ଜାଣନ୍ତି ଏହି ସ୍ଥାନରେ ଗ୍ରୀଷ୍ମ ଦିନରେ ବି ହୋଇଥାଏ ପ୍ରବଳ ବର୍ଷା
ସମଗ୍ର ଦେଶରେ ମୌସୁମୀ ଏବଂ ପୂର୍ବ ମୌସୁମୀ ବର୍ଷା ପ୍ରତିଦିନ ହୋଇଥାଏ। ପାଣିପାଗ ବିଭାଗ ଦ୍ୱାରା ପ୍ରତିଦିନ ବର୍ଷା ସତର୍କ ସୂଚନା ଜାରି କରାଯାଉଛି। ବର୍ତ୍ତମାନ ଦେଶର ଅଧିକାଂଶ ଭାଗରେ ଦକ୍ଷିଣ-ପଶ୍ଚିମ ମୌସୁମୀ ସକ୍ରିୟ ହୋଇଛି। କିନ୍ତୁ ଏହାର ଗତି ଉତ୍ତର…
ଏତିକି ଟଙ୍କାର ଶାଢି ପିନ୍ଧି ଚର୍ଚ୍ଚାରେ ଅଭିନେତ୍ରୀ
ବଲିଉଡ୍ ଅଭିନେତ୍ରୀ ଉର୍ବଶୀ ରୌତେଲା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏଥର ସେ ନବବଧୂ ପରି ସଜେଇ ହୋଇ ଦର୍ଶକଙ୍କ ହୃଦୟ ଜିତିଛନ୍ତି। ଉର୍ବଶୀ ନିଜ ଇନ୍ଷ୍ଟାଗ୍ରାମରେ ଏକ ପାରମ୍ପରିକ ଲୁକ୍ରେ ଫଟୋ ଶେୟାର କରିଛନ୍ତି। ଫଟୋରେ ସେ ଏକ ଗୁଜରାଟର…
ବର୍ଷାଦିନିଆ ସଂକ୍ରମଣରୁ ମୁକ୍ତି ପାଇଁ ଖାଆନ୍ତୁ ଏହି ସବୁ ଜିନିଷ
ବର୍ଷାଦିନେ ସଂକ୍ରମଣ ସମସ୍ୟା ଅଧିକ ଦେଖାଯାଇଥାଏ। ଏ ନେଇ ଆମର ପୂର୍ବରୁ ପ୍ରସ୍ତୁତ ନ ହେବା ଫଳରେ ଅନେକ ସମସ୍ୟା ଉପୁଜିଥାଏ। ବଦଳୁଥିବା ସିଜନ୍ରେ ନିଜକୁ ସୁସ୍ଥ ଓ ସଂକ୍ରମଣରୁ ମୁକ୍ତ ରଖିବା ପାଇଁ ଖାଦ୍ୟପେୟ ଉପରେ ବିଶେଷ ଧ୍ୟାନ ଦେବାକୁ…
ଭାରତ ହାତକୁ ଆସୁନି ଆଇସିସି ଟ୍ରଫି
ନୂଆଦିଲ୍ଲୀ,୨୩।୬: ଅନ୍ତିମ ଥର ୨୦୧୩ରେ ଟିମ୍ ଇଣ୍ଡିଆ ହାତେଇଥିଲା ଆଇସିସି ଟ୍ରଫି। ତା’ ପରଠୁ ଖେଳାଯାଇଥିବା ୪ଟି ଆଇସିସି ଟୁର୍ନାମେଣ୍ଟରେ ଭାରତୀୟ ଦଳ ଫାଇନାଲ କିମ୍ବା ସେମିଫାଇନାଲରେ ଖେଳିଆସୁଛି। ହେଲେ ହାତକୁ ଆସୁନି ଆଇସିସି ଟ୍ରଫି। ୨୦୧୪ରେ ଟି୨୦ ବିଶ୍ୱକପ୍ ଫାଇନାଲରେ…
ସାଇକେଲ ଚାଳକଙ୍କୁ ଧକ୍କା ଦେଇ ଗାଡ଼ି ଫେରାର
ଝାରସୁଗୁଡା ଅଫିସ୍,୨୩।୬: ଝାରସୁଗୁଡା ସଦର ଥାନା ଅଧୀନ ୪୯ ନମ୍ବର ଜାତୀୟ ରାଜପଥ ଏଚ୍ କଂଟାପାଲି ଛକରେ ଏକ ଗାଡି ଧକ୍କାରେ ଜଣେ ସାଇକେଲ ଚାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମାଳିଡିହି ଗ୍ରାମର ଉମେଶ ଚନ୍ଦ୍ର ପଟେଲ(୬୨)। ପୋଲିସ ମୃତଦେହ…
କୃଷି ଯନ୍ତ୍ରପାତି ବିକ୍ରି ଆଳରେ ୩.୫କୋଟି ରିହାତି ହଡ଼ପ
ବରଗଡ଼ ଅଫିସ୍,୨୩।୬: କୃଷି ଯନ୍ତ୍ରପାତି ବିକ୍ରି ଆଳରେ ରିହାତି ତୋଷରପାତ ଭଳି ଏକ ବଡ଼ ଧରଣର ଅନିୟମିତତା କ୍ରାଇମବ୍ରାଞ୍ଚ ଆର୍ଥିକ ଅପରାଧ ଶାଖା ହାତରେ ଲାଗିଛି। ଜାଲିଆତି କରି ସାଢ଼େ ୩ କୋଟି ଟଙ୍କାର ସରକାରୀ ରିହାତି ତୋଷରପାତ କରିଥିବା ଅଭିଯୋଗରେ…
୧୦୦ ସ୍ବର୍ଣ୍ଣ ମୁଦ୍ରା, ଜାଗା, କାର୍ ନେଲା ପରେ ମଧ୍ୟ ଝିଅକୁ ମାରିଦେଲେ
ଥିରୁଭାନ୍ଥପୁରମ,୨୩।୬: ଯୌତୁକ ନିର୍ଯାତନା ଦିଆଯାଉଥିବା ଫଟୋ ପରିବାର ଲୋକଙ୍କୁ ହ୍ବାଟ୍ସଆପ କରିଥିବା ୨୪ ବର୍ଷୀୟା ମହିଳାଙ୍କ ମୃତଦେହ ସ୍ବାମୀଙ୍କ ଘରୁ ମିଳିଛି। ଆୟୁର୍ବେଦିକ ମେଡିସିନ ଛାତ୍ରୀ ବିସମାୟା ନାୟର ହ୍ବାଟ୍ସଆପ୍ ମେସେଜ ଜରିଆରେ ସ୍ବାମୀଙ୍କ ବିରୋଧରେ ଯୌତୁକ ନିର୍ଯାତନା ଅଭିଯୋଗ ଆଣିଥିଲେ।…
୮ ବର୍ଷ ହେଲା ବନ୍ଦ ଥିବା ଷ୍ଟାଡିୟମ କାମ ଶେଷ କର
ଝାରସୁଗୁଡ଼ା ଅଫିସ,୨୩ା୬: ଏମ୍ସିଏଲ୍ ସିଏସ୍ଆର୍ ପାଣ୍ଠିରୁ ୮କୋଟି ଟଙ୍କା ବ୍ୟୟରେ ୨୦୧୩-୧୪ରୁ ଝାରସୁଗୁଡ଼ା ମାଳିମୁଣ୍ଡାଠାରେ ଷ୍ଟାଡିୟମ ନିର୍ମାଣ ଚାଲିଛି। ଅର୍ଥାଭାବରୁ ଦୀର୍ଘଦିନ ହେଲାଣି ଏହା ଅର୍ଦ୍ଧନିର୍ମିତ ଅବସ୍ଥାରେ ପଡିରହିଛି। ଫଳରେ ରାଜ୍ୟ ଓ ଜିଲାର କ୍ରୀଡା ପ୍ରେମୀ ଖେଳକୁଦରୁ ବଞ୍ଚିତ ହେଉଛନ୍ତି।…
ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ର ଶ୍ରେଷ୍ଠ ବୋଲର ଅଶ୍ୱିନ
ସାଉଥାମ୍ପଟନ,୨୩।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି)ରେ ସବୁଠୁ ସଫଳତମ ବୋଲର ଆଖ୍ୟା ପାଇଛନ୍ତି ଭାରତର ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ। ଦୁଇ ବର୍ଷ ଧରି ଖେଳାଯାଇଥିବା ଡବ୍ଲ୍ୟୁଟିସିରେ ସର୍ବାଧିକ ଉଇକେଟ ହାତେଇଛନ୍ତି ଏହି କିମ୍ବଦନ୍ତୀ ସ୍ପିନର। ଫାଇନାଲରେ ଡେଭନ କନଓ୍ବେଙ୍କୁ ଆଉଟ୍…
‘ମେଣ୍ଟ ପାଇଁ ମାୟାବତୀ, କଂଗ୍ରେସ ଅନଫିଟ୍’
ନୂଆଦିଲ୍ଲୀ,୨୩।୬: ଆଗାମୀ ବର୍ଷ ହେବାକୁ ଥିବା ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ଲାଗି ଆମେ ଛୋଟ ଦଳ ସହ ମେଣ୍ଟ କରିବୁ। କିନ୍ତୁ ମାୟାବାତୀଙ୍କ ବହୁ ଜନ ସମାଜବାଦୀ ପାର୍ଟି (ବିଏସ୍ପି) ଓ କଂଗ୍ରେସ ସହ ମେଣ୍ଟ କରିବୁ ନାହିଁ। ମେଣ୍ଟ…
‘ଆମ ପାଇଁ ୪ରୁ ୬ ସପ୍ତାହ ଗୁରୁତ୍ୱପୂର୍ଣ୍ଣ’
ଭୁବନେଶ୍ୱର,୨୩।୬(ବ୍ୟୁରୋ): କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ ଏବେ ‘ଡେଲ୍ଟା ପ୍ଲସ୍’ ଭାରିଆଣ୍ଟକୁ ନେଇ ଚିନ୍ତା ବଢ଼ିଲାଣି। ଓଡ଼ିଶାରେ ଏ ପର୍ଯ୍ୟନ୍ତ କୌଣସି ଡେଲ୍ଟା ପ୍ଳସ୍ ଆକ୍ରାନ୍ତ ଚିହ୍ନଟ ହୋଇ ନ ଥିଲେ ମଧ୍ୟ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର…
ଭାରତକୁ ଆଶା ଦେଲେ ଅଶ୍ୱିନ
ସାଉଥାମ୍ପଟନ,୨୩।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲ ରୋମାଞ୍ଚକ ମୋଡ଼ ନେଉଛି। ୧୩୯ ରନ୍ର ବିଜୟ ଲକ୍ଷ୍ୟର ପିଛା କରୁଥିବା ନ୍ୟୁଜିଲାଣ୍ଡକୁ ଡବଲ୍ ଝଟକା ଦେଇଛନ୍ତି ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ। ପ୍ରଥମେ ୧୪ ତମ ଓଭରରେ ଅଶ୍ୱିନ ନ୍ୟୁଜିଲାଣ୍ଡ ଓପନର ଟମ…

