Home Left

ଆଜି କୋଟିଆ ଶୁଣାଣି

ନୂଆଦିଲ୍ଲୀ, ୧୨।୨:କୋରାପୁଟ୍‌ ଜିଲାର କୋଟିଆ ପଞ୍ଚାୟତ ଅନ୍ତର୍ଗତ ୩ଟି ଗାଁରେ ଆନ୍ଧ୍ରପ୍ରଦେଶ ସରକାର ନିର୍ବାଚନ କରାଉଥିବାରୁ ଏହା ବିରୋଧରେ ଓଡ଼ିଶା ସରକାର ସୁପ୍ରିମକୋର୍ଟରେ ଅଦାଲତ ଅବମାନନା ନେଇ ପିଟିଶନ ଦାଏର କରିଥିଲେ। ପ୍ରଧାନ ବିଚାରପତି ଏସ୍‌.ଏ. ବୋବ୍‌ଡେଙ୍କ ଅଧ୍ୟକ୍ଷତାରେ ୩ ଜଣିଆ…

ଗ୍ରାହକଙ୍କୁ ଠକୁଛନ୍ତି ପେଟ୍ରୋଲ ପମ୍ପ

ନୂଆଦିଲ୍ଲୀ,୧୨।୨:ଦେଶ ମଧ୍ୟରେ ପେଟ୍ରୋଲ ଏବଂ ଡିଜେଲ ଦର ଲଗାତର ବଢ଼ିଚାଲିଛି। ଏବେ ଇନ୍ଧନ ଦର ସର୍ବୋଚ୍ଚ ସ୍ତରରେ ରହିଛି। ଏଭଳି ସ୍ଥିତିରେ କମ୍ପଟ୍ରୋଲର ଆଣ୍ଡ୍‌ ଅଡିଟର ଜେନେରାଲ(ସିଏଜି) ଦେଶର ତୈଳ କମ୍ପାନୀଗୁଡ଼ିକର କାର୍ଯ୍ୟଧାରାକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ପେଟ୍ରୋଲ ଏବଂ ଡିଜେଲର…

କୃଷ୍ଣସାର ଶିକାର ମାମଲା: ସଲମାନ ଆଶ୍ୱସ୍ତ

ନୂଆଦିଲ୍ଲୀ, ୧୧।୨: କୃଷ୍ଣସାର ଶିକାର ମାମଲାରେ ବଲିଉଡ୍‌ ଷ୍ଟାର ସଲମାନ ଖାନଙ୍କ ବିରୋଧରେ ରାଜସ୍ଥାନ ସରକାରଙ୍କ ପକ୍ଷରୁ ଦାୟର ହୋଇଥିବା ଯାଚିକାକୁ ଗୁରୁବାର ଜୋଧପୁର ଜିଲା ଓ ସେସନ୍ସ କୋର୍ଟ ଖାରଜ କରିଦେଇଛନ୍ତି। ଫଳରେ ସଲମାନଙ୍କୁ ଆଶ୍ୱସ୍ତି ମିଳିଛି। ଏହି ମାମଲାରେ…

ଲାଭଦାୟକ ଗ୍ରୀନ ଟି

ନିୟମିତ ଗ୍ରୀନ ଟି ପିଇବା ସ୍ୱାସ୍ଥ୍ୟପକ୍ଷେ ଲାଭଦାୟକ ବୋଲି କୁହାଯାଏ । ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ କହିବା କଥା ହେଲା ନିୟମିତ ଗ୍ରୀନ ଟି ପଇଲେ ଏହା ମନ, ହୃଦୟ ଓ ସମ୍ପୂର୍ଣ୍ଣ ଶରୀର ଉପରେ ଭଲ ପ୍ରଭାବ ପକାଇଥାଏ । ଏହା…

ଓଡ଼ିଶାରେ ଆନ୍ଧ୍ରପ୍ରଦେଶର ନିର୍ବାଚନ ପ୍ରଚାର

ପାତ୍ରପୁର,୧୨ା୨: ଆନ୍ଧ୍ରପ୍ରଦେଶରେ ଆସନ୍ତା ୧୩ ତାରିଖରେ ପଞ୍ଚାୟତ ନିର୍ବାଚନ ହେବାକୁ ଥିବା ବେଳେ ଗୁରୁବାର ଥିଲା ପ୍ରଚାରର ଶେଷ ଦିନ। ଗଞ୍ଜାମ ଜିଲା ପାତ୍ରପୁର ବ୍ଲକର ଉପାନ୍ତ ଅଞ୍ଚଳର ବହୁ ଗ୍ରାମ ଆନ୍ଧ୍ର ସୀମାକୁ ଲାଗି ରହିଛି। କେତେକ ଗ୍ରାମରେ ଆନ୍ଧ୍ର…

ଶନିବାର କରନ୍ତୁ ଏପରି, ହେବ ସୌଭାଗ୍ୟ ପ୍ରାପ୍ତି

କାଶୀ,୧୨।୨: ଜୀବନରେ ଶନିମହାଗ୍ରହଙ୍କ ଯୋଗୁ ବିଭିନ୍ନ ବାଧାବିଘ୍ନ ଆସିଥାଏ। କେତେକ ଶନିଙ୍କୁ ଭୟ କରି ଥାନ୍ତି। ତେବେ ଶନି ମହାଗ୍ରହ ନ୍ୟାୟ କାରକ ଗ୍ରହ। ସେ କାହାପ୍ରତି ଅନ୍ୟାୟ କରି ନ ଥାନ୍ତି। ସୁନା ନିଆଁରେ ପଡ଼ିଲେ ଅଧିକ ଉଜ୍ଜଳ ହେବା…

ଆଜି ହଗ୍‌ ଡେ’: ସାଥୀଙ୍କୁ ଆଲିଙ୍ଗନ କରି କୁହନ୍ତୁ ହୃଦୟ ଖୋଲା କଥା

ପ୍ରେମ ପାଇଁ ଯଦିଓ ନିର୍ଦ୍ଦିଷ୍ଟ ଦିନ,ବାର, ତିଥି ନାହିଁ ତଥାପି ପ୍ରେମୀଯୁଗଳଙ୍କ ପାଇଁ ବର୍ତ୍ତମାନ ଚାଲିଛି ପ୍ରେମ ଋତୁ। ଫେବୃୟାରୀ ୭ରୁ ଏହା ଆରମ୍ଭ ହୋଇଥିବା ବେଳେ ଭାଲେଣ୍ଟାଇନ୍‌ ଡେ’ ଅର୍ଥାତ୍‌ ୧୪ରେ ଶେଷ ହେବ। ଭାଲେଣ୍ଟାଇନ ସପ୍ତାହର ଷଷ୍ଠ ଦିନରେ…

ପୁରୁଣା କାରରେ ଏମିତି ମୁଦ୍ରା ଲଗାଇଲେ ୨ ବନ୍ଧୁ: ଦାମ୍‌ ଜାଣିଲେ…

ଖରାପ ପୁରୁଣା କାରକୁ ଉଚିତ ମୂଲ୍ୟରେ ବିକ୍ରି କରିବା ପାଇଁ ଲୋକମାନେ ତାହାର ମରାମତି କରିଥାନ୍ତି। ନୂଆ ପାର୍ଟ ଲଗାଇବାଠାରୁ ଆରମ୍ଭ କରି ସେଥିରେ ରଙ୍ଗ ଦେବାରେ ଟଙ୍କା ଖର୍ଚ୍ଚ କରିଥାନ୍ତି। ମାତ୍ର ଅଷ୍ଟ୍ରେଲିଆର ୨ ବନ୍ଧୁ ମଧ୍ୟ ଏମିତି କିଛି…

ସଞ୍ଜୟ ଦତ୍ତ ସ୍ତ୍ରୀଙ୍କୁ ଦେଇଥିଲେ ୧୦୦ କୋଟିର ଉପହାର: ଏହି କାରଣରୁ ଫେରାଇ ଦେଲେ

ବଲିଉଡ୍‌ କଳାକାରମାନେ ଦାମୀ ଉପହାର ଦେବାକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ଏମାନଙ୍କ ମଧ୍ୟରେ ଜଣେ ହେଲେ ସଞ୍ଜୟ ଦତ୍ତ। ସଞ୍ଜୟ ତାଙ୍କ ସ୍ତ୍ରୀ ମାନ୍ୟତାଙ୍କୁ ଗୋଟିଏ କି ଦୁଇଟି ନୁହେଁ ୪ଟି ମୂଲ୍ୟବାନ ଫ୍ଲାଟ୍‌ ଉପହାର ରୂପେ ଦେଇଥିଲେ। ଏହି…

ମଣିଷ ଖିଆ ବାଘ ହାବୁଡ଼ରେ ପଡ଼ିଗଲେ ଫଳ ଆଣିିବାକୁ ଯାଇଥିବା ମହିଳା, ତାପରେ…

ତରବୋଡ/ନୂଆପଡ଼ା ଅଫିସ,୧୧।୨: ନୂଆପଡ଼ା ସଦର ବ୍ଲକ ଭରୁଆମୁଣ୍ଡା ପଞ୍ଚାୟତ ଛୋଟଲୋର୍ରା ଗାଁର ଜଣେ ମହିଳାଙ୍କୁ ବାଘ ଆକ୍ରମଣ କରି ଖାଇଦେଇଥିବା ଗ୍ରାମବାସୀ କହିଛନ୍ତି। ଗୁରୁବାର ସକାଳେ ଛୋଟଲୋର୍‌ରା  ଗାଁର ଭାନବାଇ ମାଝି (୪୭)ଙ୍କ ସହିତ ୩ଜଣ ମହିଳା ପାଖ ଜଙ୍ଗଲକୁ ଭେଲୁଆ…

ନୂଆ ରୂପରେ ଶୋଭା ପାଇବ ତାଳସାରୀ-ଉଦୟପୁର ବେଳାଭୂମି

ଭୋଗରାଇ,୧୧।୨: ପର୍ଯ୍ୟଟନସ୍ଥଳୀ ତାଳସାରୀ-ଉଦୟପୁର ଏବେ ନୂଆ ରୂପରେ ଶୋଭା ପାଇବ। ବଙ୍ଗୋପସାଗର କୂଳରେ ଥିବା ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ଏହି ଦୁଇ ବେଳାଭୂମିକୁ ବିଶ୍ୱମାନର ପର୍ଯ୍ୟଟନସ୍ଥଳୀ ରୂପେ ଗଢ଼ି ତୋଳିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଭିଡିଓ କନ୍‌ଫରେନ୍ସରେ…

ଚହଲଙ୍କ ସ୍ତ୍ରୀ ସହ ଶ୍ରେୟାସଙ୍କ ଭିଡିଓ ଭାଇରାଲ

ମୁମ୍ବାଇ, ୧୧।୨- ଭାରତୀୟ ସ୍ପିନର ୟୁଜବେନ୍ଦ୍ର ଚହଲଙ୍କ ସ୍ତ୍ରୀ ଧନଶ୍ରୀ ବର୍ମାଙ୍କ ସହ ଶ୍ରେୟାସ ଆୟାରଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ତେବେ ଭାଇରାଲ ହେଉଥିବା ଭିଡିଓରେ ଦୁହେଁ ନାଚୁଛନ୍ତି। ଏହି ଭିଡିଓକୁ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri