ଭଇଁରିଗୁଡା ପଞ୍ଚାୟତ ଉପ ର୍ନିବାଚନରେ ଭାଗ ନେବେ ୩୦୬୯ ଭୋଟର
ଜୁନାଗଡ଼,୨୩।୨(ଡି.ଏନ.ଏ) – କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଭଇଁରିଗୁଡା ପଞ୍ଚାୟତ ଉପ ର୍ନିବାଚନ ବୁଧବାର ଅନୁଷ୍ଠିତ ହେବ। ଏଥିପାଇଁ ବ୍ଲକ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ହୋଇଛି l ଏହି ଉପ ର୍ନିବାଚନରେ ମୋଟ ୩୦୬୯ ଜଣ ଭୋଟର ରହିଥିବା…
ଜେଲ ଗଲେ ପୂର୍ବତନ ବିଜେଡି ବିଧାୟକ
ଫୁଲବାଣୀ ଅଫିସ,୨୩ା୨- ପଥଚାରୀଙ୍କୁ ମାଡ଼ ମାରିବା ସହ ଲୁଟ ଅଭିଯୋଗରେ ମଙ୍ଗଳବାର ଫୁଲବାଣୀର ପୂର୍ବତନ ବିଜେଡି ବିଧାୟକ ଦେବେନ୍ଦ୍ର କହଁର ଗିରଫ ହୋଇଛନ୍ତି। ଟାଉନ୍ ଥାନା ପୋଲିସ ଦେବେନ୍ଦ୍ର ଓ ତାଙ୍କ ସହଯୋଗୀ କୁହାଯାଉଥିବା କନଷ୍ଟେବଳ ଶ୍ରୀନିବାସ କହଁରଙ୍କୁ ଗିରଫ ପରେ…
ଏହି ରାଜ୍ୟରେ ବିକ୍ରି ହୋଇପାରିବ ନାହିଁ ପତଞ୍ଜଳିର କୋରୋନିଲ
ମୁମ୍ବାଇ,୨୩।୨: ପତଞ୍ଜଳିର କରୋନିଲ ଟ୍ୟାବଲେଟ ଆବଶ୍ୟକୀୟ ମାନ୍ୟତା ବିନା ମହାରାଷ୍ଟ୍ରରେ ବିକ୍ରି ହୋଇପାରିବ ନାହିଁ। ଏ ନେଇ ରାଜ୍ୟର ଗୃହମନ୍ତ୍ରୀ ଅନୀଲ ଦେଶମୁଖ କହିଛନ୍ତି। ଏହି ଟ୍ୟାବଲେଟ କରୋନା ଉପରେ ପ୍ରଭାବଶାଳୀ ଓ ଏହାକୁ ଡବ୍ଲ୍ୟୁଏଚ୍ଓ ମାନ୍ୟତା ମିଳିଥିବା ପତଞ୍ଜଳି ପକ୍ଷରୁ…
ଉଲ୍ଲେଖନୀୟ ପ୍ରଦର୍ଶନ ସତ୍ତ୍ୱେ ଏହି କ୍ରିକେଟରଙ୍କୁ ଦିନିକିଆ-ଟି୨୦ ଟିମ୍ରେ ମିଳୁନି ଜାଗା, କାହିଁକି ବୋଲି ପ୍ରଶ୍ନ ଉଠାଇଲେ ଗମ୍ଭୀର
ନୂଆଦିଲ୍ଲୀ,୨୩।୨: ଉଲ୍ଲେଖନୀୟ ପ୍ରଦର୍ଶନ ସତ୍ତ୍ୱେ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କୁ ଅଣଦେଖା କରାଯାଉଛି। ଦିନିକିଆ ଏବଂ ଟି୨୦ ଅନ୍ତରାଷ୍ଟ୍ରୀୟ ଟିମ୍ରୁ ବାହାର କରାଯାଇଛି। ଏବେର ଫର୍ମକୁ ଦେଖିଲେ ଏହା ଉଚିତ ନୁହେଁ ବୋଲି କହିଛନ୍ତି କ୍ରିକେଟ ବିଶେଷଜ୍ଞ ଏବଂ ପୂର୍ବ କ୍ରିକେଟର…
ସବୁଠୁ ମହଙ୍ଗା ବିରିୟାନୀ; ପ୍ଲେଟ ପିଛା ୨୦ ହଜାର ଟଙ୍କା
ବିରିୟାନୀ ଆମ ଦେଶର ଅନ୍ୟତମ ଲୋକପ୍ରିୟ ଖାଦ୍ୟ। ଫେଭରାଇଟ୍ ଖାଦ୍ୟ ପାଇଁ ଟିକେ ଅଧିକା ଖର୍ଚ୍ଚ କରିବାକୁ ପ୍ରାୟତଃ କେହି ପଛ ଘୁଞ୍ଚା ଦିଅନ୍ତି ନାହିଁ। କିନ୍ତୁ ଗୋଟେ ପ୍ଲେଟ ଟେଷ୍ଟି ବିରିୟାନୀ ଲାଗି କେତେ ଟଙ୍କା ଖର୍ଚ୍ଚ କରିପାରିବେ ?…
ଦିବାରାତ୍ର ଟେଷ୍ଟ ପୂର୍ବରୁ ଏମିତି କହିଲେ କୋହଲି
ଅହମ୍ମଦାବଦ୍, ୨୩।୨ : ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲ୍ୟୁଟିସି) ଫାଇନାଲ ପାଇଁ ଯୋଗ୍ୟତା ହାସଲ କରିବା ହେଲେ ଭାରତୀୟ ଦଳକୁ ଚଳିତ ଇଂଲଣ୍ଡ ବିପକ୍ଷ ସିରିଜ୍ର ବଳକା ଦୁଇଟି ଟେଷ୍ଟରୁ ଗୋଟିଏ ମ୍ୟାଚ୍ ଜିତିବାକୁ ପଡ଼ିବ। ଅନ୍ୟ ମ୍ୟାଚ୍କୁ ଅତିକମ୍ରେ ଡ୍ର’…
ଆଇପିଏଲ୍ ଖେଳିବେନି ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନ୍! ଏଭଳି ହେଉଛିି ଚର୍ଚ୍ଚା
ନୂଆଦିଲ୍ଲୀ,୨୩।୨: ନିଜର ବିସ୍ଫୋରକ ବ୍ୟାଟିଂକୁ ନେଇ ବେଶ୍ ଲୋକପ୍ରିୟ ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ୍ ଡେଭିଡ୍ ଓ୍ବାର୍ନର। ସେ ନିଜ ଦମ୍ରେ ମ୍ୟାଚ୍ର କାୟା ପରିବର୍ତ୍ତିତ କରିଦେଇଥାନ୍ତି। ହେଲେ ସେ ଅନେକ ସମୟରେ ଆଘାତ ସମସ୍ୟା ଦେଇ ଗତି କରିଥାନ୍ତି। ଏଥିପାଇଁ ତାଙ୍କୁ ବାଧ୍ୟହୋଇ…
ଶତକ ମାରିବା ପରେ ଖୁସି ହେବା ବଦଳରେ ପଡ଼ିଆରେ ଭୋ ଭୋ ହୋଇ କାନ୍ଦିଲେ ଏହି କ୍ରିକେଟର: କାରଣ ଜାଣିଲେ…
ନୂଆଦିଲ୍ଲୀ,୨୩।୨: ଗତ ଜାନୁୟାରୀରେ ଭାରତୀୟ ଅଲରାଉଣ୍ଡର ବ୍ରଦର୍ସ ଯୋଡ଼ି ହାର୍ଦ୍ଦିକ ପାଣ୍ଡ୍ୟା ଏବଂ କ୍ରୁନାଲ ପାଣ୍ଡା ବାପାଙ୍କୁ ହରାଇଛନ୍ତି। ଉଭୟ ବାପା ହିମାଶୁଂ ପାଣ୍ଡ୍ୟାଙ୍କ ବେଶ ନିକଟତର ଥିଲେ। ଏଥିଯୋଗୁ ଏଯାବତ ସେମାନେ ବାପାଙ୍କ ନିଧନକୁ ସହଜରେ ଗ୍ରହଣ କରିପାରିନାହାନ୍ତି। ନିକଟରେ ବିଜୟ…
କ୍ରିକେଟକୁ ଅଲବିଦା କହିଲେ ୨୦୧୧ ବିଶ୍ୱକପ୍ ହିରୋ
କଲମ୍ବୋ, ୨୩।୨ : ୨୦୧୧ ବିଶ୍ୱକପ୍ ହିରୋ ତଥା ଶ୍ରୀଲଙ୍କା ଦଳର ଭେଟେରାନ ଓପନର ଉପୁଲ ଥରଙ୍ଗା ମଙ୍ଗଳବାର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ୧୫ ବର୍ଷର ଲମ୍ବା ଅନ୍ତର୍ଜାତୀୟ କ୍ୟାରିୟରରେ ସେ ଶ୍ରୀଲଙ୍କା ଦଳର ଅଧିନାୟକ ହେବାର ସମ୍ମାନ…
ଫିଲ୍ମରେ ରୋମାଣ୍ଟିକ୍ ଦୃଶ୍ୟ କାହିଁକି କରନ୍ତି ନାହିଁ ଦବଙ୍ଗ ଖାନ୍? ପୂର୍ବ ପ୍ରେମିକା ଦେଲେ ଏଭଳି ଜବାବ
ବମ୍ବେ: ବଲିଉଡ୍ର ସଫଳ ଏବଂ ଶ୍ରେଷ୍ଠ ଅଭିନେତାଙ୍କ ମଧ୍ୟରୁ ଜଣେ ହେଲେ ସଲମାନ୍ ଖାନ୍। ୧୯୮୮ରେ ଫିଲ୍ମ ‘ବିବି ହୋ ତୋ ଏସି’ରୁ ସେ ନିଜର ଅଭିନୟ ଜୀବନ ଆରମ୍ଭ କରିଥିଲେ। ଏହାର ତିରିଶ ବର୍ଷରୁ ଅଧିକ ସମୟ ବିତିସାରିଥିବା ବେଳେ…
‘ପିକେ-୨’ରେ ନଜର ଆସିବେ ରଣବିର
ବମ୍ବେ: ୨୦୧୪ରେ ରିଲିଜ୍ ହୋଇଥିଲା ଫିଲ୍ମ ‘ପିକେ’। ଏଥିରେ ଅଭିନେତା ଆମିର ଖାନ୍ ଏବଂ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ଅଭିନୟକୁ ବେଶ୍ ପସନ୍ଦ କରାଯାଇଥିଲା। ଫିଲ୍ମଟି ସେତେବେଳେ ସୁପରହିଟ୍ ହେବା ସହ କାହାଣୀକୁ ନେଇ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିଲା। ଫିଲ୍ମର ଅନ୍ତିମ…
ଏହି ଅଭିନେତାଙ୍କୁ ବିବାହ କରିବାକୁ ନାମ ସହ ଧର୍ମ ପରିବର୍ତ୍ତନ କରିଥିଲେ ଦୀପିକା, ପୂର୍ବ ସ୍ବାମୀଙ୍କୁ ଦେଇଥିଲେ ଛାଡ଼ପତ୍ର
ବମ୍ବେ: ଲୋକପ୍ରିୟ ଅଭିନେତ୍ରୀ ତଥା ବିଗ୍ବସ୍ ଫେମ୍ ଦୀପିକା କକ୍କଡ଼-ଅଭିନେତା ଶୋଏବ ଇବ୍ରାହିମ୍ଙ୍କ ଯୋଡ଼ିକୁ ବେଶ୍ ପସନ୍ଦ କରାଯାଏ। ଇତି ମଧ୍ୟରେ ଉଭୟଙ୍କ ବିବାହର ତିନି ବର୍ଷ ପୂରଣ ହୋଇଛି। ଖାସ୍ ଦିନକୁ ଆହୁରି ସ୍ବତନ୍ତ୍ର କରିବାକୁ ଯାଇ ପରସ୍ପରକୁ ନିଆରା…
Archives


