Home Left

ବାପାଙ୍କୁ କୁଣ୍ଢାଇ ଭୋ ଭୋ ହୋଇ କାନ୍ଦିଲେ ଜେମିମା: ଭାଇ କଲେ ଏମିତି କାମ… ଭାଇରାଲ ହେଉଛି Video

ନଭୀ ମୁମ୍ବାଇ,୩୧।୧୦: ମହିଳା ବିଶ୍ୱକପ ସେମିଫାଇନାଲରେ ଭାରତ ଏକ ଦମଦାର ବିଜୟ ହାସଲ କରିଛି। ନକଆଉଟ ମ୍ୟାଚ୍‌ରେ ଟିମ ଇଣ୍ଡିଆ ଅଷ୍ଟ୍ରେଲିଆକୁ ୫ ଉଇକେଟ୍‌ରେ ପରାସ୍ତ କରିଛି। ଏହି ସେମିଫାଇନାଲରେ ଜେମିମା ରୋଡ୍ରଗ୍ସ ୧୨୭ ରନ୍‌ର ଅପରାଜିତ ଇନିଂସ ଖେଳିଥିଲେ। ୧୩…

ନୂଆପଡ଼ା ଉପନିର୍ବାଚନ: ‘ସହାନୁଭୂତି’ର ଆୟୁଧରେ ଲଢ଼େଇ

ନୂଆପଡ଼ା, ୩୧ା୧୦(ବୀରେନ୍ଦ୍ର କୁମାର ଝାଙ୍କର): ନୂଆପଡା ଉପନିର୍ବାଚନ ଜିଣିବାକୁ ୩ ପ୍ରମୁଖ ଦଳ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ଜୋରଦାର ଉଦ୍ୟମ କରାଯାଉଛି। ପ୍ରମୁଖ ଦଳର ପ୍ରାର୍ଥୀ ଓ ହେଭିୱେଟ ନେତାମାନେ ନୂଆପଡାର ପ୍ରତି ପଞ୍ଚାୟତ ଓ ଗାଁ ଗାଁରେ…

ଯୌନ ନିର୍ଯାତନା ମାମଲା: ପ୍ରିନ୍ସ ଆଣ୍ଡ୍ର୍ୟୁଙ୍କଠାରୁ ସମସ୍ତ ରାଜକୀୟ ଉପାଧି ଛଡ଼ାଇନେଲେ କିଙ୍ଗ୍ ଚାର୍ଲ୍ସ

ବକିଂହାମ,୩୧।୧୦: ବ୍ରିଟେନର ରାଜା ଚାର୍ଲ୍ସ ତୃତୀୟ (King Charles III) ତାଙ୍କ ସାନ ଭାଇ ପ୍ରିନ୍ସ ଆଣ୍ଡ୍ର୍ୟୁଙ୍କଠାରୁ ବାକି ଥିବା ସମସ୍ତ ରାଜକୀୟ ଉପାଧି, ସମ୍ମାନ ଏବଂ ସୁବିଧା ଛଡ଼ାଇ ନେଇଛନ୍ତି। ଏଥିସହ ତାଙ୍କୁ ୱିଣ୍ଡସରରେ ଥିବା ସରକାରୀ ବାସଭବନ ‘ରୟାଲ୍…

ସାରା ଦେଶରେ ପୋଲିସ ପାଇଁ ସମାନ ପୋଷାକ

ଭୁବନେଶ୍ୱର,୩୧ା୧୦(ରବିନାରାୟଣ ଜେନା): ସାରା ଦେଶରେ ପୋଲିସ ସେବାରେ କାର୍ଯ୍ୟରତ କନଷ୍ଟେବଲଙ୍କଠାରୁ ଆରମ୍ଭ କରି ଡିଏସ୍‌ପିଙ୍କ ପର୍ଯ୍ୟନ୍ତ ଗୋଟିଏ ପ୍ରକାର ପୋଷାକ ପିନ୍ଧିବେ। କେନ୍ଦ୍ର ସରକାରଙ୍କ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଏନେଇ ବିଧିବଦ୍ଧ ନିଷ୍ପତ୍ତି ଗ୍ରହଣ କରାଯାଇଛି। ନିଷ୍ପତ୍ତିକ୍ରମେ ମଙ୍ଗଳବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ…

ଦାଦନ: ସମସ୍ୟା ନୁହେଁ, ଦୁଃଖ

ନୂଆପଡ଼ା,୩୧ା୧୦(ପୀତାମ୍ବର ସାହୁ): ନୂଆପଡ଼ା ନିର୍ବାଚନମଣ୍ଡଳୀରେ ଉପନିର୍ବାଚନ ଘୋଷଣା ପରଠାରୁ ଯଦିଓ ବିଭିନ୍ନ ଦଳର ନେତାମାନେ ବଡ଼ ଗାଡ଼ି ଧରି ଏଠାକାର ମୁଖ୍ୟ ରାସ୍ତାରେ ବାରମ୍ବାର ଏପାଖସେପାଖ ହୋଇ ନିଜ ଉପସ୍ଥିତି ଦେଖାଉଛନ୍ତି, ତଥାପି ବାସ୍ତବ ସମସ୍ୟା ଭିତରକୁ ପଶିବାର ଆଗ୍ରହ ସେମାନଙ୍କଠାରେ…

ଆଜି ଅଁଳା ନବମୀ, ରାଧା ପାଦ ଦର୍ଶନ କରି ଶ୍ରଦ୍ଧାଳୁ ହେଉଛନ୍ତି ଆନନ୍ଦିତ

ସାକ୍ଷୀଗୋପାଳ,(୩୧ା୧୦): ଆଜି ପବିତ୍ର ଅଁଳା ନବମୀ। ଏହି ପରିପ୍ରେକ୍ଷୀରେ ପୁରୀ ଜିଲା ସାକ୍ଷୀଗୋପାଳରେ ଭକ୍ତଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ଆଜିର ଏହି ପବିତ୍ର ଦିନରେ ଶ୍ରଦ୍ଧାଳୁମାନେ ରାଧା ପାଦ ଦର୍ଶନ କରି ବେଶ୍‌ ଆନନ୍ଦିତ ହେଉଛନ୍ତି। ମା’ ରାଧାରାଣୀ ଓଡ଼ିଆଣୀ…

ମ୍ୟାଚ୍ ବିଜୟୀ ଇନିଂସ ପରେ କାନ୍ଦି ପକାଇଲେ ଜେମିମାହ ରଡ୍ରିଗ୍ସ; ଖୁଲାସା କଲେ ରଣନୀତି

ନବୀ ମୁମ୍ବାଇ,୩୧।୧୦: ଅଷ୍ଟ୍ରେଲିଆକୁ ୫ ଉଇକେଟ୍‌ରେ ହରାଇ ଭାରତ ମହିଳା ବିଶ୍ୱକପ୍ ଫାଇନାଲ୍‌କୁ ପ୍ରବେଶ କରିଛି। ରବିବାର ଦକ୍ଷିଣ ଆଫ୍ରିକା ସହ ଫାଇନାଲ୍ ଖେଳିବ। ଅଷ୍ଟ୍ରେଲିଆ ବିଦାୟ ନେବାରୁ ନୂଆ ଚାମ୍ପିଅନ୍ ହେବ। ଜେମିମାହ ରଡ୍ରିଗ୍ସ ୧୩୪ ବଲ୍‌ରେ ଅପରାଜିତ ୧୨୭…

ଏଇ ଭାରତରେ

ପ୍ରଦୂଷିତ ପରିବେଶ, ଖାଦ୍ୟ ଓ ବାସସ୍ଥାନ ଅଭାବରୁ ବନ୍ୟଜନ୍ତୁଙ୍କ ସଂଖ୍ୟା କମିବାରେ ଲାଗିଛି। ଏହା ସହ ବେଆଇନ ଶିକାର ଯୋଗୁ ବହୁ ପ୍ରାଣୀଙ୍କ ଜୀବନ ଯାଉଛି। ଅନେକେ ମଧ୍ୟ କୌଣସି କାରଣରୁ ଆହତ ହୋଇ ମୃତ୍ୟୁମୁଖରେ ପଡ଼ୁଛନ୍ତି। ତେବେ ଶିକାରୀଙ୍କୁ ରୋକିବା…

ଅରାଜକତା ବନାମ ମାନବାଧିକାର

ଶ୍ରୀଲଙ୍କା, ବାଂଲାଦେଶ ଓ ନେପାଳରେ ଘଟିଥିବା ଅରାଜକତାକୁ ରାଜନୈତିକ ଦୃଷ୍ଟିକୋଣରୁ ଚିନ୍ତା କଲେ ତାହା ଭାରତ ପାଇଁ ଅନୁକୂଳ ନ ଥିଲା। ପ୍ରତିଟି ଦେଶରେ ଚାଇନା ତା’ର ବିସ୍ତାରବାଦୀ ରଣକୌଶଳର ପ୍ରୟୋଗ କରି ସଫଳ ହୋଇଛି। ଚାଇନା ପ୍ରଥମରୁ ପାକିସ୍ତାନ ସହ…

ଜୀବର ସ୍ବରୂପ

ପତଞ୍ଜଳି ଯୋଗ ଦର୍ଶନର ଦ୍ୱିତୀୟ ପାଦ ସୂତ୍ର ସଂଖ୍ୟା ୨୦ରେ କୁହାଯାଇଛି ”ଦ୍ରଷ୍ଟା ଦୃଷ୍ଟିମାତ୍ରଃ ଶୁଦ୍ଧୋପି ପ୍ରତ୍ୟୟାନୁପଶ୍ୟ।“ ଏହାର ଅର୍ଥ ଚେତନ ପୁରୁଷ ବା ଜୀବାତ୍ମା ଶୁଦ୍ଧ, ନିର୍ମଳ ଓ ନିର୍ବିକାର ହେଲେ ମଧ୍ୟ ତ୍ରିଗୁଣାତ୍ମକ ବୁଦ୍ଧି ସାହାଯ୍ୟରେ ଜ୍ଞାନପ୍ରାପ୍ତ ହୋଇ…

ପିଢ଼ିଗତ ପରିବର୍ତ୍ତନର ସୁଯୋଗ

ଏବେ ସଂଘର୍ଷ, ବାଣିଜ୍ୟ ଯୁଦ୍ଧ, ଅସମାନତା ଏବଂ ଗଣତନ୍ତ୍ରର ଅଧୋଗତି ଶୀର୍ଷକ ଖବର ଅଧିକ ପ୍ରକାଶ ପାଉଛି। ସଙ୍କଟ ପରେ ସଙ୍କଟ ସୃଷ୍ଟିହେବାରେ ଲାଗିଛି ଏବଂ ମନେହେଉଛି ସତେ ଯେମିତି ବିଶ୍ୱ ଅଲଗା ହୋଇଯାଉଛି। ପାଶ୍ଚାତ୍ୟ ନେତା ଓ ବିଶେଷଜ୍ଞମାନେ ଏହିସବୁ…

IPLକୁ ଫେରିବେ ଯୁବରାଜ ସିଂ! ଏହି ଦଳରେ ଦେବେ ଯୋଗ, ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୧୦: ପୂର୍ବ ସିଜିନ ତୁଳନାରେ IPL ୨୦୨୬ରେ ଅନେକ ପରିବର୍ତ୍ତନ ହେବାର ଆଶା କରାଯାଉଛି। ଅଭିଷେକ ନାୟାରଙ୍କୁ କୋଲକାତା ନାଇଟ ରାଇଡର୍ସ (KKR) ମୁଖ୍ୟ ପ୍ରଶିକ୍ଷକ ନିଯୁକ୍ତ କରିଛି। କେନ ୱିଲିୟମ୍ସନ ଏବଂ ଭାରତ ଅରୁଣଙ୍କୁ ଚୁକ୍ତିବଦ୍ଧ କରିସାରିଥିବା ଲକ୍ଷ୍ନୌ ସୁପର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri