ଭାରତକୁ ପ୍ରଶଂସା କଲା ଜାତିସଂଘ
ଜେନେଭା,୨୧।୨: ଜାତିସଂଘ ପକ୍ଷରୁ ଭାରତକୁ ପ୍ରଶଂସା କରାଯାଇଛି। ଭାରତ ଉଲ୍ଲେଖନୀୟ ଅବଦାନ ପାଇଁ ଜାତିସଂଘର ମହାନିର୍ଦ୍ଦେଶକ ଆଣ୍ଟୋନିଓ ଗ୍ୟୁଟେରେସ୍ ଏଭଳି କରିଛନ୍ତି। ଭାରତ ଜାତିସଂଘ ଶାନ୍ତି ବାହିନୀଙ୍କ ପାଇଁ ୨ ଲକ୍ଷ୨୯ ହଜାରରୁ ଅଧିକ କରୋନା ପ୍ରତିଷେଧକ ଟିକା ପଠାଇଛି। ଏସମ୍ପର୍କରେ…
ରାଜଧାନୀରେ କଡ଼ାକଡ଼ି ହେବ କରୋନା କଟକଣା
ଭୁବନେଶ୍ୱର,୨୧।୨(ବ୍ୟୁରୋ): ଆଉ କିଛିଦିନ ପରେ କରୋନା ମହାମାରୀକୁ ବର୍ଷେ ପୂରିବାକୁ ଯାଉଛି। ଦୀର୍ଘଦିନର ଲକ୍ଡାଉନ୍ ଓ ଶଟ୍ଡାଉନ ଯନ୍ତ୍ରଣା ପରେ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଥିବାବେଳେ କୋଭିଡ୍ ଟିକା ଆଶ୍ୱସ୍ତି ଦେଇଛି। ଲୋକେ ସ୍ବାଭାବିକ ଜୀବନ ଆରମ୍ଭ କରୁଥିବାବେଳେ ଏହି ମହାମାରୀ…
‘ଚଏସ୍’କୁ ସମ୍ମାନ ଦେଉ
ରାଜ୍ୟରେ ଇଲେକ୍ଟ୍ରୋନିକ୍ସ ପ୍ରଡକ୍ଟସ୍ ଓ ଇଲେକ୍ଟ୍ରିକାଲ ଆପ୍ଲିଏନ୍ସେସ୍ ବିକ୍ରି କ୍ଷେତ୍ରରେ ରାଜ୍ ଇଲେକ୍ଟ୍ରୋନିକ୍ସ ଏକ ବଡ଼ ନାଁ। ଏହି ବ୍ୟବସାୟିକ ପ୍ରତିଷ୍ଠାନ ଗ୍ରାହକଙ୍କୁ ଦୃଷ୍ଟାନ୍ତମୂଳକ ସେବା ପ୍ରଦାନ କରି ଭରସାଯୋଗ୍ୟ ମାର୍କେଟ ଲିଡର ଓ ଟ୍ରେଣ୍ଡ୍ସେଟର ପାଲଟିଛି। ଆବଶ୍ୟକତା, ପସନ୍ଦ ଓ…
ଜଲେଶପଟ୍ଟା ଆଶ୍ରମ ସ୍ବାମିଜୀଙ୍କୁ ହତ୍ୟା ଧମକ
ଫୁଲବାଣୀ ଅଫିସ/ତୁମୁଡ଼ିବନ୍ଧ,୨୧।୨(ଡି.ଏନ୍.ଏ.): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଜଲେଶପଟ୍ଟା ସଂସ୍କୃତ କନ୍ୟାଶ୍ରମ ମୁଖ୍ୟ ସ୍ବାମିଜୀଙ୍କୁ ଏକ ଅଜଣା ଫୋନ ନମ୍ବରରୁ ଶନିବାର ହତ୍ୟା ଧମକ ମିଳିଛି। ସ୍ବାମୀ ଜୀବନ ମୁକ୍ତାନନ୍ଦଙ୍କ ମୋବାଇଲ ନଂ.୯୪୩୯୨୨୩୮୪୧କୁ କେହି ଅଜଣା ଦୁର୍ବୃତ୍ତ ଅପରାହ୍ନ ୪ଟାରେ ୯୧୭୮୨୪୬୬୬୩…
ଚାଲୁନି ପାସେଞ୍ଜର ଟ୍ରେନ୍, ବାଧୁଛି ବସ୍ ଭଡ଼ା
ପୁରୀ ଅଫିସ,୨୧।୨: କୋଭିଡ୍-୧୯ ସ୍ଥିତିରେ ସୁଧାର ଆସିବା ପରଠାରୁ ଦେଶର ବିଭିନ୍ନ ସ୍ଥାନରେ ପାସେଞ୍ଜର ରେଳସେବା ଆରମ୍ଭ ହେଲାଣି। ହେଲେ ଓଡ଼ିଶା ଦେଇ ଚାଲୁଥିବା ପୂର୍ବତଟ ରେଳପଥ ଅନ୍ତର୍ଗତ ରେଳସେବାରେ ପାସେଞ୍ଜର ସେବା ଏଯାବତ୍ ଆରମ୍ଭ ହୋଇପାରିନି। ଅଳ୍ପ କେତେକ ଏକ୍ସପ୍ରେସ୍…
ବିବାହର ୪ ବର୍ଷପରେ ସ୍ତ୍ରୀଙ୍କୁ ଛାଡ଼ପତ୍ର ଦେଇଥିଲେ ଏହି ଅଭିନେତା
ବଲିଉଡର ହ୍ୟାଣ୍ଡସମ ହିରୋ ଥିବା ପ୍ରିୟାଂଶୁ ଚାଟାର୍ଜୀ ୨୦୦୧ରେ ‘ତୁମ ବିନ’ ଫିଲ୍ମରେ ବଲିଉଡ୍ରେ ଡେବ୍ୟୁ କରିଥିଲେ। ଏହି ଫିଲ୍ମ ସୁପରହିଟ ଥିଲା। ନିର୍ମାତା ଏହି ଫିଲ୍ମରୁ ବହୁତ ଟଙ୍କା ରୋଜଗାର କରିଥିଲେ ଏବଂ ସେ ଏଥିରୁ ବହୁତ ନାଁ କମାଇ…
କେନାଲ କଂକ୍ରିଟ ନିର୍ମାଣରେ ଅନିୟମିତତା: ଭିଜିଲାନ୍ସ ତଦନ୍ତ ଦାବି କଲେ ଗ୍ରାମବାସୀ
ଖଇରା, ୨୧।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସାରକୋଣା ନିକଟରେ ଆମ୍ବହତା କେନାଲ କଂକ୍ରିଟ କାର୍ଯ୍ୟ ଚାଲିଥିବା ବେଳେ ଏଥିରେ ବ୍ୟାପକ ଅନିୟମିତତା ହେଉଥିବା କେନାଲ ସଂଲଗ୍ନ ମୁକ୍ତାବେଗୁନିଆ, ବିଦ୍ୟାଧରପୁର ଶାସନ, ସାରକୋଣା, କଡମିଆଁ, ଗଡ, କଅଁଳଖୁଣ୍ଟା ଗ୍ରାମବାସୀ ଅଭିଯୋଗ କରିଛନ୍ତି।…
ନାଗାଲାଣ୍ଡ ବିଧାନସଭାରେ ପ୍ରଥମ ଥର ଜାତୀୟ ସଙ୍ଗୀତ ଗାନ
ନୂଆଦିଲ୍ଲୀ, ୨୧।୨: ନାଗାଲାଣ୍ଡ ରାଜ୍ୟ ମାନ୍ୟତା ପାଇବାର ପ୍ରାୟ ୬୦ ବର୍ଷ ପରେ ପ୍ରଥମ ଥର ଲାଗି ଏହାର ବିଧାନସଭାରେ ଜାତୀୟ ସଙ୍ଗୀତ ଗାନ କରାଯାଇଛି। ରାଜ୍ୟ ପାଇଁ ଏହା ଏକ ଐତିହାସିକ ଘଟଣା। ୧୯୬୩ ଡିସେମ୍ବର ୧ରେ ନାଗାଲାଣ୍ଡକୁ ରାଜ୍ୟ…
ଆର୍ଥିକ ସଙ୍କଟରେ କଂଗ୍ରେସ
ନୂଆଦିଲ୍ଲୀ, ୨୧।୨: ୨୦୧୪ ସାଧାରଣ ନିର୍ବାଚନରେ କଂଗ୍ରେସର ନୈରାଶ୍ୟଜନକ ପ୍ରଦର୍ଶନ ପରେ ଏହି ଦଳରେ ଆର୍ଥିକ ସମସ୍ୟା ଦେଖାଦେଇଥିଲା। ଏବେ ଦେଶର ଏହି ସର୍ବପୁରାତନ ଦଳ ଗୁରୁତର ଆର୍ଥତ୍କ ସଙ୍କଟର ସମ୍ମୁଖୀନ ହୋଇଛି। ସଙ୍କଟରୁ ମୁକୁଳିବା ଲାଗି ଭଲ ଦଳୀୟ ସ୍ଥିତି…
ଡ୍ରଗ୍ସ ସହ ଭାଜପା ନେତ୍ରୀ ଗିରଫ
କୋଲକାତା, ୨୧ା୨ ଯୁବ ଭାଜପା ନେତ୍ରୀ ପାମେଲା ଗୋସ୍ବାମୀ ଓ ତାଙ୍କ ବ୍ୟକ୍ତିଗତ ସୁରକ୍ଷାକର୍ମୀଙ୍କୁ ପଶ୍ଚିମବଙ୍ଗ ସାଉଥ୍ କୋଲକାତାର ନୂଆ ଆଲିପୋର ଅଞ୍ଚଳରୁ ଶୁକ୍ରବାର ଗିରଫ କରାଯାଇଛି। ତାଙ୍କ ନିକଟରୁ ପ୍ରାୟ ୧୦ ଲକ୍ଷ ଟଙ୍କାର ଶହେ ଗ୍ରାମର କୋକେନ ଜବତ…
‘ଟିକସ ଛାଡ଼ କରୁ କେନ୍ଦ୍ର’
ନୂଆଦିଲ୍ଲୀ, ୨୧।୨: କ୍ରମାଗତ ତୈଳ ଦର ବୃଦ୍ଧି ପ୍ରତିବାଦରେ ଶନିବାର ବିରୋଧୀ ଦଳ କଂଗ୍ରେସ ବିଭିନ୍ନ ରାଜ୍ୟରେ ରାସ୍ତାକୁ ଓହ୍ଲାଇଛି। ମଧ୍ୟପ୍ରଦେଶରେ ଦଳ ପକ୍ଷରୁ ରାଜ୍ୟବ୍ୟାପୀ ଅଧାଦିନ ବନ୍ଦ ପାଳନ କରାଯାଇଥିବାବେଳେ ରାଜସ୍ଥାନ ଓ ଦିଲ୍ଲୀରେ ବିକ୍ଷୋଭ କରାଯାଇଛି। ବନ୍ଦ ପାଳନରେ…
ମୃତକଙ୍କ ପରିବାରକୁ ସହାୟତା ରାଶି ପ୍ରଦାନ କଲେ ରାଜସ୍ବ ମନ୍ତ୍ରୀ
ସାରସକଣା, ୨୧।୨-ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଧୀନ ମୁରୁଣିଆ ଅଞ୍ଚଳରେ ଟ୍ରାକ୍ଟର ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଛି। କଟକ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ନେହା ମାରାଣ୍ଡି ନାମ୍ନୀ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ଏପଟେ ସରକାରଙ୍କ ପକ୍ଷରୁ ରାଜସ୍ବ…
Archives


