ସୁବିଧା ଥାଇ ରୋଗୀଙ୍କୁ ଶୋଷଣ
ଅନୁଗୋଳ ଅଫିସ, ୨୩।୨ଉତ୍ତମ ସ୍ବାସ୍ଥ୍ୟସେବା ଉପରେ ସରକାରଙ୍କ ପକ୍ଷରୁ ଗୁରୁତ୍ୱ ଦିଆଯାଉଛି। ସରକାରୀ ଚିକିତ୍ସାଳୟରେ ରୋଗୀଙ୍କୁ ସମସ୍ତ ସେବା ଯେପରି ନିଃଶୁଳ୍କ ମିଳିପାରିବ ସେ ନେଇ ନାନା ବ୍ୟବସ୍ଥା କରାଯାଉଛି। କିନ୍ତୁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅନେକ ସମୟରେ ରୋଗୀଙ୍କୁ…
କଂଗ୍ରେସ ବିଧାୟକଙ୍କ ସମ୍ପତ୍ତି ୪୫୦ କୋଟି
ଭୋପାଳ, ୨୨।୨- ମଧ୍ୟପ୍ରଦେଶର କଂଗ୍ରେସ ବିଧାୟକ ନୀଲୟ ଡାଗାଙ୍କ ପରିବାର ମାଲିକାନରେ ଥିବା କମ୍ପାନୀ ଉପରେ ଆୟକର ଚଢ଼ାଉରୁ ୪୫୦ କୋଟି ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଜବତ ହୋଇଛି। ଏ ନେଇ ଆୟକର ବିଭାଗ ପକ୍ଷରୁ ସୋମବାର ସନ୍ଧ୍ୟାରେ ସୂଚନା…
ନଡ଼ିଆ ତେଲ ଦିଏ ଏହିସବୁ ରୋଗରୁ ମୁକ୍ତି
ନଡ଼ିଆ ତେଲ ସ୍ବାସ୍ଥ୍ୟ ଉପକାରୀ। ଏହା ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ଦେଇଥାଏ। ତେବେ ସୁସ୍ଥ ରହିବାକୁ ଚାହୁଁଥିଲେ ଏହାକୁ ଖାଦ୍ୟରେ ସାମିଲ କରିପାରିବେ। ଏଥିରେ ପାଚନତନ୍ତ୍ରଠାରୁ ଆରମ୍ଭ କରି ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ଉପଶମ ମିଳିବ। ଶରୀରର ରୋଗ ପ୍ରତିରୋଧକ…
ସାଧୁ ବେଶରେ ଆସି ଲୁଟିନେଲେ ମୋବାଇଲ, ଟଙ୍କା
ସଇଁତଳା, ୨୩ା୨: ସାଧୁ ବେଶରେ ଆସି ଦୁଇ ଜଣ ବ୍ୟକ୍ତି ବଲାଙ୍ଗୀର ଜିଲା ସଇଁତଲା ବ୍ୟାଙ୍କ ଛକରେ ଥିବା ଏକ ମୋବାଇଲ ଦୋକାନୀଙ୍କଠାରୁ ମୋବାଇଲ ଓ ଟଙ୍କା ଲୁଟି ନେଇଛନ୍ତି। ଲୁଟ୍ର ଶିକାର ବ୍ୟବସାୟୀ ରମେଶ ସାହୁ ସଇଁତଳା ଥାନାରେ ଅଭିଯୋଗ…
ବିବାହ ମଣ୍ଡପରୁ ଜେଲ୍, ଆଉ ଜେଲରୁ ବିବାହ ବେଦୀ
ବାଲେଶ୍ୱର ଅଫିସ, ୨୨।୨- ବିବାହ ପାଇଁ ଅରାଜି ହେବାରୁ ପ୍ରେମିକାଙ୍କ ଅଭିଯୋଗକ୍ରମେ ଜେଲ୍ ଯାଇଥିଲେ ପ୍ରେମିକ। ପରେ ବାହା ହେବାକୁ ସମ୍ମତି ଜଣାଇବାରୁ କୋର୍ଟଙ୍କ ନିର୍ଦ୍ଦେଶ ପରେ ପୋଲିସ ପ୍ରେମିକଙ୍କୁ ଜେଲ୍ରୁ ବିବାହ ମଣ୍ଡପକୁ ଆଣିଥିଲା। ସୋମବାର ମନ୍ଦିରରେ ହାତଗଣ୍ଠି ପଡିବା…
ବର୍ଷେ ହେଲା ଓଡ଼ିଶା ସୀମାରେ ଆନ୍ଧ୍ର କରୁଛି ରାସ୍ତା
ଗୁଣପୁର,୨୩ା୨: ଓଡ଼ିଶାର ସୀମା ଅସୁରକ୍ଷିତ ହୋଇପଡ଼ିଛି। ଆନ୍ଧ୍ର ଚଞ୍ଚକତା କରି ଗୋଟିଏ ପରେ ଗୋଟିଏ ଅଞ୍ଚଳକୁ ମାଡ଼ିଚାଲିଛି। ଓଡ଼ିଶା ସୀମାବର୍ତ୍ତୀ ଗ୍ରାମ ଉପରେ ଆନ୍ଧ୍ରର ଦାଦାଗିରି ବଢ଼ିବାରେ ଲାଗିଛି। ଏହି କ୍ରମରେ ଯୋଡ଼ିହୋଇଛି ଆଉ ଏକ ଗ୍ରାମ। ରାୟଗଡ଼ା ଜିଲା ଗୁଣପୁର…
ଘରେ ବିମାନ ରଖିଛନ୍ତି ଏହିସବୁ କ୍ରିକେଟର୍
ବିସିସିଆଇ ବିଶ୍ୱର ସବୁଠୁ ଧନୀ କ୍ରିକେଟ ବୋର୍ଡ ଭାବେ ପରିଚିତ। ଅନ୍ୟ ଦେଶର କ୍ରିକେଟ ଖେଳାଳିଙ୍କ ତୁଳନାରେ ଭାରତୀୟ କ୍ରିକେଟରମାନେ ସବୁଠୁ ଅଧିକ ପାରିଶ୍ରମିକ ନେଇଥାନ୍ତି। ତେଣୁ ଭାରତୀୟ କ୍ରିକେଟରମାନେ ଧନୀ ହେବା ସ୍ବାଭାବିକ। ଭାରତରେ ଏମିତି ୪ କ୍ରିକେଟର ଅଛି…
ଅବସାଦ ଦୂର ପାଇଁ ଶୁଣନ୍ତୁ ଏମିତି ଗୀତ
ଜଞ୍ଜାଳପୂର୍ଣ୍ଣ ଜୀବନରେ ଶାନ୍ତିରେ ନିଃଶ୍ୱାସ ମାରିବା ଏବେ କଷ୍ଟକର। ପିଲାଠୁ ନେଇ ବୟସ୍କ ସଭିଏଁ ନିଜ ନିଜ କ୍ଷେତ୍ରରେ ଚିନ୍ତିତ। ଏମିତିରେ ଅବସାଦ ଶରୀରକୁ ସମ୍ପୂର୍ଣ୍ଣ ଅସୁସ୍ଥ କରିପକାଇଛି। ଅବସାଦରୁ ମୁକ୍ତି ପାଇଁ ବୈଜ୍ଞାନିକମାନେ ଏକ ନିଆରା ଉପାୟ ସନ୍ଧାନ କରିଛନ୍ତି।…
ଖଣ୍ଡାରେ ହାଣି ଲୁଟିନେଲେ ୫ ଲକ୍ଷ
ଢେଙ୍କିକୋଟ, ୨୨।୨(ଡି.ଏନ.ଏ.)- କେନ୍ଦୁଝର ଜିଲା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ୨୦ନଂ ଜାତୀୟ ରାଜପଥ ପିପିଳିିଆ ଘାଟି ମଙ୍ଗଳାଠାରେ ଶରତ କୁମାର ବାରିକଙ୍କ ମିନିଟ୍ରକ ଅଟକାଇ ୪ଜଣ ଦୁର୍ବୃତ୍ତ ଖଣ୍ଡାରେ ହାଣି ତାଙ୍କଠାରୁ ୫ ଲକ୍ଷରୁ ଉଦ୍ଧର୍ବ ଟଙ୍କା ଲୁଟି ନେଇଥିଲେ। ଏ…
ମାନବିକତା ଦେଖାଇଲେ ମୁସଲମାନ ଯୁବକ
ସମ୍ବଲପୁର,୨୨ା୨(ବ୍ୟୁରୋ): ମାନିବିକତ ଆଗରେ କୌଣସି ଧର୍ମ ବଡ଼ ନୁହେଁ। ଏହାର ଜ୍ଜଳନ୍ତ ଉଦାହରଣ ଦେଖିବାକୁ ମିଳିଛି ସମ୍ବଲପୁର ଜିଲା ବୁର୍ଲାସ୍ଥିତ ଭିମ୍ସାର କୋଭିଡ୍ ହସ୍ପିଟାଲରେ। ମୃତ୍ୟୁ ଘଟିଥିବା ଜଣେ ଖ୍ରୀଷ୍ଟିୟାନ ମହିଳାଙ୍କ ଶେଷକୃତ୍ୟରେ ସାମିଲ ହୋଇଛନ୍ତି ମୁସଲମାନ ଯୁବକ। ସୂଚନା ଅନୁଯାୟୀ,…
ଅଟୋକୁ ଧକ୍କା ଦେବାରୁ ଯୁବକଙ୍କୁ ପିଟିପିଟି ମାରିଦେଲେ
ଯୋଡ଼ା,୨୨।୨: କେନ୍ଦୁଝର ଜିଲା ଯୋଡ଼ା ସହରର କମାରଯୋଡ଼ା-ବିଚାକୁଣ୍ଡି ରାସ୍ତା କଡ଼ରେ ଥିବା ଏକ ଠିକାସଂସ୍ଥା କାର୍ଯ୍ୟାଳୟ ସମ୍ମୁଖରେ ଗାଡ଼ି ଧକ୍କାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ ଘଟିଛି। ଗୋଟିଏ ଗୋଷ୍ଠୀର ଅତର୍କିତ ଆକ୍ରମଣରେ ଠିକା ସଂସ୍ଥାର ଜଣେ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବା…
ଯୁବତୀଙ୍କୁ ଅପହରଣ ପରେ ଗଣବଳାତ୍କାର: ବହିଷ୍କୃତ ହେଲେ ଭାଜପା କର୍ମକର୍ତ୍ତା
ଭୋପାଳ, ୨୨ା୨- ଜଣେ ୨୦ ବର୍ଷୀୟା ଯୁବତୀଙ୍କୁ ୪ ଜଣ ଦୁର୍ବୃତ୍ତ ଗଣବଳାତ୍କାର କରିଥିବା ଅଭିଯୋଗ ଆସିଛି। ଅଭିଯୁକ୍ତଙ୍କ ମଧ୍ୟରେ ରହିଛନ୍ତି ମଧ୍ୟପ୍ରଦେଶର ଶାହଦୋଲ ଜିଲାର ଜଣେ ଭାଜପା କର୍ମକର୍ତ୍ତା। ଅଭିଯୋଗ ଦାୟର ହେବା ପରେ ରାଜ୍ୟର ଶାସକ ଦଳ ରବିବାର…
Archives


