Home Left

ଆଜି ତାଣ୍ଡବ ରଚିବ କାଳବୈଶାଖୀ: ୧୬ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୫ା୫(ଅନୁରାଧା ମହାରଣା):ରାଜ୍ୟରେ କାଳବୈଶାଖୀ ଜାରି ରହିଛି। ଦିନରେ ଖରା ଗୁଳୁଗୁଳି ଓ ଅପରାହ୍ନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ପବନ ଜନଜୀବନକୁ ପ୍ରଭାବିତ କରୁଛି। ରବିବାର କାଳବୈଶାଖୀରେ ସାରା ରାଜ୍ୟରେ ବ୍ୟାପକ କ୍ଷୟକ୍ଷତି ଘଟିଥିବାବେଳେ ସୋମବାର ୧୬ ଜିଲା ପାଇଁ...

କଠୋରପନ୍ଥୀକରଣ ପଶ୍ଚିମବଙ୍ଗ ପାଇଁ ଚ୍ୟାଲେଞ୍ଜ

କୋଲକାତା,୫ା୫(ପି.ଟି.): ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି. ଆନନ୍ଦ ବୋଷ ସ୍ବରାଷ୍ଟ୍ର ମନ୍ତ୍ରଣାଳୟରେ ମୁର୍ଶିଦାବାଦ ଦଙ୍ଗା ସମ୍ପର୍କିତ ରିପୋର୍ଟ ଦାଖଲ କରିଛନ୍ତି। କଠୋରପନ୍ଥୀକରଣ ରାଜ୍ୟ ପାଇଁ ଗମ୍ଭୀର ଚ୍ୟାଲେଞ୍ଜ ସୃଷ୍ଟି କରିଥିବା ସେ ରିପୋର୍ଟରେ ଦର୍ଶାଇଛନ୍ତି। ଦଙ୍ଗାର ତଦନ୍ତ ଲାଗି ଏକ ତଦନ୍ତ କମିଶନ...

ଆବାସ ପାଇଁ ଲଟେରି: ପ୍ରଥମେ ଭୁବନେଶ୍ୱରରେ ଲାଗୁ ହେବ, ମିଳିବ ଋଣ ସୁବିଧା

ଭୁବନେଶ୍ୱର,୫ା୫(ରବିନାରାୟଣ ଜେନା):ନଗର ଉନ୍ନୟନ ବିଭାଗର ବିଜ୍ଞପ୍ତି ଅନୁଯାୟୀ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ବସ୍ତିବାସିନ୍ଦାଙ୍କୁ ପକ୍କାଘର ମିଳିବ। ଏନେଇ ୨୦୨୨ରେ ଏକ ନୀତି (ସମସ୍ତଙ୍କୁ ପକ୍କାଘର) ଅଣାଯାଇଥିଲା। ମାତ୍ର ଏବେ ଏଥିରେ କେତେକ ସଂଶୋଧନ ଅଣାଯାଇଛି। ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱରର...

ଶିକ୍ଷାନୁଷ୍ଠାନରେ ବନ୍ଧୁମିଳନ

ଏବେ ପ୍ରାୟ ଶିକ୍ଷାନୁଷ୍ଠାନରେ ପୁରୁଣା ସହପାଠୀମାନେ ଏକତ୍ରିତ ହେବାକୁ ଆଗ୍ରହୀ। ସେମାନେ ସମସ୍ତେ ବର୍ତ୍ତମାନର ବରିଷ୍ଠ ନାଗରିକ। କାରଣ ଏ ପ୍ରକାର ବନ୍ଧୁ ମିଳନର ଆୟୋଜନ ସାଧାରଣତଃ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ କିମ୍ବା ହୀରକ ଜୟନ୍ତୀରେ କରାଯାଇଥାଏ। ଉପସ୍ଥିତ ବନ୍ଧୁମାନେ...

ସମବାୟରେ ନିର୍ବାଚିତ ପ୍ରତିନିଧି ପଦର ମହତ୍ତ୍ୱ

ଯେତେବେଳେ ଜଣେ ବ୍ୟକ୍ତି ପ୍ରତିନିଧି ପଦରେ ନିର୍ବାଚିତ ହୁଅନ୍ତି, ସେତେବେଳେ ସେ ତାଙ୍କର ଇଚ୍ଛାକୁ ପ୍ରତିନିଧିତ୍ୱ କରନ୍ତି ନାହିଁ। ସେ ପ୍ରକୃତରେ ନିଜକୁ ନିର୍ବାଚିତ କରିଥିବା ଜନତାଙ୍କର ଆଶା, ଆକାଂକ୍ଷା, ଅଭାବ ଅସୁବିଧା ଓ ଅଧିକାରକୁ ହିଁ ପ୍ରତିନିଧିତ୍ୱ କରିଥାନ୍ତି।...

ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ହତ୍ୟା

ଗଞ୍ଜାମ,୫ା୫(ବିଦ୍ୟାଧର ସାହୁ):ବେଙ୍ଗାଲୁରୁର ଏକ ଘରୋଇ କମ୍ପାନୀରେ ସିକ୍ୟୁରିଟି ସୁପରଭାଇଜର ଭାବେ କାର୍ଯ୍ୟରତ ଗଞ୍ଜାମ ଜିଲା ଗଞ୍ଜାମ ବ୍ଲକ୍‌ କୁଶପଲ୍ଲୀ ଗାଁର ଯୁବକ ରବୀନ୍ଦ୍ର ସାହୁ (୨୫)ଙ୍କୁ ଗତ ଗୁରୁବାର ହତ୍ୟା କରାଯାଇଛି। ଏନେଇ ରବୀନ୍ଦ୍ରଙ୍କ ପରିବାର ପକ୍ଷରୁ ହୁମା ଫାଣ୍ଡିରେ...

ପଦ୍ମପୁରରେ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ସ୍ଥାପନ ଦାବି: ପରିବହନ ମନ୍ତ୍ରୀଙ୍କୁ ଭେଟିଲେ ବରଗଡ଼ ଏମ୍‌ପି

ପଦ୍ମପୁର,୫ା୫ (ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଏକ ଉପାନ୍ତ ଅଞ୍ଚଳ। ଏହାର ଛତିଶଗଡ଼ ସୀମାନ୍ତ ବର୍ତ୍ତୀ ବ୍ଲକ ଝାରବନ୍ଧ ଓ ପାଇକମାଳଠାରୁ ବରଗଡ଼ ଦୂରତା ପ୍ରାୟ ୧୨୦କିମି ପଡ଼ିଥାଏ। ପଦ୍ମପୁରର ଜନସାଧାରଣ ନିଜର ଗାଡି ମୋଟର, ଟ୍ରାକ୍ଟରର କାଗଜପତ୍ର...

ବାଘର ସୁରକ୍ଷା, ସଂରକ୍ଷଣକୁ ଗୁରୁତ୍ୱ

ବରଗଡ଼,୫।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ାସ୍ଥିତ କ୍ରୀଷ୍ଣା ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଶନିବାର ଲିଓପାଡ୍‌ ଡେ (କଲରାପତରିଆ ଦିବସ) ପାଳିତ ହୋଇଯାଇଛି। ଆର୍ଥ କୃଷିଡେର୍ସ ଅର୍ଗାନାଇଜେଶନ, ବରଗଡ଼ ବନ ବିଭାଗ ଏବଂ କ୍ରୀଷ୍ଣା ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର...

କାନପୁର ଜୋତା ଫ୍ୟାକ୍ଟ୍ରିରେ ଭୟଙ୍କର ଅଗ୍ନିକାଣ୍ଡ, ୨ ମୃତ ୫ ଆହତ

କାନପୁର,୫।୫: ସମସ୍ତ ନିୟମ କାନୁନକୁ ଉଲ୍ଲଂଘନ କରି ଏକ ଆବାସିକ ଅଞ୍ଚଳରେ ଥିବା ଏକ ଚମଡା ଜୋତା ତିଆରି କାରଖାନାରେ ଅଗ୍ନିକାଣ୍ଡ ଘଟି ଦୁଇ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ପାଞ୍ଚ ମହଲା ବିଶିଷ୍ଟ କୋଠାର ପ୍ରଥମ ମହଲାରେ ସର୍ଟ...

UPSC ରାଙ୍କ ହୋଲ୍ଡର ପୂର୍ବା ଚୌଧୁରୀ ଓବିସି କୋଟାର ଅପବ୍ୟବହାର କରିଥିଲେ କି? ଭାଇରାଲ୍ ଦାବି ଉପରେ ବାପା ଦେଲେ ପ୍ରତିକ୍ରିୟା

ନୂଆଦିଲ୍ଲୀ, ୪।୫: ୟୁନିଅନ ପବ୍ଲିକ ସର୍ଭିସ କମିସନ (UPSC) ସିଭିଲ ସର୍ଭିସେସ ଏକ୍ସାମିନେସନ (CSE) ୨୦୨୪ ରେ ରାଙ୍କ ହୋଲ୍ଡର ପୂର୍ବା ଚୌଧୁରୀଙ୍କ ପିତା ଅନେକ ସୋସିଆଲ ମିଡିଆ ବ୍ୟବହାରକାରୀଙ୍କ ଦ୍ୱାରା ଓବିସି (ଅନ୍ୟ ପଛୁଆ ବର୍ଗ) ନନ-କ୍ରିମି ଲେୟାର...

ଆତଙ୍କବାଦୀଙ୍କ ଟାର୍ଗେଟରେ ମୋଦୀ! ଗୁଇନ୍ଦାର ସାଂଘାତିକ ଖୁଲାସା

ନୂଆଦିଲ୍ଲୀ, ୪।୫: ଜମ୍ମୁ ଓ କଶ୍ମୀରର ପହଲଗାମରେ ଗତ ଏପ୍ରିଲ ୨୨ ତାରିଖରେ ଘଟିଥିବା ଭୟଙ୍କର ଆତଙ୍କବାଦୀ ହମଲାରେ ୨୬ ଜଣ ନିରୀହ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣା ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି...

ବିଶ୍ୱର ଚତୁର୍ଥ ଧନୀ ଅଭିନେତା ଶାହରୁଖ ଖାନ, ପଛରେ ପଡ଼ିଲେ ହଲିଉଡ୍ ଷ୍ଟାର

ମୁମ୍ବାଇ,୪।୫: ୨୦୨୫ ମସିହାରେ ବିଶ୍ୱର ଶ୍ରେଷ୍ଠ ୧୦ ଜଣ ଧନୀ ଅଭିନେତାଙ୍କ ତାଲିକାରେ ଶାହରୁଖ ଖାନ ଚତୁର୍ଥ ସ୍ଥାନରେ ରହିଛନ୍ତି। ଏହି ତାଲିକା Esquire ମାଗାଜିନ ଦ୍ୱାରା ପ୍ରକାଶିତ ହୋଇଛି। ପ୍ରଥମ ତିନୋଟି ସ୍ଥାନରେ ଯଥାକ୍ରମେ ଆର୍ନଲ୍ଡ ଶ୍ୱାର୍ଜେନେଗର, ଡ୍ୱେନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri