Home Left

ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଗ୍ରାମବାସୀ ମୁହାଁମୁହିଁ

ପାରଳାଖେମୁଣ୍ଡି,୧୮ା୨(ଡି.ଏନ୍‌.ଏ.):ଆନ୍ଧ୍ର ଓଡ଼ିଶାର ଜଳ, ଜମି ଓ ଜଙ୍ଗଲ ଉପରେ ଲୋଲୁପ ଦୃଷ୍ଟି ପକାଇବା ସହ କେବେ ସରକାରୀ କଳ ତ ଆଉ କେବେ ନିର୍ବାଚିତ ପ୍ରତିନିଧିଙ୍କୁ ବ୍ୟବହାର କରି ଓଡ଼ିଶା ସୀମାନ୍ତ ଗ୍ରାମରେ ଅସ୍ଥିରତା ସୃଷ୍ଟି କରୁଛି। ଗଜପତି ଜିଲା ସୀମାରେ…

ଆଇଏଲ୍‌ଏସ୍‌ରେ ମେରାଇନ୍‌ ବାୟୋଟେକ୍ନୋଲୋଜି କେନ୍ଦ୍ର ପ୍ରତିଷ୍ଠା ପ୍ରସ୍ତାବ

ଭୁବନେଶ୍ୱର, ୧୮।୨(ବ୍ୟୁରୋ):ଭୁବନେଶ୍ୱରସ୍ଥିତ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଲାଇଫ୍‌ ସାଇନ୍ସ (ଆଇଏଲ୍‌ଏସ୍‌)ରେ ସେଣ୍ଟର ଅଫ୍‌ ଏକ୍ସିଲେନ୍ସ ଅନ୍‌ ମେରାଇନ୍‌ ବାୟୋଟେକ୍ନୋଲୋଜି ପ୍ରତିଷ୍ଠା କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଡା. ହର୍ଷବର୍ଦ୍ଧନଙ୍କୁ ଚିଠି ଲେଖିଛନ୍ତି। ଓଡ଼ିଶାରେ…

‘ମୋଦିଙ୍କ ହୋର୍ଡିଂ କାଢ଼ିବୁ’

ଭୁବନେଶ୍ୱର, ୧୮ା୨(ବ୍ୟୁରୋ): ପ୍ରଦେଶ ଯୁବ କଂଗ୍ରେସ ସଭାପତି ସ୍ମୃତିରଂଜନ ଲେଙ୍କାଙ୍କ ନେତୃତ୍ୱରେ ପେଟ୍ରୋଲ, ଡିଜେଲ, ଗ୍ୟାସ ଓ ଅତ୍ୟାବଶ୍ୟକୀୟ ସାମଗ୍ରୀର ଅହେତୁକ ଦରଦାମ ବୃଦ୍ଧିକୁ ନେଇ ପ୍ରତିବାଦ କରାଯାଇଛି। ଭୁବନେଶ୍ୱରସ୍ଥିତ କେୟାର ହସ୍ପିଟାଲ ଛକରୁ ଏକ ବିଶାଳ ଶୋଭାଯାତ୍ରା ଅଭିନବ ଉପାୟରେ…

ସରକାରଙ୍କୁ ଘେରିବାକୁ ରଣକୌଶଳ

ଭୁବନେଶ୍ୱର,୧୮।୨(ବ୍ୟୁରୋ):ଗୁରୁବାରଠାରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ସରକାରଙ୍କୁ ଘେରିବାକୁ ବିରୋଧୀ ରଣନୀତି ପ୍ରସ୍ତୁତ କରିିଛନ୍ତି। ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ସହ ମୁଲତବୀ ଆଲୋଚନା ଥିବାରୁ ଚଳିତ ଅଧିବେଶନ ବେଶ୍‌ ସରଗରମ ହେବ। ବିପଯର୍‌ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତି, ସୀମା ବିବାଦ, ମଣ୍ଡିରୁ…

୧୩,୩୧୧ କୋଟିରେ ୨୨ ଶିଳ୍ପ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ୨୦ ଶିଳ୍ପଭିତ୍ତିକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଥିବାବେଳେ ୨ଟି ପ୍ରକଳ୍ପକୁ ଶୁଭାରମ୍ଭ କରିଛନ୍ତି। ଏହି ପ୍ରକଳ୍ପଗୁଡ଼ିକ ମଧ୍ୟରେ ମେଟାଲ, ଡାଉନ୍‌ଷ୍ଟ୍ରିମ, ପର୍ଯ୍ୟଟନ, ବୟନ ଶିଳ୍ପ, ସିମେଣ୍ଟ, ପ୍ଲାଷ୍ଟିକ ଏବଂ ଖାଦ୍ୟ ପ୍ରକ୍ରିୟାକରଣ ଆଦି ଅନ୍ତର୍ଭୁକ୍ତ।…

ଏପ୍ରିଲ ୧ରୁ ଆରମ୍ଭ ହେବ କୁମ୍ଭମେଳା

ଡେରାଡୁନ,୧୮ ।୨: ଚଳିତ ବର୍ଷ ବିଶ୍ୱ ପ୍ରସିଦ୍ଧ କୁମ୍ଭମେଳା ଏପ୍ରିଲ ୧ରୁ ଆରମ୍ଭ ହୋଇ ୩୦ ତାରିଖ ଯାଏ ଚାଲିବ । ଏଥିପାଇଁ ସରକାରଙ୍କ ପକ୍ଷରୁ ମାର୍ଚ୍ଚ ଶେଷ ସୁଦ୍ଧା ନୋଟିଫିକେଶନ ଜାରି କରାଯିବ । କରୋନା ମହାମାରୀକୁ ଦୃଷ୍ଟିରେ ରଖି…

ଆଜିଠୁ ହାଲୁକା ବର୍ଷା, ବଜ୍ରପାତ ସତର୍କତା

ଭୁବନେଶ୍ୱର, ୧୮।୨(ବ୍ୟୁରୋ): ବିଦର୍ଭ ଓ ଆଖପାଖ ଅଞ୍ଚଳରେ ସମୁଦ୍ର ପତ୍ତନଠାରୁ ୧.୫ କି.ମି. ଯାଏ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଓଡ଼ିଶାର କିଛି ଜିଲାରେ ୨ରୁ ୩ ଦିନ ପର୍ଯ୍ୟନ୍ତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।…

ଥାନାରେ ଥାର୍ଡ ଡିଗ୍ରୀ: ଏସ୍‌ଆଇ ନିଲମ୍ବିତ

ରାଉରକେଲା ଅଫିସ,୧୮।୨:ଥାନା ଭିତରେ ଜଣେ ନାବାଳକଙ୍କୁ ଥାର୍ଡ଼ ଡିଗ୍ରୀ ଦେବା ଘଟଣା ସୁନ୍ଦରଗଡ଼ ଜିଲା ରାଉରକେଲା ଉଦିତନଗର ପୋଲିସ ଏସ୍‌ଆଇ ମାନସ ରଞ୍ଜନ ନାୟକଙ୍କୁ ମହଙ୍ଗା ପଡିଛି। ଏହି ଘଟଣାର ତଦନ୍ତ କରି ରାଉରକେଲା ଏସ୍‌ପି ମୁକେଶ କୁମାର ଭାମୁ ଏସ୍‌ଆଇ…

ଝଲସିବ କଳିଙ୍ଗ ଷ୍ଟୁଡିଓ

ଭୁବନେଶ୍ୱର, ୧୮ା୨(ବ୍ୟୁରୋ):ନୂଆ ରୂପରେ ଝଲସିବ ଭୁବନେଶ୍ୱରସ୍ଥିତ ଐତିହାସିକ କଳିଙ୍ଗ ଷ୍ଟୁଡିଓ। ଖୁବ୍‌ଶୀଘ୍ର ଏହାର ନବକଳେବର ହେବ। ଏହାକୁ ‘ଷ୍ଟେଟ୍‌ ଅଫ୍‌ ଦି ଆର୍ଟ’ ସିନେମା ଷ୍ଟୁଡିଓ ଭାବେ ବିକଶିତ କରାଯିବ। ଏଥିଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଛି ପ୍ରସ୍ତୁତି। ମୁଖ୍ୟ…

ଅପରାଜିତା ବୋକା ବନାଇବାକୁ ଚେଷ୍ଟା ନ କରନ୍ତୁ: ମାନସ

ଭୁବନେଶ୍ୱର,୧୮ା୨(ବ୍ୟୁରୋ):ଏକାମ୍ର କ୍ଷେତ୍ର ପାଇଁ ପ୍ରସ୍ତାବିତ ବାଇ-ଲ’ ପ୍ରତ୍ୟାହାର ସପକ୍ଷରେ ଭାଜପାର କେତେଜଣ ବରିଷ୍ଠ ନେତା ମତ ଦେଇ ଆସୁଥିବା ବେଳେ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରି ଆସୁଛନ୍ତି। ଅପରପକ୍ଷରେ ଅପରାଜିତାଙ୍କ ଏଭଳି ଅଭିଯୋଗକୁ ବିଜେଡି ଜବାବ୍‌…

ଆଜିଠାରୁ ବିଧାନସଭା: ୨୨ରେ ବଜେଟ

ଭୁବନେଶ୍ୱର,୧୮ା୨(ବ୍ୟୁରୋ):ଗୁରୁବାରଠାରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହା ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୯ ତାରିଖ ଯାଏ ଚାଲିବ। ରାଜ୍ୟପାଳଙ୍କ ଅଭିଭାଷଣରୁ ଅଧିବେଶନ ଆରମ୍ଭ ହେବ। ଫେବୃୟାରୀ ୧୯ ଓ ୨୦ ଦୁଇଦିନ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆଲୋଚନା ହେବ।…

ଆକ୍ଟିଭିଷ୍ଟ ଦିଶାଙ୍କ ସମର୍ଥନରେ ବେଙ୍ଗାଲୁରୁ କୃଷକ ସଂଗଠନ

ବେଙ୍ଗାଲୁରୁ, ୧୭।୨ : ନିକଟରେ ଦେଶ ବିରୋଧି ଟୁଲକିଟ୍‌ ଯୋଗୁ ଗିରଫ ହୋଇଥିବା ୨୨ ବର୍ଷୀୟା ଦିଶା ରବିଙ୍କ ସମର୍ଥନରେ ବାହାରିଛନ୍ତି କର୍ନାଟକର କୃଷକ ସଂଗଠନ। ଏ ନେଇ ବୁଧବାର ଏକ ମିଳିତ ବିବୃତି ଜାରି କରିବା ସହ ଦିଲ୍ଲୀ ପୋଲିସର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri