ଦେଶରେ ଖୁବ୍ଶୀଘ୍ର ଉପଲବ୍ଧ ହେବ ମର୍ଡନା ଟିକା
ନୂଆଦିଲ୍ଲୀ,୬।୭: କରୋନାର ଚତୁର୍ଥ ଟିକା ଖୁବ୍ଶୀଘ୍ର ଦେଶରେ ଉପଲବ୍ଧ ହେବାକୁ ଯାଉଛି। ଜୁଲାଇ ୧୫ସୁଦ୍ଧା ଦେଶର କେତେକ ହସ୍ପିଟାଲରେ ମର୍ଡନା ଟିକା ଉପଲବ୍ଧ ହେବ ବୋଲି ସୂଚନା ରହିଛି। ଗତ ମାସରେ ମର୍ଡନା ଟିକାକୁ ଜରୁରୀକାଳୀନ ବ୍ୟବହାର ପାଇଁ ଭାରତର ଡ୍ରଗ୍…
ବିବାହ ଦିନ ଐଶ୍ୱର୍ଯ୍ୟାଙ୍କୁ ଏତିକି ଟଙ୍କା ମୂଲ୍ୟର ମଙ୍ଗଳସୁତ୍ର ପିନ୍ଧାଇଥିଲେ ଅଭିଷେକ
ନୀଳନୟନା ଐଶ୍ୱର୍ଯ୍ୟା ରାୟ ଏବଂ ଅଭିଷେକ ବଚ୍ଚନଙ୍କୁ ବଲିଉଡର ଏକ ସୁନ୍ଦର ଦମ୍ପତି ଭାବରେ ବିବେଚନା କରାଯାଏ। ଶତାବ୍ଦୀର ମେଗାଷ୍ଟାର ଅମିତାଭ ବଚ୍ଚନ-ଅଭିନେତ୍ରୀ ଜୟା ବଚ୍ଚନଙ୍କ ପୁଅ ଅଭିଷେକ ୧୪ ବର୍ଷ ପୂର୍ବେ ଅର୍ଥାତ୍ ୨୦୦୭ ଐଶ୍ୱର୍ଯ୍ୟାଙ୍କୁ ବିବାହ କରିଥିଲେ। ବିବାହ…
ଶିଶୁଙ୍କ କୋଷ୍ଠକାଠିନ୍ୟର ଘରୋଇ ଉପାୟ
ସାଧାରଣତଃ ଡବା କ୍ଷୀର ଉପରେ ନିର୍ଭର କରୁଥିବା ଶିଶୁଙ୍କର କୋଷ୍ଠକାଠିନ୍ୟ ସମସ୍ୟା ଅଧିକ ଦେଖିବାକୁ ମିଳିଥାଏ। ଆପଣଙ୍କ ଶିଶୁ ଯଦି ଏପରି ସମସ୍ୟାର ଶିକାର ହୋଇଥାଏ ତେବେ ଜାଣି ରଖନ୍ତୁ କିଛି ଘରୋଇ ଉପାୟ… ଶିଶୁକୁ ହାଲ୍କା ବ୍ୟାୟାମ କରାନ୍ତୁ। ଯେପରି…
ଆସାମର ୭ ଜିଲାରେ ସମ୍ପୂର୍ଣ୍ଣ ଲକଡାଉନ୍
ଗୁଆହାଟି,୬ ।୭: କରୋନା ସଂକ୍ରମଣକୁ ଦେଖି ଏବେବି ଦେଶର ବିଭିନ୍ନ ରାଜ୍ୟରେ ଲକ୍ଡାଉନ୍ ବଳବତ୍ତର ରହିଛି । କିଛି ରାଜ୍ୟରେ ଆଶିଂକ କୋହଳ କରାଯାଇଥିବା ବେଳେ ଆଉ କିଛି ରାଜ୍ୟରେ ଏବେବି କଡା କଡି ନିୟମ ପାଳନ କରାଯାଉଛି । ତେବେ…
ମଝି ଆକାଶରୁ ଯାତ୍ରୀବାହୀ ବିମାନ ଅନ୍ତର୍ଦ୍ଧାନ…
ମସ୍କୋ,୬।୭: ରୁଷିଆରେ ମଝି ଆକାଶରୁ ହଠାତ୍ ଏକ ଯାତ୍ରୀବାହୀ ବିମାନ ଅନ୍ତର୍ଦ୍ଧାନ ହୋଇଯାଇଛି। ବିମାନ ସହିତ ଯୋଗାଯୋଗ ବିଚ୍ଛିନ୍ନ ହେବାରୁ ଏବେ ସ୍ଥିତି ସଙ୍କଟ ଜନକ ହୋଇପଡ଼ିଥିବା କୁହାଯାଉଛି। ରାଡ଼ାରରୁ ବିମାନର ଯାତ୍ରାକାଳୀନ ରୁଟ୍ ଉଭେଇ ଯିବାରୁ ବିମାନ ବନ୍ଦର କର୍ତ୍ତୃପକ୍ଷ…
ବିରୁଷ୍କାଙ୍କ ଥ୍ରୋ ବ୍ୟାକ୍ ଫଟୋ ଭାଇରାଲ
ମୁମ୍ବାଇ,୬।୭: ବଲିଉଡ୍ ଅଭିନେତ୍ରୀ ଅନୁଷ୍କା ଶର୍ମା ଓ ସ୍ବାମୀ ତଥା ଭାରତୀୟ କ୍ରିକେଟର ଅଧିନାୟକ ବିରାଟ କୋହଲି ସୋସିଆଲ ମିଡିଆରେ ବେଶ୍ ଆକ୍ଟିଭ୍। ପ୍ରାୟ ସମୟରେ ନିଜ କାର୍ଯ୍ୟକଳାପକୁ ନେଇ ଦୁହେଁ ଚର୍ଚ୍ଚାରେ ରହିଥାନ୍ତି। କେତେବେଳେ ମସ୍ତିମଜାକର ଫଟୋ ଓ ଭିଡିଓ…
କାହାକୁ ପଚାରି ଏମିତି କରିଛ: ବର୍ଷିଲେ ଗଞ୍ଜାମ ଜିଲାପାଳ
ଛତ୍ରପୁର,୬।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁରରେ ଥିବା ଅନସ୍ଲୋ ସରକାରୀ ହାଇସ୍କୁଲକୁ ମଙ୍ଗଳବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ପରିଦର୍ଶନରେ ଯାଇଥିଲେ। ସେଠାରେ ସେ ସ୍ମାର୍ଟ କ୍ଲାସ କାର୍ଯ୍ୟର ଅଗ୍ରଗତି ଅନୁଧ୍ୟାନ କରିଥିଲେ ତେବେ କ୍ଲାସ ରୁମ ଭଲ କାନ୍ଥର ପଲସ୍ତରା…
ବର୍ଷାଦିନେ ଘରର ଯତ୍ନ
କଥାରେ ଅଛି ଘରକୁ ସୁନ୍ଦର ଘରଣୀ। ଘରଣୀଟିଏ ହିଁ ଘରକୁ ସୁନ୍ଦର କରି ସଜେଇ ରଖିବା ପାଇଁ ସବୁବେଳେ ପ୍ରୟାସ କରିଥାଏ। ଘରର କେଉଁ ଜିନିଷକୁ କେଉଁ ସ୍ଥାନରେ ଆଉ କିପରିଭାବେ ରଖିବାକୁ ହେବ ସେଥିପାଇଁ ସବୁବେଳେ ନୂଆ ନୂଆ ଚିନ୍ତା…
କରୋନାରେ ମୃତ୍ୟୁ ହୋଇଥିଲେ ମିଳିବ ୫୦ ହଜାର ଟଙ୍କା
ନୂଆଦିଲ୍ଲୀ,୬ ।୭: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଏବେ ଏକ ବଡ ଘୋଷଣା କରିଛନ୍ତି । ଯେଉଁମାନଙ୍କର କରୋନାରେ ମୃତ୍ୟୁ ହୋଇଛି ସେମାନଙ୍କ ପରିଜନଙ୍କୁ ସରକାରଙ୍କ ପକ୍ଷରୁ ୫୦ ହଜାର ଟଙ୍କା ପ୍ରଦାନ କରାଯିବ । ଏହି ଆର୍ଥିକ ସହାୟତା ପାଇଁ…
ପ୍ରଶଂସକଙ୍କ ୧୩ ବର୍ଷର ସ୍ବପ୍ନ ପୂରଣ କଲେ ଧୋନୀ
ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ନେଇଛନ୍ତି, କିନ୍ତୁ ତାଙ୍କ ପ୍ରଶଂସକଙ୍କ ସଂଖ୍ୟା ହ୍ରାସ ପାଇନାହିଁ। ତାଙ୍କ ପ୍ରଶଂସକମାନେ ଧୋନୀଙ୍କୁ ପଡ଼ିଆରେ ଦେଖିବା, ତାଙ୍କୁ ଭେଟିବା ଏବଂ ତାଙ୍କ ସହିତ ସମୟ ବିତାଇବାକୁ ଇଚ୍ଛା କରନ୍ତି।…
ଥାଓ୍ବରଚନ୍ଦ କର୍ନାଟକର ନୂଆ ରାଜ୍ୟପାଳ
ବେଙ୍ଗାଲୁରୁ,୬।୭: ମୋଦି କ୍ୟାବିନେଟର ସମ୍ପ୍ରସାରଣ ପୂର୍ବରୁ ମଙ୍ଗଳବାର ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ୮ଟି ରାଜ୍ୟରେ ନୂଆ ରାଜ୍ୟପାଳ ନିଯୁକ୍ତି କରିଛନ୍ତି। ଏହିକ୍ରମରେ କେନ୍ଦ୍ର ମନ୍ତ୍ରୀ ଥାଓ୍ବର ଚନ୍ଦ ଗେହଲଟ ମଧ୍ୟ ରହିଛନ୍ତି। ଥାଓ୍ବର ଚନ୍ଦ ଗେହଲଟଙ୍କୁ…
ପୂର୍ବସୂରୀଙ୍କ ପ୍ରତିଶ୍ରୁତି ରକ୍ଷାରେ ଆମେ କେତେ ସମର୍ଥ?
ଆଜକୁ ଠିକ୍ ୭୩ ବର୍ଷ ପୂର୍ବେ ଅର୍ଥାତ୍ ୬, ଜୁଲାଇ ୧୯୪୮ ମସିହାରେ ଆମର ସର୍ବ ପୁରାତନ ପ୍ରିୟତମ ଉଚ୍ଚ ଶିକ୍ଷାନୁଷ୍ଠାନ ଭଦ୍ରକ କଲେଜ ପ୍ରତିଷ୍ଠା ହୋଇଥିଲା। ପ୍ରଥମେ ଏହା ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନ ଇଣ୍ଟରମିଡିଏଟ୍ ଆଟର୍ସ କଲେଜ ଭାବେ ପରିଚାଳିତ…

