ପ୍ରିୟଙ୍କା ସିଂଙ୍କ ବିରୋଧରେ ଚାଲିବ ମାମଲା
ମୁମ୍ବାଇ, ୧୬ା୨: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଘଟଣାରେ ତାଙ୍କ ଭଉଣୀ ପ୍ରିୟଙ୍କା ସିଂଙ୍କ ବିରୋଧରେ ରୁଜୁ ମାମଲା ଖାରଜ କରିବାକୁ ମନା କରିଛନ୍ତି ମୁମ୍ବାଇ ହାଇକୋର୍ଟ। ତେବେ ସୁଶାନ୍ତଙ୍କ ଆଉ ଜଣେ ଭଉଣୀ ମିତୁ ସିଂଙ୍କ ନାଁରେ…
ରାଉରକେଲା ଏୟାରଷ୍ଟ୍ରିପ୍ରୁ ଖୁବ୍ଶୀଘ୍ର ବିମାନ ଉଡ଼ାଣ
ଭୁବନେଶ୍ୱର, (ବ୍ୟୁରୋ)/ ରାଉରକେଲା ଅଫିସ, ୧୬।୨: ବେସାମରିକ ବିମାନ ଚଳାଚଳ ସୁରକ୍ଷା ମହାନିର୍ଦ୍ଦେଶିକା ଉଷା ପାଢ଼ୀ ସୋମବାର ରାଉରକେଲା ଏୟାରଷ୍ଟ୍ରିପ ପରିଦର୍ଶନ କରିଛନ୍ତି। ଏଥିସହ ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟ ସିଇଓ ଦୀପକ ଚଟ୍ଟରାଜ ଓ ଜିଲା ପ୍ରଶାସନର ବରିଷ୍ଠ ଅଧିକାରୀଙ୍କ ସହ…
ଫିଙ୍ଗର ୪ ଖାଲି କଲା ଚାଇନା
ବେଜିଂ, ୧୬ା୨: ପୂର୍ବ ଲଦାଖର ପାଙ୍ଗୋଙ୍ଗ ହ୍ରଦ ନିକଟ ଫିଙ୍ଗର ୪ରୁ ସେନା ପ୍ରତ୍ୟାହାର କରିଛି ଚାଇନା। ଗତ ବର୍ଷ ଚାଇନାର ପିପଲ୍ସ ଲିବରେଶନ ଆର୍ମୀ ଏହି ଅଞ୍ଚଳକୁ ଦଖଲ କରିବା ସହ ନିଜର ବୋଲି ଦାବି କରିଥିଲା। ନିକଟରେ ଭାରତ…
‘ପ୍ରସ୍ତୁତ ହୋଇନି ଲିଙ୍ଗରାଜ ମନ୍ଦିର ବାଇ-ଲ’ ଡ୍ରାଫ୍ଟ’
ଭୁବନେଶ୍ୱର,୧୬।୨(ବ୍ୟୁରୋ): ଏକାମ୍ର କ୍ଷେତ୍ରର ଲିଙ୍ଗରାଜ ମନ୍ଦିର ଉପରୁ ବାଇ-ଲ’ ପ୍ରତ୍ୟାହାର ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ଏହି ପ୍ରସଙ୍ଗରେ ବିଜେଡି ଓ କଂଗ୍ରେସ ବାରମ୍ବାର କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିବାରେ ଲାଗିଛନ୍ତି। ସେହିପରି ଏହି ପ୍ରସଙ୍ଗରେ କଂଗ୍ରେସ ଦସ୍ତଖତ ଅଭିଯାନ…
ଅଶ୍ଳୀଳ ଭିଡିଓ ଭାଇରାଲ, ଯୁବକ ଗିରଫ
ବାଙ୍କୀ, ୧୬।୨(ସ୍ବ.ପ୍ର.): ବାଙ୍କୀ ଥାନା ଡମପଡ଼ା ବ୍ଲକ ଅଞ୍ଚଳର ଜଣେ ଯୁବତୀଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ କରିଥିବା ଗଞ୍ଜାମ ପୁରୁଷୋତ୍ତପୁରର କୃଷ୍ଣଚନ୍ଦ୍ର ନାଥଙ୍କୁ ଗୋପାଳପୁରଠାରୁ ପୋଲିସ ସୋମବାର ଗିରଫ କରି କୋର୍ଟ ଚାଲାଣ କରିଛି। କୃଷ୍ଣ କିଛିଦିନ ହେବ ଡମପଡ଼ା ବ୍ଲକ…
ଜୁନ୍ ୧ରୁ ଶ୍ରୀମନ୍ଦିର ଐତିହ୍ୟ କରିଡର କାମ
ପୁରୀ ଅଫିସ,୧୬।୨: ଶ୍ରୀମନ୍ଦିର ଐତିହ୍ୟ କରିଡର ସଂକ୍ରାନ୍ତ ନକ୍ସା ତଥା ଚିଠା ପ୍ରସ୍ତାବ ଚୂଡ଼ାନ୍ତ ହୋଇ ଅନୁମୋଦନ ପାଇଛି। ଆସନ୍ତା ଜୁନ୍ ୧ରୁ ଐତିହ୍ୟ କରିଡର କାର୍ଯ୍ୟ ଆରମ୍ଭ ହେବ। ସୋମବାର ଅନୁଷ୍ଠିତ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଏହି ନିଷ୍ପତ୍ତି…
ଇ-ବିଧାନସଭା କର୍ମଶାଳା ଉଦ୍ଘାଟିତ
ଭୁବନେଶ୍ୱର,୧୬।୨(ବ୍ୟୁରୋ): ବିଧାନସଭାର ସମସ୍ତ ଗୃହକାର୍ଯ୍ୟ ଡିଜିଟାଲ ବ୍ୟବସ୍ଥାରେ ପରିଚାଳିତ ହେବା ନେଇ ୨ ଦିନିଆ ଜାତୀୟ ଇ-ବିଧାନ ପ୍ରୟୋଗ କର୍ମଶାଳା ଓଡିଶା ବିଧାନସଭା ନୂଆ ସମ୍ମିଳନୀ କକ୍ଷରେ ସୋମବାର ଉଦ୍ଘାଟିତ ହୋଇଛି। ଏହି କର୍ମଶାଳାକୁ ବିଧାନସଭା ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର…
ଆଜି ମୁଖ୍ୟମନ୍ତ୍ରୀଙ୍କ ସୁନ୍ଦରଗଡ଼ ଗସ୍ତ
ଭୁବନେଶ୍ୱର,୧୬।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସୁନ୍ଦରଗଡ଼ ଜିଲା ଗସ୍ତରେ ଯାଉଛନ୍ତି। ରାଉରକେଲାଠାରେ ଦେଶର ସର୍ବବୃହତ୍ ହକି ଷ୍ଟାଡିୟମ ସହ ଜିଲାରେ ୧୭ଟି ବ୍ଲକରେ ଆଷ୍ଟ୍ରୋଟର୍ଫ ନିର୍ମାଣ ହେବ। ଜିଲାର ବିକାଶ ଲାଗି ସରକାର ପ୍ରାୟ ୪ ହଜାର ୮୦୦ କୋଟି…
ହାତୀ ମୃତ୍ୟୁ ରୋକିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର,୧୬।୨(ବ୍ୟୁରୋ): କଳାହାଣ୍ଡି ଜିଲାର କର୍ଲାପାଟ ବନ୍ୟଜନ୍ତୁ ଅଭୟାରଣ୍ୟରେ ଦୁଇ ସପ୍ତାହରେ ୬ ହାତୀଙ୍କ ମୃତ୍ୟୁକୁ ନେଇ ଉଦ୍ବେଗ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସୋମବାର ମୁଖ୍ୟମନ୍ତ୍ରୀ ଭିଡିଓ କନ୍ଫରେନ୍ସିଂ ଜରିଆରେ ସ୍ଥିତିର ସମୀକ୍ଷା କରିବା ସହ ଜଙ୍ଗଲ ଓ ପରିବେଶ…
ଓଡ଼ିଶା ବନ୍ଦକୁ ନେଇ ଭାଜପାର କଟାକ୍ଷ
ଭୁବନେଶ୍ୱର,୧୬।୨(ବ୍ୟୁରୋ): ପେଟ୍ରୋଲ ଓ ଡିଜେଲର ମୂଲ୍ୟ ବୃଦ୍ଧି, ଅନ୍ତରାଷ୍ଟ୍ରୀୟ ବଜାରରେ ଅଶୋଧିତ ତୈଳ ଦର ହ୍ରାସ କଂଗ୍ରେସ ଦଳ ପାଇଁ ପ୍ରସଙ୍ଗ ନୁହେଁ। ରାଜ୍ୟରେ ଭୋଟ୍ ପ୍ରତିଶତ କମିବା ଏବଂ ଦଳର ଅନ୍ତକନ୍ଦଳ ହାଟରେ ପଡି ଦାଣ୍ଡରେ ଗଡିବା କଂଗ୍ରେସର ମୁଣ୍ଡ…
ନେତାଜୀ ବସ୍ ଟର୍ମିନାଲ ପାଇଁ ବାଟ ଫିଟିଲା
କଟକ ଅଫିସ,୧୬।୨: ଖାନ୍ନଗରଠାରେ ପ୍ରସ୍ତାବିତ ନେତାଜୀ ବସ୍ ଟର୍ମିନାଲକୁ ବିରୋଧ କରି ଦାୟର ହୋଇଥିବା ଦୁଇଟି ଜନସ୍ବାର୍ଥ ମାମଲା ସୋମବାର ହାଇକୋର୍ଟ ଖାରଜ କରିଦେଇଛନ୍ତି। ଏଥିସହ ମା’ ଶ୍ମଶାନ କାଳୀ ମନ୍ଦିର ଥିବା ଜମି ବ୍ୟତୀତ ଅନ୍ୟ ଜମି ଉପରେ ପୂର୍ବରୁ…
ଡବ୍ଲ୍ୟୁଓଡିସି ବାର୍ଷିକ ଅନୁଦାନ ୨୦୦ କୋଟି
ଭୁବନେଶ୍ୱର,୧୬।୨(ବ୍ୟୁରୋ): ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (ଡବ୍ଲ୍ୟୁଓଡିସି)ର ବାର୍ଷିକ ଅନୁଦାନ ୧୦୦ କୋଟିରୁ ୨୦୦ କୋଟି ଟଙ୍କାକୁ ବୃଦ୍ଧି କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭିଡିଓ କନ୍ଫରେନ୍ସ ଜରିଆରେ ଡବ୍ଲ୍ୟୁଓଡିସିର କାର୍ଯ୍ୟକ୍ରମ ସମୀକ୍ଷା କରି ଏହି ଘୋଷଣା କରିଛନ୍ତି। ଏଥିସହିତ…
Archives


