ଦୀର୍ଘବର୍ଷ ଧରି ଲିଭ୍-ଇନ୍ରେ ରହିବା ପରେ ବିବାହ ବନ୍ଧନରେ ବାନ୍ଧି ହେଲେ ୫୫ ଯୋଡ଼ି
ରାଞ୍ଚି,୧୮।୨: ଦୀର୍ଘବର୍ଷ ଧରି ଲିଭ୍-ଇନ୍-ରିଲେସନଶିପ୍ରେ ରହିବା ପରେ ଝାଡ଼ଖଣ୍ଡର ୫୫ ଯୋଡ଼ି ବସନ୍ତ ପଞ୍ଚମୀ ଦିନ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଯାହାକି ଗରିବ ଏବଂ ଅନ୍ୟ ସାମାଜିକ ପରମ୍ପରା କାରଣ ଯୋଗୁ ଅଟକି ରହିଥିଲା। ଏହି ଯୋଡ଼ିମାନେ ଏକାଠି ରହୁଥିଲେ…
ଆଇପିଏଲ୍କୁ ନେଇ ଇଂଲଣ୍ଡ କୋଚ୍ ଦେଲେ ଏଭଳି ବୟାନ: କହିଲେ…
ନୂଆଦିଲ୍ଲୀ,୧୮।୨: ଇଂଲଣ୍ଡ କ୍ରିକେଟ ଟିମ୍ର ଅନେକ ଖେଳାଳି ଟେଷ୍ଟ କ୍ରିକେଟରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିଲେ ହେଁ ଆଇପିଏଲ୍ଠାରୁ ଦୂରରେ ରୁହନ୍ତି। ସେମାନଙ୍କ ମଧ୍ୟରେ ଜେମ୍ସ ଆଣ୍ଡରସନ ଏବଂ ଜୋ ରୁଟ୍ଙ୍କ ଭଳି ଦିଗ୍ଗଜ ଖେଳାଳି ଅଛନ୍ତି। ଅପରପକ୍ଷେ ଆଇପିଏଲ୍ରେ ରୋଜଗାର ଅଧିକ…
ମମତାଙ୍କ ଗଡରେ ଗର୍ଜିଲେ ଶାହା
କୋଲକାତା,୧୮ ।୨: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ସେଠାରେ ରାଜନୈତିକ ନାରା ବେଳକୁ ବେଲ ବଢି ବଢି ଚାଲିଛି । ଦୁଇ ଦିନିଆ ପଶ୍ଚିମବଙ୍ଗ ଗସ୍ତରେ ଯାଇଥିବା ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ନାମଖାନାରେ ଏକ ରାଲିକୁ ସମ୍ବୋଧନ କରିଛନ୍ତି ।…
ଶଶି ଥରୁର କହିଲେ ପେଟ୍ରୋଲ ୬ ଟଙ୍କା
ନୂଆଦିଲ୍ଲୀ,୧୮।୨: ଦେଶରେ ପେଟ୍ରୋଲ ଏବଂ ଡିଜେଲ ଦର ୧୦ ଦିନ ଧରି ଲଗାତର ବଢ଼ି ଚାଲିଛି। ଦେଶର କେତେକ ସ୍ଥାନରେ ପେଟ୍ରୋଲ ୧୦୦ ଟଙ୍କାରେ ବି ବିକ୍ରି ହେଉଛି। ଏହି ତୈଳଦର ବୃଦ୍ଧି ନେଇ ରାଜନେତାଙ୍କଠାରୁ ଆରମ୍ଭ କରି କ୍ରିକେଟର, ଅଭିନେତାମାନେ…
କ୍ଷୀର ବ୍ୟବସାୟ ପାଇଁ ୩୦ କୋଟି ଟଙ୍କାର ହେଲିକପ୍ଟର କିଣିଲେ ମହାରାଷ୍ଟ୍ରର କୃଷକ
ମହାରାଷ୍ଟ୍ରରୁ ଆସିଥିବା ଏକ ଖବର ଏବେ ସମସ୍ତଙ୍କର ଭ୍ରୁକୁଞ୍ଚନ କରିଛି । ମହାରାଷ୍ଟ୍ରର ଭିବଣ୍ଡିରେ ରହୁଥିବା ଜଣେ କୃଷକ ହେଲିକପ୍ଟର କିଣିଛନ୍ତି । ମିଳିଥିବା ସୂଚନା ଅନୁଯାୟୀ, ଜନାର୍ଦ୍ଦନ ଭୋଇର ନାମକ ଏହି ୃଷକ ଦେଶସାରା ନିଜ ବ୍ୟବସାୟ ପାଇଁ ଯାତ୍ରା…
ଶହନାଜ ଗିଲଙ୍କ ଅଲ ବ୍ଲାକ ଲୁକ୍
ମୁମ୍ବାଇ: ପଞ୍ଜାବି ସିଙ୍ଗର ଶହନାଜ ଗିଲ ଏବେ ଖୁବ୍ ଚର୍ଚ୍ଚାରେ । ପଞ୍ଜାବର କ୍ୟାଟ୍ରିନା କୈଫ ଭାବେ ପରିଚିତ ଶହନାଜ ବିଗ୍ ବସ୍ ୧୩ରେ ବି ନଜର ଆସିଥିଲେ । ଏବେ ସେ କୁଆଡେ ଫିଲ୍ମରେ ଏଣ୍ଟ୍ରି କରିବେ ବୋଲି ଶୁଣିବାକୁ…
ବର୍ଣ୍ଣବୈଷମ୍ୟ ଅଭିଯୋଗ: ଇସ୍ତଫା ଦେଲେ ରଶ୍ମୀ ସାମନ୍ତ
ନୂଆଦିଲ୍ଲୀ/ଲଣ୍ଡନ,୧୮।୨: ପ୍ରଥମ ଭାରତୀୟ ମହିଳା ଭାବେ ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଛାତ୍ରସଂଘର ସଭାପତି ନିର୍ବାଚିତ ହୋଇଥିବା ରଶ୍ମୀ ସାମନ୍ତ ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି। ଏନେଇ ଫେସ୍ବୁକ୍ରେ ସେ ସୂଚନା ଦେଇଛନ୍ତି। ତାଙ୍କ ବିରୋଧରେ ବର୍ଣ୍ଣବୈଷମ ଅଭିଯୋଗ ଆସିବା ପରେ ସେ ମର୍ମାହତ…
ପ୍ରିୟଙ୍କାଙ୍କ ଘରକୁ ଭଡାରେ ନେଲେ ଜ୍ୟାକଲିନ
ମୁମ୍ବାଇ:ବଲିଉଡ୍ ନାୟିକା ଜ୍ୟାକଲନ୍ ଫର୍ଣ୍ଣାଡିଜ ମୁମ୍ବାଇର ଜୁହୁରେ ନିଜର ଠିକଣା ବନାଇଛନ୍ତି । ସେଠାରେ ଥିବା ବଲିଉଡ୍ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରାଙ୍କ ଘରକୁ ଭଡାରେ ନେଇଛନ୍ତି ଜ୍ୟାକଲିନ । ଯେଉଁଠାରେ ପ୍ରିୟଙ୍କା ୨୦୧୮ରେ ନିକ୍ ଜୋନସଙ୍କ ସହ ବିବାହ ବନ୍ଧନରେ…
ଆଜି ରାଜ୍ୟରୁ ୬୩ ପଜିଟିଭ୍ ଚିହ୍ନଟ, ୩୩୬୪୬୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୧୮।୨(ବ୍ୟୁରୋ): ଗୁରୁବାର ରାଜ୍ୟରୁ ୬୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୬,୪୬୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୩୯ ଜଣ ଚିହ୍ନଟ…
କାର୍ର ସନରୁଫ୍ ଖୋଲି ନାଚୁଥିଲେ କନ୍ୟା, ବରଯାତ୍ରୀଙ୍କ ଉପରେ ଚଢ଼ିଗଲା ଗାଡ଼ି; ଭିଡିଓ ଦେଖିଲେ..
ମୁଜାଫରନଗର: ଆଜିକାଲି ସମୟରେ ବିବାହରେ କନ୍ୟାମାନଙ୍କର ନାଚିବା ସାଧାରଣ କଥାରେ ପରିଣତ ହେଲାଣି। ହେଲେ ବେଳେବେଳେ ଖୁସିର ମୂହୁର୍ତ୍ତ ଯନ୍ତ୍ରଣାଦାୟକ ଦୁର୍ଘଟଣାର ସାକ୍ଷୀ ପାଲଟେ। ସେଭଳି ଏକ ଘଟଣା ମୁଜାଫରନଗରରେ ଏକ ବିବାହ ସମାରୋହରେ ଘଟିଛି। ଏକ ସୁସଜ୍ଜିତ କାର୍ରେ କନ୍ୟା…
ମିସ୍ ଇଣ୍ଡିଆ ରନର୍ସ ଅପ୍ ମୁକୁଟ ପିନ୍ଧି ଅଟୋଚାଳକ ପିତାଙ୍କ ନିକଟରେ ପହଞ୍ଚିଲେ ଝିଅ, ଆଖିରୁ ପୋଛିଲେ ଲୁହ
ବାରାଣସୀ,୧୮।୨: ଫେମିନା ମିସ୍ ଇଣ୍ଡିଆର ରନର୍ସ ଅପ୍ ଟାଇଟଲ ଜିତିଛନ୍ତି ବାରାଣସୀର ଝିଅ ମାନ୍ୟା ସିଂହ। ଏହାକୁ ନେଇ ସାରା ଦେଶରେ ଚର୍ଚ୍ଚା। କାରଣ ମାନ୍ୟା ଜଣେ ଅଟୋଚାଳକଙ୍କ ଝିଅ। ସେ ବିଏଲ୍ସିସି ମିସ୍ ଇଣ୍ଡିଆ ୨୦୨୦ରେ ରନର୍ସ ଅପ୍ ହୋଇ…
ରେଳ ରୋକ: ଟ୍ରାକ୍ ଉପରେ ବସିଲେ କୃଷକ, ଦିଲ୍ଲୀରୁ ବିହାର ପର୍ଯ୍ୟନ୍ତ ପଡିଲା ପ୍ରଭାବ
ନୂଆଦିଲ୍ଲୀ,୧୮ ।୨: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ଗୁରୁବାର କୃଷକ ସଙ୍ଗଠନ ପକ୍ଷରୁ ଦିନ ୧୨ଟାରୁ ରେଳ ରୋକ ଆରମ୍ଭ କରାଯାଇଛି । ଏହା ଅପରାହ୍ନ ୪ଟା ପର୍ଯ୍ୟନ୍ତ ଚାଲିବ । ଗୋଟିଏ ପଟେ କେନ୍ଦ୍ର ସରକାରଙ୍କ…
Archives


