ଧାନକିଣା ଅନିୟମିତତାର ତଦନ୍ତ ଦାବି
ଖୋର୍ଦ୍ଧା ଅଫିସ,୧୨।୨: ଚଳିତ ବର୍ଷ ଖୋର୍ଦ୍ଧା ଜିଲାରେ ଖରିଫ ଧାନ କିଣାରେ ବ୍ୟାପକ ଦୁର୍ନୀତି ହେଉଥିବା ଅଭିଯୋଗ ଉଠିଛି। ଦୁର୍ନୀତି ପଛରେ ପ୍ରାଥମିକ ସେବା ସମବାୟ ସମିତି(ପ୍ୟାକ୍ସ) ସମ୍ପାଦକଙ୍କ ହାତ ରହିଛି। ସମିତି ସମ୍ପାଦକ ଏବଂ ମିଲର୍ସଙ୍କ ମଧୁଚନ୍ଦ୍ରିକାରେ ଧାନକିଣା ଚାଲିଛି।…
୧୫ରୁ ହାଇକୋର୍ଟରେ ସିଧାସଳଖ ଶୁଣାଣି
କଟକ ଅଫିସ,୧୨।୨: ଆସନ୍ତା ୧୫ ତାରିଖରୁ ହାଇକୋର୍ଟ ସ୍ବାଭାବିକ ଭାବେ କାର୍ଯ୍ୟ କରିବ। କରୋନା ମହାମାରୀ ଯୋଗୁ ହାଇକୋର୍ଟରେ ବିଭିନ୍ନ ମାମଲାର ଶୁଣାଣି ଭର୍ଚୁଆଲ ମାଧ୍ୟମରେ ହେଉଥିଲା। ଏଥିପାଇଁ ହାଇକୋର୍ଟ ରେଜିଷ୍ଟ୍ରାରଙ୍କ ପକ୍ଷରୁ ଗୁରୁବାର ଏସ୍ଓପି ଜାରି କରାଯାଇଛି। କୋର୍ଟ କାର୍ଯ୍ୟ…
ପ୍ରଧାନମନ୍ତ୍ରୀ ମୋଦି ଭାରି ଭୟାଳୁ
ନୂଆଦିଲ୍ଲୀ,୧୨।୨: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ସକାଳୁ ଭାଜପା ଉପରେ ବର୍ଷିଛନ୍ତି। ଏକ ଖବରଦାତା ସମ୍ମିଳନୀ କରି ସେ ଭାରତ-ଚାଇନା ସୀମା ବିବାଦ ମାମଲାରେ ରାହୁଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭୟାଳୁ ବୋଲି କହିଛନ୍ତି। ମୋଦି ଦେଶର ପବିତ୍ର ଜମିକୁ…
ଗୁଣ୍ଡିଚା ମନ୍ଦିର ରତ୍ନସିଂହାସନ ନିଲାମକୁ ବିରୋଧ
ପୁରୀ ଅଫିସ,୧୨।୨: ଶ୍ରୀଗୁଣ୍ଡିଚା ମନ୍ଦିର ରତ୍ନସିଂହାସନ ନିଲାମକୁ ବିରୋଧ କରାଯାଇଛି। ଶ୍ରୀମନ୍ଦିର ପ୍ରଶାସନ ନିଲାମରେ ଦେଉଥିବା ଶ୍ରୀଗୁଣ୍ଡିଚା ରତ୍ନସିଂହାସନ ସୁରକ୍ଷିତ ନୁହେଁ ବୋଲି ଅଭିଯୋଗ ଉଠିଛି। ଶ୍ରୀଗୁଣ୍ଡିଚା ମନ୍ଦିର ନିଲାମ ହେବା କାରଣରୁ ରତ୍ନସିଂହାସନ କ୍ରମଶଃ ଅସୁରକ୍ଷିତ ହେବାରେ ଲାଗିଛି। ବର୍ଷ…
ପୁରୀ ପ୍ରବେଶ ପଥ, ବେଳାଭୂମିରେ କଡ଼ା ସୁରକ୍ଷା
ପୁରୀ ଅଫିସ,୧୨।୨: ଶ୍ରୀମନ୍ଦିରରେ କଟକଣାମୁକ୍ତ ଧାଡ଼ି ଦର୍ଶନ ଆରମ୍ଭ ହେବା ପୂର୍ବରୁ ଗୁରୁବାର ପୁରୀ ପୋଲିସ ଡ୍ରାଏ ମକ୍ଡ୍ରିଲ କରିଛି। ମାତ୍ରାଧିକ ଗହଳିକୁ କିଭଳି ଭାବେ ନିୟନ୍ତ୍ରଣ କରାଯିବ, ଜରୁରିକାଳୀନ ସ୍ଥିତିରେ ଡାକ୍ତରୀ ସୁବିଧା ପାଇଁ ରୋଗୀଙ୍କୁ ସ୍ଥାନାନ୍ତର ଓ ଶୃଙ୍ଖଳିତ…
ଟୋକନ୍ ଅଛି, ଧାନ କିଣା ହେଉନି
ପୁରୀ ଅଫିସ,୧୨।୨: ଟୋକନ୍ ମିଳିସାରିଛି, ମାତ୍ର ଧାନ ବିକ୍ରି ହୋଇ ପାରୁନାହିଁ। ଏ ନେଇ ଗୁରୁବାର ଗୋପ ବ୍ଲକ୍ର ଛଇତନା ଓ ଇତିଭୂଆଁ ଗ୍ରାମପଞ୍ଚାୟତର ଚାଷୀମାନେ ଜିଲାପାଳ ସମର୍ଥ ବର୍ମାଙ୍କୁ ଅଭିଯୋଗପତ୍ର ଦେଇଛନ୍ତି। ଅଭିଯୋଗ ଅନୁଯାୟୀ, ଛଇତନା ସମବାୟ ସମିତି ମଣ୍ଡିରେ…
୨୮ କୋଟିର ପ୍ରକଳ୍ପ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର(ବ୍ୟୁରୋ),୧୨।୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଭିଡିଓ କନଫରେନ୍ସ ଜରିଆରେ ହିଞ୍ଜିଳି ପୌର ପରିଷଦ ଅଞ୍ଚଳରେ ୨୮ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ପ୍ରକଳ୍ପର ଉଦ୍ଘାଟନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ପିଲାମାନେ ହେଉଛନ୍ତି ଏ ଜାତିର ଏ ଦେଶର ଭବିଷ୍ୟତ। ଶିକ୍ଷା ହେଉଛି…
ଗହୀରମଥାରେ ୩୦୦ ଡଲ୍ଫିନଙ୍କ ଜଳକ୍ରୀଡ଼ା
ରାଜନଗର,୧୨।୨(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଜଳରାଶିରେ ୩୦୦ ଡଲ୍ଫିନ ଜଳକ୍ରୀଡ଼ା କରୁଥିବା ଦେଖିବାକୁ ମିଳିଛି। ଏକଦା ଡଲ୍ଫିନଙ୍କ ଜଳକ୍ରୀଡ଼ା ସ୍ଥାନ ଭାବେ ଓଡ଼ିଶାର ଚିଲିକା ପରିଚିତ ଥିଲା। ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ଡଲ୍ଫିନଙ୍କ ସଂଖ୍ୟା ବୃଦ୍ଧି ପ୍ରାଣୀବିଜ୍ଞାନୀଙ୍କ ମଧ୍ୟରେ…
ଭାଜପାରେ ସାମିଲ ହେବା ଖବରକୁ ନେଇ ମୁହଁ ଖୋଲିଲେ ଗୁଲାମ ନବୀ ଆଜାଦ୍
ନୂଆଦିଲ୍ଲୀ,୧୨।୨: କଂଗ୍ରେସ ନେତା ଗୁଲାମ ନବୀ ଆଜାଦଙ୍କ ରାଜ୍ୟ ସଭା କାର୍ଯ୍ୟକାଳ ଶେଷ ହୋଇଛି। ବିଦାୟ ଦିନ ଆଜାଦଙ୍କ ପାଇଁ ଭାବପ୍ରବଣ ହୋଇପଡିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦ। ଏହାକୁ ନେଇ ଅନେକ ପ୍ରଶ୍ନ ଉଠିଛି। ଏଥି ସହିତ ଭବିଷ୍ୟତ ରାଜନୀତିରେ ମଧ୍ୟ…
ଇ-ବିଧାନସଭା ହେବ ଷଷ୍ଠ ଅଧିବେଶନ
ଭୁବନେଶ୍ୱର,୧୨।୨ (ବ୍ୟୁରୋ): ଷୋଡ଼ଶ ବିଧାନସଭାର ଷଷ୍ଠ ଅଧିବେଶନ ସମ୍ପୂର୍ଣ୍ଣ ଇ-ବିଧାନସଭା ରୂପେ କାର୍ଯ୍ୟ କରିବ। ଏ ସମ୍ପର୍କରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୁରୁବାର ଏକ ଉଚ୍ଚସ୍ତରୀୟ ବୈଠକ ଡାକି ସମୀକ୍ଷା କରିଛନ୍ତି। ରାଜ୍ୟପାଳଙ୍କ ଅଭିଭାଷଣଠାରୁ ଆରମ୍ଭକରି ବଜେଟ ଉପସ୍ଥାପନ, ବିଧାନସଭା ସଦସ୍ୟମାନଙ୍କ…
ଗୋଟିଏ ସିଗାରେଟ ବଦଳାଇ ଦେଇଥିଲା ଏହି ପ୍ରସିଦ୍ଧ ଅଭିନେତାଙ୍କ ଜୀବନ
ବଲିଉଡ୍ର ଆଙ୍ଗ୍ରି ମ୍ୟାନ୍ ଭାବେ ପରିଚିତ ପ୍ରାନ୍ଙ୍କ ଆଜି ୧୦୧ତମ ଜନ୍ମଦିବସ। ୧୯୨୦ ମସିହା ଫେବୃୟାରୀ ୨୦ରେ ସେ ପୁରୁଣା ଦିଲ୍ଲୀର ବଲ୍ଲୀମାରା ଅଞ୍ଚଳରେ ଜନ୍ମଗ୍ରହଣ କରିଥିଲେ। ସେ ଆଂସୁ ବନ୍ ଗଏ ମୁସ୍କାନ, ଉପକାର ଏବଂ ବେଇମାନ ପିଲ୍ମ ପାଇଁ…
ଦେଶ ମଧ୍ୟରେ ଉଡ଼ାଣ ଲାଗି ବିମାନ ଭଡ଼ା ବୃଦ୍ଧି
ନୂଆଦିଲ୍ଲୀ: ଦେଶ ମଧ୍ୟରେ ଉଡ଼ାଣ ଲାଗି ବିମାନ ଭଡ଼ାରେ ୩୦% ଯାଏ ବୃଦ୍ଧି ହୋଇଛି। ବିଭିନ୍ନ ରୁଟ୍ରେ ଯାତ୍ରା ଲାଗି ସରକାର ସର୍ବନିମ୍ନ ଏବଂ ସର୍ବୋଚ୍ଚ ଭଡ଼ା କ୍ଷେତ୍ରରେ ପ୍ରାୟ ୩୦% ବୃଦ୍ଧି କରିଛନ୍ତି। ସେହିଭଳି ଚଳିତ ବର୍ଷ ମାର୍ଚ୍ଚ ୩୧…
Archives


