ହସ୍ପିଟାଲରେ ପଶି ତାଣ୍ଡବ ରଚିଲା ଗାଈ, ଭିଡିଓ ଦେଖିଲେ…
ଦକ୍ଷିଣ ଆମେରିକାର କଲମ୍ବିଆସ୍ଥିତ ଏକ ହସ୍ପିଟାଲରେ ଅଜବ ଘଟଣା ଘଟିଛି। ଏହି ହସ୍ପିଟାଲ ମଧ୍ୟକୁ ଏକ ଗାଈ ପଶି ଆସି ତାଣ୍ଡବ ରଚିଛି। ଏଠାରେ ଥିବା ଆସବାବପତ୍ର ସବୁ ଭଙ୍ଗାରୁଜା କରିବା ସହ ରୋଗୀମାନଙ୍କୁ ମଧ୍ୟ ମାରି ଖଣ୍ଡିଆ ଖାବରା କରିଦେଇଛି।…
ଅଧିନାୟକ ଭାବେ ଏସିଆରେ ପ୍ରଥମ ମ୍ୟାଚ୍ ହାରିଲେ ଜୋ’ ରୁଟ
ଚେନ୍ନାଇ,୧୭।୨: ଜୋ ରୁଟଙ୍କ ନେତୃତ୍ୱରେ ଇଂଲଣ୍ଡ ଦଳ ଦ୍ୱିତୀୟ ଟେଷ୍ଟରେ ୩୧୭ ରନରେ ହାରିଛି। ଅଧିନାୟକ ଭାବରେ ଏସିଆରେ ରୁଟ୍ଙ୍କ ଏହା ହେଉଛି ପ୍ରଥମ ପରାଜୟ। ଏହା ପୂର୍ବରୁ ଖେଳାଯାଇଥିବା ସମସ୍ତ ୬ଟି ଟେଷ୍ଟରେ ରୁଟ ଜିତିଥିଲେ। ରୁଟ ହେଉଛନ୍ତି ଏକମାତ୍ର…
ପୋଲ ତଳକୁ ଖସିଲା ବରଯାତ୍ରୀ ଅଟୋ: ୨ ମୃତ
ବରଗଡ଼ ଅଫିସ,୧୭।୨: ବରଗଡ଼ ଜିଲା ବିଜେପୁର-ବରଗଡ଼ ରାସ୍ତାର ସର୍ଣ୍ଣାପାଲି ବ୍ରିଜ୍ରେ ବୁଧବାର ଭୋରରୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବିଜେପୁରରୁ ବରଗଡ଼ ବ୍ଲକ ଅନ୍ତର୍ଗତ ରୁହୁଣିଆଁକୁ ଫେରୁଥିବା ଏକ ବରଯାତ୍ରୀ ଗାଡ଼ି(ଅଟୋ) ସର୍ଣ୍ଣାପାଲି ପୋଲ ତଳକୁ ଖସି ପଡିବାରୁ ୨…
୩ ଦିନ ପ୍ରଥମ ସ୍ତ୍ରୀ, ଆଉ ୩ ଦିନ ଗର୍ଲଫ୍ରେଣ୍ଡଙ୍କ ସହ ରହିବାକୁ ହୋଇଥିଲା ଚୁକ୍ତି, ପରେ ଘଟିଲା..
ରାଞ୍ଚି,୧୭।୨: ଝାଡଖଣ୍ଡ ରାଜଧାନୀ ରାଞ୍ଚିର ସଦର ପୋଲିସ ଷ୍ଟେଶନ ଅଞ୍ଚଳର ତିରିଲ ଟାଉନସିପରେ ଏକ ନିଆରା ଘଟଣା ଘଟିଛି। ଏଠାରେ ଜଣେ ବ୍ୟକ୍ତି ନିଜ ୨ ସ୍ତ୍ରୀଙ୍କ ସହ ଏକାଠି ରହିବା ପାଇଁ ଏକ ଚୁକ୍ତି କରିଥିଲେ।ଏହି ଚୁକ୍ତିନାମା ପୋଲିସ ମାଧ୍ୟମରେ…
ଏହି ଅଭିନେତ୍ରୀଙ୍କ ପାଇଁ ଅକ୍ଷୟ କୁମାର ସାଜିଲେ ଫଟୋଗ୍ରାଫର
ବଲିଉଡ୍ ଅଭିନେତ୍ରୀ କ୍ରିତି ସାନନ ବର୍ତ୍ତମାନ ଜୈସଲମେରରେ ସାଜିଦ ନାଡିଆୱାଲାଙ୍କ ଫିଲ୍ମ ‘ବଚ୍ଚନ ପାଣ୍ଡେ’ର ଶୁଟିଂରେ ବ୍ୟସ୍ତ ଅଛନ୍ତି। ଇନଷ୍ଟାଗ୍ରାମରେ ସେ ଶୁଟିଂ ସେଟରୁ ନିଜର ଏକ ଚମତ୍କାର କ୍ଲୋଜଅପ ଫଟୋ ଶେୟାର କରିଛନ୍ତି। ଯେଉଁଥିରେ ସେ ବହୁତ ସୁନ୍ଦର ଦେଖାଯାଉଛନ୍ତି।…
ବଡ଼ ଧରଣର ବିସ୍ଫୋରଣ ଷଡ଼ଯନ୍ତ୍ର ପଣ୍ଡ: ୨ ପିଏଫ୍ଆଇ ସଦସ୍ୟ ଗିରଫ
ଲକ୍ଷ୍ନୌ,୧୭।୨: ଦେଶରେ ବଡ଼ ଧରଣର ବିସ୍ଫୋରଣ କରିବା ପାଇଁ ରଚାଯାଇଥିବା ଷଡ଼ଯନ୍ତ୍ର ପଣ୍ଡ ହୋଇଛି। ଉତ୍ତରପ୍ରଦେଶ ଏସ୍ଟିଏଫ୍ ଟିମ୍ ପକ୍ଷରୁ ପପୁଲାର ଫ୍ରଣ୍ଟ୍ ଅଫ୍ ଇଣ୍ଡିଆ (ପିଏଫ୍ଆଇ)ର ୨ ଜଣ ସଦସ୍ୟଙ୍କୁ ଗିରଫ କରାଯାଇଛି। ଗିରଫ ସଦସ୍ୟଙ୍କୁ ଅନସାଦ୍ ବଦରୁଦ୍ଦିନ୍ ଏବଂ…
ରାମ ମନ୍ଦିର ନିର୍ମାଣ ପାଇଁ ରୁପା ଇଟା ଦାନ ମନା
ଲକ୍ଷ୍ନୌ,୧୭।୨: ଅଯୋଧ୍ୟାରେ ଭବ୍ୟ ରାମ ମନ୍ଦିର ନିର୍ମାଣ ପାଇଁ ଶ୍ରଦ୍ଧାଳୁମାନେ ଦାନ ଦେଉଛନ୍ତି। ତେବେ ଦାନରେ ରୁପା ଇଟା ଅବା ଅଳଙ୍କାର ନ ଦେବାକୁ ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ପକ୍ଷରୁ ମନା କରାଯାଇଛି। ଏନେଇ ଟ୍ରଷ୍ଟ ପକ୍ଷରୁ ଶ୍ରଦ୍ଧାଳୁଙ୍କୁ…
ବଢ଼ିପାରେ ମୋବାଇଲ ଟାରିଫ୍ ପ୍ଲାନ୍
ନୂଆଦିଲ୍ଲୀ,୧୭।୨: ଆସନ୍ତା ୨୦୨୧-୨୨ ଆର୍ଥିକ ବର୍ଷଠାରୁ ମୋବାଇଲ ଟାରିଫ୍ ପ୍ଲାନ୍ ବଢ଼ିବାର ସମ୍ଭବାନା ରହିଛି। ୨୦୨୧ ଏପ୍ରିଲ୍ଠାରୁ ଏଭଳି ହୋଇପାରେ ବୋଲି ଇନଭେଷ୍ଟମେଣ୍ଟ୍ ଇନଫରମେଶନ୍ ଆଣ୍ଡ୍ କ୍ରେଡିଟ୍ ରେଟିଂ ଏଜେନ୍ସି ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଏନେଇ ସୂଚନା ଦିଆଯାଇଛି। ମୋବାଇଲ…
ବାସନ୍ଦ ହୋଇପାରନ୍ତି କୋହଲି!
ଚେନ୍ନାଇରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟରେ ଟିମ ଇଣ୍ଡିଆ ୩୧୭ ରନରେ ଇଂଲଣ୍ଡକୁ ପରାସ୍ତ କରିଛି। ଫଳରେ ୪ଟି ଟିକିଆ ଟେଷ୍ଟ ମ୍ୟାଚ୍ ଏବେ ୧-୧ ରେ ବରାବର ରହିଛି। କିନ୍ତୁ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ଏକ ବଡ଼ ବିପଦର…
ଏକଦିବସୀୟ ମ୍ୟାଚ୍ରେ ଦ୍ରୁତ ୫୦, ୧୦୦ ମାରିଥିବା ବ୍ୟାଟ୍ସମ୍ୟାନ୍ କିଏ ଜାଣନ୍ତି
ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ ଏବି ଡି ଭିଲିୟର୍ସ କ୍ରିକେଟରେ ଅନେକ ରେକର୍ଡ ହାସଲ କରିଛନ୍ତି। ପ୍ରଶଂସକମାନେ ତାଙ୍କୁ ଶ୍ରୀ ୩୬୦, ସୁପରମ୍ୟାନ, ଏବି ଡି ଡାକନ୍ତି। ଫିଲ୍ଡର ଯେକୌଣସି କୋଣକୁ ବଲ ପଠାଇଦେବାର ଦକ୍ଷତା ତାଙ୍କର ଅଛି। ୨୦୧୮, ମେ ୨୩ରେ…
ଓଟିଟି ଉପରେ ଅଙ୍କୁଶ ଲାଗିବ
ନୂଆଦିଲ୍ଲୀ,୧୭ା୨(ପି.ଟି.): ନେଟ୍ଫ୍ଲିକ୍ସ ଓ ଆମାଜନ୍ ପ୍ରାଇମ୍ ଭଳି ଓଭର ଦି ଟପ୍(ଓଟିଟି) ପ୍ଲାଟଫର୍ମ ଉପରେ ଅଙ୍କୁଶ ଲଗାଇବା ପାଇଁ ପଦକ୍ଷେପ ନେବାକୁ ଚିନ୍ତା କରୁଥିବା ସୁପ୍ରିମକୋର୍ଟକୁ କହିଛନ୍ତି କେନ୍ଦ୍ର ସରକାର। ଓଟିଟି ପ୍ଲାଟଫର୍ମ ଉପରେ ନିୟନ୍ତ୍ରଣ ରଖିବାକୁ ଚାହୁଁଥିବା ଏକ ପିଟିସନର…
ଶାନ୍ତନୁଙ୍କୁ ହାଇକୋର୍ଟ ଜାମିନ
ମୁମ୍ବାଇ,୧୭ା୨: ସ୍ବିଡେନର କୁନି କ୍ଲାଇମେଟ୍ ଚେଞ୍ଜ ଆକ୍ଟିଭିଷ୍ଟ ଗ୍ରେଟା ଥନ୍ବର୍ଗଙ୍କ ‘ଟୁଲ୍କିଟ୍’ ମାମଲାରେ ମଙ୍ଗଳବାର ପୁଣେର ଯୁବ ଇଞ୍ଜିନିୟର ଶାନ୍ତନୁ ମୁଲୁକ୍ଙ୍କୁ ବମ୍ବେ ହାଇକୋର୍ଟ ଟ୍ରାଞ୍ଜିଟ୍ ବେଲ୍ ଦେଇଛନ୍ତି। ଏହି ମାମଲାରେ ଦିଲ୍ଲୀ ପୋଲିସ ଖୋଜୁଥିବା ମୁମ୍ବାଇର ଆଇନଜୀବୀ ନିକିତା ଜାକୋବଙ୍କ…
Archives


