Home Left

ଏୟାର ଷ୍ଟ୍ରାଇକ୍‌ରେ ଗଡ଼ିଲା ୮ ଆତଙ୍କବାଦୀଙ୍କ ମୁଣ୍ଡ

ହେଲମଣ୍ଡ,୨୩।୨: ଆଫଗାନିସ୍ତାନରେ ମିଳିତି ସୁରକ୍ଷାକର୍ମୀଙ୍କ ଏୟାର ଷ୍ଟ୍ରାଇକ୍‌ରେ ୮ ତାଲିବାନ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ହେଲମଣ୍ଡ ପ୍ରଦେଶର ଦକ୍ଷିଣରେ ଥିବା ନହର-ଇ-ସରାଜ ଜିଲାରେ ଥିବା ଆତଙ୍କବାଦୀ ଶିବିର ଉପରେ ବାୟୁସେନା ପକ୍ଷରୁ ବୋମାମାଡ଼ କରାଯାଇଥିଲା। ଏହି ଅଞ୍ଚଳରେ ତାଲିବାନ୍‌ ଆତଙ୍କବାଦୀ ଅଧିକ…

୫ରାଜ୍ୟରୁ ଉତ୍ତରାଖଣ୍ଡକୁ ଆସୁଥିବା ଯାତ୍ରୀଙ୍କ ପାଇଁ କରୋନା ଟେଷ୍ଟ ବାଧ୍ୟତାମୂଳକ

ଡେରାଡୁନ,୨୩ ।୨: ମହାରାଷ୍ଟ୍ର, ଗୁଜରାଟ, କେରଳ, ମଧ୍ୟପ୍ରଦେଶ ଓ ଛତିଶଗଡ଼ରୁ ଉତ୍ତରାଖଣ୍ଡ ଆସୁଥିବା ଯାତ୍ରୀଙ୍କ ପାଇଁ କରୋନା ଟେଷ୍ଟ ବାଧ୍ୟତାମୂଳକ କରାଯାଇଛି । ଏନେଇ ଉତ୍ତରାଖଣ୍ଡ ସରକାର ଏକ ନିର୍ଦ୍ଦେଶ ଜାରି କରିଛନ୍ତି । ଏସବୁ ରାଜ୍ୟରେ ପୁଣିଥରେ କରୋନା ସଂକ୍ରମଣ…

ନୃତ୍ୟ ପ୍ରବୀଣା ଏଲିଜା

ପ୍ରତିକୂଳ ପରିସ୍ଥିତି କେବେହେଲେ ପ୍ରତିଭାକୁ ବେଶିଦିନ ଲୁଚାଇ ରଖିପାରେନି। ବିଳମ୍ବରେ ହେଲେ ବି ତାହା ନିଶ୍ଚିତ ଲୋକଲୋଚନକୁ ଆସେ। ଠିକ୍‌ ଏମିତି ଜଣେ ବିଶିଷ୍ଟ ବ୍ୟକ୍ତିତ୍ୱ ହେଉଛନ୍ତି ଏଲିଜା ପ୍ରିୟଦର୍ଶିନୀ। ନୃତ୍ୟ ପ୍ରତି ସମର୍ପିତ ଏହି ମହିଳା ଜଣକ ଏବେ ନିଜର…

ଘରେ ଲାଗିଲା ନିଆଁ, ଜଳିଗଲା ସବୁକିଛି

ମହାକାଳପଡ଼ା,୨୩।୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟ୍‌ଛଲା ଗାଁରେ ମଙ୍ଗଳବାର ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗାଁର ଚନ୍ଦନ ଦାସଙ୍କ ୨ ବଖରା ଘର ସମ୍ପୂର୍ଣ୍ଣ ଭସ୍ମୀଭୂତ ହୋଇଛି। ଘରର ସମସ୍ତ ଆସବାବପତ୍ର ଜଳି ଯାଇଛି। ତେବେ ନିଆଁ ଲାଗିବାର କାରଣ ସ୍ପଷ୍ଟ…

ପୁଣି କଟକରୁ ନକଲି ସିମେଣ୍ଟ କାରଖାନା ଠାବ

କଟକ ଅଫିସ, ୨୩।୨: କଟକରୁ ମଙ୍ଗଳବାର ପୁଣି ନକଲି ସିମେଣ୍ଟ କାରଖାନା ଠାବ ହୋଇଛି। କମିଶନରେଟ ପୋଲିସ ନକଲି ସିମେଣ୍ଟ ଗୋଦାମ ଘରେ ଚଢ଼ାଉ କରି ବିପୁଳ ପରିମାଣର ଭେଜାଲ ସିମେଣ୍ଟ ଜବତ କରିଛି। କଟକ ଜଗତପୁର ସ୍ଥିତ କେନ୍ଦ୍ରାପଡ଼ା-ଚାନ୍ଦବାଲି ରୋଡର…

ଥମୁନି ହାତୀ ଉପଦ୍ରବ: ଲୋକେ ଆତଙ୍କିତ

ବୁଗୁଡ଼ା,୨୩।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବନାଞ୍ଚଳର ଠଣାପଲ୍ଲୀ ବିଟ୍‌ରେ ଏକ ଦନ୍ତାହାତୀ ପ୍ରବେଶ କରି ଉପଦ୍ରବ କରୁଥିବା ଦେଖିବାକୁ ମିଳିଛି। କୁଞ୍ଜବନ ଗ୍ରାମର ଧାନ ଖାଇ ତାହାକୁ ନଷ୍ଟ କରିଦେଇଛି। ଏହା ସହ ତାଳ ଗଛକୁ ଭାଙ୍ଗି କନ୍ଦା ଖାଇଥିବା ଜଣାପଡିଛି…

ରାଜ୍ୟରେ ୬୨ କରୋନା ଆକ୍ରାନ୍ତ ଚିହ୍ନଟ: ସମ୍ବଲପୁରରୁ ସର୍ବାଧିକ

ଭୁବନେଶ୍ୱର,୨୩।୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୫ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା…

ଗୁଜରାଟ ନଗର ନିଗମ ନିର୍ବାଚନ: ଭାଜପା ଆଗରେ

ଅହମଦାବାଦ,୨୩ ।୨: ଗୁଜରାଟରେ ହୋଇଥିବା ୬ ନଗର ନିଗମ ନିର୍ବାଚନର ଫଳାଫଳ ମଙ୍ଗଳବାର ଘୋଷଣା କରାଯିବ । ଏହାର ପ୍ରଥମ ପର୍ଯ୍ୟାୟ ଭୋଟ ଗଣତି ସରିଥିବା ବେଳେ ଅଧିକାଂଶ ସ୍ଥାନରେ ଭାରତୀୟ ଜନତା ପାର୍ଟି(ଭାଜପା) ଆଗରେ ରହିଥିବା ସୂଚନା ମିଳିଛି ।…

ଜୋର ଜବରଦସ୍ତ ଘର ଭାଙ୍ଗିବା ଘଟଣା : ଅସନ୍ତୋଷ ପ୍ରକାଶ କଲେ କନ୍ଧ ଶତପଥୀ

ଗଞ୍ଜାମ,୨୩।୨(ଡି.ଏନ୍‌.ଏ.): ଗଞ୍ଜାମ ସହର ତ୍ରିବେଣୀ ମଠ ଛକଠାରେ ଦୀର୍ଘ ସତୁରୀ ବର୍ଷରୁ ଊର୍ଦ୍ଧ୍ୱ ହେବ ରହି ଆସୁଥିବା କନ୍ଧ ଶତପଥୀଙ୍କ ଘରକୁ ଗତ ୯ ତାରିଖରେ ମନ୍ଦିର କର୍ତ୍ତୃପକ୍ଷ ଜୋର ଜବରଦସ୍ତ ଜେସିବି ଦ୍ୱାରା ଭାଙ୍ଗି ଦେଇଥିଲେ । ଏ ନେଇ…

ନାବାଳିକାଙ୍କୁ ବିବାହ କରି ହରଡ଼ଘଣାରେ ପାକିସ୍ତାନ ଏମ୍‌ପି

ଇସଲାମାବାଦ୍‌,୨୩।୨: ଜଣେ ୧୪ ବର୍ଷ ବୟସ୍କା ନାବାଳିକାଙ୍କୁ ବିବାହ କରିଥିବା ଅଭିଯୋଗରେ ପାକିସ୍ତାନ ପୋଲିସ ଏମ୍‌ପି ମୌଲାନା ସଲ୍ଲାଉଦ୍ଦିନ୍‌ ଆୟୁବିଙ୍କ ବିରୋଧରେ ତଦନ୍ତ ଆରମ୍ଭ କରିଛି। ଆୟୁବି ଜାମିଆତ୍‌-ଉଲେମା-ଇ-ଇସଲାମ୍‌ର ସଦସ୍ୟ। ସେ ବାଲୁଚିସ୍ତାନର ଏମ୍‌ପି। ମହିଳାଙ୍କ କଲ୍ୟାଣ ପାଇଁ କାର୍ଯ୍ୟ କରୁଥିବା…

ଇତିହାସ ରଚିବାଠାରୁ ମାତ୍ର ୬ ଉଇକେଟ୍‌ ଦୂରରେ ଅଶ୍ୱିନ୍‌

ଚେନ୍ନାଇରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଚମତ୍କାର ପ୍ରଦର୍ଶନ କରି ଭାରତର ଭେଟେରାନ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଅନେକ ରେକର୍ଡ ହାସଲ କରିଥିଲେ। ଚେପକରେ ଅଶ୍ୱିନ ଉଭୟ ଇନିଂସରେ ମୋଟ ୮ଟି ଉଇକେଟ ନେଇଥିଲେ ଏବଂ ପରେ ବ୍ୟାଟିଂରେ ମଧ୍ୟ ଏକ…

ସିବିଆଇ ପଚରା ଉଚରା ପୂର୍ବରୁ କାହିଁକି ଅଭିଶେକଙ୍କ ଘରେ ପହଞ୍ଚିଲେ ମମତା

କୋଲାକାତା,୨୩ ।୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ହଠାତ୍ ଭଣଜା ଅଭିଶେକ ବାନାର୍ଜୀଙ୍କ ଘରେ ପହଞ୍ଚିବା ଖବର ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ସେଠାରେ ସେ ମାତ୍ର ୧୦ ମିନିଟ୍ ରହିଥିବା କୁହାଯାଉଛି । ଏହାପରେ ହରିଶ ମୁଖାର୍ଜୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri