କେନ୍ଦ୍ର ସଂସ୍କୃତି ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର,୧୬।୨(ବ୍ୟୁରୋ): ଏକାମ୍ର କ୍ଷେତ୍ରର ଅନନ୍ତ ବାସୁଦେବ ମନ୍ଦିର ଓ ବ୍ରହ୍ମେଶ୍ୱର ମନ୍ଦିର ପାଇଁ ଜାତୀୟ ଐତିହ୍ୟ କର୍ତ୍ତୃପକ୍ଷ(ଏନ୍ଏମ୍ଏ)ଙ୍କ ଦ୍ୱାରା ଜାରି କରାଯାଇଥିବା ଚିଠା ଐତିହ୍ୟ ବାଇ-ଲ’କୁ ବିରୋଧ ଜାରି ରହିଛି। ଏହାକୁ ଉଚ୍ଛେଦ କରିବା ଲାଗି କେନ୍ଦ୍ର ସରକାରଙ୍କ ନିକଟରେ ପ୍ରତିବାଦ…
ପ୍ରବଳ ସମର୍ଥନ
ଭୁବନେଶ୍ୱର,୧୬।୨(ବ୍ୟୁରୋ): ପେଟ୍ରୋଲ, ଡିଜେଲ ଏବଂ ରନ୍ଧନ ଗ୍ୟାସ୍ ଦର ବୃଦ୍ଧି ପ୍ରତିବାଦରେ ସୋମବାର ରାଜ୍ୟ କଂଗ୍ରେସ ପକ୍ଷରୁ ଦିଆଯାଇଥିବା ୬ ଘଣ୍ଟିଆ ବନ୍ଦ ଡାକରାର ପ୍ରଭାବ ରାଜ୍ୟବ୍ୟାପୀ ଦେଖିବାକୁ ମିଳିଛି। ସକାଳ ୭ଟାରୁ ମଧ୍ୟାହ୍ନ ୧ଟା ଯାଏ ବନ୍ଦ ପାଳନ କରାଯାଇଥିଲା।…
ତାମିଲ ଫିଲ୍ମରେ ଡେବ୍ୟୁ କରିବାକୁ ଯାଉଛନ୍ତି ଏହି କ୍ରିକେଟର
ମୁମ୍ବାଇ, ୧୬।୨ : ପୂର୍ବତନ ଭାରତୀୟ କ୍ରିକେଟର ହରଭଜନ ସିଂ ଅଭିନୟ ଦୁନିଆରେ ପାଦ ଥାପିବାକୁ ଯାଉଛନ୍ତି। ‘ଫ୍ରେଣ୍ଡଶିପ୍’ ନାମକ ତାମିଲ ଫିଲ୍ମ ଜରିଆରେ ଡେବ୍ୟୁ କରିବେ ଭେଟେରାନ ଅଫ୍ ସ୍ପିନର। ଏ ନେଇ ଟର୍ବୋନେଟର ଭାବେ ଜଣାଶୁଣା ଖେଳାଳି ସୋସିଆଲ…
ପୈଠକରୁ ପଞ୍ଚାୟତ
ବଇଣ୍ଡା,୧୬ା୨: ପଞ୍ଚାୟତକୁ ପାଇପ୍ ପାଣି ଯୋଗାଣ ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ସେଥିପାଇଁ ଗାଁଗୁଡ଼ିକରେ ଜଳଯୋଗାଣ ପ୍ରକଳ୍ପମାନ ନିର୍ମାଣ କରାଯାଉଛି। ହେଲେ କେଉଁଠି ଏହାର ରକ୍ଷଣାବେକ୍ଷଣ କରାଯାଉ ନାହିଁ ତ ଆଉ କେଉଁଠି ଆବଶ୍ୟକ ବିଦ୍ୟୁତ୍ ବିଲ୍ ପଞ୍ଚାୟତ ପକ୍ଷରୁ ଭରଣା…
ବଦଳିଲା ଆଇପିଏଲ ଫ୍ରାଞ୍ଚାଇଜର ନାମ
ନୂଆଦିଲ୍ଲୀ, ୧୬।୨ : ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ)ର ଅନ୍ୟତମ ଫ୍ରାଞ୍ଚାଇଜ କିଙ୍ଗ୍ସ ଏକାଦଶ ପଞ୍ଜାବ (କେଏକ୍ସଆଇପି) ଏହାର ନାମ ପରିବର୍ତ୍ତନ କରିଛି। ଏହି ଦଳକୁ ଆଇପିଏଲର ୧୪ତମ ସଂସ୍କରଣଠାରୁ ପଞ୍ଜାବ କିଙ୍ଗ୍ସ କୁହାଯିବ। ଏ ନେଇ କରାଯାଇଥିବା ଆବେଦନରେ ବିସିସିଆଇ…
୮ ଯୋଡ଼ିଙ୍କର ପଡ଼ିଲା ହାତଗଣ୍ଠି
ବାଲେଶ୍ୱର ଅଫିସ, ୧୬।୨: ବାଲେଶ୍ୱର ଆଇଟିଆଇସ୍ଥିତ ସୁପ୍ରତିକ ଅଫିସ୍ ପରିସରରେ ‘ରେବତୀ’ ଅନୁଷ୍ଠାନ ପକ୍ଷରୁ ସୋମବାର ଗଣବିବାହ ଆୟୋଜିତ ହୋଇଥିଲା। ଏଥିରେ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାର ୮ ଯୋଡ଼ିଙ୍କର ହାତଗଣ୍ଠି ପଡ଼ିଛି। ୫ଜଣ ବ୍ରାହ୍ମଣଙ୍କ ଦ୍ୱାରା ବିବାହ କାର୍ଯ୍ୟ ସମ୍ପନ୍ନ…
ବୋହୂଙ୍କୁ ପୋଡ଼ି ହତ୍ୟା: ଜେଲ ଗଲେ ସ୍ବାମୀଙ୍କପୁରା ପରିବାର
ରେଢାଖୋଲ,୧୬ା୨: ବୋହୂଙ୍କୁ ନିର୍ଯାତନା ଦେଇ ପୋଡ଼ି ହତ୍ୟା କରିବା ଘଟଣାରେ ରେଢାଖୋଲ ପୋଲିସ ଶାଶୁ, ନଣନ୍ଦ ଓ ସ୍ବାମୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ସୂଚନା ଅନୁଯାୟୀ…
ବଡ଼ ପରଦାରୁ ଟିଭି ସିରିଏଲ୍…
ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଶୋମା ଆନନ୍ଦଙ୍କୁ ମଙ୍ଗଳବାର ୬୩ ବର୍ଷ ପୂରଣ ହୋଇଛି। ୧୯୫୮ ଫେବୃୟାରୀ ୧୬ରେ ସେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ୧୯୭୬ରେ ବାରୁଦ ଫିଲ୍ମରେ ସେ ଋଷି କପୁରଙ୍କ ସହିତ ଅଭିନୟ କରି ବଲିଉଡ୍ରେ ଡେବ୍ୟୁ କରିଥିଲେ। ଋଷିଙ୍କ…
ଟପିଲା ଅତ୍ୟାଚାରର ସବୁ ସୀମା
ଭୋପାଳ, ୧୬।୨ : ମଧ୍ୟପ୍ରଦେଶର ଗୁଣା ଜିଲାର ସାଗାଇ ଓ ବନ୍ସ ଗାଁରୁ ସାମ୍ନାକୁ ଆସିଛି ଏକ ଛାତିଥରା ଘଟଣା। ଜଣେ ଆଦିବାସୀ ମହିଳାଙ୍କୁ ସ୍ବାମୀଙ୍କ ପରିବାରର ଜଣେ ପୁରୁଷ ସଦସ୍ୟକୁ କାନ୍ଧରେ ବସାଇ ୩ କିଲୋମିଟର ଚାଲିବାକୁ ବାଧ୍ୟ କରାଯାଇଛି।…
ଥାନାରେ ୪ ନାବାଳକଙ୍କୁ ଥାର୍ଡ ଡିଗ୍ରୀ
ମାଲକାନଗିରି,୧୬ା୨: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନାରେ ୪ ଜଣ ନାବାଳକଙ୍କୁ ଚୋରି ଅଭିଯୋଗରେ ଆଣି ପୋଲିସ ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏପରିକି ପୋଲିସ ନାବାଳକଙ୍କୁ ବିଦ୍ୟୁତ୍ ଶକ୍ ଦେଇ ନିର୍ଯାତନା ଦେଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ୩…
ମା’ ସରସ୍ବତୀଙ୍କୁ ଏମିତି ପୂଜାକଲେ ମିଳିବ କୃପା
ସରସ୍ବତୀ ପୂଜା ୧୬ ଫେବୃୟାରୀରେ ପଡ଼ୁଛି। ଏହି ପୂଜାକୁ ବସନ୍ତ ପଞ୍ଚାମୀ ମଧ୍ୟ କୁହାଯାଏ। ଏହି ଦିନ ସିଦ୍ଧିଧାତ୍ରୀ ମା’ ବୀଣାପାଣିଙ୍କୁ ପୂଜା କରାଯାଏ। ଜାଣନ୍ତୁ ମା’ଙ୍କ ପୂଜା ବିଦ୍ଧି… ଏହି ଉପାୟରେ ମା’ଙ୍କୁ ପୂଜାକଲେ କୃପା ମିଳିବା ସହ ବିଦ୍ୟା…
ଫିଟିକିରିର ବ୍ୟବହାର
ଅଧିକାଂଶ ଲୋକେ ଘରେ ଫିଟିକିରି ରଖିଥିବା ଦେଖାଯାଏ । ବଜାରରେ ବି ଏହା ସହଜରେ ମିଳି ଯାଇଥାଏ । ହେଲେ କେତେକ ଲୋକେ ଏହି ଫିଟିକିରିର ବ୍ୟବହାର ବିଷୟରେ ଜାଣି ନ ଥାଆନ୍ତି । ଏହାକୁ ପାଣିରେ ମିଶାଇଲେ ପାଣି ସଫା…
Archives


