ଯନ୍ତ୍ରୀଙ୍କ କାର୍ ଧକ୍କାରେ ବାଇକ୍ ଆରୋହୀଙ୍କ ଜୀବନ ଗଲା
ବରଗଡ଼ ଅଫିସ, ୨୦।୨: ବରଗଡ଼ ଜିଲା ଅମ୍ବାଭୋନା ଥାନା କଣ୍ଠିପାଲି ମୁଖ୍ୟ ରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ କାର୍ (ନଂ.ଓଆର୧୭ଜେ/୫୪୨୪) ଧକ୍କାରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଅମ୍ବାଭୋନା ଥାନା ଭୁକ୍ତା ନିବାସୀ ସୁଦର୍ଶନ ପାତିକାର(୪୭)। କ୍ଷତିପୂରଣ…
ଫାଣ୍ଡି ଅଧିକାରୀଙ୍କ ଉନ୍ମତ୍ତକାଣ୍ଡ
ନବରଙ୍ଗପୁର/ନନ୍ଦାହାଣ୍ଡି,୨୦।୨: ନବରଙ୍ଗପୁର ଜିଲା ସରୁଗୁଡା ଗାଁରେ ଶୁକ୍ରବାର ରାତିରେ ଦୋକାନ ବନ୍ଦ କରି ଘରକୁ ଯାଉଥିବା ବ୍ୟବସାୟୀ ଓ ପାଖରେ ଥିବା କେତେଜଣ ଲୋକଙ୍କୁ ଡଙ୍ଗରଭେଜା ଫାଣ୍ଡି ଅଧିକାରୀ ଠଣ ସୁନ୍ଦର ପ୍ରଧାନ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ମଦ୍ୟପାନ କରି…
ଜୀବନ ସଂଗ୍ରାମରେ ହାରିଗଲେ ସ୍ବାଧୀନତା ସଂଗ୍ରାମୀ
ସମ୍ବଲପୁର,୨୦ା୨(ବ୍ୟୁରୋ): ଜୀବନ ସଂଗ୍ରାମରେ ହାରିଯାଇଛନ୍ତି ସ୍ବାଧୀନତା ସଂଗ୍ରାମୀ ଦେବାନନ୍ଦ ଗୁପ୍ତା। ସମ୍ବଲପୁରର ବୁର୍ଲା ଭିମସାରରେ ଚିକିତ୍ସାଧୀନ ଅବସ୍ଥାରେ ୯୫ ବର୍ଷରେ ଶନିବାର ତାଙ୍କର ପରଲୋକ ଘଟିଛି। ଶେଷଶଯ୍ୟା ନିକଟରେ ପୋଷ୍ୟ ଭାବେ ଗ୍ରହଣ କରିଥିବା ଝିଅ ନୀରୁତ୍ପଳା ଗୁପ୍ତା, ଜ୍ୱାଇଁ ପ୍ରଫୁଲ୍ଲ…
ମୋଦିଙ୍କୁ ଚିଠି ଲେଖିଲେ ଅମରିନ୍ଦର: କୃଷକ ଆନ୍ଦୋଳନର ସମାଧାନ ବାହାର କରନ୍ତୁ
ଚଣ୍ଡିଗଡ,୨୦।୨: ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପ୍ଟଟେନ୍ ଅମରିନ୍ଦର ସିଂ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। କୃଷକ ଆନ୍ଦୋଳନର ସମାଧାନର ବାଟ ବାହାର କରିବାକୁ ସେ ଚିଠିରେ ଉଲ୍ଲେଖ କରିଛନ୍ତି। ଶନିବାର ସେ ଅପିଲ କରି କହିଛନ୍ତି ଯେ, କୃଷକଙ୍କ ଯାହା…
ଅନ୍ୟଜାତିରେ ବିବାହ କରିଥିବାରୁ ମିଳିଲାନି କାନ୍ଧ, ସରପଞ୍ଚ ଦେଖାଇଲେ ମଣିଷପଣିଆ
ଖପ୍ରାଖୋଲ,୨୦ା୨: ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲୁହାସିଂହା ପଞ୍ଚାୟତ ଅଧୀନ ବାହାଲଭଟଲି ଗାଁର ଅସହାୟ ବୃଦ୍ଧ ବାବୁଲାଲ ପୁଟେଲ(୬୫)ଙ୍କ ଶୁକ୍ରବାର ରାତିରେ ମୃତ୍ୟୁ ଘଟିଥିଲା। ସେ ଅନ୍ୟ ଜାତିର ବିବାହ କରିଥିବାରୁ ତାଙ୍କୁ କାନ୍ଧ ଦେବାକୁ କେହି ଆସି ନ ଥିଲେ।…
ଜମ୍ମୁ କଶ୍ମୀରରେ ରକ୍ତପାତ ବନ୍ଦ ହେଉ: ମେହବୁବା
ଶ୍ରୀନଗର,୨୦।୨: ଜମ୍ମୁ-କଶ୍ମୀରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ତିନି ଜଣ ପୋଲିସ ଶହୀଦ ହେବାର ଗୋଟିଏ ଦିନ ପରେ ପିଡିଏଫ ମୁଖ୍ୟ ମେହବୁବା ମୁଫତି ପାକିସ୍ତାନ ସହ ଆଲୋଚନା କରିବାକୁ କେନ୍ଦ୍ରକୁ ଆହ୍ବାନ କରିଛନ୍ତି। କେନ୍ଦ୍ର ଶାସିତ ଅଞ୍ଚଳରେ ଅଞ୍ଚଳରେ କୌଣସି ହିଂସା…
ଅବତରଣବେଳେ ବିଦ୍ୟୁତ୍ ଖୁଣ୍ଟ ସହ ଧକ୍କା ହେଲା ଏୟାର ଇଣ୍ଡିଆ ବିମାନ
ବିଜୟୱାଡା,୨୦।୨: ଆନ୍ଧ୍ରପ୍ରଦେଶର ବିଜୟଓ୍ବାଡା ବିମାନ ବନ୍ଦରରେ ବିମାନ ଦୁର୍ଘଟଣା ହୋଇଛି। ୬୪ ଜଣ ଯାତ୍ରୀଙ୍କୁ ନେଇ ଏୟାର ଇଣ୍ଡିଆ ବିମାନ ବିଜୟୱାଡା ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ କରିବା ସମୟରେ ବିଦ୍ୟୁତ ଖୁଣ୍ଟ ସହ ଧକ୍କା ହୋଇଛି। ବିମାନରେ ଥିବା ସମସ୍ତ ଯାତ୍ରୀ…
ନାଓମି ଓସାକା ଜିତିଲେ ଅଷ୍ଟ୍ରେଲିଆ ଓପନ୍
ମେଲବୋର୍ନ,୨୦।୨:ଅଷ୍ଟ୍ରେଲୀୟ ଓପନ ଟେନିସ ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ ଟାଇଟଲ ଶନିବାର ନାଓମି ଓସାକା ଜିତିଛନ୍ତି। ୨୩ ବର୍ଷୀୟ ଜାପାନୀ ଖେଳାଳି ଫାଇନାଲରେ ଜେନିଫର ବ୍ରାଡିଙ୍କୁ ୬-୪, ୬-୩ ରେ ପରାସ୍ତ କରିଛନ୍ତି।ଏହା ତାଙ୍କ କ୍ୟାରିୟରର ଚତୁର୍ଥ ଗ୍ରାଣ୍ଡସ୍ଲାମ ଥିଲା। ଏହାପୂର୍ବରୁ ସେ…
