ମାଟ୍ରିକ ଫର୍ମ ପୂରଣ ଅବଧି ୨ଦିନ ବଢ଼ିଲା
ଭୁବନେଶ୍ୱର, ୧୧।୨(ବ୍ୟୁରୋ):ମେ’ ୩ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ଏବେ ଫର୍ମ ପୂରଣ ପ୍ରକ୍ରିୟା ଜାରି ରହିଥିବାବେଳେ ଏହାର ଅବଧିକୁ ଦ୍ୱିତୀୟଥର ପାଇଁ ବୃଦ୍ଧି କରିଛି ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ)। ବୁଧବାର ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍ ପରୀକ୍ଷା (ମାଟ୍ରିକ), ରାଜ୍ୟ…
ଆର୍ଟିଓ ହେବ ପେପରଲେସ୍
ଭୁବନେଶ୍ୱର,୧୧।୨(ବ୍ୟୁରୋ):ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆରଟିଓ)ଗୁଡ଼ିକର ସମସ୍ତ କାର୍ଯ୍ୟ କାଗଜ ଶୂନ୍ୟ ହେବ। ଗାଡ଼ି ପଞ୍ଜୀକରଣଠାରୁ ଆରମ୍ଭ କରି ପର୍ମିଟ, ନବୀକରଣ, ମାଲିକାନା ପରିବର୍ତ୍ତନ, ଲର୍ନର ଲାଇସେନ୍ସ ଇତ୍ୟାଦି ଅନ୍ଲାଇନ ଜରିଆରେ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ୯ଟି ଅନ୍ଲାଇନ ସେବାର…
ଭିକ୍ଷାବୃତ୍ତିକୁ ନିଷିଦ୍ଧ ଘୋଷଣା କରିଥିବା ରାଜ୍ୟକୁ ସୁପ୍ରିମକୋର୍ଟଙ୍କ ନୋଟିସ
ନୂଆଦିଲ୍ଲୀ,୧୦।୦୨: ବିଭିନ୍ନ ରାଜ୍ୟରେ ଭିକ୍ଷାବୃତ୍ତିକୁ ବେଆଇନ କରାଯାଇଛି। ଏ ସମ୍ପର୍କରେ ଦାଖଲ କରାଯାଇଥିବା ଏକ ଯାଚିକାର ଶୁଣାଣି କରିବାକୁ ରାଜି ହୋଇଯାଇଛନ୍ତି ସୁପ୍ରିମକୋର୍ଟ। ଅଶୋକ ଭୂଷଣ ଓ ଆର. ସୁଭାଷ ରେଡ୍ଡୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଗୁଜରାଟ, ପଞ୍ଜାବ, ହରିୟାଣା, ବିହାର…
ପ୍ରମିଜ୍ ଡେ’: ସାଥୀଙ୍କୁ ଦିଅନ୍ତୁ ଏମିତି ଦୃଢ଼ ପ୍ରତିଶ୍ରୁତି
ବର୍ତ୍ତମାନ ଚାଲିଛି ଭାଲେଣ୍ଟାଇନ୍ସ ଓ୍ବିକ୍ ବା ପ୍ରେମସପ୍ତାହ। ପ୍ରେମୀଯୁଗଳ ଏହି ସପ୍ତାହରେ ଅସୁମାରୀ ସ୍ବପ୍ନ ଦେଖିଥାନ୍ତି। ନିଜର ସାଥୀ ସହ ପ୍ରତି ମୁହୂର୍ତ୍ତକୁ କେମିତି ସ୍ପେଶାଲ ବା ସ୍ମରଣୀୟ କରିବେ ସେ ନେଇ ବେଶ୍ ଉତ୍ସାହିତ ରହିଥାନ୍ତି। ଖାସ୍ ଏଥିପାଇଁ ତ…
ମାଉସୀଙ୍କ ଡରରେ ପ୍ରେମିକଙ୍କୁ ଆଲମାରୀରେ ଲୁଚାଇ ରଖିଥିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ
ବଲିଉଡ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ନିଜ ପୁସ୍ତକ ‘ଅନ୍ଫିନିସ୍ଡ୍’ ଉନ୍ମୋଚନ କରିଛନ୍ତି। ଏହି ପୁସ୍ତକରେ ପ୍ରିୟଙ୍କା ତାଙ୍କ ବ୍ୟକ୍ତିଗତ ଜୀବନ ବିଷୟରେ ଅନେକ ଖୁଲାସା କରିଛନ୍ତି। ଏହି ପୁସ୍ତକରେ ସେ ତାଙ୍କ ଜୀବନର ଖଟା ମିଠା ସ୍ମୃତି ବାଣ୍ଟିଛନ୍ତି। ପ୍ରିୟଙ୍କା ବିବାହ…
‘ରୋଷେଇ କରୁଥିବା ବେଳେ ଝିଅକୁ ଜାଳି ଦେଲେ’
ରେଢାଖୋଲ,୧୧ା୨: ଶାଶୁଘର ଲୋକେ ମୋ ଝିଅକୁ ପେଟ୍ରୋଲ ଢାଳି ପୋଡ଼ି ମାରିଦେଇଛନ୍ତି। ରେଢାଖୋଲ ଥାନାରେ ଏଭଳି ଅଭିଯୋଗ କରିଛନ୍ତି ଅନୁଗୋଳ ଜିଲା ମାଧପୁର ଗ୍ରାମର କୃଷ୍ଣ ବେହେରା। ପୋଲିସ ଦଫା ୪୯୮(କ), ୨୯୪, ୩୦୨, ୩୦୪ (କ)/୩୪ ଆଇପିସି ଓ ଯୌତୁକ…
ଟିନା ମୁନିମ୍ ରୁ ଟିନା ଅମ୍ବାନୀ ପର୍ଯ୍ୟନ୍ତ ଯାତ୍ରା…
ମୁମ୍ବାଇ,୧୧।୨: ବଲିଉଡ ଅଭିନେତ୍ରୀ ଟିନା ଅମ୍ବାନୀଙ୍କୁ ଗୁରୁବାର ୬୪ ବର୍ଷ ପୂରଣ ହୋଇଛି। ସେ ୧୯୫୭ ଫେବୃୟାରୀ ୧୧ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ଟିନା ମୁନିମ୍ ଥିଲା। ୧୯୭୮ରେ ଦେବ ଆନନ୍ଦଙ୍କ ଫିଲ୍ମ ଦେଶ ପରଦେଶ୍ରେ ଟିନା…
କୋଟିଆ ପ୍ରସଙ୍ଗରେ ସୁପ୍ରିମ୍କୋର୍ଟଙ୍କ ଦ୍ୱାରସ୍ଥ ହେଲେ ଓଡ଼ିଶା ସରକାର: ଆନ୍ଧ୍ର ବିରୋଧରେ ଅଦାଲତ ଅବମାନନା ମାମଲା
ନୂଆଦିଲ୍ଲୀ/କଟକ ଅଫିସ୍, ୧୧।୨: କୋଟିଆ ପ୍ରସଙ୍ଗରେ ଓଡ଼ିଶା ସରକାର ବୁଧବାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଆନ୍ଧ୍ରପ୍ରଦେଶ ସରକାର ବିରୋଧରେ ଅଦାଲତ ଅବମାନନା ମାମଲା ରୁଜୁ କରାଯାଇଛି। ଉଭୟ ରାଜ୍ୟ ମଧ୍ୟରେ ଉପୁଜିଥିବା ସୀମା ବିବାଦକୁ ନେଇ ଓଡ଼ିଶା ସରକାର ଆନ୍ଧ୍ର ସରକାରଙ୍କ…
ମହିଳା କର୍ମଚାରୀଙ୍କୁ ନିର୍ଯାତନା ଦେଇ ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷକ
ଚିତ୍ରକୋଣ୍ଡା,୧୦ା୨: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଏସ୍ଏସ୍ଡି ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରବୀନ୍ଦ୍ରନାଥ ସେଠୀଙ୍କ ବିରୋଧରେ ହୋଇଥିବା ଅଭିଯୋଗର ତଦନ୍ତ ପରେ ତାଙ୍କୁ ବୁଧବାର ନିଲମ୍ବିତ କରାଯାଇଛି। ଜିଲା ପ୍ରଶାସନର ତଦନ୍ତ ରିପୋର୍ଟକୁ ଭିତ୍ତିକରି ଓଡ଼ିଶା ଏସ୍ସି ଏସ୍ଟି ଉନ୍ନୟନ ବିଭାଗ ଚିଠି…
ପ୍ରେମିକାଙ୍କୁ ଅସଦାଚରଣ କରିବାରୁ ଗାଡ଼ି ଚାଳକଙ୍କୁ ହତ୍ୟା
ବୋରିଗୁମ୍ମା,୧୦ା୨: ଭୁବନେଶ୍ୱରରୁ ଗାଡ଼ି ଭଡ଼ାରେ ନେଇ ଚାଳକଙ୍କୁ ହତ୍ୟାକରି କାର୍ ନେଇ ଫେରାର ହୋଇଯାଇଥିବା ପ୍ରେମୀଯୁଗଳଙ୍କୁ ପୋଲିସ ଗିରଫ କରିଛି। କାର୍ ଭଡ଼ା ନେଇ କୋରାପୁଟ ଆସିଥିବା ପ୍ରେମୀ ଯୁଗଳ ହିଁ ସୁଧୀର ସାହୁ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ବୋଲି କୋରାପୁଟ…
ବିରୋଧୀଙ୍କ ନାରାବାଜି ପରେ ଏମିତି କହିଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୦।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ଭାଷଣ ଦେଉଥିବା ବେଳେ ବିରୋଧୀଦଳ ନେତା ତଥା କଂଗ୍ରେସ ଏମ୍ପି ଅଧୀର ରଞ୍ଜନ ଚୌଧୁରୀ ବାରମ୍ବାର ବିଭ୍ରାଟ ସୃଷ୍ଟି କରିଥିଲେ। ଏହା ଶୁଣି ପ୍ରଧାନମନ୍ତ୍ରୀ ତାଙ୍କୁ ଦାଦା କହି…
ଅପେକ୍ଷାରେ ନବ ବିବାହିତା, କିନ୍ତୁ ବର କମ୍ପ୍ୟୁଟରରେ….
ଶେଜରେ ନବ ବିବାହିତା ଅପେକ୍ଷା କରିଥିବାବେଳେ ବର କମ୍ପ୍ୟୁଟରରେ ମଜି ରହିଛି। ଏଭଳି ଏକ ଫଟୋ ଭାଇରାଲ ହେଉଛି, ଯାହାକୁ ନେଇ ସୋସିଆଲ ମିଡିଆରେ ଏବେ ଖୁବ୍ ମିମ୍ସ ଚାଲିଛି। ଏହି ଫଟୋ ଶେୟାର ହେବାର ଗୋଟିଏ ଦିନରେ ପରିଣତ ହୋଇଛି…
Archives


