ବାଉଁଶ ବିନ୍ଧାଣି ‘ଭାଗୀରଥି ସାର୍’
କାମାକ୍ଷାନଗର, ୧୫।୨(ସୁଧୀର କୁମାର ପରିଡ଼ା): ବାଉଁଶରୁ କାରିଗରି। ଡ୍ରେସିଂ ଟେବୁଲ, ଫୁଲଦାନି, ପେନ୍ଷ୍ଟାଣ୍ଡଠାରୁ ଆରମ୍ଭ କରି ବିଭିନ୍ନ ଘରସଜ୍ଜା ଉପକରଣ। ଦେଖିଲେ ଆଖି ଲାଖିଯିବ। ନିର୍ଜୀବ ବାଉଁଶରୁ ଏଭଳି କଳାକୃତି ତିଆରି କରି ପ୍ରଶଂସା ସାଉଁଟୁଛନ୍ତି ଭାଗୀରଥି ସାର୍। ଶିକ୍ଷକତା ବୃତ୍ତିରେ…
ଘରୋଇ ଉପାୟରେ ଦୂର ହେବ କଳାଦାଗ
ବେଳେବେଳେ ଆଣ୍ଠୁ ବା କହୁଣୀ କଳା ପଡ଼ିଯାଉଥିବା ଦେଖାଯାଇଥାଏ। ଶରୀରରେ ଭିଟାମିନ୍ ‘ଏ’, ‘ବି’ ଏବଂ ‘ସି’ର ଅଭାବ ଦେଖାଦେଲେ ଏପରି ହୋଇଥାଏ। ଘରୋଇ ଉପାୟରେ କହୁଣୀ ଓ ଆଣ୍ଠୁର ଯତ୍ନ ନେଲେ ଏହି ସମସ୍ୟା ଦୂର ହୋଇପାରିବ। ଜାଣନ୍ତୁ ଏ…
ପିପିଇ କିଟ୍ ପିନ୍ଧି ଭିକ୍ଷାବୃତ୍ତି
ଭଦ୍ରକ ଅଫିସ,୧୫।୨-ଭଦ୍ରକ ସହରରେ ଜଣେ କୋଭିଡ୍ ଯୋଦ୍ଧାଙ୍କ ଅଭିନବ ପ୍ରତିବାଦ। ଚାକିରି ହରାଇବା ପରେ ଭିକ୍ଷାବୃତ୍ତିକୁ ଆପଣାଇଛନ୍ତି ଏହି ଯୋଦ୍ଧା। ଦୀର୍ଘଦିନ ଧରି ସ୍ଥାୟୀ ଚାକିରି ପାଇଁ ବାରମ୍ବାର ଦାବି କରିଆସୁଥିଲେ ମଧ୍ୟ ପ୍ରଶାସନ କର୍ଣ୍ଣପାତ କରୁ ନ ଥିବା ସେ…
ପ୍ରିନ୍ସିପାଲଙ୍କ ସମେତ ୧୨ ପ୍ରଫେସରଙ୍କୁ ମହଙ୍ଗା ପଡ଼ିଲା କଲେଜ ଫଙ୍କ୍ଶନରେ ନାଚିବା
ପାଟନା, ୧୫।୨ : ବିହାରର ଛାପ୍ରାସ୍ଥିତ ରାଜେନ୍ଦ୍ର କଲେଜରେ ଏକ ଗ୍ରୁପ୍ ଡ୍ୟାନ୍ସ କାରଣରୁ ଅଧ୍ୟକ୍ଷଙ୍କ ସମେତ ୧୨ ପ୍ରଫେସରଙ୍କୁ ନିଲମ୍ବିତ କରାଯାଇଛି। ଦେଶର ପ୍ରଥମ ରାଷ୍ଟ୍ରପତି ଡ. ରାଜେନ୍ଦ୍ର ପ୍ରସାଦଙ୍କ ଜୟନ୍ତୀ ଅବସରରେ ଆୟୋଜିତ କଲେଜ ଫଙ୍କ୍ଶନରେ ହିଟ୍ ଗିତ…
ଦିଲ୍ଲୀରେ ବଡ଼ ଧରଣର ଆକ୍ରମଣ ଯୋଜନାରେ ଥିଲେ ଆତଙ୍କବାଦୀ, ବିହାରରୁ କିଣାଯାଉଥିଲା ଅସ୍ତ୍ରଶସ୍ତ୍ର
ଜମ୍ମୁ, ୧୫।୨ : : ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ୍ ଡୋଭାଲଙ୍କ କାର୍ଯ୍ୟାଳୟର ଭିଡିଓ କରିଥିବା ଆତଙ୍କବାଦୀ ଗିରଫ ହେବା ପରେ ଦେଶ ଉପରୁ ଟଳି ଯାଇଛି ବଡ଼ ବିପଦ। ପାକିସ୍ତାନର ଆତଙ୍କବାଦୀ ସଂଗଠନ ଜୈଶ-ଇ-ମହମ୍ମଦ (ଜେଇଏମ୍) ଦିଲ୍ଲୀରେ ଆକ୍ରମଣ କରିବାର…
ସ୍ୱାସ୍ଥ୍ୟ ପାଇଁ ହାନିକାରକ ରେଡ ମିଟ୍
ବର୍ତ୍ତମାନ ଅନିୟମିତ ଜୀବନ ଶୈଳୀ ଆମକୁ ଅନେକ ରୋଗ ମୁହଁକୁ ଠେଲି ଦେଉଛି । ନିକଟରେ ଆମେରିକାରେ କରାଯାଇଥିବା ଏକ ଗବେଷଣାରୁ ଜଣାପଡିଛି କି ଯେଉଁମାନେ ରେଡ ମିଟ ଓ ଅଣ୍ଡା ଅଧିକ ପରିମାଣରେ ଖାଉଛନ୍ତି ସେମାନଙ୍କ ପାଇଁ ଏହା ଅଧିକ…
ଏଡ଼ୱାର୍ଡ଼ସ ସିଣ୍ଡ୍ରୋମ ଏକ ଜିନ୍ଗତ ସମସ୍ୟା
ଏଡ଼ୱାର୍ଡ଼ସ ସିଣ୍ଡ୍ରୋମ ଏକ ଜିନ୍ ଗତ ସମସ୍ୟା। କ୍ରୋମୋଜୋମ ୧୮ର ତୃତୀୟ କପିର ଆଂଶିକ ବା ସମ୍ପୂର୍ଣ୍ଣ ଉପସ୍ଥିତି ଯୋଗୁ ଏହି ସମସ୍ୟା ସୃଷ୍ଟି ହୋଇଥାଏ। ଏହାଦ୍ୱାରା ଶରୀରର ବହୁ ଅଂଶ ପ୍ରଭାବିତ ହୁଏ । ଏହାର ପ୍ରଭାବରେ ଜନ୍ମ ସମୟରେ…
ଦୀପିକାଙ୍କୁ ଜଣେ ୟୁଜର ଦେଲେ ଏପରି ଅଶ୍ଳୀଳ ମେସେଜ, ବୁଦ୍ଧି ଶିଖାଇଲେ ଅଭିନେତ୍ରୀ
ମୁମ୍ବାଇ: ଆଜିକାଲି କୌଣସି କାରଣକୁ ନେଇ ବଲିଉଡ୍ ଷ୍ଟାରମାନେ ଟ୍ରୋଲ ହେଉଛନ୍ତି। ମାତ୍ର କିଛି ଷ୍ଟାର ଟ୍ରୋଲର କଡ଼ା ଜବାବ ରଖି ୟୁଜରମାନଙ୍କୁ ଉଚିତ୍ ଶିକ୍ଷା ଦେଉଥିବା ନଜର ଆସୁଛି। ଏମିତି କିଛି ଘଟିଛି ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ କ୍ଷେତ୍ରରେ। ଦୀପିକା…
ଆରମ୍ଭରୁ ସାର ଅଭାବ
ବରଗଡ଼ ଅଫିସ୍,୧୫।୨: ବରଗଡ଼ ଜିଲାରେ ରବି ଚାଷକାମ ଜୋର୍ ଧରିଛି। ଅଧିକାଂଶ ସ୍ଥାନରେ ଚାଷୀମାନେ ତଳିପକା, ଧାନ ବୁଣା ସାରିଦେଲେଣି। କେତେକ ସ୍ଥାନରେ ରୁଆକାର୍ଯ୍ୟ ମଧ୍ୟ ଶେଷ ହୋଇଛି। ବର୍ତ୍ତମାନ ସମୟରେ ଧାନ ଫସଲ ପାଇଁ ୟୁରିଆ ସାରର ଆବଶ୍ୟକତା ରହିଛି।…
‘ଭିଟାମିନ୍-ସି’ ଅଭାବରୁ ସୃଷ୍ଟି ହୁଏ ଏସବୁ ସମସ୍ୟା
ଭିଟାମିନ୍-ସି’ ଶରୀର ଲାଗି ଜରୁରୀ। ଏଥିରୁ ଜରୁରୀ ପୋଷକତତ୍ତ୍ୱ ମିଳିଥାଏ। ମାତ୍ର ଅନେକ ଏହି ଭିଟାମିନ କମ୍ ଥିବା ସମସ୍ୟାରେ ଜଡିତ ହୋଇଥାନ୍ତି। ତେବେ ଶରୀରକୁ ଏହି ଭିଟାମିନ୍ ପ୍ରଚୁର ପରିମାଣରେ ଯୋଗାଇବାକୁ ହେଲେ ଏସବୁ ଖାଦ୍ୟକୁ ଡାଏଟରେ ସାମିଲ କରିବା…
ଚମକିଲେ ଜୁନିୟର ତେନ୍ଦୁଲକର, ଗୋଟିଏ ଓଭରରେ ମାରିଲେ ୫ ଛକା
ମୁମ୍ବାଇ,୧୫।୨: ମୁମ୍ବାଇ କ୍ରିକେଟ ଆସୋସିଏଶନ(ଏମ୍ସିଏ) ଆନୁକୂଲ୍ୟରେ ଚାଲିଥିବା ୭୩ତମ ପୋଲିସ ଆମନ୍ତ୍ରଣୀୟ ଶିଲ୍ଡ କ୍ରିକେଟ ଟୁର୍ନାମେଣ୍ଟରେ ରବିବାର ଖେଳାଯାଇଥିବା ଦ୍ୱିତୀୟ ରାଉଣ୍ଡ ଗ୍ରୁପ୍ ଏ’ ମ୍ୟାଚ୍ରେ କ୍ରିକେଟ ଆଇକନ ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ଉଭୟ ବ୍ୟାଟ ଓ ବଲ୍ରେ ଦମ୍ଦାର…
ସାହାଣୀ କପ୍ ଫୁଟ୍ବଲ ଚାମ୍ପିୟନଶିପ୍: କଟକକୁ ହରାଇ ସୁନ୍ଦରଗଡ଼ ଚାମ୍ପିୟନ
ସୁନ୍ଦରଗଡ଼, ୧୪।୨: ଫୁଟ୍ବଲ ଆସୋସିଏଶନ ଅଫ୍ ଓଡ଼ିଶା (ଫାଓ) ପକ୍ଷରୁ ଆୟୋଜିତ ୬୧ତମ ସାହାଣୀ କପ୍ ଫୁଟବଲ ଚାମ୍ପିୟନଶିପ୍ରେ ରବିବାର ଫାଇନାଲ ଖେଳରେ ସୁନ୍ଦରଗଡ ଦଳ କଟକକୁ ହରାଇ ଚାମ୍ପିୟନ ହୋଇଛି। ଗତବର୍ଷ ବରଗଡଠାରେ ଅନୁଷ୍ଠିତ ସାହାଣୀ କପ୍ ଫୁଟବଲ ଚାମ୍ପିୟନଶିପ୍ରେ…
Archives


