Home Left

ନନ୍ଦନକାନନରେ ପୂର୍ଣ୍ଣିମା ଜନ୍ମଦେଲା ଶାବକ

ବାରଙ୍ଗ,୧୫।୨(ଡି.ଏନ୍‌.ଏ.): ପ୍ରାଣୀଉଦ୍ୟାନ ନନ୍ଦନକାନନ ପାଇଁ ଖୁସି ଖବର। ସୋମବାର ସକାଳେ ନନ୍ଦନକାନନରେ ପର୍ଯ୍ୟଟକମାନଙ୍କ ପାଇଁ ଅନ୍ୟତମ ଆକର୍ଷକ ସାଜିଥିବା ସିମ୍ପାଜି ପୂର୍ଣ୍ଣିମା ଗୋଟିଏ ଶାବକକୁ ଜନ୍ମ ଦେଇଛି। ମା ଓ ଛୁଆ ଉଭୟ ସୁସ୍ଥ ଥିବାବେଳେ ଶାବକ ଜନ୍ମ ପରେ ମା…

ବିଶେଷଜ୍ଞ ଡାକ୍ତର ନିଯୁକ୍ତି ଦାବିରେ ୧୨ ଘଣ୍ଟିଆ ପାଟଣା ବନ୍ଦ

ପାଟଣା,୧୫।୨(ସ୍ବ.ପ୍ର.):କେନ୍ଦୁଝର ଜିଲା ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବିଶେଷଜ୍ଞ ଡାକ୍ତର ପଦବୀ ପୂରଣ ନେଇ ୧୨ ଘଣ୍ଟିଆ ପାଟଣା ବନ୍ଦ ଡାକରା ଦିଆଯାଇଛି। ଆନ୍ଦୋଳନକାରୀମାନେ ସୋମବାର ସକାଳ ୬ରୁ ସା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ପାଟଣା ବନ୍ଦ ପାଳନ କରୁଛନ୍ତି। ବିଶେଷଜ୍ଞ…

ତୈଳ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ

କେନ୍ଦୁଝର,୧୫।୨(ସ୍ବ.ପ୍ର.): ସୋମବାର ତୈଳ ଦର ବୃଦ୍ଧି ପ୍ରତିବାଦ ଓ ତିନୋଟି କୃଷି ଆଇନ ପ୍ରତ୍ୟାହାର ଦାବିରେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଶାନ୍ତିପୂର୍ଣ୍ଣ ଭାବେ ଆରମ୍ଭ ହୋଇଛି। ଗାନ୍ଧୀ ଛକ ନିକଟରେ କଂଗ୍ରେସ ଜିଲା ସଭାପତି ବିପ୍ଳବ…

ତ୍ରିପୁରା ମୁଖ୍ୟମନ୍ତ୍ରୀଙ୍କ ଅଜବ ଦାବି!

ଅଗରତାଲା,୧୫ ।୨: ତିପୁରା ମୁଖ୍ୟମନ୍ତ୍ରୀ ବିପ୍ଳବ ଦେବ ପୁଣିଥରେ ନିଜର ଅଜବ ଦାବିକୁ ନେଇ ଆସିଛନ୍ତି ଚର୍ଚ୍ଚାକୁ । ଅଗରତାଲାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସେ କହିଛନ୍ତି ଭାରତୀୟ ଜନତା ପାର୍ଟି(ଭାଜପା)କେବଳ ଦେଶ ନୁହେଁ ପଡୋଶୀ ଦେଶରେ ବି ନିଜ ଦଳର…

ହାତକୁ ଦି ହାତ ହେଲେ ଏହି କ୍ରିକେଟର୍‌

ସିଡନୀ,୧୫।୨: ଅଷ୍ଟ୍ରେଲିଆ ଅଲରାଉଣ୍ଡର ବେନ କଟିଙ୍ଗ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ଦୀର୍ଘ ଦିନର ପ୍ରେମିକା ତଥା ଟିଭି ଉପସ୍ଥାପିକା ଏରିନ ହଲ୍ୟାଣ୍ଡଙ୍କୁ ବିବାହ କରିଛନ୍ତି। ବିବାହର ସୁନ୍ଦର ଫଟୋ ଉଭୟ ନିଜ ସୋସିଆଲ ମିଡିଆ ଶେୟାର କରିବା ପରେ…

ପ୍ରଧାନମନ୍ତ୍ରୀ ସଡ଼କ ୪ ମାସରେ ଶୋଚନୀୟ

ଚଣ୍ଡିଖୋଲ,୧୫।୨(ଡି.ଏନ.ଏ.): ଗ୍ରାମାଞ୍ଚଳକୁ ଭଲ ରାସ୍ତା ତିଆରି ପାଇଁ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାର ପରିକଳ୍ପନା କରାଯାଇଥିଲା। ତେବେ ଏହି ଯୋଜନାରେ କରାଯାଉଥିବା ରାସ୍ତା କେତେ ନିମ୍ନମାନର ତାହା ଜାରକା ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଥିବା ବଡ଼ଚଣା ବ୍ଲକର ବାଲିଚନ୍ଦ୍ରପୁର-ଦେକୁରୀ ରାସ୍ତାରେ…

ଓଡ଼ିଶା ବନ୍ଦ ଡାକରା: ବାଲେଶ୍ୱର ପ୍ରଭାବିତ

ବାଲେଶ୍ୱର ଅଫିସ, ୧୫।୨- କେନ୍ଦ୍ର ସରକାରଙ୍କ ଜନବିରୋଧୀ ନୀତି ବିରୁଦ୍ଧରେ ସୋମବାର କଂଗ୍ରସ ପକ୍ଷରୁ ରାଜ୍ୟବ୍ୟାପୀ ‘ଓଡିଶା ବନ୍ଦ’ ଡାକରା ଦିଆଯାଇଛି। କେଦ୍ରସରକାର ପ୍ରେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଆକାଶ ଛୁଆଁ ଦର ବୃଦ୍ଧି ବିରୁଦ୍ଧରେ ଏହି ଡାକରା ଦିଆଯାଇଛି।…

ସବ୍‌ଡିଭିଜନ ଦାବିରୁ ନଜର ହଟାଇବାକୁ ତୋରଣ

ପଟ୍ଟାମୁଣ୍ଡାଇ,୧୫।୨(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇର ଐତିହ୍ୟ ପରମ୍ପରା ଓ ମର୍ଯ୍ୟାଦା କ୍ଷୂର୍ଣ୍ଣ କରିବାକୁ ଏକ ଚକ୍ରାନ୍ତକାରୀ ଗୋଷ୍ଠୀ ଉଦ୍ୟମ ଚଳାଇଛନ୍ତି। ସବ୍‌ଡିଭିଜନ ମାନ୍ୟତା ଦାବିରୁ ନଜର ହଟାଇବାକୁ ପଟ୍ଟାମୁଣ୍ଡାଇ ପୌରାଞ୍ଚଳକୁ ପ୍ରବେଶ ପଥରେ ପ୍ଲମ୍ବିଂ ସହର ତୋରଣ ରାସ୍ତାରେ ଲଗାଯାଇଛି। ଏହାକୁ ପୌରାଞ୍ଚଳବାସୀଙ୍କ ସହ…

ବଢୁଛି ଅନୁପ୍ରବେଶ, ପ୍ରଶାସନ ନୀରବ

କେନ୍ଦ୍ରାପଡ଼ା ଅଫିସ,୧୫।୨: ବିଧାନ ରାୟ ଓ ଆଶାଲତାଙ୍କ ପୁଅ ଅମିତ(୨୯)ଙ୍କ ବାଂଲାଦେଶର ଠିକଣା ଅନୁଯାୟୀ ବଜରହାଟ ଜିଲା ଛତଲମାରି ଥାନା ଆରୁଲିଏ ଗାଁରେ ରୁହନ୍ତି। ଢାକାର ବାଂଲାଦେଶ ଟେକ୍ନିକାଲ ଏଜୁକେଶନ ବୋର୍ଡ ଅଧୀନରେ ୨୦୦୯ରେ ସେକେଣ୍ଡାରୀ ସ୍କୁଲ ପାସ୍‌ ସହ ବରିସାଲର…

ପାକିସ୍ତାନରେ ଜରୁରି ଅବତରଣ କଲା ଭାରତୀୟ ଏୟାର ଆମ୍ବୁଲାନ୍ସ୍‌

ଇସଲାମାବାଦ୍‌,୧୫।୨: ଭାରତୀୟ ଏୟାର ଆମ୍ବୁଲାନ୍ସ୍‌ ପାକିସ୍ତାନରେ ଜରୁରି ଅବତରଣ କରିଛି। ମଝି ଆକାଶରେ ଇନ୍ଧନ ସରିଯିବାରୁ ଭାରତୀୟ ଏୟାର ଆମ୍ବୁଲାନ୍ସ୍‌ ପକ୍ଷରୁ ପାକିସ୍ତାନ ବେସାମରିକ ବିମାନ ଚଳାଚଳ କର୍ତ୍ତୃପକ୍ଷଙ୍କ ସହିତ ଯୋଗାଯୋଗ କରାଯାଇଥିଲା। ଅନୁମତି ମିଳିବା ପରେ ଏହା ରବିବାର ଇସଲାମାବାଦ୍‌…

କରୋନା ଭ୍ୟାକ୍ସିନ ଘୋଟାଲା ମାମଲାରେ ଇସ୍ତଫା ଦେଲେ ପେରୁ ବୈଦେଶିକ ମନ୍ତ୍ରୀ

ଲିମା,୧୫ ।୨: ପେରୁର ବୈଦେଶିକ ମନ୍ତ୍ରୀ ଏଲିଜାବେଥ ଏଷ୍ଟେଟ କରୋନା ଭ୍ୟାକ୍ସିନ ଘୋଟାଲା ସ୍ୱୀକାର କରିବା ପରେ ଇସ୍ତଫା ଦେଇଛନ୍ତି । ସେ କରୋନା ଭ୍ୟାକ୍ସିନ ସିନୋପାର୍ମ(ଚାଇନା)ର ଗୋଟିଏ ଡୋଜ୍ ନେଇଥିବା ସ୍ୱୀକାର କରିଛନ୍ତି । ତେବେ ରାଷ୍ଟ୍ରୀୟ ଟିକାକରଣ ଆରମ୍ଭ…

ଭଦ୍ରକରେ ବନ୍ଦ ପାଳନ, ପିକେଟିଂ କରି ସହର ସାରା ପଇଁତରା ମାରୁଛନ୍ତି କଂଗ୍ରେସ କର୍ମୀ

ଭଦ୍ରକ ଅଫିସ,୧୫।୨: ତୈଳ ଦର ଅହେତୁକ ବୃଦ୍ଧି ପ୍ରତିବାଦରେ ସୋମବାର କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। କଂଗ୍ରେସର ଓଡିଶା ବନ୍ଦ ଡାକରାର ପ୍ରଭାବ ଭଦ୍ରକ ଜିଲାରେ ଦେଖିବାକୁ ମିଳିଛି । ସହରର ବନ୍ତ ଛକ ଏବଂ ୧୬ ନମ୍ବର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri