ସଂଘର୍ଷରେ ମରିଛନ୍ତି ୪ ଚାଇନା ସୈନ୍ୟ
ନୂଆଦିଲ୍ଲୀ, ୨୦।୨: ପୂର୍ବ ଲଦାଖର ଗଲ୍ଓ୍ବାନ୍ ଉପତ୍ୟକାରେ ଗତବର୍ଷ ଜୁନ୍ରେ ଭାରତୀୟ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ହୋଇଥିଲା। ସେଥିରେ ୨୦ ଭାରତୀୟ ଯବାନ ଶହୀଦ ହୋଇଥିଲେ। ତେବେ ଚାଇନା ଏହାର ସୈନ୍ୟ ମୃତାହତ ସମ୍ପର୍କରେ ତଥ୍ୟ ଗୋପନ…
ମଡେଲ ନ ହୋଇ ବସ୍ ଚଲାଇଲେ ଯୁବତୀ, ଏମିତି କହିଲେ ଜୀବନର ପୂରା କାହାଣୀ
ଇଂଲଣ୍ଡରେ ରହୁଥିବା ୨୪ ବର୍ଷୀୟା ଜଣେ ଯୁବତୀ ପେସାରେ ଜଣେ ବସ୍ ଡ୍ରାଇଭର। ତାଙ୍କର ସୁନ୍ଦର ଚେହେରା ପାଇଁ ସେ ଟିକ୍ଟକ୍ରେ ଖୁବ୍ ଜଣାଶୁଣା। ଜୋଡି ଫାକ୍ସ ନାମକ ଏହି ଯୁବତୀ କୁହନ୍ତି, ବସ୍ ଚଳାଇବା ତାଙ୍କର ସ୍ବପ୍ନ ଥିଲା। ଏବେ…
ପରୀକ୍ଷା ଦେବାକୁ ଆସି ପୁତ୍ର ସନ୍ତାନ ଜନ୍ମଦେଲେ ଛାତ୍ରୀ, ସ୍ୱାମୀ ନାମ ରଖିଲେ ‘ପରୀକ୍ଷା’
ମୁଜାଫରପୁର,୨୦ ।୨: ବିହାରର ମୁଜାଫରପୁର ଜିଲାରେ ଏମ୍ଡିଡିଏମ୍ ପରୀକ୍ଷା କେନ୍ଦ୍ରରେ ଜଣେ ଛାତ୍ରୀ ଶାନ୍ତି ଦେବୀ ପରୀକ୍ଷା ଦେଉଥିବା ସମୟରେ ଗର୍ଭଯନ୍ତ୍ରଣା ପାଇଥିଲେ । ଆମ୍ବୁଲାନ୍ସ ଯୋଗେ ତୁରନ୍ତ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ସନ୍ଧ୍ୟାରେ ସେ ଏକ ପୁତ୍ର…
ଡିପ୍ରେଶନରେ ଥିଲେ କୋହଲି: ଭିଡ଼ରେ ମଧ୍ୟ ଏକା ଅନୁଭବ କରୁଥିଲେ
ନୂଆଦିଲ୍ଲୀ,୨୦।୨(ପି.ଟି.): ୨୦୧୪ ଇଂଲଣ୍ଡ ଗସ୍ତ ସମୟରେ ମାନସିକ ଅବସାଦରେ ଥିବା କଥା ଭାରତୀୟ ଅଧିନାୟକ ବିରାଟ କୋହଲି କହିଛନ୍ତି। ବ୍ୟାଟିଂରେ କ୍ରମାଗତ ଭାବେ ବିଫଳ ହେବା ପରେ ସେ ପ୍ରବଳ ଭାବେ ଡିପ୍ରେଶନକୁ ଚାଲିଯାଇଥିଲେ। ଏପରି କି ଭିଡ଼ ମଧ୍ୟରେ ମଧ୍ୟ…
ଅଷ୍ଟ୍ରେଲିଆନ୍ ଓପନ : ଜୋକୋଭିଚ୍ – ମେଡଭେଡେଭ ଫାଇନାଲ
ମେଲବୋର୍ନ,୨୦।୨(ପି.ଟି.): ଚଳିତ ଅଷ୍ଟ୍ରେଲିଆନ୍ ଓପନ ଟେନିସ ଟୁର୍ନାମେଣ୍ଟର ପୁରୁଷ ସିଙ୍ଗଲ୍ସ ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ରବିବାର ଟାଇଟଲ ପାଇଁ ଫାଇନାଲ ମୁକାବିଲାରେ ସର୍ବିୟାର ଟପ୍ ସିଡ୍ ଖେଳାଳି ନୋଭାକ ଜୋକୋଭିଚ୍ ଓ ଚତୁର୍ଥ ସିଡ୍ ରୁଷିଆରେ ଡାନିଲି ମେଡଭେଡେଭ ପରସ୍ପରକୁ…
ଅଷ୍ଟ୍ରେଲିଆନ ଓପନ୍: ମେର୍ଟେନ୍ସ- ସାବାଲେଙ୍କା ମହିଳା ଡବଲ୍ସ ଚାମ୍ପିୟନ
ମେଲବୋର୍ନ,୨୦।୨(ଏପି): ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ ଓପନ୍ରେ ଦ୍ୱିତୀୟ ସିଡ୍ ମାନ୍ୟତାପ୍ରାପ୍ତ ଯୋଡି ଏଲିସ ମେର୍ଟେନ୍ସ ଓ ଅରିନା ସାବାଲେଙ୍କା ମହିଳା ଡବଲ୍ସ ଟାଇଟଲ ଜିତିଛନ୍ତି। ବେଲଜିୟମର ମେର୍ଟେନ୍ସ ଓ ବେଲାରୁଷର ସାବାଲେଙ୍କା ଶୁକ୍ରବାର ଖେଳାଯାଇଥିବା ଫାଇନାଲ ମ୍ୟାଚ୍ରେ ତୃତୀୟ…
ମାଟିରେ ମିଶିଲା ଟ୍ରମ୍ପଙ୍କ ୩୪ ମହଲା ପ୍ଲାଜା
ୱାଶିଂଟନ,୨୦ ।୨: ରାଷ୍ଟ୍ରପତି ପଦ ଯିବାପରେ ଡୋନାଲ୍ଡ ଟ୍ରମ୍ପଙ୍କ ପ୍ଲାଜାକୁ ପ୍ରାୟ ୩ହଜାର ଡିନାମାଇଟ ଲଗାଇ ଭାଙ୍ଗି ଦିଆଯାଇଛି । ପ୍ଲାଜାଟି କମ୍ଜୋର ହୋଇଯାଇଥିବା ଗତବର୍ଷ ଜୁନରେ ଆଟଲାଣ୍ଟିକ ସହରର ମେୟର ମାର୍ଟି ସ୍ମାଲ ସୂଚନା ଦେବା ସହ ଏହାକୁ ଭାଙ୍ଗି…
୨୦୨୧ ଆଇପିଏଲ୍ : ଟାଇଟଲ ପ୍ରାୟୋଜକ ଭାବେ ଭିଭୋର ପ୍ରତ୍ୟାବର୍ତ୍ତନ
ନୂଆଦିଲ୍ଲୀ, ୨୦।୨(ପି.ଟି.): ଚାଇନା ମୋବାଇଲ ଉତ୍ପାଦନକାରୀ କମ୍ପାନୀ ଭିଭୋ ଆଗାମୀ ୨୦୨୧ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ)ରେ ଟାଇଟଲ ପ୍ରାୟୋଜକ ରହିବ ବୋଲି ଘୋଷଣା କରାଯାଇଛି। ଏ ନେଇ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଶୁକ୍ରବାର ସ୍ପଷ୍ଟ କରିଛି। ଏଥିସହିତ…
ବିବାହ ସମୟରେ କନ୍ୟାଦାନ ପାଇଁ ମନା କରିଥିଲେ ଦିୟା, ନିଜେ କଲେ ଖୁଲାସା
ମୁମ୍ବାଇ : ଫେବୃୟାରୀ ୧୫ରେ ଅଭିନେତ୍ରୀ ଦିୟା ମିର୍ଜା ପ୍ରତିଷ୍ଠିତ ବ୍ୟବସାୟୀ ବୈଭବ ରେଖୀଙ୍କୁ ବିବାହ କରିଛନ୍ତି। ଗୁରୁବାର ସକାଳେ ଦିୟା ଇନ୍ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି ବିବାହ ସମୟର କିଛି କଥା ଖୋଲାଖୋଲି ପ୍ରକାଶ କରିଛନ୍ତି। ସେ କହିଛନ୍ତି,…
ସେବା ନୁହେଁ ସନ୍ତୋଷଜନକ
ବଇଣ୍ଡା,୨୦।୨: ଜମା ହେଉ କି ଉଠାଣ, ବ୍ୟାଙ୍କକୁ ଗଲେ ଘଣ୍ଟା ଘଣ୍ଟା ସମୟ ଯାଉଛି। ଉପଭୋକ୍ତାମାନଙ୍କ ଆପତ୍ତି ଅଭିଯୋଗ ଶୁଣିବାକୁ କର୍ମଚାରୀଙ୍କ ମଧ୍ୟରେ ଆଗ୍ରହ ରହୁନି। ଏପରି କି ବରିଷ୍ଠ ନାଗରିକଙ୍କୁ ମଧ୍ୟ ଅଗ୍ରାଧିକାର ଦିଆଯାଉନି। ଅନୁଗୋଳ ଜିଲା କିଶୋରନଗର ବ୍ଲକ…
ଦେଶରେ ୩୪ ଦିନରେ ୧ କୋଟିରୁ ଅଧିକ ଟିକାକରଣ!
ନୂଆଦିଲ୍ଲୀ,୨୦ ।୨: କରୋନା ମହାମାରୀକୁ ଦୂରେଇ ଦେବାକୁ ଏବେ ବିଶ୍ୱର ଅଧିକାଂଶ ଦେଶରେ ଚାଲିଛି ଟିକାକରଣ କାର୍ଯ୍ୟକ୍ରମ । ଏହି କ୍ରମରେ ଭାରତରେ ବି ଟିକାକରଣ ଖୁବ୍ ଜୋରରେ ଚାଲିଛି । ମିଳିଥିବା ସୂଚନାରୁ ଜଣାପଡିଛି କି ଗତ ୩୪ ଦିନ…
ଏ ସବୁ ଲୋକଙ୍କୁ ରସୁଣ ଖାଇବା ମନା
ଦୈନନ୍ଦିନ ରସୁଣ ଖାଇବା ସ୍ବାସ୍ଥ୍ୟ ପ୍ରତି ଲାଭଦାୟକ ହୋଇଥାଏ। ରସୁଣ ଖାଇବା ଦ୍ୱାରା କ୍ୟାନ୍ସର, ରକ୍ତଚାପ, ମୁଖବ୍ରଣ ଆଦି ଅନେକ ରୋଗରୁ ମୁକ୍ତି ମିଳିଥାଏ। କିନ୍ତୁ ଆପଣ କ’ଣ ଜାଣିଛନ୍ତି କେଉଁମାନେ ରସୁଣ ଖାଇବା ଅନୁଚିିତ? ତେବେ ଜାଣନ୍ତୁ ସେ ସମ୍ପର୍କରେ……
Archives