ତୈଳ ଦରକୁ ନେଇ ମୁହଁ ଖୋଲିଲେ ଅର୍ଥମନ୍ତ୍ରୀ
ନୂଆଦିଲ୍ଲୀ,୨୦।୨: ବୃଦ୍ଧି ପାଉଥିବା ପେଟ୍ରୋଲ, ଡିଜେଲ, ଗ୍ୟାସ ଦରକୁ ନେଇ ଶନିବାର ଅର୍ଥମନ୍ତ୍ରୀ ର୍ନିମଳା ସୀତାରମଣ ମତ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ତଳଦର ବୃଦ୍ଧି ଦେଶ ପାଇଁ ଚିନ୍ତାର ବିଷୟ। ସମସ୍ୟାର ସମାଧାନ ଦର ହ୍ରାସ ହିଁ ଏକମାତ୍ର ବିକଳ୍ପ।…
ନିର୍ବାଚନ ପ୍ରସ୍ତୁତି ଆରମ୍ଭ: ୫ ରାଜ୍ୟରେ ପହଞ୍ଚିଲେ ସିଏପିଏଫ୍ ଯବାନ
ନୂଆଦିଲ୍ଲୀ,୨୦।୨: ଚଳିତ ବର୍ଷ ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାର ଅଛି। ରାଜ୍ୟଗୁଡ଼ିକ ହେଉଛି ଆସାମ, ପଶ୍ଚିମବଙ୍ଗ, ପୁଡୁଚେରୀ, ତାମିଲନାଡୁ ଏବଂ କେରଳ। ନିର୍ବାଚନ ଆୟୋଗଙ୍କ ଆଦେଶ ଅନୁଯାୟୀ, ବିଧାନସଭା ନିର୍ବାଚନ ଶାନ୍ତିପୂର୍ଣ୍ଣ ବାତାବରଣ ସୁନିଶ୍ଚିତ କରିବା ପାଇଁ କେନ୍ଦ୍ରୀୟ ସଶସ୍ତ୍ର…
ଅମିତାଭ ବଚ୍ଚନଙ୍କ ଘରର ସୁରକ୍ଷା ବଢିଲା
ମୁମ୍ବାଇ,୨୦।୨: ପେଟ୍ରୋଲ-ଡିଜେଲର ମୂଲ୍ୟ ବୃଦ୍ଧି ନେଇ ମହାରାଷ୍ଟ୍ର କଂଗ୍ରେସ ମୁଖ୍ୟ ନାନା ପାଟୋଲେ ଅମିତାଭ ବଚ୍ଚନ ଏବଂ ଅକ୍ଷୟ କୁମାରଙ୍କୁ ଟାର୍ଗେଟ କରିଛନ୍ତି। ପାଟୋଲଙ୍କ ବିବୃତ୍ତି ପରେ ବଚ୍ଚନଙ୍କ ଘରର ସୁରକ୍ଷା ବୃଦ୍ଧି କରାଯାଇଛି। ଏଥି ସହିତ କଂଗ୍ରେସ ନେତା ସ୍ପଷ୍ଟ…
ସଚିନଙ୍କ ପୁଅ ସପକ୍ଷରେ ବାହାରିଲେ ଅଭିନେତା, କହିଲେ ଏମିତି
ମୁମ୍ବାଇ,୨୦।୨: ଭାରତର କିମ୍ବଦନ୍ତୀ କ୍ରିକେଟର୍ ସଚିନ ତେନ୍ଦୁଲକରଙ୍କ ସୁପୁତ୍ର ଅର୍ଜୁନ ତେନ୍ଦୁଲକରଙ୍କୁ ମୁମ୍ବାଇ ଇଣ୍ଡିଆନ୍ସ ଟିମ କିଣିଛି। ଚେନ୍ନାଇରେ ଆୟୋଜିତ ଆଇପିଏଲର ୧୪ଶ ସଂସ୍କରଣର ଅକ୍ସନରେ ଅର୍ଜୁନଙ୍କୁ ୨୦ ଟଙ୍କାର ବେସ ପ୍ରାଇସରେ କିଣିଛି ମୁମ୍ବାଇ ଇଣ୍ଡିଆନ୍ସ। ୨୧ ବର୍ଷୀୟ ଅର୍ଜୁନ…
Archives


