Home Left

ସମଲେଇ ମନ୍ଦିର ପାଇଁ ୨୦୦କୋଟି

ଭୁବନେଶ୍ୱର,୧୮।୨(ବ୍ୟୁରୋ): ପୁରୀ ଶ୍ରୀମନ୍ଦିର, ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ପରେ ସମ୍ବଲପୁର ମା’ ସମଲେଇଙ୍କ ମନ୍ଦିର ଅଞ୍ଚଳର ବିକାଶ ପାଇଁ ରାଜ୍ୟ ସରକାର ଏକ ବୃହତ୍‌ ଯୋଜନା ପ୍ରସ୍ତୁତ କରିଛନ୍ତି। ଏ ସମ୍ପର୍କରେ ପୂର୍ତ୍ତ ବିଭାଗ ପକ୍ଷରୁ ପ୍ରସ୍ତୁତ ଚିଠା ପ୍ରସ୍ତାବକୁ ବୁଧବାର…

ଏସବୁ କୁଅଭ୍ୟାସ ଥିଲେ ହୋଇପାରନ୍ତି ମୋଟା

ଖାଲି ଖାଦ୍ୟ ଯୋଗୁ ଯେ ଲୋକେ ମୋଟା ହୁଅନ୍ତି ତାହା ନୁହେଁ, ଏକ ଗବେଷଣାରୁ ଜଣାପଡ଼ିଛି, କେତେକ ଖରାପ ଅଭ୍ୟାସ ଯୋଗୁ ଲୋକେ ଖୁବ୍‌ଶୀଘ୍ର ମୋଟା ହୋଇଯାଇଥାନ୍ତି। ଯାହା ପ୍ରତି ଆଦୌ ଧ୍ୟାନ ନ ଥାଏ। ତେବେ ଜାଣନ୍ତୁ ଏ ସମ୍ପର୍କରେ……

ପଶ୍ଚିମବଙ୍ଗରେ ବହିଲା ରକ୍ତର ନଦୀ

କୋଲକାତା,୧୮ ।୨:ପଶ୍ଚିମବଙ୍ଗ ମୁର୍ସିଦାବାଦ ଜିଲା ନିମଟିଟା ରେଲୱେ ଷ୍ଟେଶନରେ ବୁଧବାର ଅଜ୍ଞାତ ଆକ୍ରମଣକାରୀଙ୍କ ଦ୍ୱାରା ହୋଇଥିବା ବୋମା ମାଡରେ ମନ୍ତ୍ରୀ ଜାକିର ହୁସେନ ଗୁରୁତର ଆହତ ହୋଇଥିବା ଜଣାପଡିଛି । ମନ୍ତ୍ରୀଙ୍କ ସହ ଅନ୍ୟ ୨ ବ୍ୟକ୍ତି ମଧ୍ୟ ଆହତ ହୋଇଥିବା…

ଆଜବେଷ୍ଟସକୁ ସାବଧାନ…

ଆଜବେଷ୍ଟସ ସଂସ୍ପର୍ଶରେ ଆସିଲେ ମଣିଷର ଫୁସଫୁସରେ ଦୀର୍ଘଦିନ ଧରି ସଂକ୍ରମଣ ହୋଇ ଏଥିରୁ କ୍ଷତ ହୋଇ ରକ୍ତ କ୍ଷରଣ ହୋଇଥାଏ। ଏଭଳି ଶାରୀରିକ ସମସ୍ୟାକୁ ଡାକ୍ତରୀ ଭାଷାରେ ଆଜବେଷ୍ଟୋସିସ କୁହାଯାଏ। ଏହା ଯୋଗୁ ନିଶ୍ୱନ ନେବାରେ କଷ୍ଟ ହେବା ସହିତ କାଶ,…

ଓଡ଼ିଶା ଭିତରେ ଆନ୍ଧ୍ର ଦାଦାଗିରି

ପାରଳାଖେମୁଣ୍ଡି,୧୮।୨: ଆନ୍ଧ୍ର ଓଡ଼ିଶାର ଜଳ, ଜମି ଓ ଜଙ୍ଗଲ ଉପରେ ଲୋଲୁପ ଦୃଷ୍ଟି ପକାଇବା ସହ କେବେ ସରକାରୀ କଳ ତ ଆଉ କେବେ ନିର୍ବାଚିତ ପ୍ରତିନିଧିଙ୍କୁ ବ୍ୟବହାର କରି ଓଡ଼ିଶା ସୀମାନ୍ତ ଗ୍ରାମରେ ଅସ୍ଥିରତା ସୃଷ୍ଟି କରୁଛି। ଗଜପତି ଜିଲା…

ବ୍ୟାଙ୍କ ଲକରରୁ ୩୩ ଲକ୍ଷ ଟଙ୍କାର ଅଳଙ୍କାର ଗାଏବ

ବରଗଡ଼ ଅଫିସ୍‌,୧୭।୨: ବରଗଡ଼ ସହରର ଏକ ବ୍ୟାଙ୍କ ଲକର୍‌ରୁ ଗ୍ରାହକଙ୍କ ୩୩ଲକ୍ଷ ୩୭ହଜାର ଟଙ୍କାର ସୂନା, ରୁପା ଅଳଙ୍କାର ଗାଏବ ହୋଇଯାଇଛି। ଏ ନେଇ ଗ୍ରାହକଙ୍କ ପକ୍ଷରୁ ବୁଧବାର ବରଗଡ଼ ଟାଉନ ଥାନାରେ ଅଭିଯୋଗ କରିଛନ୍ତି । ଉକ୍ତ ଅଭିଯୋଗକୁ ଭତ୍ତି…

ଏମିତି ବି ଆସେ ମୃତ୍ୟୁ

ବାଲିଗୁଡ଼ା,୧୭ା୨: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଲଣ୍ଡାଗାଁରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ବାହାଘର ଭୋଜି ଖାଇ ରାସ୍ତା ପାର୍ଶ୍ୱରେ ଛିଡା ହୋଇଥିବା ଜଣେ ବ୍ୟକ୍ତିଙ୍କୁ ଦ୍ରୁତଗତିରେ ଆସୁଥିବା ଏକ କାର୍‌ ଧକ୍କାଦେଇ ନିକଟସ୍ଥ ଘର ଭିତରକୁ ପଶିଯାଇଛି। ଏଥିରେ…

ଦିବାଲୋକରେ ହାଇକୋର୍ଟ ଓକିଲ ଦମ୍ପତିଙ୍କୁ ନିର୍ମମ ହତ୍ୟା

ହାଇଦ୍ରାବାଦ୍‌, ୧୭।୨ : ତେଲାଙ୍ଗାନାର ପେଡାପଲ୍ଲି ଜିଲାର କାମାନପୁରଠାରେ ସ୍ପଷ୍ଟ ଦିବାଲୋକରେ ଖେଳିଯାଇଛି ଆତଙ୍କ। ତେଲାଙ୍ଗାନା ହାଇକୋର୍ଟ ଓକିଲ ଗାଟୁ ବମନ ରାଓ ଏବଂ ତାଙ୍କ ପତ୍ନୀ ନାଗମଣିଙ୍କୁ କିଛି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏହି ଓକିଲ ଦମ୍ପତି ମନ୍ଥାନି କୋର୍ଟରେ…

ଦିପାବଳୀରେ ବକ୍ସ ଅଫିସରେ ହେବ ବଡ଼ ଟକ୍କର

ମୁମ୍ବାଇ, ୧୭।୨ : କରୋନା ମହାମାରୀ ପରେ ବକ୍ସ ଅଫିସକୁ ଫେରିବାକୁ ଯାଉଛି ବଲିଉଡ୍‌। ଚଳିତ ବର୍ଷ ଦିପାବଳୀରେ ରିଲିଜ ହେବ ଦୁଇଟି ବଡ଼ ଫିଲ୍ମ। ଗୋଟିଏ ପଟେ ଖିଲାଡି ଅକ୍ଷୟ କୁମାରଙ୍କ ଐତିହାସିକ ବାୟୋପିକ୍‌ ‘ପୃଥ୍ବୀରାଜ’ ରହିଛି। ଅନ୍ୟ ପଟେ…

ଏସ୍‌ଆଇଙ୍କୁ ମହଙ୍ଗା ପଡିଲା ଥାର୍ଡ଼ ଡିଗ୍ରୀ

ରାଉରକେଲା ଅଫିସ,୧୭।୨: ଥାନା ଭିତରେ ଜଣେ ନାବାଳକଙ୍କୁ ଥାର୍ଡ଼ ଡିଗ୍ରୀ ଦେବା ଘଟଣା ସୁନ୍ଦରଗଡ଼ ଜିଲା ରାଉରକେଲା ଉଦିତନଗର ପୋଲିସ ଏସ୍‌ଆଇ ମାନସ ରଞ୍ଜନ ନାୟକଙ୍କୁ ମହଙ୍ଗା ପଡିଛି। ଏହି ଘଟଣାର ତଦନ୍ତ କରି ରାଉରକେଲା ଏପ୍‌ପି ମୁକେଶ କୁମାର ଭାମୁ…

ବରଯାତ୍ରୀଙ୍କ ଖୁସି ଛଡାଇନେଲା…

ବିଜେପୁର, ୧୭।୨: ବରଗଡ଼ ଜିଲା ବିଜେପୁର ଥାନା ଅଧୀନ ସରଣ୍ଡାପାଲି ନିକଟ ରାଞ୍ଜ ନଦୀ ବ୍ରିଜ୍‌ ତଳକୁ ଏକ ବରଯାତ୍ରୀ ଅଟୋ ଖସିପଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୭ଜଣ ଗୁରୁତର ହୋଇଛନ୍ତି । ମୃତକ…

ଦିବସଙ୍କୁ ଗୁଡ୍‌ ସାମାରିଟାନ ପୁରସ୍କାର

ବରଗଡ଼ ଅଫିସ୍‌,୧୭।୨: ବରଗଡ଼ ଜିଲା ବିଜେପୁର ବ୍ଲକ ଯୋଖିପାଲି ଗ୍ରାମର ଶିକ୍ଷକ ତଥା ସାମାଜିକ କର୍ମୀ ଦିବସ କୁମାର ସାହୁଙ୍କୁ ବୁଧବାର ଭୁବନେଶ୍ୱରସ୍ଥିତ ରବୀନ୍ଦ୍ର ମଣ୍ଡପରେ ଆୟୋଜିତ ରାଜ୍ୟସ୍ତରୀୟ ସଡ଼କ ସୁରକ୍ଷା ମାସର ଉଦ୍‌ଯାପନୀ ସମାରୋହରେ ଗୁଡ୍‌ ସାମାରିଟାନ ଭାବେ ପୁରସ୍କୃତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri