ବୃଦ୍ଧାଙ୍କୁ କାଠ ଫାଳିଆରେ ପିଟି ପିଟି ହତ୍ୟା
ବରଗଡ଼ ଅଫିସ୍,୨୪।୨: ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ଦ୍ୱାରୀ ଗ୍ରାମରେ ବୁଧବାର ଏକ ନିର୍ମମ ହତ୍ୟାକାଣ୍ଡ ଘଟିଛି । କାଠ କାଟିବାକୁ ନେଇ ସ୍ଥାନୀୟ ଜଣେ ଯୁବକ ଗ୍ରାମର ଜଣେ ବୃଦ୍ଧାଙ୍କୁ ନୃଶଂସ ଭାବେ ହତ୍ୟା କରିଛନ୍ତି । ମୃତ…
ଉଚ୍ଚ ସ୍ତରୀୟ ପୋଲିସ ଅଧିକାରୀଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲେ ମହିଳା ଆଇପିଏସ୍
ଚେନ୍ନାଇ,୨୪।୨: ତାମିଲନାଡୁର ଜଣେ ମହିଳା ଆଇପିଏସ୍ ଅଫିସର ଜଣେ ଉଚ୍ଚ ପଦସ୍ତ ପୋଲିସ ଅଧିକାରୀଙ୍କ ବିରୋଧରେ ଆଣିଛନ୍ତି ଯୌନ ଉତ୍ପିଡନା ଓ ଅସଦାଚରଣ କରିଥିବା ଅଭିଯୋଗ। କିଛି ଦିନ ତଳେ ମୁଖ୍ୟମନ୍ତ୍ରୀ ଇ. ପଲାନିସ୍ବାମଙ୍କ କେନ୍ଦ୍ରୀୟ ଜିଲା ଗସ୍ତବେଳେ ସୁରକ୍ଷା ଦାୟିତ୍ୱରେ…
ମାର୍ଚ୍ଚରେ ୧୦ ଦିନ ବନ୍ଦ ରହିବ ବ୍ୟାଙ୍କ
ଭୁବନେଶ୍ୱର,୨୪।୨(ବ୍ୟୁରୋ): ମାର୍ଚ୍ଚ ମାସରେ ୧୦ ଦିନ ବ୍ୟାଙ୍କ ବନ୍ଦ ରହିବ। ଆର୍ବିଆଇ ଗାଇଡ୍ଲାଇନ ଅନୁଯାୟୀ, ବ୍ୟାଙ୍କଗୁଡିକ ରବିବାର ବ୍ୟତୀତ ମାସର ଦ୍ୱିତୀୟ ଏବଂ ଚତୁର୍ଥ ଶନିବାର ଦିନ ବନ୍ଦ ରହିଥାଏ। ଏହାଛଡା ମାର୍ଚ୍ଚ ମାସରେ ଅତିରିକ୍ତ ଛୁଟି ଏବଂ ପର୍ବପର୍ବାଣୀ ପାଇଁ…
ଏକାସାଙ୍ଗରେ ଚାଲିଗଲେ ମା’-ପୁଅ
ସମ୍ବଲପୁର/ଜମନକିରା,୨୪ା୨: ସମ୍ବଲପୁର ଜିଲା ବାମରା ବନ୍ୟପ୍ରାଣୀ ବନଖଣ୍ଡ ବଞ୍ଜିପାଲି ସେକ୍ସନ ଆଖଡ଼ାଦାଣ୍ଡ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଦନ୍ତାହାତୀ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ମା’ ରୀନା ମୁଣ୍ଡା (୪୧) ଓ ପୁଅ ସାହିଲ ମୁଣ୍ଡା(୧୫)। ବାପା…
ପ୍ରଧାନ ମନ୍ତ୍ରୀଙ୍କ ପୁଡୁଚେରୀ ଗସ୍ତକୁ ବିରୋଧ କରିବ କଂଗ୍ରେସ
ନୂଆଦିଲ୍ଲୀ,୨୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ପୁଡୁଚେରୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀଙ୍କ ଏହି ଗସ୍ତକୁ ବିରୋଧ କରି ବୋଲି ବୁଧବାର ଏକ ପ୍ରେସ ବିବୃତିରେ କଂଗ୍ରେସ ପକ୍ଷରୁ ସୂଚନା ଦିଆଯାଇଛି। ଏହି ବିକ୍ଷୋଭ ପ୍ରଦର୍ଶନ କାର୍ଯ୍ୟକ୍ରମରେ ପୂର୍ବତନ ମୁଖ୍ୟମନ୍ତ୍ରୀ…
ଈଶାନ୍ତଙ୍କୁ ସମ୍ବର୍ଦ୍ଧିତ କଲେ ରାଷ୍ଟ୍ରପତି
ଅହମ୍ମଦାବାଦ,୨୪।୨: ଭାରତୀୟ ପେସର ଈଶାନ୍ତ ଶର୍ମା ବୁଧବାର କ୍ୟାରିୟରର ୧୦୦ତମ ଟେଷ୍ଟ ଖେଳିଛନ୍ତି। ନରେନ୍ଦ୍ର ମୋଦିଙ୍କ ନାମରେ ନାମିତ ହୋଇଥିବା ଷ୍ଟାଡିୟମରେ ଇଂଲଣ୍ଡ ଓ ଭାରତ ମଧ୍ୟରେ ତୃତୀୟ ଟେଷ୍ଟ ମ୍ୟାଚ୍ ଖେଳାଯିବା ପୂର୍ବରୁ ଈଶାନ୍ତଙ୍କୁ ସମ୍ବର୍ଦ୍ଧିତ କରିଥିଲେ ରାଷ୍ଟ୍ରପତି ରାମନାଥ…
ପୁଡୁଚେରୀରେ ରାଷ୍ଟ୍ରପତି ଶାସନ
ନୂଆଦିଲ୍ଲୀ,୨୪।୨: ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଭି ନାରାୟଣ ସ୍ବାମୀ ଏବଂ ତାଙ୍କ ମନ୍ତ୍ରୀ ପରିଷଦର ଇସ୍ତଫା ଦେବାର ଗୋଟିଏ ଦିନ ପରେ ବୁଧବାର କେନ୍ଦ୍ର କ୍ୟାବିନେଟ ରାଷ୍ଟ୍ରପତି ଶାସନ ଲାଗୁ କରିବାକୁ ଅନୁମୋଦନ କରିଛି। ପୁଡୁଚେରୀ ବିଧାନସଭା ର୍ନିବାଚନର ୩ ମାସ ପୂର୍ବରୁ…
ସ୍ପିନରଙ୍କ ଆଗରେ ଧରାଶାୟୀ ହେଲା ପୂରା ଇଂଲଣ୍ଡ ଟିମ୍
ଅହମ୍ମଦାବାଦ,୨୪।୨: ବିଶ୍ୱର ସର୍ବବୃହତ କ୍ରିକେଟ ଷ୍ଟାଡିୟମରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ବୁଧବାରଠାରୁ ଆରମ୍ଭ ହୋଇଥିବା ତୃତୀୟ ତଥା ଦିବାରାତ୍ର ଟେଷ୍ଟର ପ୍ରଥମ ଇନିଂସରେ ପୂରା ଇଂଲଣ୍ଡ ଦଳକୁ ୧୧୨ ରନରେ ସୀମିତ ରଖିଛନ୍ତି ଭାରତୀୟ ବୋଲରମାନେ। ମୁଖ୍ୟତଃ ଦୁଇ ସ୍ପିନର…
ୟୁଜର୍ସଙ୍କୁ ଭାଗ ଭାଗ କରିଦେଲା ମୋଟେରା ଷ୍ଟାଡିୟମର ନାମକରଣ
ନୂଆଦିଲ୍ଲୀ,୨୪।୨: ଗୁଜରାଟର ଅହମ୍ମଦାବାଦ ସ୍ଥିତ ବିଶ୍ୱର ସର୍ବବୃହତ୍ କ୍ରିକେଟ ଷ୍ଟାଡିୟମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନାମରେ ନାମିତ କରାଯାଇଛି। ୧.୩୨ ଲକ୍ଷ ଦର୍ଶକଙ୍କ କ୍ଷମତା ବିଶିଷ୍ଟ ଷ୍ଟାଡିୟମର ନାମ ଏବେ ଠାରୁ ନରେନ୍ଦ୍ର ମୋଦି ଷ୍ଟାଡିୟମ ଭାବେ ଜଣାଯିବ। ଭାରତ-ଇଂଲଣ୍ଡ ଟେଷ୍ଟ…
ବିବାହ କଥା ଉଠିବାରୁ ଏହି ଅଭିନେତ୍ରୀଙ୍କ ସହ କଥା ହେଉ ନ ଥିଲେ ବାପା
ଆଜି ବଲିଉଡ୍ ଅଭିନେତା ଅଜୟ ଦେବଗନ ଏବଂ ଅଭିନେତ୍ରୀ କାଜଲଙ୍କ ବିବାହ ବାର୍ଷିକୀ। ଉଭୟ ୧୯୯୯ ମସିହା ଫେବୃୟାରୀ ୨୪ ତାରିଖରେ ବିବାହ କରିଥିଲେ। ମାତ୍ର ଉଭୟଙ୍କ ଏହି ବିବାହା ପ୍ରସ୍ତାବକୁ ପ୍ରଥମେ କାଜଲଙ୍କ ବାପା ଗ୍ରହଣ କରି ନ ଥିଲେ।…
୨ୟ ପର୍ଯ୍ୟାୟ ଟିକାକରଣ ନେଇ ଗାଇଡ୍ଲାଇନ ଜାରି
ଭୁବନେଶ୍ୱର,୨୪।୨(ବ୍ୟୁରୋ) : ମାର୍ଚ୍ଚ ୧ରୁ ବୟସ୍କମାନଙ୍କୁ ଟିକାକରଣ ନେଇ ଗାଇଡ୍ଲାଇନ ଜାରି କରାଯାଇଛି। ଏନେଇ ସମସ୍ତ ଜିଲାପାଳଙ୍କୁ ସ୍ବାସ୍ଥ୍ୟ ବିଭାଗ ଏସିଏସ୍ ଗାଇଡ୍ଲାଇନ ପଠାଇଛନ୍ତି। ରବିବାରକୁ ବାଦ୍ ଦେଇ ସପ୍ତାହରେ ୫ ଦିନ ଟିକାକରଣ କରାଯିବ। ଅତିରିକ୍ତ ଟିକା କର୍ମୀ ଓ…
ମାର୍ଚ୍ଚ ୧ରୁ ବୟସ୍କଙ୍କୁ କରୋନା ଟିକା
ନୂଆଦିଲ୍ଲୀ,୨୪।୨: କରୋନା ଟିକାର ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧ରୁ ଆରମ୍ଭ ହେବ। ଏହି ଟିକା ୬୦ ବର୍ଷରୁ ଅଧିକ ବୟସର ଲୋକଙ୍କୁ ଦିଆଯିବ ବୋଲି କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭେଦକର ବୁଧବାର ସୂଚନା ଦେଇଛନ୍ତି। ଏହା ପୂର୍ବରୁ କରୋନା ଯୋଦ୍ଧାମାନଙ୍କୁ ପ୍ରଥମ ଡୋଜ୍…
Archives


