Home Left

ରୋଗ ପ୍ରତିରୋଧକ ଶକ୍ତି ବଢାଏ ଡାଲି ପାଣି

ଡାଲିକୁ ପ୍ରୋଟିନ୍‌ର ପାୱାର୍‌ ହାଉସ୍‌ ବୋଲି କୁହାଯାଏ। ତନ୍ମଧ୍ୟରୁ ମୁଗଡାଲି ଅନ୍ୟତମ। ଏଥିରେ ଥିବା ଜରୁରୀ ଭିଟାମିନ୍‌ ଏବଂ ମିନେରାଲ୍ସ ଶରୀରକୁ ସୁସ୍ଥ ରଖିଥାଏ। ତା’ସହ ଏହାର ପାଣି ଓଜନ ହ୍ରାସ କରିବାରେ ସହାୟକ ହୋଇଥାଏ। ମୁଗ ଡାଲିରେ ମାଙ୍ଗାନିଜ୍‌, ପଟାସିୟମ୍‌,…

ଶାଶୁଙ୍କଠାରୁ ଉଦ୍ଧାର ହେଲା ନିଖୋଜ ଶିଶୁ କନ୍ୟା

କୋରାପୁଟ,୧୫ା୨: କୋରାପୁଟ ମେଡିକାଲ କଲେଜରୁ ନିଖୋଜ ଶିଶୁକନ୍ୟା ସୋମବାର ଉଦ୍ଧାର ହୋଇଛି। ଘଟଣାର ମାଷ୍ଟର ମାଇଣ୍ଡ କୁହାଯାଉଥିବା ଟୁନା ହରିଜନଙ୍କୁ ରବିବାର ରାତିରେ କୁନ୍ଦୁରାର ଫୁଫୁଗାଁ ଅଞ୍ଚଳରୁ ପୋଲିସ ଗିରଫ କରିଛି। ଏହି ମାମଲାରେ ସମ୍ପୃକ୍ତ ଅନ୍ୟ ୪ ଜଣଙ୍କୁ ପୋଲିସ…

ସୁସ୍ଥ ହେଲେ ୮୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୧୫।୨ : ଓଡ଼ିଶାରେ ସୋମବାର ୮୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କୋଭିଡ-୧୯ରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୩,୬୩୭ରେ ପହଞ୍ଚିଛି। ସୁନ୍ଦରଗଡ଼ରୁ ସର୍ବାଧିକ ୧୫, ପୁରୀରୁ ୧୧, ସମ୍ବୁଲପୁରରୁ ୯, ବରଗଡ଼, କଟକ ଓ…

କାହିଁକି ହରିୟାଣା ଗୃହମନ୍ତ୍ରୀଙ୍କ ଟୁଇଟ୍‌କୁ ଡିଲିଟ୍‌ କଲା ଟୁଇଟର

ନୂଆଦିଲ୍ଲୀ, ୧୫।୨ : ଟୁଲକିଟ୍‌ ମାମଲାରେ ଗିରଫ ହୋଇଥିବା ଦିଶା ରବିଙ୍କ ଉପରେ ସୋମବାର ଟୁଇଟ୍‌ କରିଥିଲେ ହରିୟାଣା ଗୃହମନ୍ତ୍ରୀ ଅନିଲ ଭିଜ। ଉକ୍ତ ଟୁଇଟ୍‌ରେ ଉଲ୍ଲେଖ ଥିଲା, ଦେଶ ବିରୋଧୀ ମଞ୍ଜିକୁ ସମୂଳେ ନାଶ କରାଯିବା ଉଚିତ। ସେ ଦିଶା…

ଫାସ୍‌ଟାଗ୍‌ ଲାଗୁ ହେଲେ ମଧ୍ୟରାତ୍ରରୁ ଆନ୍ଦୋଳନ

ବରଗଡ଼ ଅଫିସ୍‌,୧୫।୨: ସୋମବାର ମଧ୍ୟରାତିରୁ ସମସ୍ତ ଟୋଲପ୍ଲାଜା (ଟୋଲଗେଟ୍‌)ରେ ଫାସ୍‌ଟାଗ୍‌ ଲଗୁ କରିବାକୁ ଜାତୀୟ ରାଜପଥ ପ୍ରାଧିକରଣ ସଂସ୍ଥା (ଏନ୍‌ଏଚ୍‌ଆଇ) ନିଷ୍ପତ୍ତି ନେଇଛି । ତେବେ ବରଗଡ଼ ନ୍ୟାଶନାଲ ହାଇୱେ ୟୁଜର୍ସ ସଂଘ ଏନ୍‌ଏଚ୍‌ଏଆଇର ଏଭଳି ନିଷ୍ପତ୍ତିକୁ ବିରୋଧ କରିଛି ।…

‘ ସଚିନ, ଲତାଙ୍କ ଟୁଇଟ୍‌ ଉପରେ ହେବ ନାହିଁ ତଦନ୍ତ ’

ନାଗପୁର, ୧୫।୨ : ଭାରତରତ୍ନ ସଚିନ ତେନ୍ଦୁଲକର ଓ ଲତା ମାଙ୍ଗେସକରଙ୍କ ଉପରେ କୌଣସି ତଦନ୍ତ ହେବ ନାହିଁ। ଦେଶରତ୍ନଙ୍କ ସମ୍ପର୍କରେ ମୁଁ ଏଭଳି କହିନାହିଁ ବୋଲି ସୋମବାର କହିଛନ୍ତି ମହାରାଷ୍ଟ୍ରର ରାଜ୍ୟ ଗୃହମନ୍ତ୍ରୀ ଅନିଲ ଦେଶମୁଖ। ଆମେ ଲତା ଦିଦିଙ୍କୁ…

ମାର୍ଚ୍ଚରେ ୫୦ ବର୍ଷରୁ ଊର୍ଦ୍ଧ୍ୱ ନାଗରିକଙ୍କୁ ଦିଆଯିବ କରୋନା ଟିକା

ନୂଆଦିଲ୍ଲୀ,୧୫।୨: ମାର୍ଚ୍ଚ ମାସରୁ ୫୦ ବର୍ଷ ବୟଷରୁ ଊର୍ଦ୍ଧ୍ୱ ନାଗରିକଙ୍କୁ କରୋନା ଟିକାକରଣ କରାଯିବ ବୋଲି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷ ବର୍ଦ୍ଧନ ସୋମବାର ଘୋଷଣା କରିଛନ୍ତି। ଟିକାକରଣ ଅଭିଯାନକୁ ନେଇ ସ୍ବାସ୍ଥ୍ୟ ବିଭାଗର ଉଦ୍ୟମକୁ ସେ ପ୍ରଶଂସା କରି କହିଥିଲେ। ସପ୍ତାହ…

ବୈଭବଙ୍କ ନାମରେ ମେହେନ୍ଦୀ ଲଗାଇଲେ ଦିୟା

ବଲିଉଡ୍‌ ଅଭିନେତ୍ରୀ ଦିୟା ମିର୍ଜା କିଛି ଘଣ୍ଟା ମଧ୍ୟରେ ପୁନଃ ଦାମ୍ପତ୍ୟ ଜୀବନ ଆରମ୍ଭ କରିବାକୁ ଯାଉଛନ୍ତି। ସେ ପ୍ରଥମ ସ୍ବାମୀ ସାହିଲ ସାଙ୍ଘଙ୍କଠାରୁ ଛାଡ଼ପତ୍ର ପରେ ତାଙ୍କ ଜୀବନରେ ଆସିଥିବା ବୈଭବ ରେଖିଙ୍କ ସହ ପୁନଃ ବିବାହ କରିବାକୁ ଯାଉଛନ୍ତି।…

କଂଗ୍ରେସ ଗଡ଼ରୁ ବାହାରିଲେ ନି କେହି: ଜଣେ କରୁଛନ୍ତି ବିକ୍ଷୋଭ

ଜୁନାଗଡ଼,୧୫।୨: କେନ୍ଦ୍ର ସରକାରଙ୍କ ପେଟ୍ରୋଲ, ଡିଜେଲ ଓ ଇନ୍ଧନ ଗ୍ୟାସ ଦର ବୃଦ୍ଧି ବିରୋଧରେ ସୋମବାର କଂଗ୍ରେସ ପକ୍ଷରୁ ରାଜ୍ୟରେ ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଥିଲା। ଏହାର ପ୍ରଭାବ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପରିଲକ୍ଷିତ ହୋଇଥିଲା। ଯାନବାହାନ, ଦୋକାନ…

ଉଦାହରଣ ପାଲଟିଲେ ଶିକ୍ଷକ

ବରଗଡ଼ ଅଫିସ୍‌,୧୫।୨: ବରଗଡ଼ ଜିଲା ପଦ୍ମପୁର-ସୋହେଲା ବିଜୁ ଏକ୍ସପ୍ରେସ ରାସ୍ତାର କନସିଂହା ଛକ ନିକଟରେ ସୋମବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାର ୨ଜଣ ଆହତକୁ ଉଦ୍ଧାର କରି ଡାକ୍ତରଖାନା ପଠାଇ ଶିକ୍ଷକ ଦିବସ କୁମାର ସାହୁ ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ ସାଜିଛନ୍ତି।…

କୋଭିଡ୍‌ ନିୟମ ଭାଙ୍ଗି ଚେପକ ଗ୍ରାଉଣ୍ଡରେ ପଶିଗଲେ ଛାତ୍ର, ଆଉ ତାପରେ

ଚେନ୍ନାଇ, ୧୫।୨ : ସ୍ଥାନୀୟ ଚେପକ ଗ୍ରାଉଣ୍ଡରେ ଚାଲିଥିବା ଭାରତ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ ବେଳେ ସ୍ଥାନୀୟ ସ୍କୁଲର ଜଣେ ଦଶମ ଶ୍ରେଣୀର ଛାତ୍ର କୋଭିଡ୍‌ ପ୍ରୋଟୋକଲ ଭଙ୍ଗ କରିଛନ୍ତି। ଟେଷ୍ଟ ମ୍ୟାଚର ତୃତୀୟ ଦିନ ଅର୍ଥାତ ସୋମବାର ମଧ୍ୟାହ୍ନ ଭୋଜନ…

ଆଧାର ସାଜିଲା ଅଡ଼ୁଆ, ରାଜ୍ୟ ବୃତ୍ତି ଯୋଜନା ଆବେଦନରୁ ବଞ୍ଚିତ ହେଲେ ୩ ଛାତ୍ରୀ

ବରଗଡ଼ ଅଫିସ୍‌,୧୫।୨: ବରଗଡ଼ ଜିଲା ବିଜେପୁର ବ୍ଲକ ମୁଣ୍ଡୋମହୁଲ ଗ୍ରାମର ୩ ଜଣ ଛାତ୍ରୀ ଲିଲି ତରିଆ, ପୂଜା ଷାଣ୍ଢ ଏବଂ ପ୍ରୀତି ଭୁଏ ରାଜ୍ୟ ଛାତ୍ରବୃତ୍ତି ଯୋଜନାରେ ଆବେଦନ କରିବାରୁ ବଞ୍ଚିତ ହୋଇଛନ୍ତି । ସେଥିରେ ଆଧାର ପ୍ର୍ରତିବନ୍ଧକ ସାଜିଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri