ରାଲିର ପ୍ରଦର୍ଶନକାରୀଙ୍କୁ କୁକୁର ସହ ତୁଳନା କଲେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ
ହାଇଦ୍ରାବାଦ,୧୧ ।୨: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ ବୁଧବାର ଏକ କାର୍ଯ୍ୟକ୍ରମରେ ପ୍ରଦର୍ଶନକାରୀଙ୍କ ତୁଳନା କୁକୁର ସହ କରି ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଏଭଳି ବେକାବୁ ବୟାନକୁ ନେଇ ଏବେ ହଙ୍ଗାମା ଆରମ୍ଭ କରିଛନ୍ତି ବିରୋଧୀ । ବିରୋଧୀ ଦାବି…
ବିଦ୍ୟା ବାଲାନ୍ଙ୍କ ସହ ରୋମାନ୍ସ କରିବାକୁ ଚାହୁଁଛନ୍ତି ଏହି ଅଭିନେତ୍ରୀ, ଏକଦା ବିଗ୍ବସ୍ରେ କରିଥିଲେ ଅଶୋଭନୀୟ କାଣ୍ଡ
ବମ୍ବେ: ବୋଲ୍ଡନେସ୍କୁ ନେଇ ଚର୍ଚ୍ଚାରେ ରହିଥାନ୍ତି ଅଭିନେତ୍ରୀ ଶର୍ଲିନ୍ ଚୋପ୍ରା। ‘ଟାଇମ୍ ପାସ୍’, ‘ରେଡ୍ ସ୍ବସ୍ତିକ’ ଭଳି ଚଳଚ୍ଚିତ୍ରରେ କାମ କରିଥିବା ସର୍ଲିନ୍ ଅନେକ ଥର ବିବାଦକୁ ଆସିଛନ୍ତି। ବିଗ୍ ବସ୍ ସିଜନ୍ -୩ରେ ପ୍ରତିଯୋଗୀ ଥିଲେ ସର୍ଲିନ୍। ସେତେବେଳେ ସେ…
ରାଜ୍ୟ ସରକାର-ରାଜ୍ୟପାଳଙ୍କ ମଧ୍ୟରେ ବଢ଼ିଲା ବିବାଦ
ମୁମ୍ବାଇ,୧୧।୨: ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେ ସରକାର ଏବଂ ରାଜ୍ୟପାଳ ଭଗତ ସିଂ କୋଶୟାରିଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଗୁରୁବାର ରାଜ୍ୟ ସରକାର ଏବଂ ରାଜ୍ୟପାଳଙ୍କ ବିବାଦରେ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି। ଉତ୍ତରାଖଣ୍ଡ ଯିବାକୁ ଚାହୁଁଥିବା କୋଶୟାରି…
ହାତୀ ଉପରକୁ ୨୩ ରାଉଣ୍ଡ ଗୁଳି ଚଳାଇ ଦାନ୍ତ ନେଇଗଲେ ଦୁର୍ବୃତ୍ତ
ଢେଙ୍କାନାଳ ଅଫିସ,୧୧।୨: ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ କନ୍ଧାରା ରିଜର୍ଭ ଫରେଷ୍ଟରେ ବନକର୍ମଚାରୀଙ୍କ ଉପରକୁ ଗୁରୁବାର ୨୩ ରାଉଣ୍ଡ ଗୁଳି ମାଡ଼ କରି ୧୦ରୁ ୧୫ ଦୁର୍ବୃତ୍ତ ଏକ ଦନ୍ତାକୁ ଗୁଳି ମାରି ଦାନ୍ତ ନେଇ ଯାଇଛନ୍ତି। ସୌଭାଗ୍ୟବଶତଃ ବନକର୍ମଚାରୀମାନେ ଅଳ୍ପକେ…
୫୦ରୁ ଅଧିକ ଯୁବତୀଙ୍କୁ ଲୁଟିଲେ ୧୯ ବର୍ଷ ବୟସ୍କ ଯୁବକ
ଫରିଦାବାଦ,୧୧।୨: ହରିୟାଣାର ଫରିଦାବାଦରେ ବାସ କରୁଥିବା ଜଣେ ୧୯ ବର୍ଷ ବୟସ୍କ ଯୁବକ ଅନ୍ଲାଇନ୍ରେ ୫୦ରୁ ଅଧିକ ଯୁବତୀ, ମହିଳା ତଥା ନାବାଳିକାଙ୍କୁ ଲୁଟିଥିବା ଅଭିଯୋଗ ହୋଇଛି। ଦିଲ୍ଲୀ ପୋଲିସର ସାଇବର ଆପରାଧିକ ଶାଖା ପକ୍ଷରୁ ଅଭିଯୁକ୍ତ ଯୁବକଙ୍କୁ ଗିରଫ କରାଯାଇଛି।…
ଭାରତରୁ କରୋନା ଭ୍ୟାକ୍ସିନ ପହଞ୍ଚିବା ପରେ ଭାବପ୍ରବଣ ହେଲେ ଡେମୋନିକନ ରିପବ୍ଲିକର ପ୍ରଧାନମନ୍ତ୍ରୀ
ସାଣ୍ଟୋ ଡୋମିନଗୋ,୧୧ ।୨: କରୋନା ଭାଇରସକୁ ହରାଇବା ପାଇଁ ସାରା ବିଶ୍ୱ ପ୍ରୟାସ ଜାରି ରଖିଛି । ପାଖାପାଖି ୧ ବର୍ଷ ହେବ ବିଶ୍ୱବାସୀଙ୍କୁ ଚିନ୍ତାରେ ପକାଇ ଦେଇଥିବା ଏହି ମାହାମାରୀ ପାଇଁ କିଛି ଦେଶ ଭ୍ୟାକ୍ସିନ ବାହାର କରି ସାରିଲାଣି…
ବିବାହ ବନ୍ଧନରେ ଆଉ ଜଣେ ଅଭିନେତ୍ରୀ: ପ୍ରେମିକଙ୍କ ହାତ ଧରିଲେ…
ବମ୍ବେ: ବିବାହ ବନ୍ଧନରେ ଆଉ ଜଣେ ଅଭିନେତ୍ରୀ। ପ୍ରେମିକ ଗୌରବ ବର୍ମାଙ୍କ ହାତ ଧରିଛନ୍ତି ଅଭିନେତ୍ରୀ ସମତା ଅଞ୍ଚନ। ଉଭୟଙ୍କର ବିବାହର ଅନେକ ଫଟୋ ଏବଂ ଭିଡିଓ ଭାଇରାଲ ହେଉଛି। ଫେବୃୟାରୀ ୮ରେ ପରିବାରଲୋକ ଏବଂ ନିକଟ ସମ୍ପର୍କୀୟଙ୍କ ଉପସ୍ଥିତିରେ ହାତକୁ…
୩୭ ବର୍ଷ ପୂର୍ବେ ବଞ୍ଚାଇଥିଲେ ହଂସର ଜୀବନ, ପରେ ଘଟିଲା ଏମିତି
ତୁର୍କିରେ ଏକ ନିଆରା ମାମଲା ସାମ୍ନାକୁ ଆସିଛି। ଏଠାରେ ଜଣେ ଜଣେ ବ୍ୟକ୍ତି ଦୀର୍ଘ ୩୭ ବର୍ଷ ପୂର୍ବେ ଏକ ହଂସର ଜୀବନ ବଞ୍ଚାଇଥିଲେ। ଏହାପରେ ଉଭୟଙ୍କ ସମ୍ପର୍କ ମଜଭୁତ ହୋଇଥିଲା। ଦୀର୍ଘ ୪ ଦଶନ୍ଧି ହେବ ଉଭୟଙ୍କ ସମ୍ପର୍କ ଏତେ…
ଆଜି ରାଜ୍ୟରୁ ୯୫ ପଜିଟିଭ୍ ଚିହ୍ନଟ, ସୁନ୍ଦରଗଡ଼ରୁ ସର୍ବାଧିକ
ଭୁବନେଶ୍ୱର,୧୧।୨(ବ୍ୟୁରୋ): ଗୁରୁବାର ରାଜ୍ୟରୁ ୯୫ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫,୯୮୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୫୬ ଜଣ ଚିହ୍ନଟ…
ଏମ୍ପି କି ମନ୍ତ୍ରୀ ହେବାକୁ ଚାହୁଁନାହାନ୍ତି ଗୁଲାମ ନବି
ନୂଆଦିଲ୍ଲୀ,୧୧ ।୨: କଂଗ୍ରେସର ବରିଷ୍ଠ ନେତା ଗୁଲାମ ନବି ଆଜାଦ ରାଜ୍ୟ ସଭାରୁ ବିଦାୟ ନେଇଛନ୍ତି । ଏହାପରେ ସେ କହିଛନ୍ତି ଲୋକେ ଏବେ ତାଙ୍କୁ ବିଭିନ୍ନ ସ୍ଥାନରେ ଦେଖି ପାରିବେ । କାରଣ ଏବେ ସେ ସମ୍ପୂର୍ଣ୍ଣ ମୁକ୍ତ ହୋଇ…
୫ ମାସର ଶିଶୁକୁ ଦିଆଯିବ ୨୨ କୋଟି ଟଙ୍କାର ଇଞ୍ଜେକସନ, ନଚେତ୍…
ମୁମ୍ବାଇ,୧୧।୨: ପାଞ୍ଚ ମାସର କୁନି ଶିଶୁକୁ ଦିଆଯିବ ୨୨ କୋଟି ଟଙ୍କାର ଇଞ୍ଜେକସନ୍। କଥାଟା ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ତିରା କାମତ ନାମକ ଏହି ଶିଶିଶୁ କନ୍ୟା ଏବେ ମୁମ୍ବାଇର ଏକ ଡାକ୍ତରଖାନାରେ ଜୀବନ ଓ ମୃତ୍ୟୁ ସହ ସଂଗ୍ରାମ…
ମିଶନ ବଙ୍ଗାଲ ପାଇଁ ପାଗ ଭିଡିଛନ୍ତି ଶାହା
ନୂଆଦିଲ୍ଲୀ,୧୧ ।୨: ପଶ୍ଚିମବଙ୍ଗ ନିର୍ବାଚନ ଜିତିବା ଲାଗି ଭାରତୀୟ ଜନତା ପାର୍ଟି(ଭାଜପା) ତା’ର ସମସ୍ତ ଶକ୍ତି ଲାଗାଇବାରେ ବ୍ୟସ୍ତ । ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ପଶ୍ଚିମବଙ୍ଗ ଗସ୍ତ ସାରି ଫେରିବା ପରେ ଏବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା…
Archives


