Home Left

ହାତୀ ମଡ଼କ ଉପରୁ ହଟିଲା ରହସ୍ୟ

କେସିଙ୍ଗା/ଭବାନୀପାଟଣା, ୨୨।୨ କଳାହାଣ୍ଡି ଜିଲା କର୍ଲାପାଟ ଅଭୟାରଣ୍ୟରେ ହାତୀ ମୃତ୍ୟୁ ଘଟଣାର ଅନୁଧ୍ୟାନ ପାଇଁ ଆସିଥିବା ୩ ଜଣିଆ କେନ୍ଦ୍ରୀୟ ଟିମ୍‌ ରବିବାର ଦିଲ୍ଲୀ ଫେରି ଯାଇଛନ୍ତି। ଏହି ଟିମ୍‌ ହାତୀ ମୃତ୍ୟୁ ସ୍ଥାନ ତେନ୍ତୁଳିପଦର ଓ ଘୁଷୁରିଗୁଡି ସହ ବିଭିନ୍ନ…

ଜୁମ କଲ ମିଟିଂରେ ଥିବା ବେଳେ ସ୍ବାମୀଙ୍କୁ କିସ୍‌ କରିବାକୁ ସ୍ତ୍ରୀ କଲେ ଏମିତି , ଆଉ ତା’ ପରେ…

ସ୍ବାମୀଙ୍କର ଜୁମ କଲ ମିଟିଂ ସମୟରେ ସ୍ତ୍ରୀ ତାଙ୍କୁ ଚୁମ୍ବନ ଦେବାକୁ ଚେଷ୍ଟା କରୁଥିବା ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଶିଳ୍ପପତି ହର୍ଷ ଗୋଏଙ୍କା ତାଙ୍କ ଟାଇମଲାଇନରେ ଭିଡିଓ ଟୁଇଟ କରି କ୍ୟାପଶନ ଲେଖିଛନ୍ତି, ‘ଜୁମ କଲ ସୋ…

ଉପକାରୀ ଆତ

ଆତକୁ କେହି କେହି ସୀତାଫଳ ବୋଲି କହିଥାଆନ୍ତି । ଏହି ଫଳ ଶରୀର ପାଇଁ ଖୁବ୍ ଉପକାରୀ । ଏଥିରେ କ୍ୟାନସର ସହ ଲଢିବାର ଶକ୍ତି ଥିବା ବେଳେ ଏହା ଡାଇବେଟିସକୁ ବି ନିୟନ୍ତ୍ରଣ କରିଥାଏ ବୋଲି ବିଶେଷଜ୍ଞମାନେ କହିନ୍ତି ।…

ପଥରରେ ଛେଚି ସାଙ୍ଗକୁ ହତ୍ୟା କଲା ସାଙ୍ଗ

ଜୟପୁର, ୨୧ା୨: ଜୟପୁର ସହରରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଛି। ମୃତକ ହେଲେ ଜୟପୁର ଗୌଡସାହି ନିକଟସ୍ଥ ମାଳିସାହିର ଚନ୍ଦ୍ର ପରଜା। ମିଳିଥିବା ସୂଚନା ମୁତାବକ, ଶନିବାର ରାତିରେ ଚନ୍ଦ୍ର ତାଙ୍କର ଜଣେ ସାଙ୍ଗଙ୍କ ସହିତ କୁମ୍ଭାରସାହିକୁ କୌଣସି…

କୋମ୍ବିଂ ଅପରେଶନ ବେଳେ ଲ୍ୟାଣ୍ଡମାଇନ ବିସ୍ଫୋରଣ

ମାଲକାନଗିରି,୨୧ା୨: ମାଓବାଦୀ ପୁଣି ପୋଲିସକୁ ଟାର୍ଗେଟ୍‌ କରିଛନ୍ତି। ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଜଣେ ବିଏସ୍‌ଏଫ୍‌ ଯବାନ ଗୁରୁତର ଆହତ ହୋଇଛନ୍ତି। ମାଲକାନଗିରି ଜିଲା ଛତିଶଗଡ଼ ସୀମାନ୍ତ ମାଥିଲି ଥାନା ଅନ୍ତର୍ଗତ କର୍ତ୍ତନପାଲି ନିକଟ ରାସ୍ତାରେ ଏହି ଘଟଣା ଘଟିଛି। ସବୁଦିନ ଭଳି ରବିବାର…

ପୋଷା କୁକୁରକୁ ଛାଡ଼ନ୍ତୁ ନାହିଁ ବାହାରକୁ

କୋଲକାତା, ୨୧।୨: ଗତ ଦୁଇ ସପ୍ତାହରେ କୋଲକାତାରେ ମଲେଣି ୬୦ ବୁଲା କୁକୁର ଓ ୧୨ରୁ ଅଧିକ ପୋଷା କୁକୁର। ଗ୍ୟାଷ୍ଟ୍ରୋଏଣ୍ଟରାଇଟିସ ପୀଡ଼ିତ ହୋଇ ଏତେ ସଂଖ୍ୟାରେ କୁକୁରମାନେ ମୃତ୍ୟୁ ମୁଖରେ ପଡ଼ିଥିବା କୁହାଯାଉଛି। ଏହି ରୋଗ ଗୋଟେ କୁକୁର ଠାରୁ…

ଜିଲାବାସୀଙ୍କୁ ସତର୍କ କରିବା ପାଇଁ ସାଇକେଲ୍‌ରେ ବୁଲିଲେ ଜିଲାପାଳ

ବ୍ରହ୍ମପୁର ଅଫିସ୍‌,୨୧ା୨: ପୁଣି କରୋନା କାୟା ମେଲାଉ ଥିବାରୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ପରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ରବିବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସାଇକେଲ୍‌ରେ ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି)ର ବିଭିନ୍ନ ସ୍ଥାନ…

୨୦୦ ଯାତ୍ରୀଙ୍କୁ ନେଇ ଯାଉଥିଲା ବିମାନ, ମଝି ଆକାଶରେ ଫେଲ ହୋଇଗଲା ଇଞ୍ଜିନ

ଡେନଭର(ଆମେରିକା), ୨୧।୨: ଆମେରିକାର ଡେନଭର ବିମାନ ବନ୍ଦରରୁ ୨୩୧ ଯାତ୍ରୀ ଓ ୧୦ କ୍ରୁ ମେମ୍ବରଙ୍କୁ ନେଇ ହାଓ୍ବାଇ ଅଭିମୁଖେ ଶନିବାର ଉଡ଼ାଣ ଆରମ୍ଭ କରିଥିଲା ଫ୍ଲାଇଟ୍‌ ୟୁଏ୩୨୮। ମଝି ଆକାଶରେ ଥିବାବେଳେ ବିମାନର ଏକ ଇଞ୍ଜିନ ସମ୍ପୂର୍ଣ୍ଣ ଫେଲ ହୋଇଯାଇଥିଲା।…

ଯୁଦ୍ଧ ବିମାନ ଦୁର୍ଘଟଣା: ୭ ଯବାନ ମୃତ

ଆବୁଜା,୨୧।୨: ନାଇଜେରିଆର ରାଜଧାନୀ ଆବୁଜା ନିକଟରେ ରବିବାର ଏକ ଯୁଦ୍ଧ ବିମାନ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ୭ଜଣ ଯବାନଙ୍କ ମୃତ୍ୟୁ ଘଟିଥିବା ବାୟୁସେନା ମୁଖପାତ୍ର କହିଛନ୍ତି। ଦୁର୍ଘଟଣାର କାରଣ ସ୍ପଷ୍ଟ ହୋଇ ନ ଥିବା ବେଳେ ପାଇଲଟ ଇଞ୍ଜିନରେ ତ୍ରୁଟି…

ଆଇପିଏଲ ପୂର୍ବରୁ ଧୋନୀଙ୍କ ସମ୍ପର୍କରେ ଏମିତି କହିଲେ ଉଥପ୍ପା

ନୂଆଦିଲ୍ଲୀ, ୨୧।୨: ଆଇପିଏଲ ଅକ୍‌ଶନ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ସାମିଲ ହୋଇଥିବା ବରିଷ୍ଠ ବ୍ୟାଟ୍ସମ୍ୟାନ ରବିନ ଉଥପ୍ପାଙ୍କ ଏକ ଭିଡିଓ ଟୁଇଟରରେ ଶେୟାର କରାଯାଇଛି। ସିଏସ୍‌କେ ପକ୍ଷରୁ ଶେୟାର କରାଯାଇଥିବା ଭିଡିଓରେ ଉଥପ୍ପା ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର…

ପ୍ରଜାପତି ମୁଣ୍ଡରେ କାଳିଆ

ନବରଙ୍ଗପୁର/ତେନ୍ତୁଳିଖୁଣ୍ଟି,୨୧ା୨: ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ଝରିଗୁମା ପଞ୍ଚାୟତର ଡେଙ୍ଗପଦର ଗ୍ରାମର ଭୀଷ୍ମସେନ ବିଷୋୟୀଙ୍କ ଅଗଣାରେ ଏକ ବିରଳ ପ୍ରଜାପତି ଦେଖିବାକୁ ମିଳିଛି। ପ୍ରଜାପତିଟିର ଚଉଡ଼ା ପ୍ରାୟ ୨ ଇଞ୍ଚ ରହିଥିବା ବେଳେ ଲମ୍ବ ପ୍ରାୟ ୪ଇଞ୍ଚ ହେବ॥ ଗୁରୁତ୍ୱପୂର୍ଣ୍ଣ ବିଷୟ…

ମଧ୍ୟାହ୍ନଭୋଜନ ଚାଉଳ ନେଇ ଯାଉଥିବା ଟ୍ରକ୍‌ ଓଲଟି ୨ ଶ୍ରମିକଙ୍କ ଜୀବନ ଗଲା

କୋଡ଼ିଙ୍ଗା/ନବରଙ୍ଗପୁର,୨୧ା୨: ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ୍‌ କୋଡ଼ିଙ୍ଗା-ଦୁରାଗାଁ ରାସ୍ତା ଡଙ୍ଗାପଖନା ନିକଟରେ ରବିବାର ଏକ ଚାଉଳ ବୋଝେଇ ଟ୍ରକ୍‌ ଓଲଟି ୨ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ନବରଙ୍ଗପୁର ବ୍ଲକ ଟିର୍ଲିଆମ୍ବଗୁଡ଼ା ଗ୍ରାମର ନବ ହରିଜନ(୪୦) ଏବଂ ସରାଦୁ ଭତରା(୩୫)।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri