ଲଜ୍ଜାଜନକ ରେକର୍ଡ କଲେ କୋହଲି, ଧୋନୀଙ୍କୁ ବି ବଳିଗଲେ
ଚେନ୍ନାଇ,୧୩।୨: ଭାରତ ଓ ଭ୍ରମଣକାରୀ ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ଶନିବାରଠାରୁ ଏମ୍.ଏ. ଚିଦାମ୍ବରମ୍ ଷ୍ଟାଡିୟମରେ ଖେଳାଯାଉଛି। ଚାରି ମ୍ୟାଚ୍ ବିଶିଷ୍ଟ ଏହି ସିରିଜ୍ରେ ୦-୧ରେ ପଛୁଆ ଥିବା ଭାରତୀୟ ଦଳ ପ୍ରଥମେ ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା।…
କନ୍ୟା ସନ୍ତାନ ଜନ୍ମ ହେଲେ ସମସ୍ତ ଖର୍ଚ୍ଚ ବହନ କରିବ ଏହି ହସ୍ପିଟାଲ, ଡେଲିଭରି ନର୍ମାଲ ହେଉ କି ସିଜରିଆନ
ରାୟପୁର,୧୩।୨: ଛତିଶଗଡ଼ର ରାୟପୁରସ୍ଥିତ ବାଲାଜୀ ହସ୍ପିଟାଲକୁ ୧୨ ବର୍ଷ ପୂରିଲା। ଏହି ଅବସରରେ ହସ୍ପିଟାଲ ପ୍ରଥମଥର ପାଇଁ ନିଆରା ପଦକ୍ଷେପ ଗ୍ରହଣ କରିଛି। ଯଦି ହସ୍ପିଟାଲରେ କୌଣସି ମହିଳା କନ୍ୟା ସନ୍ତାନ ଜନ୍ମ କରନ୍ତି ତେବେ ସମସ୍ତ ଖର୍ଚ୍ଚ ହସ୍ପିଟାଲ ପ୍ରଶାସନ…
ରାଜକୁମାରୀ ଲୁକରେ ନୋରା
ମୁମ୍ବାଇ: ନୋରା ଫତେହି । ଆଜିକାଲି ଯୁବବର୍ଗଙ୍କ ପାଇଁ ଏହି ନାଁ ହିଁ ବହୁତ କିଛି । ଡ୍ୟାନ୍ସିଂ କୁଇନ୍ ତଥା ବଲିଉଡ୍ ଅଭିନେତ୍ରୀ ନୋରା ଫତେହି ତାଙ୍କ ସୁନ୍ଦରତା ପାଇଁ ଯେତିକି ଚର୍ଚ୍ଚିତ ତା’ଠାରୁ ଅଧିକ ଚର୍ଚ୍ଚିତ ତାଙ୍କ ଡ୍ୟାନ୍ସକୁ…
ମହାଜନଙ୍କ ପରିବାର ଲୋକେ ଆଖି ତାଡ଼ି ଦେଲେ
ନୟାଗଡ ଅଫିସ,୧୩।୨: ସୁଧ ବାବଦରେ ୫ ହଜାର ଟଙ୍କା କମ୍ ଦେବାକୁ କହିବାରୁ ମହାନଜଙ୍କ ପରିବାର ଲୋକେ ଜଣେ ବ୍ୟକ୍ତିଙ୍କ ଆଖି ତାଡି ଦେଇଛନ୍ତି। ନୟାଗଡ ସଦର ଥାନା ଷଠିଆପଲ୍ଲୀ ଗଁାରେ ଗୁରୁବାର ରାତିରେ ଏହି ଅମାନୁଷିକ ଘଟଣା ଘଟିଛି। ଆହତ…
ଗଲଓ୍ବାନ ଘାଟି ଯିବେ ୩୦ ଜଣିଆ ସଂସଦୀୟ ପ୍ରତିରକ୍ଷା କମିଟି
ନୂଆଦିଲ୍ଲୀ,୧୩।୨: ପୂର୍ବ ଲଦାଖର ଗଲଓ୍ବାନ ଘାଟି ଏବଂ ପୋଙ୍ଗଙ୍ଗ ହ୍ରଦ ଗସ୍ତରେ ସଂସଦୀୟ ଦଳ ଯିବେ। ଏନେଇ ଶନିବାର ସଂସଦୀୟ ପ୍ରତିରକ୍ଷା କମିଟି ଅଧ୍ୟକ୍ଷ ଜୁଏଲ୍ ଓରାମ ସୂଚନା ଦେଇଛନ୍ତି। ମେ ୧୫ ପରେ ଏହି ଗସ୍ତ କାର୍ଯ୍ୟକ୍ରମ ହେବ। କମିଟି…
ଅହିରାଜକୁ କାମୁଡ଼ି ଘାଇଲା କଲା ନେଉଳ: ଭିଡିଓ ଦେଖିଲେ…
ସଜନାଗଡ଼,୧୩।୨(ଡି.ଏନ୍.ଏ.): ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ନୀଳଗିରି ପଞ୍ଚଲିଙ୍ଗେଶ୍ୱର ଠାରେ ଏକ ବିରାଟକାୟ ଅହିରାଜ ସାପ ସହିତ ଏକ ନେଉଳର ଘମାଘୋଟ ଲଢ଼େଇ ହୋଇଥିବା ଦେଖାଯାଇଛି। ସାପଙ୍କ ମଧ୍ୟରେ ରାଜା ଅହିରାଜକୁ ଦେଖିଲେ ଯେକେହି ପଛଘୁଞ୍ଚା ଦେବ। ହେଲେ ଏକ ଛୋଟ…
ରାଜ୍ୟପାଳ ଭଗତ ସିଂଙ୍କୁ ଫେରାଇ ନେବାକୁ କେନ୍ଦ୍ରକୁ ଅନୁରୋଧ କଲେ ମହାରାଷ୍ଟ୍ର ସରକାର
ମୁମ୍ବାଇ,୧୩ ।୨: ଶିବସେନା ମହାରାଷ୍ଟ୍ରର ରାଜ୍ୟପାଳ ଭଗତ ସିଂ କୋଶିୟାରୀଙ୍କୁ ଭାଜପା ଇସାରାରେ କାର୍ଯ୍ୟ କରୁଥିବା ଅଭିଯୋଗ ଆଣିଛି । ଏହାକୁ ନେଇ ମହାରାଷ୍ଟ୍ର ସରକାର କହିଛନ୍ତି କେନ୍ଦ୍ର ସରକାର ଯଦି ଚାହୁଁଛନ୍ତି ସମ୍ବିଧାନ ଠିକ୍ ରହୁ ବୋଲି ତେବେ ସେ…
ବଲିଉଡ୍ର ବିବାଦୀୟ ଚୁମ୍ବନ, ଥାନାରେ ପହଞ୍ଚିଥିଲା ମାମଲା
ମୁମ୍ବାଇ : ଭାଲେଣ୍ଟାଇନ୍ସ ଡେ’ର ଗୋଟିଏ ଦିନ ପୂର୍ବରୁ କିସ୍ ଡେ ବା ଚୁମ୍ବନ ଦିବସ ପାଳନ କରାଯାଏ। ଚୁମ୍ବନ ପ୍ରେମର ଗଭୀରତା ସୂଚାଏ। ଆଜିକାଲି କପଲମାନେ ପରସ୍ପରକୁ ଚୁମ୍ବନ ଦେଇ ପ୍ରେମ ବ୍ୟକ୍ତ କରୁଛନ୍ତି। ବଲିଉଡ୍ର କିଛି ଫିଲ୍ମରେ ଚୁମ୍ବନ…
ନୂଆ ବିଶ୍ୱ ରେକର୍ଡ କଲେ ରୋହିତ ଶର୍ମା, ମାର୍ଟିନ- ଗେଲଙ୍କୁ ପଛରେ ପକାଇଲେ
ଚେନ୍ନାଇ,୧୩।୨: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟର ପ୍ରଥମ ଦିନରେ ହିଟ୍ମ୍ୟାନ୍ ଜବରଦସ୍ତ ବ୍ୟାଟିଂ କରୁଛନ୍ତି। ୧୩୦ ବଲ୍ ଖେଳି ସେ ନିଜ କ୍ୟାରିୟରର ୭ମ ଶତକ ପୂରଣ କରିଛନ୍ତି। ୧୪ ଚଉକା ଏବଂ ୨ ଛକା ବଳରେ ସେ ଏହା କରିଛନ୍ତି।…
ଧାନ କିଣାରେ ଅବ୍ୟବସ୍ଥାକୁ ନେଇ ଭାଜପା କର୍ମୀଙ୍କ ରାସ୍ତାରୋକୋ
ବଲାଙ୍ଗୀର ଅଫିସ, ୧୩।୨: ଧାନ କିଣାରେ ଅବ୍ୟବସ୍ଥାକୁ ନେଇ ବଲାଙ୍ଗୀର ସହର ଗାନ୍ଧୀନଗରପଡା ୨୬ ନମ୍ବର ଜାତୀୟ ରାଜପଥର ବଲାଙ୍ଗୀର-ସମ୍ବଲପୁର ରୋଡକୁ ଭାଜପା ପକ୍ଷରୁ ୩ ଘଣ୍ଟା ବନ୍ଦକରାଯାଇଛି। ସକାଳ ୧୦ ଟାରୁ ମଧ୍ୟାହ୍ନ ୧ଟା ପର୍ଯ୍ୟନ୍ତ ଏହି ଆନ୍ଦୋଳନ ହୋଇଥିଲା…
ବର୍ଷାରାଣୀରେ ଲାଗିଲା ନିଆଁ
ରାୟଗଡ଼ା ଅଫିସ,୧୩।୨: ରାୟଗଡ଼ା-କୋରାପୁଟ ରାସ୍ତା ସିରିକଣା ତାରିଣୀ ମନ୍ଦିର ନିକଟରେ ଶୁକ୍ରବାର ବିଳମ୍ବତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଯାତ୍ରୀବାହୀ ବସ୍ ବର୍ଷାରାଣୀରେ ଅଗ୍ନିକାଣ୍ଡ ଘଟି ବସ୍ଟି ସମ୍ପୂର୍ଣ୍ଣ ଜଳିଯାଇଛି। ଏଥିରେ କେହି ମୃତାହତ ହୋଇ ନ ଥିବା ବେଳେ…
ଚେନ୍ନାଇ ଟେଷ୍ଟରେ ହିଟ୍ମ୍ୟାନ୍ ‘ହିଟ୍’
ନୂଆଦିଲ୍ଲୀ,୧୩।୨: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଚମକିଛନ୍ତି ହିଟ୍ମ୍ୟାନ୍ ରୋହିତ ଶର୍ମା। ଶନିବାର ଚେନ୍ନାଇ ଟେଷ୍ଟର ପ୍ରଥମ ଦିନରେ ରୋହିତ ନିଜ କ୍ୟାରିୟରର ୭ମ ଶତକ କରିଛନ୍ତି। ଏହା ଇଂଲଣ୍ଡ ବିପକ୍ଷରେ ତାଙ୍କର ପ୍ରଥମ ଶତକ। ତେବେ ୧୩୦ ବଲ୍ରେ ହିଟ୍ମ୍ୟାନ୍…
Archives


