Home Left

ଏହି କାରଣରୁ ଯାଜପୁର ଡିଏସ୍‌ପିଙ୍କୁ କରାଯାଉଛି ପ୍ରଶଂସା

ଚଣ୍ଡିଖୋଲ,୧୪ା୨: ୫୩ ନମ୍ବର ଜାତୀୟ ରାଜପଥର ବଡ଼ଚଣା ଥାନା ବେଣାପୁରଠାରେ ଏକ ସଡ଼କ ଦୁର୍ଘଟଣାରେ ଆହତ ଦମ୍ପତିଙ୍କୁ ଯାଜପୁର ଡିଏସ୍‌ପି ସଂଗ୍ରାମ ଟୁଡୁ ରବିବାର ନିଜ ସରକାରୀ ଗାଡିରେ ବଡ଼ଚଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି। ସ୍ଥାନୀୟ ଲୋକେ ଡିଏସ୍‌ପିଙ୍କ ଏହି…

ସୁସ୍ଥ ହେଲେ ୧୦୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୧୪।୨ : ଓଡ଼ିଶାରେ ରବିବାର ୧୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକ ଓ ସୁନ୍ଦରଗଡ଼ରୁ ସର୍ବାଧିକ ୧୬ ଜଣ, ବରଗଡ଼ରୁ ୧୨, ଝାରୁସୁଗୁଡ଼ାରୁ ୧୧, ଅନୁଗୁଳରୁ ୧୦, ସମ୍ବଲପୁରରୁ ୬, ଖୋର୍ଦ୍ଧା ଓ ମୟୁରଭଞ୍ଜରୁ ୫ , ଯାଜପୁର,…

ବାହାଘର ପ୍ରସେଶନ ବେଳେ ଲାଗିଲା ନିଆଁ

ଛେଣ୍ଡିପଦା,୧୪ା୨: ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ କୋଶଳା ଚନ୍ଦନ ନଗରଠାରେ ରବିବାର ବାଣରୁ ନିଆଁ ଲାଗି ଏକ ପାଳଭାଡି ଜଳିଯାଇଛି। ଢେଙ୍କାନାଳ ଅଞ୍ଚଳର ଏକ ବାହାଘର ପ୍ରସେଶନ ଚାଲିଥିବା ବେଳେ ବରଯାତ୍ରୀ ଫୁଟାଉ ଥିବା ବାଣର ନିଆଁ ରୁଦ୍ର ବେହେରାଙ୍କ ପାଳଭାଡି…

ଭାଷଣ ବେଳେ ଚେତାଶୂନ୍ୟ ହୋଇ ପଡ଼ିଗଲେ ଗୁଜରାଟ ମୁଖ୍ୟମନ୍ତ୍ରୀ ରୂପାନି

ବଦୋଦରା, ୧୪।୨ : ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନି ବଦୋଦରାର ନିଜାମପୂରା ସ୍ଥିତ ମେହସାନାନଗରରେ ରବିବାର ସନ୍ଧ୍ୟାରେ ଏକ ଜନ ସମାବେଶକୁ ସମ୍ବୋଧିତ କଲା ବେଳେ ଚେତାଶୂନ୍ୟ ହୋଇପଡ଼ଥିଲେ। ଆସନ୍ତା ୨୧ ତାରିଖରେ ଏହି ରାଜ୍ୟରେ ହେବାକୁ ଯାଉଛି ମ୍ୟୁନିସିପାଲଟି ନିର୍ବାଚନ।…

ଆସୁଛି ବର୍ଷା: ୧୫ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ଆସନ୍ତା ୧୬ ତାରିଖରୁ ୩ଦିନ ଯାଏ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ୧୬ ତାରିଖରେ ସମ୍ବଲପୁର, ନୂଆପଡ଼ା, ବରଗଡ଼, ଝରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼ରେ ସ୍ବଳ୍ପ ପରିମାଣର ବର୍ଷା ହେବ। ୧୭ ତାରିଖରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଗଜପତି,…

‘ ସରକାରଙ୍କୁ ଶାନ୍ତିରେ ବସିବାକୁ ଦେବୁ ନାହିଁ ’

କର୍ନାଲ, ୧୪।୨ : କୃଷକଙ୍କ ଦାବି ପୂରଣ ନ ହେଲେ ସରକାରଙ୍କୁ ଶାନ୍ତିରେ ବସିବାକୁ ଦେବୁ ନାହିଁ। ହରିୟାଣାର କର୍ନାଲ ଜିଲାରେ ଆୟୋଜିତ ଏକ ‘ମହାପଞ୍ଚାୟତ’ରେ ଯୋଗଦେଇ ଏହା କହିଛନ୍ତି ଭାରତୀୟ କିଷାନ ୟୁନିୟନ ନେତା ରାକେଶ ଟିକାଏତ୍‌। ନୂଆ ଚାଷୀ…

ଦେଶର ଏତିକି କଏଦୀଙ୍କ ପାଖରେ ଅଛି ଟେକ୍‌ନିକାଲ ଡିଗ୍ରୀ

ନୂଆଦିଲ୍ଲୀ, ୧୪।୨ : ପୂରା ଦେଶରେ ଏବେ ୪,୭୮,୬୦୦ କଏଦୀ ଜେଲଦଣ୍ଡ ଭୋଗୁଛନ୍ତି। ସେମାନଙ୍କ ମଧ୍ୟରୁ ୧,୩୨,୭୨୯ ଅଶିକ୍ଷିତ ଥିବାବେଳେ ୫,୬୭୭ ଜଣ କଏଦୀଙ୍କ ପାଖରେ ରହିଛି ଟେକ୍‌ନିକାଲ ଡିଗ୍ରୀ। ଏହା ଦର୍ଶାଇଛି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ (ଏମ୍‌ଏଚ୍‌ଏ) ପକ୍ଷରୁ ପ୍ରକାଶ ପାଇଥିବା…

ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଯୁବକ

ବାରିପଦା ଅଫିସ,୧୪।୨: ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଞ୍ଚଳର ଜନୈକା ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିଥିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଯୁବକ ଜଣକ ହେଲେ ଦୀନକୃଷ୍ଣ…

କିଏ ସେହି ଦିଶା ରବି, ଯାହାଙ୍କୁ ଟୁଲ୍‌କିଟ୍‌ ମାମଲାରେ ଗିରଫ କରିଛି ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୧୪।୨: ପରିବେଶକର୍ମୀ ଗ୍ରେଟା ଥନବର୍ଗ ଟୁଲକିଟ ମାମଲାରେ ଦିଲ୍ଲୀ ପୋଲିସ ରବିବାର ବେଙ୍ଗାଲୁରୁରୁ ୨୧ ବର୍ଷୀୟା ଜଳବାୟୁ କାର୍ଯ୍ୟକର୍ତ୍ତା ଦିଶା ରବିଙ୍କୁ ଗିରଫ କରିଛି। ଚାଷୀଙ୍କ ସହ ଜଡିତ ଥିବା ଟୁଲକିଟକୁ ଦିଶା ରବି ଏଡିଟ କରି ପଠାଇଥିବା ଅଭିଯୋଗ ହୋଇଛି।…

ଶିଶୁକନ୍ୟାଙ୍କ ଜୀବନ ନେଲା ପାଳଗଦା ନିଆଁ

ଝରିଗାଁ,୧୪ା୨: ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚକଲାପଦର ପଞ୍ଚାୟତର କୁସୁମବାହାଲ ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ପାଳଗଦା ନିଆଁରେ ପୋଡ଼ି ଜଣେ ୬ବର୍ଷର ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗାଁର ଡମୁ ଜାନିଙ୍କ ଝିଅ ସମ୍ବାରୀ(୬)।…

ନିଆରା ଢଙ୍ଗରେ ଭାଲେଣ୍ଟାଇନ୍ସ ଡେ’ ପାଳନ କଲେ ଯୁବଗୋଷ୍ଠୀ

ସୋନପୁର,୧୪।୨: ଫେବୃୟାରୀ ୧୪ ଭାଲେଣ୍ଟାଇନ୍ସ ଡେ। ଏହି ଦିବସକୁ ଯୁବଗୋଷ୍ଠୀ ମନଭରି ଉପଭୋଗ କରିଥିଲେ। ଚକୋଲେଟ୍‌ ଦୋକାନ, ଫୁଲ ଦୋକାନ ଓ ଗିଫ୍ଟ କର୍ଣ୍ଣରରେ ପ୍ରେମୀ ଯୁଗଳଙ୍କ ବେଶ ଭିଡ ଜମିଥିଲା। ତେବେ ସୋନପୁର ବୁଢାରାଜା ଯୁବକ ସଂଘର କର୍ମକର୍ତ୍ତାମାନେ ମାତୃ…

ଚେନ୍ନାଇ ପିଚ୍‌କୁ ନେଇ ଦୁଇ ପ୍ରାକ୍ତନ ଖେଳାଳି ମୁହାଁମୁହିଁ

ନୂଆଦିଲ୍ଲୀ, ୧୪।୨ : ଚେନ୍ନାଇଠାରେ ଚାଲିଥିବା ଦ୍ୱିତୀୟ ଟେଷ୍ଟର ପ୍ରଥମ ଦିନରୁ ହିଁ ସ୍ପିନରଙ୍କୁ ସହାୟତା ମିଳୁଛି। ୫ ଦିନିଆ ଟେଷ୍ଟର ଦ୍ୱିତୀୟ ଦିନ ସୁଦ୍ଧା ୨୧ଟି ଉଇକେଟ ପତନ ଘଟିଥିବାବେଳେ ସେଥିମଧ୍ୟରୁ ସ୍ପିନରଙ୍କ ହାତରେ ଲାଗିଛି ୧୬ଟି ଉଇକେଟ। ଏଥି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri