ରାତି ପାହିଥିଲେ ପଡ଼ିଥାନ୍ତା ହାତଗଣ୍ଠି, ପହଞ୍ଚିଗଲା ପ୍ରଶାସନ, ଆଉ ତା’ ପରେ…
ଦିଗପହଣ୍ଡି,୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମକେଇ ପଞ୍ଚାୟତ ଅଧୀନ ଏକ ଗ୍ରାମରେ ଗୁରୁବାର ଅନୁଷ୍ଠିତ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ସ୍ଥାନୀୟ ପ୍ରଶାସନ ବୁଧବାର ବନ୍ଦ କରିଥିବା ଜଣାପଡ଼ିଛି। ଗ୍ରାମର ଜଣେ ୧୫ ବର୍ଷୀୟା...
କଠୋର ହେଲା ବନ୍ୟପ୍ରାଣୀ ଆଇନ: ଏଣିକି ଲେଖା ହେବ କେସ ଡାଏରୀ
ଭଞ୍ଜନଗର,୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ବୁଧବାର ତମାମ ବନ୍ୟପ୍ରାଣୀ ଏବଂ ଜଙ୍ଗଲ ଆଇନ ଉପରେ ଏକ ତାଲିମ ଶିବିର ଅନୁଷ୍ଠିତ ହୋଇଥିଲା। କର୍ମଚାରୀମାନେ ମାମଲାଗୁଡ଼ିକୁ କିଭଳି ପରିଚାଳନା କରିବେ ଶିବିରର...
ଏଟିଏମ୍ କାର୍ଡ ଲୁଟ୍ ଘଟଣା: ପଶ୍ଚିମବଙ୍ଗର ୩ ଲୁଟେରା ଗିରଫ
ଖୋର୍ଦ୍ଧା,୭ା୫(ପ୍ରଭାତ ପାଣିଗ୍ରାହୀ): ବିଭିନ୍ନ ସମୟରେ ଅଶିକ୍ଷିତ କିମ୍ବା ବୃଦ୍ଧ ବୃଦ୍ଧା ଏଟିଏମ୍ କାଉଣ୍ଟରରୁ ଟଙ୍କା ବାହାର କଲା ବେଳେ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି। ଏହାର ସୁଯୋଗ ନେଇ ପଶ୍ଚିମବଙ୍ଗର ତିନି ସାଇବର ଲୁଟେରା ବିଭିନ୍ନ କାଉଣ୍ଟରରେ ତୀକ୍ଷଣ ନଜର...
ଚର୍ଚ୍ଚାରେ ମେଟ୍ ଗାଲା ୨୦୨୫ର ନୀଳ ଫୁଲମୟ କାର୍ପେଟ: ପ୍ରସ୍ତୁତ କରିଛି କେରଳର ଏହି ଫାର୍ମ
ନୂଆଦିଲ୍ଲୀ, ୭।୫: ବିଶ୍ୱର ସବୁଠାରୁ ପ୍ରତିଷ୍ଠିତ ଫ୍ୟାଶନ ଇଭେଣ୍ଟ ମେଟ୍ ଗାଲା ୨୦୨୫ ରେ କେରଳର ଏକ ଛୋଟ ସଂସ୍ଥା ନେୟ୍ଟ୍ ବାଇ ଏକ୍ସଟ୍ରାଓ୍ୱେଭ୍ ପୁଣି ଥରେ ସମସ୍ତଙ୍କ ନଜର ଆକର୍ଷଣ କରିଛି। ଚଳିତ ବର୍ଷ ମେଟ୍ ଗାଲାରେ ମେଟ୍ରୋପଲିଟାନ...
କେସିଙ୍ଗା ଏନ୍ଏସିକୁ ମ୍ୟୁନିସିପାଲିଟି ଘୋଷଣା ପାଇଁ ଜିଲାପାଳଙ୍କୁ ଭିତ୍ତିଭୂମିର ବିବରଣୀ ଦେବାକୁ ଚିଠି
କେସିଙ୍ଗା,୭ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍ଏସିକୁ ମ୍ୟୁନିସିପାଲିଟି ଘୋଷଣା କରିବା ପାଇଁ ସହରର ସିଟିଜେନ ଫୋରମର ସଭାପତି ଡା. ହେମରାଜ ସାହା ମଙ୍ଗଳବାର ରାଜ୍ୟ ସରକାରଙ୍କ ପୌର ପ୍ରଶାସନ ନିର୍ଦ୍ଦେଶକ ଅରବିନ୍ଦ ଡାକୁଆ ଏବଂ ଗୃହ ଓ ନଗର...
ରୋଜଗାର ଦେଇଛି ଆମ୍ବୁଲ, ମହିଳା ଉଦ୍ୟୋଗୀଙ୍କ ଉଦ୍ୟମରେ ଚାଲିଛି ବିକ୍ରିବଟା
ଦାରିଙ୍ଗବାଡ଼ି,୭ା୫(ଅରୁଣ ସାହୁ): ଏବେ ଆମ୍ବର ସମୟ। ଚାରିଆଡ଼େ ଆମ୍ବ ଓ ଆମ୍ବରୁ ପ୍ରସ୍ତୁତ ଆମ୍ବୁଲ, ଆଚାରର ଚାହିଦା ଅଧିକ ରହିଥିବା ବେଳେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ମହିଳାଙ୍କୁ ଦେଇଛି ଆମ୍ବ ଓ ଆମ୍ବରୁ ପ୍ରସ୍ତୁତ ଆମ୍ବୁଲ ଏବଂ...
ଭାରତ-ପାକିସ୍ତାନ ଉତ୍ତେଜନା ମଧ୍ୟରେ IPL ଚାଲିବ ନା ବନ୍ଦ ହୋଇଯିବ ?
ନୂଆଦିଲ୍ଲୀ, ୭।୫: ଭାରତ ଓ ପାକିସ୍ତାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ମଧ୍ୟରେ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ନିର୍ଦ୍ଧାରିତ ସୂଚୀ ଅନୁସାରେ ଜାରି ରହିବ। ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (ବିସିସିଆଇ)ର ଜଣେ ଶୀର୍ଷ ସୂତ୍ର କହିଛନ୍ତି ଯେ...
ମିଛ ପ୍ରତିଶ୍ରୁତି ଦେଇ ସବସ୍ବ ଲୁଟିନେଲା କମ୍ପାନୀ, ପ୍ରଶାସନର ଦ୍ୱାରସ୍ଥ ପରେ ବି ବିସ୍ଥାପିତ ନିରାଶ
ଥୁଆମୂଳ ରାମପୁର,୭ା୫(ଦୁର୍ଗା କୀର୍ତ୍ତି): ଆଶାଥିଲା କମ୍ପାନୀ ଆସିବ, ଅଞ୍ଚଳର ବିକାଶ ହେବ। ଅଞ୍ଚଳର ବିକାଶ ସହ ଲୋକଙ୍କ ସାମାଜିକ ଓ ଆର୍ଥିକ ବିକାଶ ହେବ। ନିଯୁକ୍ତି ବଢ଼ିବ ଦାଦନ ହଟିବ। ଏଭଳି କିଛି ଆଶା ଓ ସ୍ବପ୍ନ ନେଇ କମ୍ପାନୀ...
Operation Sindoor: ଆଜି ରାତିରେ ପାଲଟା ଆକ୍ରମଣ କରିବ ପାକ୍! ଭୟଙ୍କର ପ୍ଲାନ ଲିକ୍…
ଇସଲାମବାଦ/ନୂଆଦିଲ୍ଲୀ, ୭।୫: ଭାରତୀୟ ସଶସ୍ତ୍ର ବାହିନୀର ‘ଅପରେଶନ ସିନ୍ଦୂର’ ଅଧୀନରେ ପାକିସ୍ତାନ ଏବଂ ପାକିସ୍ତାନ ଅଧିକୃତ କଶ୍ମୀର (ପିଓକେ)ରେ ଥିବା ନଅଟି ଆତଙ୍କବାଦୀ ଶିବିର ଉପରେ ମିସାଇଲ ମାଡ଼ ପରେ ପାକିସ୍ତାନ ତା’ର ଏୟାରସ୍ପେସ ସମ୍ପୂର୍ଣ୍ଣ ବନ୍ଦ କରିଦେଇଛି। କୁହାଯାଉଛି...
ସେଞ୍ଚୁରିଆନ ହଷ୍ଟେଲ ଛାତ୍ରଙ୍କ ମୃତ୍ୟୁ: ହସ୍ପିଟାଲରେ ମୃତଦେହ ଛାଡ଼ି ଚାଲିଗଲେ କର୍ତ୍ତୃପକ୍ଷ, ଏତଲା ଦେଲେ ମା’
ଛତ୍ରପୁର,୭ା୫(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଆଇଆରଇଏଲ ଛକ ନିକଟ ସେଞ୍ଚୁରିଆନ ୟୁନିଭର୍ସିଟିିର ଜଣେ ହଷ୍ଟେଲ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତ ଛାତ୍ର ଜଣଙ୍କ ହେଲେ ଛତ୍ରପୁର ବ୍ଲକ ଲକ୍ଷ୍ମୀପୁର ଗାଁର ଡି.ପୁରୁଷୋତ୍ତମ ରେଡ୍ଡୀ। ସେ...
କିଏ ସେହି ସୋଫିଆ କୁରେଶୀ? ଯିଏ ଦେଇଛନ୍ତି ପାକିସ୍ତାନ ଉପରେ ହୋଇଥିବା ଆକ୍ରମଣର ସମ୍ପୂର୍ଣ୍ଣ ବିବରଣୀ
ନୂଆଦିଲ୍ଲୀ,୭ା୫: କର୍ଣ୍ଣେଲ ସୋଫିଆ କୁରେଶୀ ଭାରତୀୟ ସେନାରେ ଏମିତି ଏକ ନାଁ, ଯିଏ ଆଗ୍ରହ, କଠିନ ପରିଶ୍ରମ ଏବଂ ନେତୃତ୍ୱର ଏକ ଉଦାହରଣ ପାଲଟିଛନ୍ତି। ସେ ସେତେବେଳେ ଚର୍ଚ୍ଚାକୁ ଆସିଥିଲେ ଯେତେବେଳେ ତାଙ୍କୁ ଫୋର୍ସ ୧୮ ଅନ୍ତର୍ଗତ ୧୮ଟି ଦେଶର...
ଆଜି ରାତିରେ ବଡ଼ ଆଟାକ୍! ପାକିସ୍ତାନ ନାଁ ନେଇ ଚାଇନାକୁ ଧମକ ଦେଲା ଭାରତ
ନୂଆଦିଲ୍ଲୀ, ୭।୫: ଭାରତୀୟ ସଶସ୍ତ୍ର ବାହିନୀ ପାକିସ୍ତାନ ଏବଂ ପାକିସ୍ତାନ ଅଧିକୃତ କଶ୍ମୀର (ପିଓକେ)ରେ ଥିବା ଆତଙ୍କବାଦୀ ଶିବିରଗୁଡିକ ଉପରେ ମିସାଇଲ ଆକ୍ରମଣ କରି ନଅଟି ଲକ୍ଷ୍ୟସ୍ଥଳକୁ ଧ୍ୱଂସ କରିଛି। ଏହି ଅଭିଯାନକୁ ‘ଅପରେସନ ସିନ୍ଦୁର’ ନାମ ଦିଆଯାଇଛି। ଏହା...
Archives


