ଚିନ୍ତା ବଢାଇଲାଣି କରୋନା: ପୁଣେରେ ସ୍କୁଲ-କଲେଜ ବନ୍ଦ, ଲାଗୁ ହୋଇପାରେ ନାଇଟ୍ କର୍ଫ୍ୟୁ
ମୁମ୍ବାଇ,୨୧ ।୨: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ପୁଣିଥରେ ବୃଦ୍ଧି ପାଇଛି । ଏହାକୁ ଦେଖି ପୁଣେରେ ସ୍କୁଲ-କଲେଜ ବନ୍ଦ କରି ଦିଆଯାଇଛି । ଏହାସହ ମହାରାଷ୍ଟ୍ର ସରକାର ରାଜ୍ୟରେ ନାଇଟ୍ କର୍ଫ୍ୟୁ ଲଗାଇବା କଥା ଚିନ୍ତା କରୁଛନ୍ତି । ରବିବାର ସନ୍ଧ୍ୟାରେ…
ମୋଦି ସରକାରଙ୍କ କାର୍ଯ୍ୟକ୍ରମରେ ଆଜାଦ୍ଙ୍କ ପୋଷ୍ଟର
ନୂଆଦିଲ୍ଲୀ,୨୧।୨: ଧୀରେ ଧୀରେ କଂଗ୍ରେସର ବରିଷ୍ଠ ନେତା ଗୁଲାମ ନବୀ ଆଜାଦଙ୍କ ପ୍ରତି ଭାଜପାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ମନୋଭାବରେ ପରିବର୍ତ୍ତନ ଯୋଗୁ ରାଜନୈତିକ ମହଲରେ ଚର୍ଚ୍ଚା ଜାରି ରହିଛି। ଏହାକୁ ନେଇ କଂଗ୍ରେସ ହାଇକମାଣ୍ଡ୍ ମଧ୍ୟ ଚିନ୍ତାରେ ପଡ଼ିଛନ୍ତି।…
ଲ୍ୟାଣ୍ଡମାଇନ ବିସ୍ଫୋରଣରେ ବିଏସ୍ଏଫ ଯବାନ ଗୁରୁତର
ମାଲକାନଗିରି,୨୧।୨(ଡି.ଏନ୍.ଏ): ମାଲକାନଗିରି ଜିଲା ଛତିଶଗଡ଼ ସୀମାନ୍ତ ମାଥିଲି ଥାନା ଅନ୍ତର୍ଗତ କର୍ତନପାଲ୍ଲୀ ନିକଟ ରାସ୍ତାରେ ମାଓବାଦୀ ଲ୍ୟାଣ୍ଡମାଇନ ବିସ୍ଫୋରଣ କରିଥିଲେ। ଏଥିରେ ଜଣେ ଯବାନ ଗୁରୁତର ହୋଇ ମାଲକାନଗିରି ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ସେ ହେଲେ ଧର୍ମେନ୍ଦ୍ର ସାହୁ। ସୂଚନାଯୋଗ୍ୟ,…
କୃଷି ଆଇନକୁ ବିରୋଧ କରି ଫସଲ ନଷ୍ଟ କଲେ କୃଷକ
ବିଜନୋର,୨୧ ।୨: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରିବାର ନୂଆ ଉପାୟ ଆପଣେଇଛନ୍ତି ଉତ୍ତର ପ୍ରଦେଶର କେତେଜଣ କୃଷକ । ଏମାନେ ଏବେ ନିଜ ନିଜ ଜମିରେ କରିଥିବା ଫସଲକୁ ନଷ୍ଟ କରି ଦେଉଛନ୍ତି । ବିଜନୋର ଚାନ୍ଦପୁର ଅଞ୍ଚଳରେ…
ସକାଳେ ଚୌକା-ଛକା ମାରି ବୋଲର୍ଙ୍କୁ କରିଥିଲେ ଘାଇଲା, ସନ୍ଧ୍ୟାରେ ମିଳିଲା ଭାରତୀୟ ଟିମରୁ ଖେଳିବାର ସୁଯୋଗ
ନୂଆଦିଲ୍ଲୀ,୨୧।୨: ଇଂଲଣ୍ଡ ବିପକ୍ଷ ଟି୨୦ ସିରିଜ୍ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ୧୯ ଜଣିଆ ଦଳର ଘୋଷଣା କରିଛି। ଏଥିରେ ଆଇପିଏଲ୍ ୨୦୨୦ରେ ଦମ୍ଦାର ପ୍ରଦର୍ଶନ କରିଥିବା କିଛି ଯୁବ ଖେଳାଳିଙ୍କୁ ଦେଖିବାକୁ ମିଳିଛି। ସେଥିରୁ ଜଣେ ହେଲେ ଉଇକେଟ…
୭ ଦିନ ପରେ ଧାରଣାରୁ ଉଠିଲେ ଆନ୍ଦୋଳନକାରୀ
ପାଟଣା,୨୧।୨(ସ୍ବ.ପ୍ର): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ବିଶେଷଜ୍ଞ ଡାକ୍ତର ପୂରଣ ଦାବିରେ ଗତ ସୋମବାରଠାରୁ ଆନ୍ଦୋଳନକାରୀ ଧାରଣାରେ ବସିଥିଲେ। ଏହି ଧାରଣା ସପ୍ତମ ଦିନରେ ପହଞ୍ଚି ଥିବା ବେଳେ ରବିବାର ଆନ୍ଦୋଳନକାରୀଙ୍କ ସହ ସ୍ବାସ୍ଥ୍ୟକେନ୍ଦ୍ର ସଭାଗୃହରେ…
ପୋଲିସ ମୁଖ୍ୟାଳୟର ଅନତି ଦୂରରେ ଚାଲିଥିଲା ଦେହବେପାର : ଆପତ୍ତିଜନକ ଅବସ୍ଥାରେ ଗଲେ ଥାନାକୁ
ଭଦ୍ରକ ଅଫିସ,୨୧।୨: ଭଦ୍ରକ ସହରରେ ଖୋଲାଖୋଲି ଚାଲିଥିଲା ଦେହବେପାର। ପୋଲିସ ମୁଖ୍ୟାଳୟର ଅନତି ଦୂର ସହରାଞ୍ଚଳ ଥାନା ଡଗମୁଣ୍ଡସ୍ଥିତ ଏକ ଭଡାଘରେ ଚାଲୁଥିବା ସେକ୍ସ ରାକେଟ ଠାବ ହୋଇଛି। ଘଟଣାରେ ସମ୍ପୃକ୍ତ ୪ ମହିଳାଙ୍କୁ ପୋଲିସ ଅଟକ ରଖିଥିବା ବେଳେଥ ଦୁଇ…
ଦଳରେ ସାମିଲ ହେବା ପରେ କୋହଲିଙ୍କୁ ନେଇ ଏଭଳି କହିଲେ ଟେଓ୍ବାଟିଆ, ଡ୍ରେସିଂ ରୁମ୍ରେ…
ନୂଆଦିଲ୍ଲୀ,୨୧।୨: ଇଂଲଣ୍ଡ ବିପକ୍ଷ ଟି୨୦ ସିରିଜ୍ ପାଇଁ ଭାରତର ୧୯ ସଦସ୍ୟ ବିଶିଷ୍ଟ ଟିମ୍ର ଘୋଷଣା କରାଯାଇଛି। ଏଥିରେ ଅନେକ ନୂଆ ମୁହଁ ଦେଖିବାକୁ ମିଳିଛି। ସେଥିରୁ ଜଣେ ହେଲେ ହରିୟାଣାର ଅଲ୍ରାଉଣ୍ଡର ରାହୁଲ ଟେଓ୍ବାଟିଆ। ରାଜସ୍ଥାନ ରୟାଲ୍ସ ପକ୍ଷରୁ ଆଇପିଏଲ୍…
ଅଭିଷେକ ବଚ୍ଚନ ଆଗ୍ରା ଜେଲ୍ରେ ଦେବେ ଦଶମ ପରୀକ୍ଷା
ଲକ୍ଷ୍ନୌ,୨୧।୨: ଆଗ୍ରା ଜେଲରେ ବିଗ୍ ବି ଅମିତାଭ ବଚ୍ଚନଙ୍କ ପୁତ୍ର ଅଭିଷେକ ବଚ୍ଚନ ଦଶମ ପରୀକ୍ଷା ଦେବେ। ପରୀକ୍ଷା ଫେବୃୟାରୀ ୨୩ରେ ହେବ। ତେବେ ଏହା ସତରେ ନୁହେଁ। ଫିଲ୍ମ ‘ଦଶବି’ର ଶୁଟିଂରେ ଜେଲ୍ରେ ଲାଇଟ୍-କ୍ୟାମେରା-ଆକ୍ସନରେ ଅଭିଷେକ ଏଭଳି କରିବେ। ଶୁଟିଂ…
ଆଇପିଏଲ୍ରେ କୋହଲିଙ୍କୁ ଆଖି ଦେଖାଇ ବିବାଦକୁ ଆସିଥିଲେ ଏହି ବ୍ୟାଟ୍ସମ୍ୟାନ୍, ଏବେ ଦଳରେ ହେଲେ ସାମିଲ
ନୂଆଦିଲ୍ଲୀ,୨୧।୨: ଇଂଲଣ୍ଡ ବିପକ୍ଷ ଆଗାମୀ ଘରୋଇ ଟି୨୦ ସିରିଜ୍ ପାଇଁ ଘୋଷିତ ଦଳରେ ସ୍ଥାନ ପାଇଛନ୍ତି ସୂର୍ଯ୍ୟକୁମାର ଯାଦବ। ମୁମ୍ବାଇର ଏହି ବ୍ୟାଟ୍ସମ୍ୟାନ୍ଙ୍କୁ ଦଳରେ ସାମିଲ କରାଯିବା ପଛରେ ଅନେକ କାରଣ ରହିଛି ବୋଲି କୁହାଯାଉଛି। ଭାରତୀୟ ଟିମ୍ରେ ଏବେ ଜଣେ…
ସଲିମ୍ଙ୍କ ପାଇଁ ଅଟକି ରହିଛି ଶବନମ୍ଙ୍କ ଫାଶୀ
ଲକ୍ଷ୍ନୌ,୨୧।୨: ପ୍ରେମ ପାଇଁ ନିଜ ପରିବାରର ୭ ଜଣଙ୍କୁ ନିର୍ମମ ଭାବେ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୋଗରେ ଫାଶୀଦଣ୍ଡ ହୋଇଥିବା ଶବନମ୍ଙ୍କ ପାଇଁ ମୃତ୍ୟୁ ପରଓ୍ବାନା ଜାରିରେ ବିଳମ୍ବ ହେଉଛି। ଏହାର କାରଣ ହେଉଛନ୍ତି ତାଙ୍କ ପ୍ରେମିକ ସଲିମ୍। ରାଷ୍ଟ୍ରପତି…
ରାଜ୍ୟରେ ୫୮ କରୋନା ଆକ୍ରାନ୍ତ ଚିହ୍ନଟ: ସୁନ୍ଦରଗଡ଼ରୁ ସର୍ବାଧିକ
ଭୁବନେଶ୍ୱର,୨୧।୨(ବ୍ୟୁରୋ): ରାଜ୍ୟରେ ରବିବାର ୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୪ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୨୪ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା…
Archives


