ଶ୍ୟାମା ପ୍ରସାଦ ମୁର୍ଖାଜୀଙ୍କ ୧୨୦ତମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳୀ ଜଣାଇଲେ ମୋଦି
ନୂଆଦିଲ୍ଲୀ,୬।୭: ଭାରତୀୟ ଜନସଂଘର ପ୍ରତିଷ୍ଠାତା ଶ୍ୟାମ ପ୍ରସାଦ ମୁର୍ଖାଜୀଙ୍କ ୧୨୦ତମ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି। ଏହି ଅବସରରେ ବିଦ୍ୱାନ ଓ ବୁଦ୍ଧିଜୀବୀ ଶ୍ୟାମା ପ୍ରସାଦଙ୍କୁ ମନେପକାଇ ମୋଦି ଏକ ଟୁଇଟ କରିଛନ୍ତି। ମୁର୍ଖାଜୀଙ୍କ ଜୟନ୍ତୀରେ ମୋଦି…
ମୁଗ ଡାଲିରୁ ସୌନ୍ଦର୍ଯ୍ୟ
ମୁଗ ଡାଲିକୁ ରାତି ସାରା ଭିଜାଇ ସକାଳୁ ଏହାର ପେଷ୍ଟ ତିଆରି କରି ଦିଅନ୍ତୁ। ଏହି ପେଷ୍ଟରେ କିଛି ବାଦାମ ତେଲ ଓ ମହୁ ମିଶାଇ ମୁହଁରେ ଲଗାନ୍ତୁ। ପ୍ରାୟ ୨୦ ମିନିଟ୍ ପରେ ମୁହଁକୁ ଖାଲି ପାଣିରେ ଧୋଇ ଦିଅନ୍ତୁ।…
ରାଜ୍ୟରୁ ପୁଣି ୫୧ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୬।୭(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନିା। ମଙ୍ଗଳବାର କରୋନା ଆଉ ୫୧ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୪୨୯୯କୁ ବୃଦ୍ଧି ପାଇଛି। ଏହି ୫୧ ମୃତକଙ୍କ…
କ୍ୟାବିନେଟ ବୈଠକ ବାତିଲ
ନୂଆଦିଲ୍ଲୀ,୬।୭: କେନ୍ଦ୍ର କ୍ୟାବିନେଟ ସମ୍ପ୍ରସାରଣ ଚର୍ଚ୍ଚା ଭିତରେ ମଙ୍ଗଳବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ତାଙ୍କ ବାସଭବନରେ ଏକ ବୈଠକ ହେବାର ଥିଲା। ହେଲେ ଏହି ବୈଠକକୁ ଏବେ ବାତିଲ କରାଯାଇଥିବା ସୂଚନା ରହିଛି। ଏହି ବୈଠକରେ ସ୍ବରାଷ୍ଟ୍ର ମନ୍ତ୍ରୀ…
ଚୁମ୍ବନ ସିନ୍ ଯୋଗୁ ଚର୍ଚ୍ଚାରେ ଥିଲେ ଏହି ହିଟ୍ ଯୋଡି: କଟ୍ କହିବା ପରେ ମଧ୍ୟ..
ବଲିଉଡ୍ ଅଭିନେତ୍ରୀ ଦୀପିକା ପାଦୁକୋନ ଏବଂ ରଣବୀର ସିଂ ଇଣ୍ଡଷ୍ଟ୍ରିର ସବୁଠାରୁ ହିଟ୍ କପଲ୍ ଭାବେ ଜଣାଶୁଣା। ଅଫସ୍କ୍ରିନ ହେଉ କିମ୍ବା ଅନସ୍କ୍ରିନ ହେଉ, ଦୁହେଁ ପ୍ରାୟତଃ ପରସ୍ପରକୁ ସମ୍ମାନ ଦେଉଥିବା ଦେଖାଯାଏ। ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ସଞ୍ଜୟ ଲୀଲା…
ରାଜ୍ୟରେ ୩ ହଜାର ତଳେ ଦୈନିକ କରୋନା ସଂକ୍ରମଣସଂଖ୍ୟା
ଭୁବନେଶ୍ୱର,୬।୭(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇଛି। ଆଜି ରାଜ୍ୟରେ ୨,୪୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୪୨୮ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୦୫୯ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ…
୬୮ ଲକ୍ଷ ଟଙ୍କାର ଜୋତା ପିନ୍ଧନ୍ତି ଏହି ଅଭିନେତା
ବଲିଉଡ୍ର ସବୁଠୁ ପ୍ରତିଭାସମ୍ପନ୍ନ କଳାକାର ମଧ୍ୟରୁ ଅନ୍ୟତମ ରଣବୀର ସିଂ ଆଜି ୩୬ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ତାଙ୍କୁ ବିଭିନ୍ନ ଆଡୁ ଜନ୍ମଦିନର ଶୁଭେଚ୍ଛା ମିଳୁଛି। ବଲିଉଡ୍ର ଆଗଧାଡିର ନାୟକ ରଣବୀର ଫିଲ୍ମ କ୍ୟାରିୟରରେ ଅନେକ ହିଟ୍ ଫିଲ୍ମ…
ପାହାଡ ଉପରେ ବସି ଧ୍ୟାନ କରୁଛନ୍ତି ଅଭିନେତ୍ରୀ
ବଲିଉଡ ଅଭିନେତ୍ରୀ କିଆରା ଆଡଭାନୀ ଆଜିକାଲି ତାଙ୍କର ଆଗାମୀ ଚଳଚ୍ଚିତ୍ର ‘ଲକ୍ଷ୍ମୀ ବମ’ର ପ୍ରମୋସନରେ ବ୍ୟସ୍ତ ଅଛନ୍ତି। ତେବେ ମଝିରେ ଏଥିରୁ ବ୍ରେକ୍ ନେଇ ସେ ବୁଲିବାକୁ ଯାଇଛନ୍ତି। ୨୮ ବର୍ଷୀୟା କିଆରା ଇନଷ୍ଟାଗ୍ରାମରେ ଏକ ଫଟୋ ଏବଂ ଭିଡିଓ ପୋଷ୍ଟ…
ସଂକ୍ରମଣ ବଢୁଥିଲେ ବି ମାସ୍କ ପିନ୍ଧିବା ହେବ ନାହିଁ ବାଧ୍ୟତାମୂଳକ
ଲଣ୍ଡନ,୬ ।୭: ସାରା ବିଶ୍ୱରେ କରୋନା ମହାମାରୀ ଏବେବି ତା’ର ତାଣ୍ଡବ ରଚି ଚାଲିଛି । ଧିରେ ଧିରେ ଏହି ମହାମାରୀ ସହ ଲୋକେ ବଞ୍ଚିବା ଶିଖିବାକୁ ପ୍ରୟାସ ଜାରି ରଖିଛନ୍ତି । ସୋମବାର ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ କହିଛନ୍ତି…
ମଦ ଶୁଙ୍ଘିଲେ ଆଉ ହେବନି କରୋନା ସଂକ୍ରମଣ, ଦାବି କଲେ ବୈଜ୍ଞାନିକ…
ଓ୍ବାଶିଂଟନ,୬।୭: ପୃଥିବୀରେ କରୋନା ମହାମାରୀ ସଙ୍କଟ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ମାର୍ଗଦର୍ଶିକା ଅନ୍ତର୍ଗତ ମାସ୍କ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବା ଏବଂ ନିରନ୍ତର ସାନିଟାଇଜରରେ ହାତ ସଫା କରିବାକୁ ପରାମର୍ଶ ଦିଆଯାଉଛି। ସାନିଟାଇଜରରେ ଆଲକୋହଲ ଥିବାରୁ…
‘ମୁକ୍ତା’ କାର୍ଯ୍ୟକାରିତାରେ ଅବହେଳା: କାର୍ଯ୍ୟନିର୍ବାହୀ ଅଧିକାରୀ ନିଲମ୍ବିତ
ଭୁବନେଶ୍ୱର, ୬।୭(ବ୍ୟୁରୋ): ରାଜ୍ୟ ସରକାରଙ୍କ ଫ୍ଲାଗ୍ଶିପ୍ ଯୋଜନା ‘ମୁକ୍ତା’ କାର୍ଯ୍ୟକାରିତାରେ ଅନିୟମିତତା କରିବାରୁ ପୁରୀ ଜିଲା ନିମାପଡ଼ା ଏନ୍ଏସିର କାର୍ଯ୍ୟନିର୍ବାହୀ ଅଧିକାରୀ ଶଶିଭୂଷଣ ମିଶ୍ରଙ୍କୁ ରାଜ୍ୟ ସରକାର ସୋମବାର ନିଲମ୍ବିତ କରିଛନ୍ତି। ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଏ…
ମାଲାମାଲ୍ ହେବାକୁ ଯାଉଛି ବିସିସିଆଇ!
ନୂଆଦିଲ୍ଲୀ,୬।୭: ବିସିସିଆଇ ୨୦୨୨ ପାଇଁ ବଡ ପ୍ରସ୍ତୁତି କରୁଛି। ଆସନ୍ତା ସିଜିନରୁ ଦୁଇଟି ନୂତନ ଦଳ ଆଇପିଏଲ୍ରେ ଅନ୍ତର୍ଭୂକ୍ତ କରାଯିବ। ଏହାର ଟେଣ୍ଡର ଶୀଘ୍ର ବାହାରିବାକୁ ଯାଉଛି। କିନ୍ତୁ ଦଳ ବଢିବା ସହିତ ଟୁର୍ନାମେଣ୍ଟର ଫର୍ମାଟ ପରିବର୍ତ୍ତନ ହେବ। କରୋନା ଯୋଗୁ…

