୭ ମାସ ସମୁଦ୍ରରେ ମାଛଧରା ନିଷେଧ: ଆଇନ ଭାଙ୍ଗିଲେ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୧।୧୧: ଆଜିଠୁ ମେ ୩୧ ପର୍ଯ୍ୟନ୍ତ ସମୁଦ୍ରରେ ମାଛ ଧରିବା ଉପରେ କଟକଣା। ବିରଳ ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ପାଇଁ ୭ ମାସ ସରକାରୀ କଟକଣା ଲଗାଯାଇଛି। ସମୁଦ୍ର କୂଳ ଠାରୁ ୨୦ କିଲୋମିଟର ପର୍ଯ୍ୟନ୍ତ ମାଛ ଧରିବା ଉପରେ…
ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବିକଳ ଚିତ୍ର: ମହିଳା-ପୁରୁଷ ରୋଗୀଙ୍କୁ ଗୋଟିଏ କୋଠରୀରେ ଚିକିତ୍ସା, ବଢୁଛି ଅସନ୍ତୋଷ
ଦାରିଙ୍ଗବାଡି,୧।୧୧(ଅରୁଣ ସାହୁ): କେନ୍ଦ୍ର ଓ ରାଜ୍ୟ ସରକାର ରୋଗୀଙ୍କ ସ୍ବାସ୍ଥ୍ୟରେ ସୁଧାର ଆଣିବା ଓ ଉତ୍ତମ ଚିକିତ୍ସା ଯୋଗାଇଦେବାକୁ ସ୍ବାସ୍ଥ୍ୟକେନ୍ଦ୍ରଗୁଡିକୁ ରୂପାନ୍ତର କରିବା ସହ ଆମ ସ୍ବାସ୍ଥ୍ୟକେନ୍ଦ୍ର ଭାବେ ଘୋଷଣା କରୁଛନ୍ତି। ତେବେ ଏହାର କୌଣସି ଫାଇଦା ମିଳୁ ନ ଥିବା…
ୟୁକ୍ରେନ ପାଖେ ଏମିତି ଦାବି କଲା ରୁଷିଆ, ଯାହାକୁ ଦେଖି ରାଗିଗଲେ ଟ୍ରମ୍ପ, ବାତିଲ କରିଦେଲେ ମିଟିଂ
ଓ୍ବାଶିଂଟନ୍,୧।୧୧: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକା ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଏକ ଯୋଜନାବଦ୍ଧ ବୈଠକ ବାତିଲ କରିଛନ୍ତି। ଏହା ଆମେରିକା ଏବଂ…
ବ୍ରାଜିଲରେ ବାଦୁଡ଼ିଠାରୁ କୋଭିଡ୍ ଭଳି ଭୂତାଣୁ ଚିହ୍ନଟ
ନୂଆଦିଲ୍ଲୀ,୧ା୧୧: ବ୍ରାଜିଲରେ ଏକ ନିର୍ଦ୍ଦିଷ୍ଟ ପ୍ରଜାତିର ବାଦୁଡ଼ିଠାରେ କୋଭିଡ୍-୧୯ ଭଳି ଭୂତାଣୁ ଚିହ୍ନଟ ହୋଇଛି। ଆମେରିକା, ଜାପାନ,ଅଷ୍ଟ୍ରେଲିଆ ଏବଂ ବେଲ୍ଜିୟମ୍ର ବୈଜ୍ଞାନିକମାନଙ୍କ ଏକ ଅନ୍ତର୍ଜାତୀୟ ଟିମ୍ ଏହି ନୂଆ ଭାଇରସ୍ ଚିହ୍ନଟ କରିଥିବାବେଳେ ଏହାକୁ ନେଇ ସମ୍ଭାବ୍ୟ ସଂକ୍ରମଣ ଓ ନୂଆ…
ମିଳିଲାନି ଚାରିକାନ୍ଧ, ପରିବାରଲୋକେ ଗ୍ରହଣ କଲେନି, ଶେଷରେ…
ବରଗଡ଼,୩୧।୧୦(ପ୍ରେମାନନ୍ଦ ଖମାରୀ)- ଜାତିପ୍ରଥା ଭଳି କୁସଂସ୍କାର ଏବେ ବି ରହିଛି। ଶୁକ୍ରବାର ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ କୁମେଲସିଂହା ନିକଟ ବଗର୍ତ୍ତୀଟିକ୍ରା ଗ୍ରାମରେ ଏଭଳି ଏକ ଘଟଣା ଦେଖିବାକୁ ମିଳିଛି। ଗ୍ରାମର ଜଣେ ବିବାହିତା ମହିଳା ପିଙ୍କି ବଗର୍ତ୍ତି ଗତ…
ବରଗଡ଼ରେ ମାତିଛନ୍ତି ଚୋର, ରାତିରେ ସ୍କୁଲରୁ ଚୋରି କରି ନେଲେ…
ବରଗଡ଼, ୩୧।୧୦(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଦିନକୁ ଦିନ ଚୋରି, ଲୁଟପାଟ୍ ଆଦି ଅପରାଧ ବଢି ଚାଲିଛି। ଗୁରୁବାର ରାତିରେ ସ୍ଥାନୀୟ ରାଣା ପ୍ରତାପ ସ୍କୁଲ ପରିସରରୁ ସ୍କୁଲର ଅନେକ ଆସବାବପତ୍ର ଚୋରି ହୋଇ ଯାଇଥିବା ଅଭିଯୋଗ ହୋଇଛି । ସ୍କୁଲ…
ଜେମିମା ରଡ୍ରିଗସ୍ କେତେ ସମ୍ପତ୍ତିର ମାଲିକାଣୀ? ଦରମା ସହ ବ୍ରାଣ୍ଡରୁ ପାଆନ୍ତି ଏତେ ଟଙ୍କା
ନଭୀ ମୁମ୍ବାଇ,୩୧୧୦: ଭାରତୀୟ ମହିଳା କ୍ରିକେଟ୍ ତାରକା ଜେମିମା ରଡ୍ରିଗ୍ସ ଅଷ୍ଟ୍ରେଲିଆ ବିପକ୍ଷରେ ଚମତ୍କାର ପ୍ରଦର୍ଶନ କରି ଭାରତକୁ ୨୦୨୫ ମହିଳା ବିଶ୍ୱକପ୍ ଫାଇନାଲରେ ପହଞ୍ଚାଇଛନ୍ତି। ସେମିଫାଇନାଲରେ ୩୩୮ ରନର ବିଶାଳ ଲକ୍ଷ୍ୟ ପିଛା କରିବା ସମୟରେ ଏହି ୨୪ ବର୍ଷୀୟା…
ମନ୍ତ୍ରୀ ହେଲେ ମହମ୍ମଦ ଆଝାରୁଦ୍ଦିନ, ପ୍ରଶ୍ନ ଉଠାଇଲା ଭାଜପା
ହାଇଦ୍ରାବାଦ,୩୧ା୧୦: ପୂର୍ବତନ କ୍ରିକେଟ ଅଧିନାୟକ ତଥା କଂଗ୍ରେସ ନେତା ମହମ୍ମଦ ଆଝାରୁଦ୍ଦିନ ତେଲଙ୍ଗାନା କ୍ୟାବିନେଟ୍ରେ ଗୁରୁବାର ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ରାଜଭବନରେ ରାଜ୍ୟପାଳ ଜିଷ୍ଣୁଦେବ ବର୍ମା ପୂର୍ବତନ କ୍ରିକେଟରଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ। ଆଝାରୁଦ୍ଦିନ୍ଙ୍କ…
ଛାତ୍ରୀଙ୍କୁ ଅସଦାଚରଣ କରି ଅଧ୍ୟାପକ ଗିରଫ: କଲେଜରେ ଉତ୍ତେଜନା
ରାୟଗଡ଼ା,୩୧।୧୦(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହରସ୍ଥିତ ଉକତ୍ଳ ଗୌରବ ମଧୁସୂଦନ ବୈଷୟିକ (ୟୁଜିଏମଆଇଟି) କଲେଜର ଅଧ୍ୟାପକ ଜଣେ ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଶୁକ୍ରବାର କଲେଜ ପରିସରରେ ଉତ୍ତେଜନା ପ୍ରକାଶ ପାଇଛି। ଛାତ୍ରୀଛାତ୍ର ଅନୁଷ୍ଠାନ ଆଗରେ ଧାରଣାରେ ବସିବା ସହ ପୀଡିତାଙ୍କୁ…
ସୁରଭି କାର୍ଯ୍ୟକ୍ରମରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର
ଦିଗପହଣ୍ଡି,୩୧|୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ପଦ୍ମନାଭପୁର ନୋଡାଲ ହାଇସ୍କୁଲ ପରିସରରେ ଶୁକ୍ରବାର ବ୍ଳକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଛାତ୍ରୀଛାତ୍ର ମାନେ ଭଲ…
ଦିଗପହଣ୍ଡିରେ ରାଷ୍ଟ୍ରୀୟ ଏକତା ଦିବସ : ପ୍ରତିଭା ଦେଖାଇଲେ …
ଦିଗପହଣ୍ଡି,୩୧|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ କମ୍ପ୍ଲେକ୍ସ ପରିସରରେ ଶୁକ୍ରବାର ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହୋଇଯାଇଛି। ତାଲୁକ ଆଇନ ସେବା କମିଟିର ସମ୍ପାଦକ ତଥା କୋର୍ଟ କର୍ମଚାରୀ ପ୍ରଦୀପ କୁମାର ପୁରୋହିତଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ସବଜଜ …
ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲ୍ରେ ଭର୍ତ୍ତି ହେଲେ ଧର୍ମେନ୍ଦ୍ର, ଚିନ୍ତାରେ ପ୍ରଶଂସକ
ମୁମ୍ବାଇ: ବଲିଉଡର ହି-ମ୍ୟାନ ଧର୍ମେନ୍ଦ୍ର ଅସୁସ୍ଥ। ତାଙ୍କୁ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ଖବର ଆସିବା ପରେ ପ୍ରଶଂସକମାନେ ଚିନ୍ତିତ ହୋଇପଡ଼ିଛନ୍ତି। ଅନେକ ତାଙ୍କର ଶୀଘ୍ର ଆରୋଗ୍ୟ କାମନା କରୁଛନ୍ତି। ଏହି ଖବର ପରେ ଗଣମାଧ୍ୟମ ରିପୋର୍ଟ…
Archives


