Home Left

ଜଲେଶପଟ୍ଟା କନ୍ୟାଶ୍ରମ ମୁଖ୍ୟଙ୍କୁ ହତ୍ୟା ଧମକ ଦେଇ ଧରାପଡ଼ିଲେ ସାଧୁ

ଫୁଲବାଣୀ ଅଫିସ/ତୁମୁଡିବନ୍ଧ,୨୧।୨: କନ୍ଧମାଳ ଜିଲା ଜଲେଶପଟ୍ଟା କନ୍ୟାଶ୍ରମ ମୁଖ୍ୟ ସ୍ବାମୀ ଜୀବନ ମୁକ୍ତାନନ୍ଦ ପୁରିଙ୍କୁ ଫୋନରେ ହତ୍ୟା ଧମକ ଦେଇଥିବା ସାଧୁଙ୍କୁ ପୋଲିସ ରବିବାର ସନ୍ଧ୍ୟାରେ ଗିରଫ କରିଛି। ଗିରଫ ସାଧୁ ଜଣକ ହେଲେ ମହାଦେବ ମହାରାଜ। ପୋଲିସ ତାଙ୍କୁ ରାୟଗଡ଼ା…

ମହାରାଷ୍ଟ୍ରର ଏହି ଦୁଇ ସହର ସପ୍ତାହ ପାଇଁ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌

ମୁମ୍ବାଇ,୨୧।୨: ମହାରାଷ୍ଟ୍ରରେ ପୁଣି ଥରେ କରୋନା ସଂକ୍ରମଣ ବଢ଼ିଛି। ଏହାକୁ ଦୃଷ୍ଟିରେ ରଖି ଅମରାବତୀ ସହର ଏବଂ ଅଚଲପୁରରେ ସପ୍ତାହକ ପାଇଁ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ କରାଯାଇଛି। ଏହି ଅଞ୍ଚଳରେ ସବୁଠୁ ଅଧିକ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହାକୁ ନଜରରେ ରଖି…

ନୂଆ ଖେଳାଳିଙ୍କୁ ମିଳିଲା ଭଗବାନଙ୍କଠାରୁ ଶୁଭେଚ୍ଛା

ନୂଆଦିଲ୍ଲୀ, ୨୧।୨: ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ ଲାଗି ଘୋଷିତ ଭାରତୀୟ ଦଳରେ ସ୍ଥାନ ପାଇଛନ୍ତି ୩ ନୂଆ ଖେଳାଳି। ସେମାନେ ହେଲେ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବ, ଉଇକେଟକିପର ବ୍ୟାଟ୍ସମ୍ୟାନ ଇଶାନ କିଷନ ଓ ଅଲରାଉଣ୍ଡର ରାହୁଲ…

କର୍ଲାପାଟ ହାତୀ ମୃତ୍ୟୁ ଘଟଣା: ତଦନ୍ତ କରି ଦିଲ୍ଲୀ ଫେରିଗଲେ କେନ୍ଦ୍ରୀୟ ଟିମ୍‌

ଭବାନୀପାଟଣା,୨୧।୨(ଡି.ଏନ୍‌.ଏ.): କର୍ଲାପାଟ ଅଭୟାରଣ୍ୟରେ ହାତୀ ମୃତ୍ୟୁ ପରେ ଅନୁଧ୍ୟାନ ପାଇଁ କେନ୍ଦ୍ରୀୟ ୩ ଜଣିଆ ଟିମ୍‌ କଳାହାଣ୍ଡି ଆସି ଦିନ ତମାମ ହାତୀ ମୃତ୍ୟୁ ସ୍ଥାନ ତେନ୍ତୁଳି ପଦର ଓ ଘୁଷୁରିଗୁଡି ଗାଁକୁ ଯିବା ସହ ବିଭିନ୍ନ ଗାଁକୁ ଯାଇ ତଦନ୍ତ…

ଆଜି ରାଜଧାନୀରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ, ୪ ସୁସ୍ଥ

ଭୁବନେଶ୍ୱର,୨୧ା୨(ବ୍ୟୁରୋ): ରବିବାର ରାଜଧାନୀରୁ ମାତ୍ର ଜଣେ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେହିପରି ୪ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବିଏମ୍‌ସି ଟୁଇଟ୍‌ କରି ସୂଚନା ଦେଇଛି। ଏହି ଆକ୍ରାନ୍ତ ଜଣଙ୍କ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ସେ ପଟିଆ ଅଞ୍ଚଳର…

ପ୍ରେମିକାଙ୍କ ସହ କୁକୁରକୁ ହତ୍ୟା କଲେ ଡାକ୍ତର, କ୍ଲିନିକ୍‌ ପରିସରରେ ଗାତ କରି ପୋତିଦେଲେ

ଭୋପାଳ,୨୧।୨: ମଧ୍ୟପ୍ରଦେଶରେ ଏକ ଲୋମହର୍ଷଣକାରୀ ଘଟଣା ସାମ୍ନାକୁ ଆସିଛି। ଜଣେ ଡାକ୍ତର ଅବୈଧ ସମ୍ପର୍କକୁ ଲୁଚାଇବା ପାଇଁ ପ୍ରେମିକାଙ୍କୁ ହତ୍ୟା କରି ପୋତି ପକାଇଥିଲେ। ତେବେ ପୋଲିସ ଖୋଳତାଡ଼ କରି ଅଭିଯୁକ୍ତ ଡାକ୍ତରଙ୍କୁ ଗିରଫ କରିଛି। ପୋଲିସ ସୂଚନାନୁଯାୟୀ, ଡାକ୍ତରଙ୍କ ନିକଟରେ…

ଚନ୍ଦ୍ରାୟଣ-୩ ଉତ୍‌କ୍ଷେପଣରେ ବିଳମ୍ବ

ନୂଆଦିଲ୍ଲୀ,୨୧।୨: କୋଭିଡ୍‌-୧୯ କଟକଣା ଯୋଗୁ ଭାରତର ତୃତୀୟ ଚନ୍ଦ୍ର ମିଶନ ଚନ୍ଦ୍ରାୟନ-୩ ଉତ୍‌କ୍ଷେପଣ ବିଳମ୍ବ ହେବା ନେଇ ଭାରତୀୟ ମହାକାଶ ଅନୁସନ୍ଧାନ ସଂଗଠନର (ଇସ୍ରୋ) ମୁଖ୍ୟ କେ. ସିଭାନ ରବିବାର ପ୍ରକାଶ କରିଛନ୍ତି। ଏହାର ଉତ୍‌କ୍ଷେପଣ ୨୦୨୨ରେ ହେବା ନେଇ ସେ…

ଚ୍ୟାଲେଞ୍ଜରଙ୍କ ଚ୍ୟାଲେଞ୍ଜକୁ ଧ୍ୱଂସ କଲେ ଜୋକୋଭିଚ

ମେଲବୋର୍ନ, ୨୧।୨: ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ ଓପନ ଟାଇଟଲ ହାତେଇଛନ୍ତି ସର୍ବିଆର ନୋଭାକ ଜୋକୋଭିଚ୍‌। ରଡ୍‌ ଲାଭର ଏରିନାଠାରେ ରବିବାର ଅନୁଷ୍ଠିତ ଫାଇନାଲରେ ରୁଷିଆର ଉଦୀୟମାନ ତାରକା ଡାନିଏଲ ମେଡ୍‌ଭେଡେଭଙ୍କୁ ସିଧାସଳଖ ସେଟ୍‌ (୭-୫, ୬-୨, ୬-୨)ରେ ହରାଇ…

ତୈମୁର ନାମକୁ ନେଇ ଉଠିଥିଲା ବିବାଦ, ଦ୍ୱିତୀୟ ସନ୍ତାନ ନା କ’ଣ ରଖିବେ ବେବୋ

ବଲିଉଡ୍‌ ଅଭିନେତା ସୈଫ୍‌ ଅଲ୍ଲୀ ଖାନ୍‌ ଏବଂ ଅଭିନେତ୍ରୀ କରିନା କପୁର ଖାନ୍‌ ଘରକୁ ପୁଣି ନୂଆ ଅତିଥି ଆସିଛନ୍ତି। ରବିବାର ସକାଳେ କରିନା ମୁମ୍ବାଇର ବ୍ରେକ କ୍ୟାଣ୍ଡି ହସ୍ପିଟାଲରେ ତାଙ୍କର ଦ୍ୱିତୀୟ ପୁତ୍ରକୁ ଜନ୍ମ ଦେଇଥିଲେ। ପୁଅ ଜନ୍ମ ହେବା…

୫୦୦୦ ଟଙ୍କିଆ ପାନ, ଥରେ ଖାଇଲେ…

ଦିନେ ଅମିତାଭ ବଚ୍ଚନଙ୍କ ‘ଖଇକେ ପାନ ବନାରସଓ୍ବାଲା’ ଗୀତରୁ ବନାରସ୍‌ର ପାନ ପ୍ରସିଦ୍ଧ ହୋଇଯାଇଥିଲା। ହେଲେ ଏବେ ଆଉ ଏକ ପାନ ଲୋକପ୍ରିୟତା ହାସଲ କରିବାରେ ଲାଗିଛି। ତେବେ ସେ ବନାରସର ନୁହେଁ, ବରଂ ମହାରାଷ୍ଟ୍ର, ଔରଙ୍ଗାବାଦର। ଏହି ପାନର ବିଶେଷତ୍ୱ…

ରହସ୍ୟମୟ ବତିଘର: ଉଡ଼ିବୁଲେ ଶରୀର ବିହୀନ ମୁଣ୍ଡ, ଦେଖିବାକୁ ମିଳେ ରହସ୍ୟମୟ ଛାଇ

ଲାଇଟ୍‌ହାଉସ୍‌ ବା ବତିଘର, ରାତିରେ ଜଳଜାହାଜ ଓ ନୌକା ଚାଳକଙ୍କ ପାଇଁ ସାଜିଥାଏ ପଥପ୍ରଦର୍ଶକ। ତେବେ ନିଛାଟିଆ, ନିର୍ଜନ ସ୍ଥାନରେ ଠିଆ ହୋଇ ରହିଥିବା ଅନେକ ବତିଘର ସହ ଜଡିତ ରହିଛି କିଛି ଭୟଙ୍କର ଏବଂ ରହସ୍ୟମୟ କାହାଣୀ । ଯାହା…

କର୍ଲାପାଟ ଅଭୟାରଣ୍ୟରେ ହାତୀ ମୃତ୍ୟୁ ଘଟଣା, ସଂଖ୍ୟା ୭କୁ ବୃଦ୍ଧି

ଭବାନୀପାଟଣା,୨୧।୨(ଡି.ଏନ୍‌.ଏ,): କଳାହାଣ୍ଡି କର୍ଲାପାଟ ଅଭୟାରଣ୍ୟ ଘଟଣାରେ ହାତୀ ମୃତ୍ୟୁ ସଂଖ୍ୟା ୭ରେ ପହଞ୍ଚିଛି। ରବିବାର ଘୁଷୁରିଗୁଡ଼ି ନାଳ ନିକଟରୁ ଆଉ ଏକ ହାତୀର ମୃତଦେହ ଠାବ ହୋଇଛି। ପୂର୍ବରୁ ୧୪ ଦିନରେ ୬ ମାଈ ହାତୀ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଉଦ୍‌ବେଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri