Home Left

ଆଶ୍ରମରେ ସନ୍ଥଙ୍କୁ ଗଳାକାଟି ହତ୍ୟା

ଅତାବିରା,୨୨।୨: ବରଗଡ଼ ଜିଲା ଅତାବିରା ଥାନା ଅଧୀନ ରେଙ୍ଗାଲି କ୍ୟାମ୍ପଠାରୁ ପ୍ରାୟ ୫୦୦ ମିଟର ଦୂରରେ ଥିବା ମାତାଡ଼େରା ଶିବବାଳା ଯୋଗେଶ୍ୱରୀ ଦେବୀ ଆଶ୍ରମରେ ଜଣେ ସନ୍ଥଙ୍କୁ ଗଳାକାଟି ହତ୍ୟା କରାଯାଇଛି। ମୃତକ ହେଲେ ସ୍ବାମୀ ଦାମୋଦର ସଦା ବାବା(୭୫)। ସେ…

ମାତ୍ର ୩ ଦିନରେ କୋଚ୍‌ ପଦବୀ ଛାଡ଼ିଲେ କିମ୍ବଦନ୍ତୀ କ୍ରିକେଟର

କଲମ୍ବୋ, ୨୨ା୨- ଓ୍ବେଷ୍ଟଇଣ୍ଡିଜ ଗସ୍ତ ଲାଗି ଶ୍ରୀଲଙ୍କା ଦଳର ବୋଲିଂ କୋଚ୍‌ ପଦରେ ଚାମିଣ୍ଡା ଭାସଙ୍କୁ ନିଯୁକ୍ତ କରାଯାଇଥିଲା। ମାତ୍ର ୩ ଦିନରେ ସେ ଏହି ପଦବୀରୁ ଇସ୍ତଫା ଦେଇଛନ୍ତି। ଶ୍ରୀଲଙ୍କା ଦଳ ସହ ସେ ସପୋର୍ଟ ଷ୍ଟାଫ ଭାବେ ଓ୍ବେଷ୍ଟଇଣ୍ଡିଜ…

ପୁଣି ବାବା ରାମଦେବଙ୍କୁ ଲାଗିଲା ଝଟ୍‌କା: ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ସ୍ପଷ୍ଟୀକରଣ ମାଗିଲା ଆଇଏମଏ

ନୂଆଦିଲ୍ଲୀ,୨୨।୨: କରୋନା ଭାଇରସ ସହିତ ଲଢିବା ପାଇଁ ପତଞ୍ଜଳିଙ୍କ କରୋନିଲକୁ ସମର୍ଥନ କରିଥିବାରୁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନଙ୍କୁ ନିନ୍ଦା କରିଛି ଭାରତୀୟ ମେଡିକାଲ ଆସୋସିଏସନ (ଆଇଏମଏ)। ସୋମବାର ଆଇଏମଏ କହିଛି ଯେ, ମେଡିକାଲ କାଉନସିଲ ଅଫ ଇଣ୍ଡିଆ (ଏମସିଆଇ)ର ନିୟମ ଅନୁଯାୟୀ…

ଲାଲକିଲ୍ଲାରେ ଖଣ୍ଡା ବୁଲାଇଥିବା ବ୍ୟକ୍ତିଙ୍କୁ ଗିରଫ କଲା ପୋଲିସ

ନୂଆଦିଲ୍ଲୀ,୨୨।୨: ଦିଲ୍ଲୀର ଲାଲକିଲ୍ଲାରେ ଚଳିତବର୍ଷ ଜାନୁୟାରୀ ୨୬ରେ ଟ୍ରାକ୍ଟର ରାଲି ବେଳେ ହୋଇଥିବା ହିଂସା ଘଟଣାରେ ଦିଲ୍ଲୀ ପୋଲିସ ଆଉ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ଜଣଙ୍କ ଦିଲ୍ଲୀର ଜଶପ୍ରୀତ ସିଂହ ବୋଲି ଜଣାପଡିଛି। ହିଂସା ଦିନ ଲାଲକିଲ୍ଲା ଉପରେ…

ହୋଟେଲ ରୁମରୁ ମିଳିଲା ସ୍ବାଧୀନ ଏମ୍‌ପିଙ୍କ ମୃତଦେହ

ମୁମ୍ବାଇ, ୨୨ା୨- ଦାଦର ଓ ନଗର ହାଭେଳିର ୭ ଥର ଏମ୍‌ପି ମୋହନ ଡେଲକରଙ୍କ ମୃତଦେହ ସୋମବାର ମୁମ୍ବାଇର ଏକ ହୋଟେଲ ରୁମରୁ ଉଦ୍ଧାର କରାଯାଇଛି। ସେ ଦଉଡ଼ି ଦେଇ ଆତ୍ମହତ୍ୟା କରିଥିବା ଜଣେ ବରିଷ୍ଠ ପୋଲିସ ଅଧିକାରୀ କହିଛନ୍ତି। କିଛି…

ଓଡ଼ିଶା ଛାଡି ବାହାରକୁ କିପରି ଖସିଯାଇଥିଲେ ବିବନ

ଭୁବନେଶ୍ୱର,୨୨।୨(ବ୍ୟୁରୋ): ଅଞ୍ଜନା ମିଶ୍ର ଗଣବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳ ଗିରଫ ନେଇ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ମୁହଁ ଖୋଲିଛନ୍ତି। ଓଡ଼ିଶାରୁ ଖସି ଯିବାରେ ବିବନକୁ କିଛି ଲୋକ ସାହାର୍ଯ୍ୟ କରିଥିଲେ। ନ ହେଲେ ସେ ଓଡ଼ିଶା ଛାଡି…

ହ୍ବିଲ୍‌ଚେୟାର୍‌ରେ ବସିଥିବା ନଜର ଆସିଲେ କପିଲ ଶର୍ମା

କମେଡିଆନ୍‌ କପିଲ ଶର୍ମା ମୁମ୍ବାଇ ବିମାନବନ୍ଦରରେ ଏକ ହ୍ବିଲ ଚେୟାର ବସିଥିବା ନଜର ଆସିଥିଲେ। ତାଙ୍କୁ ଦେଖି ପ୍ରଶଂସକ ଚିନ୍ତିତ ହୋଇଯାଇଛନ୍ତି। କପିଲ ବିମାନବନ୍ଦରରେ ମିଡିଆ କ୍ୟାମେରା ଦେଖି ରାଗିଯାଇଥିଲେ। କପିଲଙ୍କ ମିଡିଆ ମ୍ୟାନେଜର୍‌ ଫଟୋଗ୍ରାଫର୍‌ଙ୍କୁ ପରିସ୍ଥିତି ବୁଝିବାକୁ କହିଥିଲେ। ଫଟୋଗ୍ରାଫର୍‌…

ମା’ ହେବାକୁ ଚାହୁଁଛନ୍ତି ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ ଡ୍ରାମା କୁଇନ୍‌ ରାଖୀ ସାୱନ୍ତଙ୍କ ବିଗ ବସ ୧୪ ଛାଡିଛନ୍ତି। ଚଳିବର୍ଷ ବିଗ୍‌ବସ୍‌ର ସବୁଠାରୁ ଚର୍ଚ୍ଚିତ ପ୍ରତିଯୋଗୀ ଥିଲେ ସେ। ଦର୍ଶକଙ୍କ ମନୋରଞ୍ଜନ କରିବା ସହିତ ପ୍ରଶଂସା ମଧ୍ୟ ସାଉଁଟି ଥିଲେ। କେବଳ ଏତିକି ନୁହେଁ, ଶୋ’ର ହୋଷ୍ଟ…

‘ପୂରା ହେବାକୁ ଯାଉଛି ଦୀର୍ଘ ଦିନର ସ୍ବପ୍ନ’

ନୂଆଦିଲ୍ଲୀ, ୨୨ା୨- ଆଗାମୀ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ରେ ସତ ହେବାକୁ ଯାଉଛି କର୍ନାଟକ ଅଲରାଉଣ୍ଡର କ୍ରିଷ୍ଣପ୍ପା ଗୋଥାମଙ୍କ ଦୀର୍ଘ ଦିନର ସ୍ବପ୍ନ। ୟୁଏଇରେ ଅନୁଷ୍ଠିତ ଗତ ଆଇପିଏଲରେ ସେ ନିଜ ଆଇଡଲ ତଥା ମହାନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ…

୨୨ ବର୍ଷ ତଳର କଷ୍ଟ ପ୍ରତ୍ୟେକ ଦିନ ଭୋଗିଛି

ଭୁବନେଶ୍ୱର,୨୨।୨(ବ୍ୟୁରୋ): ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳଙ୍କୁ ପୋଲିସ ଦିର୍ଘ ୨୨ ବର୍ଷ ପରେ ସୋମବାର ଧରିବାରେ ସଫଳ ହୋଇଛି। ଏହି ପରିପ୍ରେକ୍ଷୀରେ ଅଞ୍ଜନା ଏକ ଖବରତାଦା ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ…

ପଶ୍ଚିମବଙ୍ଗକୁ ବଡ ଉପହାର ଦେଲେ ମୋଦି

କୋଲକତା,୨୨।୨: ବିଧାନସଭା ନିର୍ବାଚନ ପୂର୍ବରୁ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗକୁ ବଡ଼ ଉପହାର ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ପରିବର୍ତ୍ତନ ପାଇଁ ପଶ୍ଚିମବଙ୍ଗବାସୀ ନିଷ୍ପତ୍ତି ନେଇଛନ୍ତି ଏବଂ ହୁଗଲି ସାଧାରଣ ସଭାରେ ଏତେ ସଂଖ୍ୟାରେ ସମର୍ଥକ ଉପସ୍ଥିତ ରହିବା ଏହାର…

ଟି୨୦ ସ୍ପେଶାଲିଷ୍ଟ ବ୍ୟାଟ୍ସମ୍ୟାନଙ୍କ ତାଲିକାରେ ସାମିଲ ହେଲେ ଆଇପିଏଲ ଅକ୍‌ଶନରେ ଅନ୍‌ସୋଲ୍ଡ ରହିଥିବା ଖେଳାଳି

ଖ୍ରୀଷ୍ଟଚର୍ଚ୍ଚ, ୨୨ା୨- ନ୍ୟୁଜିଲାଣ୍ଡ ବ୍ୟାଟ୍ସମ୍ୟାନ ଡେଭନ କନଓ୍ବେ ସୋମବାର ସ୍ବତନ୍ତ୍ର ଟି୨୦ ସ୍ପେଶାଲିଷ୍ଟ ବ୍ୟାଟ୍ସମ୍ୟାନଙ୍କ ତାଲିକାରେ ସାମିଲ ହୋଇଛନ୍ତି। ଏଠାରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ଟି୨୦ ମ୍ୟାଚ୍‌ରେ ମାତ୍ର ୧ ରନ୍‌ ବ୍ୟବଧାନରେ ଶତକରୁ ବର୍ତ୍ତି ଯାଇଥିଲେ ଡେଭନ। ସେ ୫୯…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri