Home Left

ଆମେରିକା-ଇରାନ ମଧ୍ୟରେ କେବେ ଶେଷ ହେବ ଯୁଦ୍ଧ? ସମୟସୀମା ସ୍ଥିର କଲେ ଟ୍ରମ୍ପ! ଏହି ଦିନ…

ଓ୍ବାଶିଂଟନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆମେରିକା ପ୍ରଥମ ଥର ପାଇଁ ସ୍ପଷ୍ଟ ଭାବରେ ସୂଚିତ କରିଛି ଯେ ଇରାନ ବିରୁଦ୍ଧରେ ଏହାର ସାମରିକ ଅଭିଯାନ ଦୀର୍ଘ ସମୟ ପର୍ଯ୍ୟନ୍ତ ଚାଲିବ ନାହିଁ। ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ କହିଛନ୍ତି…

IPL 2026 ର ପ୍ରାରମ୍ଭିକ ମ୍ୟାଚରୁ ବାଦ ପଡ଼ିଲେ ଧୋନୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ନୂଆଦିଲ୍ଲୀ,୨୮।୩: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ଆଜି ଅର୍ଥାତ୍‌ ଶନିବାର, ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି। ଟୁର୍ଣ୍ଣାମେଣ୍ଟର ଉଦଘାଟନୀ ମ୍ୟାଚ ଶନିବାର RCB ଏବଂ ହାଇଦ୍ରାବାଦ ମଧ୍ୟରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହା ପୂର୍ବରୁ, ଚେନ୍ନାଇ ସୁପର କିଙ୍ଗସର…

ଏହି ଦିନଠୁ ଆରମ୍ଭ ଐତିହାସିକ ଚନ୍ଦନ ଯାତ୍ରା: ଉଠିଲା ଶୁଭଖୁଣ୍ଟ

ଗଞ୍ଜାମ,୨୮।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡର କରଣ ସାହି ସ୍ଥିତ ଶ୍ରୀ ଶ୍ରୀ ମଦନ ମୋହନ ଗୋପାଳ ସ୍ବାମୀଙ୍କ ପୀଠରେ ଚଳିତ ମାସ ୨୦ରୁ ଐତିହାସିକ ଚନ୍ଦନ ଯାତ୍ରା ଆରମ୍ଭ ହେବାକୁ ଯାଉଛି । ଏହି ଯାତ୍ରା ଏପ୍ରିଲ…

କାର ଉପରେ ପଡ଼ିଲା ଗଛ: ଆଉ ତା’ପରେ ଘଟିଲା…

ପାଟଣା,୨୮।୩(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମର କ୍ଷେତ୍ରବାସୀ ବାରିକଙ୍କ ଘର ବାହାରେ ଥିବା ଏକ କୋଳି ଗଛ କାର ଉପରେ ପଡ଼ି କାରଟି ଚୁରମାର ହୋଇ ଭାଙ୍ଗିଯାଇଛି। ସୂଚନା ଯେ, ଶୁକ୍ରବାର ବିଳମ୍ବିତ…

ଓକିଲ ସଂଘ ନିର୍ବାଚନ: ମଇଦାନରେ ୬ ପ୍ରାର୍ଥୀ, ସରଗରମ କୋର୍ଟ ପରିସର

ପୁରୁଷୋତ୍ତମପୁର,୨୮।୩ (ସବିତା ମିଶ୍ର): ସାରା ରାଜ୍ୟରେ ଓକିଲ ସଂଘ ନିର୍ବାଚନ ଚାଲିଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର କୋର୍ଟ ପରିସରରେ ନିର୍ବାଚନ ଉଷ୍ମତା ସରଗରମ ହୋଇଉଠିଛି । ବିଭିନ୍ନ ପଦବୀ ଲାଗି ମଇଦାନରେ ରହିଥିବା ୬ ଜଣ ପ୍ରାର୍ଥୀ ନିଜ…

କେସିଙ୍ଗା ରେଳ ଷ୍ଟେଶନ ପରିଦର୍ଶନ କଲେ ସମ୍ବଲପୁର ରେଳ ପ୍ରବନ୍ଧକ: ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୨୮।୩(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ପ୍ରବନ୍ଧକ କେସିଙ୍ଗା ରେଳ ଷ୍ଟେଶନକୁ ଶନିବାର ପରିଦର୍ଶନ କରି ଷ୍ଟେଶନର ବିଭିନ୍ନ ସମସ୍ୟା ଉପରେ ତଦନ୍ତ କରିଥିଲେ। ଏହି ଷ୍ଟେଶନରେ ଯାତ୍ରୀଙ୍କ ପାଇଁ ବିଶେଷ ସୁବିଧା ନ ଥିବାରୁ ଯାତ୍ରୀମାନେ ବହୁତ ହଇରାଣ ହେଉଛନ୍ତି। ରେଳ…

ଘରକୁ ଫେରୁଥିଲେ ଶ୍ରମିକ, ଧକ୍କା ଦେଲା ଟ୍ରାଭେଲର: ଆଉ ତା’ପରେ…

ଲୋଇସିଂହା,୨୮।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା- ବଲାଙ୍ଗୀର ରାସ୍ତାର ସରଗାଡରେ ଏକ ଅଜଣା ଗାଡ଼ି ଧକ୍କାରେ ଶନିବାର ଭୋର ସକାଳୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତ ଶ୍ରମିକ ଜଣକ ହେଲେ ସରଗାଡ ଗାଁର ତିରୋଲି ନାଗ (୫୨)। ଏହି…

ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ: ମଇଦାନରେ ଅଛନ୍ତି ଏମାନେ, ଆଜି ଫଳାଫଳ ଘୋଷଣା

ଦିଗପହଣ୍ଡି,୨୮।୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାର ଶାନ୍ତି ଶୃଙ୍ଖଳାର ସହ ମତଦାନ ଚାଲିଛି। ଧାର୍ଯ୍ୟ ନିର୍ଦ୍ଧାରିତ ସମୟ ଅନୁଯାୟୀ ସକାଳ…

ଦାରିଙ୍ଗବାଡିରେ କାଳବୈଶାଖୀ ପ୍ରଭାବ: ୧୫ ଘଣ୍ଟା ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତବାସୀ

ଦାରିଙ୍ଗବାଡି, ୨୮।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ କଳାବୈଶାଖୀର ପ୍ରଭାବରେ ପବନ ବୋହିବା ସହ ବିଜୁଳି ଘଡଘଡି ସହ ବର୍ଷା ହୋଇଥିଲା ମାତ୍ର ଅଧଘଣ୍ଟା ଧରି ଏଭଳି ବର୍ଷା ହୋଇଥିଲା। ତେବେ ଦାରିଙ୍ଗବାଡି ଅଞ୍ଚଳରେ କଳାବୈଶାଖୀ…

ମୋଦି-ଟ୍ରମ୍ପଙ୍କ ଫୋନ କଲ୍‌ରେ ଏଲନ ମସ୍କଙ୍କ ଉପସ୍ଥିତିକୁ ନେଇ କୂଟନୈତିକ ମହଲରେ ହଇଚଇ

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଉପରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ହୋଇଥିବା ଫୋନ ଆଲୋଚନା ବହୁତ ଚର୍ଚ୍ଚା ସୃଷ୍ଟି କରୁଛି। କିନ୍ତୁ ଏହି ଆଲୋଚନା ଅପେକ୍ଷା, ଉଭୟଙ୍କ ମଧ୍ୟରେ ସମ୍ପର୍କ ହେଉଛି ଏଲନ ମସ୍କ। ଏକ ରିପୋର୍ଟ ଦାବି…

ବାଇକ୍‌ରେ ଯାଉଥିଲେ ଉପରେ ପଡ଼ିଲା ଗଛ: ଆଉ ତା’ପରେ…

ବାରିପଦା,୨୮।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାର ଆଖପାଖ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଝଡ ତୋଫାନ ଓ ପ୍ରବଳ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ପୃଥକ ସ୍ଥାନରେ ୨ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୩ ଜଣ ଆହତ ହୋଇଛନ୍ତି। ମୃତକଦ୍ବୟ ହେଲେ…

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ମରାମତି କାର୍ଯ୍ୟ ହୋଇପାରି ନାହିଁ। ଉକ୍ତ ରାସ୍ତା ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?