୮ରେ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ
ପୁରୀ ଅଫିସ,୩ା୭: ଆସନ୍ତା ୧୨ ତାରିଖରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏନେଇ ୮ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସମୀକ୍ଷା କରିବେ। ଏଥିରେ ଶ୍ରୀମନ୍ଦିର ପ୍ରଶାସନ, ସେବାୟତ, ଆଇନ ବିଭାଗ, ଜିଲା ପ୍ରଶାସନ ସହ ବରିଷ୍ଠ ପୋଲିସ ଅଧିକାରୀମାନେ ସାମିଲ…
୧ ହଜାରରୁ ଅଧିକ ଫିଲ୍ମରେ ଅଭିନୟ କରି ରେକର୍ଡ କରିଛନ୍ତି ଏହି କମେଡିଆନ୍; ନିଅନ୍ତି ବଲିଉଡ୍ କଳାକାରଙ୍କଠାରୁ ବି ଅଧିକ ପାଉଣା
ହ୍ରାଇଦ୍ରାବାଦ: ଦକ୍ଷିଣ ଭାରତୀୟ ଫିଲ୍ମରେ ଦୁଇଟି ଜିନିଷ ନିଶ୍ଚିତ ଭାବେ ମିଳିବ। ତାହା ହେଲା ଆକ୍ସନ ଏବଂ କମେଡି। ରଜନୀକାନ୍ତ, ମହେଶ ବାବୁ, ରାଣା ଦୁଗ୍ଗୁବତୀ, ବିଜୟଙ୍କ ଭଳି ଅଭିନେତାମାନେ ଆକ୍ସନ ପାଇଁ ଜଣାଶୁଣା ହୋଇଥିବାବେଳେ କମେଡି କଥା ପଡ଼ିଲେ ପ୍ରତ୍ୟେକ…
ବୁଗୁଡ଼ାରେ ଇଣ୍ଡୋର ଷ୍ଟାଡିୟମ ନିର୍ମାଣ ଦାବି
ବୁଗୁଡ଼ା,୩।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ପୌରାଞ୍ଚଳରେ ଉଦୀୟମାନ କ୍ରୀଡ଼ା ପ୍ରତିଭାଙ୍କୁ ପ୍ରୋତ୍ସାହିତ କରିବା ପାଇଁ କୌଣସି ଷ୍ଟାଡିୟମ ନାହିଁ। ଏ ନେଇ ପ୍ରତିଭାର ଉପଯୁକ୍ତ ବିକାଶ ହୋଇପାରୁ ନାହିଁ। ତେବେ ଆଜି ସ୍ଥାନୀୟ ବ୍ଲକ ସମ୍ମିଳନୀ କକ୍ଷରେ ବୁଗୁଡା ଏନ୍ଏସିର କ୍ରୀଡାବିତ…
ପରାଜୟକୁ ନେଇ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ଅଜବ ବୟାନ: କହିଲେ ‘୫୦ ଲକ୍ଷ ଜନସଂଖ୍ୟା ବିଶିଷ୍ଟ ଛୋଟ ଦେଶ ଭାରତକୁ ହରାଇ ଦେଲା’
ନୂଆଦିଲ୍ଲୀ,୩।୭: ଗତ ମାସରେ ଭାରତର ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍(ଡବ୍ଲୁଟିସି) ଟାଇଟଲ ଜିତିବାର ସ୍ବପ୍ନ ଧ୍ୱଂସ ହୋଇଯାଇଥିଲା। ଭାରତ ଟୁର୍ନାମେଣ୍ଟରେ ଚମତ୍କାର ପ୍ରଦର୍ଶନ କରି ଫାଇନାଲରେ ପ୍ରବେଶ କରିଥିଲା। ହେଲେ କେନ୍ ଓ୍ବିଲିୟମସନଙ୍କ ନେତୃତ୍ୱାଧନ ନ୍ୟୁଜିଲାଣ୍ଡ ବାଜିମାତ କରିଥିଲା। ସାଉଥାମ୍ପଟନରେ ଖେଳାଯାଇଥିବା…
ଏସବୁ ଜିଲାରେ କାଳବୈଶାଖୀ ସମ୍ଭାବନା
ଭୁବନେଶ୍ୱର,୩ା୭(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଏବଂ କଟକ ଜିଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ…
ନାକ ପଟେ ସାପ ପୂରାଇ ପାଟି ପଟେ ବାହାର କଲେ
ଆପଣ ସାପୁଆ କେଳା ଏବଂ ସାପ ଖେଳ ବହୁତ ଦେଖିଥିବେ। ମାତ୍ର କେବେ ଦେଖିଛନ୍ତି କି ସାପ ନାକ ଭିତରେ ପୂରାଇ ପାଟି ପଟରେ ବାହାର କରିବାର। ଅଭିନେତା ବିଦ୍ୟୁତ୍ ଜାମଓ୍ବାଲ ଏମିତି ଏକ ଭିଡିଓ ସୋସିଆଲ ମିଡିଆରେ ଶେୟାର କରିଛନ୍ତି,…
ମାରାତ୍ମକ ଡେଲ୍ଟା ଭାଇରସ ବଦଳୁଛି ବାରମ୍ବାର: ସତର୍କ କଲା ଡବ୍ଲୁଏଚ୍ଓ
ଜେନେଭା,୩ ।୭: ଭାରତରେ ପ୍ରଥମ କରି ଦେଖାଯାଇଥିବା ଡେଲ୍ଟା ଭାଇରସ ଏବେ ବିଶ୍ୱର କିଛି ଦେଶକୁ ବ୍ୟାପି ସାରିଲାଣି । ଏହା ଖୁବ୍ ମାରାତ୍ମକ ହୋଇଥିବା ବେଳେ ଏବେ ଏହାକୁ ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍ଓ) ଚେତାବନୀ ଦେଇଛି । ଡବ୍ଲୁଏଚ୍ଓର…
ଆଇଫୋନ୍ରେ ଗେମ୍ ଖେଳି ୧.୩୩ ଲକ୍ଷ ଖର୍ଚ୍ଚ କରିଦେଲା ୭ ବର୍ଷର ପୁଅ: ବିଲ୍ ପୈଠ କରିବାକୁ କାର୍ ବିକ୍ରି କଲେ…
ଜଣେ ଡାକ୍ତରଙ୍କ ପୁଅ ତାଙ୍କ ଆଇଫୋନ୍ରୁ ଅନେକ ଗେମ୍ କିଣିଦେଇଥିଲେ। ଏହାର ବିଲ୍ ପୈଠ କରିବା ଲାଗି ଡାକ୍ତର ନିଜର କାର୍ ବିକ୍ରି କରିବାକୁ ବାଧ୍ୟ ହୋଇଛନ୍ତି। ଘଟଣାଟି ଚକିତ କଲେ ହେଁ ସତ। ବ୍ରିଟେନର ନର୍ଥ ଓ୍ବେଲ୍ସରେ ରହୁଥିବା ୭…
ପ୍ରିୟଙ୍କାଙ୍କ ନୂଆ ଟାଟୁ
ମୁମ୍ବାଇ: ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଆମେରିକାରେ ପରିବାର ସହ ସମୟ ବିତାଇବା ପରେ ପୁଣି ଲଣ୍ଡନ ଯାଇଛନ୍ତି। ପ୍ରିୟଙ୍କା ଦୀର୍ଘଦିନ ଲଣ୍ଡନରେ ରହି ନିଜ ପରିବାରକୁ ମିସ୍ କରୁଛନ୍ତି। ସେ ତାଙ୍କ କାମ ପାଇଁ ଲଣ୍ଡନରେ ଅଛନ୍ତି। ପ୍ରିୟଙ୍କା ଏବେ ତାଙ୍କ…
ଏଥର ଛାତ ଉପରୁ ବି ଦେଖି ପାରିବେନି ଜଗାକୁ
ପୁରୀ ଅଫିସ, ୩।୭: ଏଥର ଛାତ ଉପରୁ ଥାଇ କେହି ରଥଯାତ୍ରା ଦେଖି ପାରିବେ ନାହିଁ। ଶନିବାର ପୁରୀ ଜିଲାପାଳ ସମର୍ଥ ବର୍ମା ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ରଥଯାତ୍ରା ପାଇଁ ପୂରା ପୁରୀ ସହରରେ ୧୪୪ ଧାରା…
ଭାଜପା ଏମ୍ପି ଖେଳୁଛନ୍ତି ବାସ୍କେଟ୍ବଲ୍, ସୋସିଆଲ୍ ମିଡ଼ିଆରେ ଭାଇରାଲ…
ଭୋପାଳ,୩।୭: ଏବେ ଜଣେ ଭାଜପା ଏମ୍ପିଙ୍କର ଏକ ଭିଡ଼ିଓ ସୋସିଆଲ୍ ମିଡ଼ିଆରେ ବେଶ୍ ଭାଇରାଲ ହେବାରେ ଲାଗିଛି। ସେ ହେଉଛନ୍ତି ପ୍ରଗ୍ୟା ଠାକୁର। ପ୍ରଗ୍ୟା ଭୋପାଳରେ ବାସ୍କେଟ୍ବଲ୍ ଖେଳୁଥିବାର ୨୦ ସେକେଣ୍ଡର ଭିଡ଼ିଓ ଅନୁରାଗ ଦ୍ୱାରୀ ନାମକ ଜଣେ ୟୁଜରଙ୍କ ଟୁଇଟର…
ଡ୍ରାଗନ୍ର ରହସ୍ୟମୟ ‘ଏରିଆ-୫୧’, ଏୟାରବେସ୍ ନିର୍ମାଣ ରହିଛି ଜାରି…
ବେଜିଂ,୩।୭: ଭାରତର ପୂର୍ବ ଲଦାଖ ଅଞ୍ଚଳରେ ଲଗାତାର ଉତ୍ତେଜନା ସୃଷ୍ଟି କରୁଥିବା ଚାଇନାର ଏକ ଏୟାର ବେସ୍ ନିର୍ମାଣ କାର୍ଯ୍ୟର ସାଟେଲାଇଟ୍ ଫଟୋକୁ ନେଇ ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ଆରମ୍ଭ ହୋଇଛି। ଏହାଦ୍ୱାରା ଲୋପ୍ ନୁର୍ ମରୁଭୂମି ଅଞ୍ଚଳରେ ଚାଇନା ଅତ୍ୟାଧୁନିକ ଏୟାର…

