Home Left

ଏକ୍ସ-ବୟଫ୍ରେଣ୍ଡଙ୍କ ପାଇଁ ଅନ୍‌ଲାଇନ୍‌ ଚା’ ଅର୍ଡର କଲେ ମହିଳା, ଆଉ ତା’ପରେ

ଚାଇନାରେ ଜଣେ ଯୁବତୀ ତାଙ୍କ ପୂର୍ବତନ ପ୍ରେମିକଙ୍କଠାରୁ ଏକ ଅଦ୍ଭୁତ ପ୍ରତିଶୋଧ ନେଇଛନ୍ତି। ଯୁବତୀ ଜଣଙ୍କ ଏକ୍ସ-ବୟଫ୍ରେଣ୍ଡଙ୍କ ପାଇଁ ଅନଲାଇନରେ ଚା ’ଅର୍ଡର କରିଥିଲେ। ଡେଲିଭରି ବୟଙ୍କୁ ଉକ୍ତ ଚା’କୁ ତାଙ୍କ ଏକ୍ସ-ବୟଫ୍ରେଣ୍ଡଙ୍କ ଉପରେ ଢାଳି ଦେବାକୁ ଯୁବତୀ ଜଣଙ୍କ କହିଥିଲେ।…

ସ୍ତନ କର୍କଟ ଦୂର ପାଇଁ ଖାଆନ୍ତୁ ଅଖରୋଟ

ସ୍ବାସ୍ଥ୍ୟ ପାଇଁ ଲାଭଦାୟକ କୁହାଯାଉଥିବା ଅଖ୍‌ରୋଟ ସ୍ତନ କର୍କଟ ବୃଦ୍ଧିକୁ ରୋକିବାରେ ଏବଂ ସେଥିରୁ ରକ୍ଷା ପାଇବାରେ ବିଶେଷ ସାହାଯ୍ୟ କରିଥାଏ। ‘ନ୍ୟୁଟ୍ରିସନ୍‌ ରିସର୍ଚ୍ଚ’ ପତ୍ରିକାରେ ପ୍ରକାଶିତ ଏକ ଗବେଷଣାରେ ଏହା ଦାବି କରାଯାଇଛି। ଗବେଷଣାରୁ ଜଣାପଡ଼ିଛି, ଯଦି କୌଣସି ମାମଲାରେ…

ଅର୍ବାନ ବ୍ୟାଙ୍କ ଜମାକାରୀ ଫେରିପାଇବେ ଟଙ୍କା

ବାରିପଦା ଅଫିସ, ୧୬ା୨- ବାରିପଦା ଅର୍ବାନ ବ୍ୟାଙ୍କର ଜମାକାରୀ ସେମାନଙ୍କ ଟଙ୍କା ଫେରିପାଇବେ। ରେଜିଷ୍ଟ୍ରାର ଅଫ୍‌ କୋ-ଅପରେଟିଭ୍‌ ସୋସାଇଟି (ଆରସିଏସ୍‌)ଙ୍କ କାର୍ଯ୍ୟାଳୟ ପତ୍ର ସଂଖ୍ୟା ୨୭୨୧ ତା୧୫ା୨ା୨୧ରେ ବାରିପଦା ଡ଼ିଭିଜନ ଡ଼େପୁଟି ରେଜିଷ୍ଟ୍ରାର ଅଫ୍‌ କୋ-ଅପରେଟିଭ୍‌ ସୋସାଇଟ୍‌ (ଡିିଆର୍‌ସିଏସ୍‌)ଙ୍କୁ ଟଙ୍କା ଫେରସ୍ତ…

ସୁସ୍ଥ ହେଲେ ୬୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୬।୨: ଓଡ଼ିଶାରେ ମଙ୍ଗଳବାର ୬୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କୋଭିଡ୍‌-୧୯କୁ ହରାଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୩,୭୦୦ରେ ପହଞ୍ଚିଛି। ସୁନ୍ଦରଗଡ଼ରୁ ସର୍ବାଧିକ ୧୪, ମୟୁରଭଞ୍ଜରୁ ୭, ଝାରୁସୁଗୁଡ଼ାରୁ ୬, ବାଲେଶ୍ୱର ଓ କଟକରୁ ୫, ବରଗଡ଼ରୁ ୪,…

ମାନସିକ ଅସୁସ୍ଥତା କାରଣରୁ କ୍ରିକେଟରୁ ଦୂରେଇଲେ ମୁମ୍ବାଇ ଇଣ୍ଡିଆନ୍ସ ଖେଳାଳି

ମୁମ୍ବାଇ,୧୬।୨: ଦକ୍ଷିଣ ଆଫ୍ରିକା ଦଳର ଅଧିନାୟକ ତଥା ଆଇପିଏଲ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଦଳର ଗୁରୁତ୍ୱପୂର୍ଣ୍ଣ ସଦସ୍ୟ କୁଇଣ୍ଟନ ଡି’ କକ୍‌ କ୍ରିକେଟରୁ କିଛି ସପ୍ତାହ ପାଇଁ ଦୂରେଇ ଯାଇଛନ୍ତି। ମାନସିକ ଅସୁସ୍ଥତା କାରଣରୁ ତାଙ୍କୁ ଏଭଳି ନିଷ୍ପତ୍ତି ନେବାକୁ ପଡ଼ିଛି।…

ଲଜ୍ଜାଜନକ ପରାଜୟକୁ ନେଇ ଇଂଲଣ୍ଡ ଅଧିନାୟକ କହିଲେ ଏଭଳି

ଚେନ୍ନାଇ,୧୬।୨: ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ୩୧୭ରନ୍‌ ବ୍ୟବଧାନରେ ହାରିଛି ଇଂଲଣ୍ଡ ଟିମ୍‌। ଫଳରେ ସିରିଜ୍‌ ୧-୧ ସମାନ ସ୍ଥିତିରେ ପହଞ୍ଚିଛି। ଏହି ଜିତ୍‌ ପରେ ଭାରତୀୟ ଅଧିନାୟକ ବିରାଟ କୋହଲି ବେଶ୍‌ ଉତ୍ସାହିତ ଥିବା ବେଳେ ଇଂଲଣ୍ଡ ଅଧିନାୟକ…

ଏମିତି ଦେଶ ଯେଉଁଠି ଆଲକହଲ କଥା ସ୍ବପ୍ନରେ ଚିନ୍ତା କରନ୍ତି ନାହିଁ କେହି

ବିଶ୍ୱରେ ଏଭଳି ଦେଶ ଅଛି, ଯେଉଁଠି ଆଲକହଲ ସେବନ କରିବା ଦୂରର କଥା କେହି ସ୍ବପ୍ନରେ ମଧ୍ୟ ଚିନ୍ତା କରନ୍ତି ନାହିଁ। ତେବେ ଆମେ ଏଠାରେ ବିଶ୍ୱର ସବୁଠୁ ଧନୀ ଦେଶ କୁଏତ୍‌ କଥା କହୁଛୁ। ଏହି ଦେଶରେ ଆଲକହଲ ଉପରେ…

ର଼୍ୟାକେଟ ଉପରେ ଶୁଝାଇଲେ ସବୁ ରାଗ ବିଶ୍ୱର ନମ୍ବର ଓ୍ବାନ ଟେନିସ୍‌ ଖେଳାଳି

ମେଲବୋର୍ନ,୧୬।୨: ଚଳିତ ଅଷ୍ଟ୍ରେଲିଆ ଓପନ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟରେ ମଙ୍ଗଳବାର ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା। ଆଲେକ୍ସଜାଣ୍ଡର ଜାଭରେଭଙ୍କ ବିପକ୍ଷ କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ବିଶ୍ୱର ନମ୍ବର ଓ୍ବାନ ସିଙ୍ଗଲ୍ସ ଖେଳାଳି ନୋଭାକ୍‌ ଜୋକୋଭିଚ୍‌ କୋର୍ଟରେ ର଼୍ୟାକେଟ ଉପରେ ସବୁ ରାଗ…

ଜୟାଙ୍କ କମ୍‌ବ୍ୟାକ୍‌

ବମ୍ବେ: ଦୀର୍ଘଦିନର ବିରତି ପରେ ବଡ଼ ପରଦାକୁ ଫେରିବେ ଅଭିନେତ୍ରୀ ଜୟା ବଚ୍ଚନ। ୧୯୭୩ରେ ମହାନାୟକ ଅମିତାଭ ବଚ୍ଚନଙ୍କୁ ବିବାହ ପରେ ସେ ବଡ଼ ପରଦାରୁ ଦୂରେଇ ଯାଇଥିଲେ। ହେଲେ ନିର୍ମାତା କରନ୍‌ ଜୋହରଙ୍କ ଫିଲ୍ମ ‘କଭି ଖୁସି କଭି ଗମ୍‌’…

ରାହୁଲଙ୍କୁ ବିବାହ କରିନେବାକୁ ପରାମର୍ଶ ଦେଲେ କେନ୍ଦ୍ରମନ୍ତ୍ରୀ

ଚେନ୍ନାଇ,୧୬।୨: କଂଗ୍ରେସ ନେତା ରାହୁଲ ଗାନ୍ଧୀ ନିର୍ବାଚନ ପ୍ରଚାର ସମୟରେ ‘ଆମେ ଦୁଇ, ଆମର ଦୁଇ’ କହି କେନ୍ଦ୍ର ସରକାରଙ୍କୁ କଟାକ୍ଷ କରୁଛନ୍ତି। ଏବେ କେନ୍ଦ୍ରମନ୍ତ୍ରୀ ରାମଦାସ ଅଠାବଲେ ଏହି ନାରା ଉପରେ ପ୍ରତିକ୍ରିୟା ରଖି ତାଙ୍କୁ ବିବାହ କରିନେବାକୁ ପରାମର୍ଶ…

ସିରମ ଇନ୍‌ଷ୍ଟିଚ୍ୟୁଟର ଭାକ୍ସିନ ଫେରାଇ ନେବାକୁ ଅନୁରୋଧ କଲା ଏହି ଦେଶ

ବେଙ୍ଗାଲୁରୁ,୧୬।୨: ସିରମ ଇନ୍‌ଷ୍ଟିଚ୍ୟୁଟ ଦ୍ୱାରା ପ୍ରସ୍ତୁତ ଭାକ୍ସିନ କୋଭିଡ୍‌-୧୯ ଉପରେ ସମ୍ପୂର୍ଣ୍ଣ ପ୍ରଭାବଶାଳୀ ବୋଲି ଦାବି କରୁଥିବା କେନ୍ଦ୍ର ସରକାରଙ୍କୁ ମଙ୍ଗଳବାର ଶକ୍ତ ଝଟ୍‌କା ଲାଗିଛି। ସିରମ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଇଣ୍ଡିଆ (ଏସ୍‌ଆଇଆଇ)କୁ ତା’ର ଏକ ନିୟୁତ ଡୋଜ ଫେରାଇ ନେବାକୁ…

ଚେନ୍ନାଇ ଟେଷ୍ଟରେ ବିଶାଳ ବିଜୟ ପରେ ଧୋନୀଙ୍କ ରେକର୍ଡର ସମକକ୍ଷ ହେଲେ କୋହଲି

ଚେନ୍ନାଇ,୧୬।୨: ଭାରତୀୟ ଅଧିନାୟକ ଭାବେ ନୂତନ ଉପଲବ୍ଧି ହାସଲ କରିଛନ୍ତି ବିରାଟ କୋହଲି। ଚେନ୍ନାଇରେ ଇଂଲଣ୍ଡ ବିପକ୍ଷ ଟେଷ୍ଟରେ ୩୧୭ରନ୍‌ ବ୍ୟବଧାନରେ ଜିତିଛି ଟିମ୍‌ ଇଣ୍ଡିଆ। ଏଥିସହ ଦଳ ୪ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜକୁ ୧-୧ ସ୍ଥିତିକୁ ଆଣିବାରେ ସଫଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri