ବିପଦ ବଢ଼ାଉଛି ବେଆଇନ ବ୍ଲାଷ୍ଟିଂ
ଢେଙ୍କାନାଳ ଅଫିସ, ୧୯।୨ ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଆର୍ତ୍ତସାନ୍ତରାକାଟେଣୀ ଗ୍ରାମ ନିକଟରେ ଥିବା କଳାମୁଗୁନି ପଥର ଖାଦାନରେ ବେଆଇନ ବ୍ଲାଷ୍ଟିଂ ସ୍ଥାନୀୟ ବାସିନ୍ଦାଙ୍କ ସୁରକ୍ଷା ବିପନ୍ନ କରିଛି। ଭୟଙ୍କର ବିସ୍ଫୋରଣରେ କୋଠାଘର ଛାତ, କାନ୍ଥ ଫାଟି ଆଁ କଲାଣି। ବାରମ୍ବାର…
ପାଟିକୋଣ ଘା’ରୁ ଦୂରେଇ ରୁହନ୍ତୁ…
ପାଟିକୋଣ ଘା’ ଏକ ପ୍ରକାର ପ୍ରଦାହ। ଏଥିରେ ପାଟିର ଗୋଟିଏ ବା ଉଭୟ କୋଣରେ ଘା’ ହୋଇଥାଏ । ଏହାକୁ ଡାକ୍ତରୀ ଭାଷାରେ ଚିଲିଟିସ୍ କୁହାଯାଇଥାଏ। ସଂକ୍ରମିତ ସ୍ଥାନ ଲାଲ ଦେଖାଯିବାପରେ ଏଠାକାର ଚର୍ମ ଫାଟି ଏକ ଆବରଣ ତିଆରି ହୁଏ।…
ଟମାଟୋକୁ ନା…
ବେଳେ ବେଳେ ଆମ ଖାଦ୍ୟ ପାନୀୟ ଓ ଅନିୟମିତ ଜୀବନ ଶୈଳୀ ଯୋଗୁ ଆମେ ଗଣ୍ଠି ଯନ୍ତ୍ରଣା ଭୋଗ କରିଥାଏ । ସେଥିପାଇଁ ଡାକ୍ତରଙ୍କ ପରାମର୍ଶ କ୍ରମେ କିଛି କିଛି ଖାଦ୍ୟକୁ ପରିତ୍ୟାଗ କରିବାକୁ ପଡିଥାଏ । ଏମିତି ହେଲେ ଗଣ୍ଠି…
ଆଇପିଏଲ୍ ନିଲାମ: ଚକିତ କରିଥିବା ଖେଳାଳି
ମାଡ୍ରାସ, ୧୯ା୨(ପି.ଟି.)-ଗୁରୁବାର ହୋଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍) ନିଲାମରେ ବହୁ ଖେଳାଳି ଅପ୍ରତ୍ୟାଶିତ ମୂଲ୍ୟରେ ବିକ୍ରି ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ହେଉଛନ୍ତି ସ୍ପିନ ଅଲରାଉଣ୍ଡର କ୍ରିଷ୍ଣାପ୍ପା ଗୋଥାମ୍। ତାଙ୍କ ବେସ୍ ପ୍ରାଇସ୍ ୨୦ ଲକ୍ଷ ଟଙ୍କା ରହିଥିବାବେଳେ ଚେନ୍ନାଇ…
ଲାଞ୍ଚ ନେଇ ଧରାପଡ଼ିଲେ ଆଦର୍ଶ ବିଦ୍ୟାଳୟ ଅଧ୍ୟକ୍ଷ
ଭବାନୀପାଟଣା/ମଦନପୁର,୧୯।୨: ଗୁରୁବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି କଳାହାଣ୍ଡି ଜିଲା ମ.ରାମପୁର ବ୍ଲକ ମଦନପୁର ଆଦର୍ଶ ବିଦ୍ୟାଳୟର ପ୍ରିନ୍ସିପାଲ କ୍ଷିତିଭୂଷଣ ବିଶ୍ବାଳ। ଶୁକ୍ରବାର ତାଙ୍କୁ ଭିଜିଲାନ୍ସ କୋର୍ଟରେ ହାଜର କରାଯିବ। ଅଭିଯୋଗକାରୀ ଗଙ୍ଗାଧର ବାଗ ସ୍କୁଲ ଜଗୁଆଳି ଭାବେ ନିଯୁକ୍ତି ପାଇଥିଲେ ହେଁ…
କଟି ନନାଙ୍କ ଭୋଜନାଳୟ
ଭୋଗରାଇ,୧୯।୨(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ଥାନା ସମ୍ମୁଖରେ ରହିଛି ଭୋଜନାଳୟ। ଅନ୍ୟ ହୋଟେଲ ଭଳି ଏହି ଭୋଜନାଳୟରେ ନାହିଁ ଚାକଚକ୍ୟ। ରହିଛି କେବଳ ଆଜବେଷ୍ଟସ ଛପର ଲମ୍ବା ଘର। ଏହାରି ଭିତରେ ପରିଷ୍କାର, ପରିଚ୍ଛନ୍ନତା ଓ ଭିନ୍ନ ସ୍ବାଦର ଖାଦ୍ୟ…
ତଥାପି ଅପେକ୍ଷାରେ ଚିତ୍ରଶିଳ୍ପୀ ନାରାୟଣ
ବନ୍ତ,୧୯।୨: ଦେଖିବା ମାତ୍ରେ ପେନ୍ସିଲ୍, କଲମ ମାଧ୍ୟମରେ ଅବିକଳ ଛବି ଆଙ୍କି ଦିଅନ୍ତି। ୭୭ ବର୍ଷ ବୟସରେ ବି ସେ ତାଙ୍କର ଏହି କଳାକୁ ଜାରି ରଖିଛନ୍ତି। ନିଜର କଳା ନୈପୁଣ୍ୟ ଓ କାର୍ଯ୍ୟ କରିବାର ନିଶାକୁ ଛାଡ଼ିପାରି ନାହାନ୍ତି। ଏହାବ୍ୟତୀତ…
ଭୋଜି ପରେ ୫ ଗୁରୁତର
ଭଦ୍ରକ ଅଫିସ, ୧୮।୨ – ଭଦ୍ରକ ଜିଲା ସଦର ବ୍ଲକ ଅଧୀନ କଲେଇ ପଞ୍ଚାୟତ ଚୁନିଦା ଗ୍ରାମରେ ଭୋଜି ଖାଇ ୨୦ରୁ ଉର୍ଦ୍ଧ୍ୱ ଅସୁସ୍ଥ ହୋଇପଡ଼ିଛନ୍ତି। ସେମାନଙ୍କ ମଧ୍ୟରୁ ୫ ଗୁରୁତରଙ୍କୁ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ବୁଧବାର…
ପଟାଙ୍ଗୀ ପରେ ରାୟଗଡ଼ା ଉପରେ ଆନ୍ଧ୍ରର ନଜର
ରାୟଗଡ଼ା ଅଫିସ,୧୮ା୨: ଓଡ଼ିଶା-ଆନ୍ଧ୍ର ସୀମା ବିବାଦ ଲାଗିରହିଛି। ଓଡ଼ିଶାର କୋରାପୁଟ ଜିଲାର ପଟ୍ଟାଙ୍ଗୀ ସମେତ ଗଞ୍ଜାମ ଓ ଗଜପତି ଜିଲାର ସୀମାନ୍ତ ଗ୍ରାମଗୁଡ଼ିକରେ ଆନ୍ଧ୍ର ପକ୍ଷରୁ ବେଆଇନ ନିର୍ମାଣ କାର୍ଯ୍ୟ ଏବଂ ନିର୍ବାଚନ ପ୍ରସଙ୍ଗ ରାଜ୍ୟବାସୀ ଏବଂ ସରକାରଙ୍କୁ ଚିନ୍ତାରେ ପକାଇଛି।…
ସୁସ୍ଥ ହେଲେ ୧୦୦ କରୋନା ଆକ୍ରାନ୍ତ
ଭୁବନେଶ୍ୱର, ୧୮।୨ : ଓଡ଼ିଶାରେ ଗୁରୁବାର ୧୦୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୩,୮୮୮ରେ ପହଞ୍ଚିଛି। ଖୋର୍ଦ୍ଧାରୁ ସର୍ବାଧିକ ୧୫, କଟକରୁ ୧୩, ସୁନ୍ଦରଗଡ଼ରୁ ୧୧, ଅନୁଗୁଳରୁ ୮, ପୁରୀରୁ ୬,…
ଖୋଜାଚାଲିଛି ଦଳିତ ନାବାଳିକାଙ୍କ ମୃତ୍ୟୁର କାରଣ
ଉନ୍ନାଓ, ୧୮।୨ : ଉତ୍ତର ପ୍ରଦେଶର ଉନ୍ନାଓ ଜିଲାର କ୍ଷେତରେ ବୁଧବାର ସନ୍ଧ୍ୟାରେ ସନ୍ଦେହଜନକ ଅବସ୍ଥାରେ ମିଳିଥିବା ଦୁଇ ଦଳିତ ନାବାଳିକାଙ୍କ ମୃତ୍ୟୁ ପଛର କାରଣ ଖୋଜୁଛି ପୋଲିସ। ମୃତ୍ୟୁର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନ ଥିଲେ ମଧ୍ୟ ସେମାନଙ୍କ…
ଷ୍ଟେଟବ୍ୟାଙ୍କ ଲକରରୁ କିପରି ଗାଏବ ହେଲା ଅଳଙ୍କାର
ବରଗଡ଼ ଅଫିସ୍,୧୮।୨: ବରଗଡ଼ ସହରରେ ଥିବା ଭାରତୀୟ ଷ୍ଟେଟବ୍ୟାଙ୍କ ମୁଖ୍ୟଶାଖାରୁ ଜଣେ ଗ୍ରାହକଙ୍କ ଲକରରୁ ୩୩ ଲକ୍ଷ ୩୭ ହଜାର ଟଙ୍କାର ସୁନା, ରୂପା ଅଳଙ୍କାର ଗାଏବ ହୋଇଥିଲା। ଏ ନେଇ ବରଗଡ଼ ମହାନ୍ତିପଡ଼ାର ସ୍ନିଗ୍ଧା ତ୍ରିପାଠୀ ବରଗଡ଼ ଟାଉନ ଥାନାରେ…
Archives


