଯାଇଥିଲା ’

ନୂଆଦିଲ୍ଲୀ,୨୪।୨: କଂଗ୍ରେସରୁ ଇସ୍ତଫା ଦେବା ଲାଗି ବିଧାୟକଙ୍କୁ ବାଧ୍ୟ କରାଯାଇଥିଲା। ମୋ ପାଖରେ ଏହାର ପ୍ରମାଣ ଅଛି ବୋଲି ବୁଧବାର ଏକ ସାକ୍ଷାତ୍‌କାରରେ କହିଛନ୍ତି ପୁଡୁଚେରୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଭି. ନାରାୟଣସ୍ବାମୀ। ବିଧାୟକଙ୍କ ଇସ୍ତଫା କାରଣରୁ ସୋମବାର ତାଙ୍କ ସରକାର ଭାଙ୍ଗି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri