ଉଦାହରଣ ପାଲଟିଲେ ଶିକ୍ଷକ
ବରଗଡ଼ ଅଫିସ୍,୧୫।୨: ବରଗଡ଼ ଜିଲା ପଦ୍ମପୁର-ସୋହେଲା ବିଜୁ ଏକ୍ସପ୍ରେସ ରାସ୍ତାର କନସିଂହା ଛକ ନିକଟରେ ସୋମବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାର ୨ଜଣ ଆହତକୁ ଉଦ୍ଧାର କରି ଡାକ୍ତରଖାନା ପଠାଇ ଶିକ୍ଷକ ଦିବସ କୁମାର ସାହୁ ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ ସାଜିଛନ୍ତି।…
କୋଭିଡ୍ ନିୟମ ଭାଙ୍ଗି ଚେପକ ଗ୍ରାଉଣ୍ଡରେ ପଶିଗଲେ ଛାତ୍ର, ଆଉ ତାପରେ
ଚେନ୍ନାଇ, ୧୫।୨ : ସ୍ଥାନୀୟ ଚେପକ ଗ୍ରାଉଣ୍ଡରେ ଚାଲିଥିବା ଭାରତ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ ବେଳେ ସ୍ଥାନୀୟ ସ୍କୁଲର ଜଣେ ଦଶମ ଶ୍ରେଣୀର ଛାତ୍ର କୋଭିଡ୍ ପ୍ରୋଟୋକଲ ଭଙ୍ଗ କରିଛନ୍ତି। ଟେଷ୍ଟ ମ୍ୟାଚର ତୃତୀୟ ଦିନ ଅର୍ଥାତ ସୋମବାର ମଧ୍ୟାହ୍ନ ଭୋଜନ…
ଆଧାର ସାଜିଲା ଅଡ଼ୁଆ, ରାଜ୍ୟ ବୃତ୍ତି ଯୋଜନା ଆବେଦନରୁ ବଞ୍ଚିତ ହେଲେ ୩ ଛାତ୍ରୀ
ବରଗଡ଼ ଅଫିସ୍,୧୫।୨: ବରଗଡ଼ ଜିଲା ବିଜେପୁର ବ୍ଲକ ମୁଣ୍ଡୋମହୁଲ ଗ୍ରାମର ୩ ଜଣ ଛାତ୍ରୀ ଲିଲି ତରିଆ, ପୂଜା ଷାଣ୍ଢ ଏବଂ ପ୍ରୀତି ଭୁଏ ରାଜ୍ୟ ଛାତ୍ରବୃତ୍ତି ଯୋଜନାରେ ଆବେଦନ କରିବାରୁ ବଞ୍ଚିତ ହୋଇଛନ୍ତି । ସେଥିରେ ଆଧାର ପ୍ର୍ରତିବନ୍ଧକ ସାଜିଥିବା…
ମହାନ ଅଲରାଉଣ୍ଡରଙ୍କୁ ପଛରେ ପକାଇଲେ ଅଶ୍ୱିନ
ଚେନ୍ନାଇ, ୧୫।୨ : ଭାରତୀୟ ଅଲରାଉଣ୍ଡର ରବିଚନ୍ଦ୍ରନ ଅଶ୍ୱିନ ଏଠାରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ଟେଷ୍ଟରେ ୫ ଉଇକେଟ ନେବା ସହ ଶତକୀୟ ଇନିଂସ ଖେଳିଛନ୍ତି। କ୍ୟାରିୟରରେ ତୃତୀୟ ଥର ପାଇଁ ଗୋଟିଏ ଟେଷ୍ଟ ମ୍ୟାଚ୍ରେ ଉଭୟ ବ୍ୟାଟ ଓ ବଲରେ…
ତପୋବନ ଟନେଲରୁ ୩ ମୃତଦେହ ଜବତ, ମୃତ୍ୟୁ ସଂଖ୍ୟା ୫୪କୁ ବୃଦ୍ଧି ପାଇଲା
ଚାମୋଲି,୧୫।୨: ସୋମବାର ଉଦ୍ଧାରକାର୍ଯ୍ୟ ବେଳେ ତପୋବନ ଟନେଲ ଭିତରୁ ପୁଣି ୩ଜଣଙ୍କ ମୃତଦେହ ଜବତ କରାଯାଇଛି। ଏହାକୁ ମିଶାଇ ବିପର୍ଯ୍ୟୟ ଜନିତ ମୃତ୍ୟୁସଂଖ୍ୟା ୫୪କୁ ବୃଦ୍ଧି ପାଇଛି। ଜଳବିଦ୍ୟୁତ୍ ପ୍ରକଳ୍ପ ର୍ନିମାଣସ୍ଥଳୀ ରାଇନି ଗାଁ ଏବଂ ତପୋବନ ଟନେଲ ମଧ୍ୟରୁ ୧୫ଜଣଙ୍କ…
ଆଜି ଭୁବନେଶ୍ୱରରୁ ୩ ଆକ୍ରାନ୍ତ ଚିହ୍ନଟ: ୧୦ ସୁସ୍ଥ
ଭୁବନେଶ୍ୱର,୧୫।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସମସ୍ତେ କ୍ୱାରାଣ୍ଟାଇନ୍ରେ ରହିଥିବା ଜଣାପଡ଼ିଛି। ସହିପରି ଆଜି ଭୁବନେଶ୍ୱରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)…
ବୋଲିଂ ପରେ ବ୍ୟାଟିଂରେ କରାମତି ଦେଖାଇଲେ ଅଶ୍ୱିନ
ଚେନ୍ନାଇ, ୧୫।୨ : ରବିଚନ୍ଦ୍ରନ ଅଶ୍ୱିନ ବୋଲିଂ ପରେ ବ୍ୟାଟିଂରେ ନିଜ କରାମତି ଦେଖାଇଛନ୍ତି। ଏଠାରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟର ପ୍ରଥମ ଇନିଂସରେ ୫ ଉଇକେଟ ହାତେଇଥିବା ଅଶ୍ୱିନ ଦ୍ୱିତୀୟ ପାଳିରେ ହାସଲ କରିଛନ୍ତି ଶତକ। ଆଉ ତାଙ୍କ…
ଡାବୁଗାଁରେ ବନ୍ଦର ପ୍ରଭାବ: ଗାଡ଼ି ଚାଳଚଳ ବନ୍ଦ
୧୫।୨ (ଡି.ଏନ୍.ଏ.): ତୈଳଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକରେ ମଧ୍ୟ ଦେଖିବାକୁ ମିଳିଛି। ଡାବୁଗାଁ ବ୍ଲକରେ ୬ ଘଣ୍ଟିଆ ବନ୍ଦ ପାଳନ ଶାନ୍ତିପୂର୍ଣ୍ଣ ଭାବେ ସମାପ୍ତ…
ନିଶ୍ଚିନ୍ତକୋଇଲି ବ୍ଲକରେ ବନ୍ଦର ପ୍ରଭାବ କମ୍
ନିଶ୍ଚିନ୍ତକୋଇଲି,୧୫।୨(ସ୍ବ.ପ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକରେ କଂଗ୍ରେସର ବନ୍ଦ ପାଳନ ସେତେଟା ପ୍ରଭାବ ପଡ଼ି ନଥିବା ଦେଖିବାକୁ ମିଳିଛି। ନିଶ୍ଚିନ୍ତକୋଇଲି ସପ୍ତାହିକ ହାଟ ଓ ବଜାର ସ୍ବଭାବିକ ଭାବେ ଖୋଲାଥିବା ବେଳେ ଦୁଇ ଚକିଆ ଯାନ ବାହାନ ଚଳାଚଳ ହୋଇଛି। ସରକାରଙ୍କ…
ବାହାଘର ସାରି ଫେରୁଥିବା ବେଳେ ଓଲଟିଲା ପିକ୍ଅପ୍: ୨ମୃତ, ୨୫ରୁ ଊର୍ଦ୍ଧ୍ୱ ଆହତ
ନୂଆପଡ଼ା ଅଫିସ,୧୫।୨: ନୂଆପଡ଼ା ଜିଲା କୋମନା ଥାନା କ୍ରିଷ୍ଣା ଛକରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ପିକ୍ଅପ ଭ୍ୟାନ୍ ଓଲଟି ପଡ଼ିବାରୁ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୫ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ତେବେ…
ବୋଲ୍ଡ ଲୁକ୍ରେ ସୁରଭି
ମୁମ୍ବାଇ: ନାଗିନ ଫେମ୍ ସୁରଭି ଚନ୍ଦନା ଏବେ ଖୁବ୍ ଚର୍ଚ୍ଚାରେ । ନାଗିନ ୫ ଧାରାବାହିକରେ ଅଭିନୟ କରି ସେ ଦର୍ଶନଙ୍କ ନିକଟତର ହୋଇ ପାରିଥିଲେ । ଏବେ କିନ୍ତୁ ତାଙ୍କର ବୋଲ୍ଡ ଅବତାର ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରୁଛି ।…
କିଙ୍ଗ ଖାଁଙ୍କ ସହ ହାତ ମିଳାଇଲେ ଆଲିଆ
ମୁମ୍ବାଇ: ବଲିଉଡ୍ କିଙ୍ଗ ଖାଁ ଶାହାରୁଖ ଖାଁଙ୍କ ଅଭିନୀତ ଫିଲ୍ମର ନାଁ ଧୀରେ ଧୀରେ ସାମ୍ନାକୁ ଆସୁଛି । କିଛିଦିନ ତଲେ ଶୁଣିବାକୁ ମିଳିଥିଲା କି କିଙ୍ଗ ଖାଁ ‘ପଠାନ’ ଫିଲ୍ମରେ ନଜର ଆସିବେ । ଏହାସହ ଏବେ ତାଙ୍କ ନୂଆ…
Archives


