ନିଜ ଜାତୀୟ ରେକର୍ଡ ଭାଙ୍ଗିଲେ ଦୂତୀ: ଅଲିମ୍ପିକ୍ସ ଯୋଗ୍ୟତାରୁ ଅଳ୍ପକେ ବଞ୍ଚିତ
ଭୁବନେଶ୍ୱର(ସ୍ପୋଟର୍ସ ବ୍ୟୁରୋ)୨୨।୬: ଭାରତ ଦ୍ରୁତତମ ମହିଳା ତଥା ତାରକା ସ୍ପ୍ରିଣ୍ଟର ଦୂତୀ ଚାନ୍ଦ ଆଉ ଏକ ଉଲ୍ଲେଖନୀୟ ସଫଳତା ଅର୍ଜନ କରିଛନ୍ତି। ପଟିଆଲାରେ ଚାଲିଥିବା ଭାରତୀୟ ଗ୍ରାଁ ପ୍ରିରେ ଦୂତୀ ନିଜ ଜାତୀୟ ରେକର୍ଡ ଭାଙ୍ଗି ନୂଆ କୀର୍ତ୍ତିମାନ ସ୍ଥାପନ କରିଥିଲେ…
ହିରୋ ହେବାକୁ ଚାହିଁଥିଲେ ଅମ୍ରୀଶକ ପୁରୀ, ହେଲେ ମିଳିଲା ‘ସୁପର ଭିଲେନ’ ଟ୍ୟାଗ
ଅମ୍ରୀଶ ପୁରୀ, ଯିଏ ବଲିଉଡ୍ର ଜଣାଶୁଣା ଭିଲେନଙ୍କ ମଧ୍ୟରୁ ଅନ୍ୟତମ। ନିଜର ଡାଏଲଗ କହିବା ଶୈଳୀ, ଭୟାନକ ଗେଟଅପ ଏବଂ ଚିତ୍ତାକର୍ଷକ ବ୍ୟକ୍ତିତ୍ୱ ସହିତ ବର୍ଷ ବର୍ଷ ଧରି ଚଳଚ୍ଚିତ୍ର ପ୍ରେମୀଙ୍କ ହୃଦୟରେ ଭୟ ସୃଷ୍ଟି କରିଥିଲେ। ହେଲେ ସେ ପ୍ରକୃତରେ…
କଥାବାର୍ତ୍ତା ଶୈଳୀ ବଢ଼ାଏ କାର୍ଯ୍ୟଦକ୍ଷତା
ନିଜର କଥାବାର୍ତ୍ତା ଶୈଳୀ ଉପରେ ସେହି ବ୍ୟକ୍ତିଙ୍କର କାର୍ଯ୍ୟଦକ୍ଷତା ନିର୍ଭର କରିଥାଏ ବୋଲି ଏକ ସଦ୍ୟତମ ଗବେଷଣାରୁ ଜଣାପଡିଛି। ଏପରି ରୋଚକ ତଥ୍ୟ ସମ୍ପର୍କରେ ଲଣ୍ଡନ ୟୁନିଭର୍ସିଟିର ମନୋବିଜ୍ଞାନୀମାନେ ସୂଚନା ଦେଇଛନ୍ତି। ‘କଥାବାର୍ତ୍ତା ଶୈଳୀ ଓ କାର୍ଯ୍ୟଦକ୍ଷତା’ ବିଷୟକୁ ନେଇ ସେମାନେ…
ରୋହିତ ଶର୍ମାଙ୍କୁ ଥଟ୍ଟାରେ ଏମିତି କହିଦେଲେ ସ୍ତ୍ରୀ
ସାଉଥାମ୍ପଟନ,୨୧।୬: ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିଏସି ଫାଇନାଲ)ର ହାଇ ଭୋଲଟେଜ ଫାଇନାଲ ମ୍ୟାଚ ସାଉଥାମ୍ପଟନ୍ରଠାରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଛି। ଏହି ବର୍ଷା ବାଧାପ୍ରାପ୍ତ ମ୍ୟାଚ୍ରେ ନ୍ୟୁଜିଲାଣ୍ଡ ଟସ ଜିତି ଭାରତକୁ ପ୍ରଥମେ ବ୍ୟାଟିଂ କରିବାର ସୁଯୋଗ ଦେଇଥିଲା। ଭାରତ…
କ୍ୟାନ୍ସର ରୋଗୀଙ୍କୁ ମିଳୁନି କେମୋଥେରାପି
ବରଗଡ଼ ଅଫିସ୍,୨୧।୬: ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ସ୍ଥାନୀୟ କ୍ୟାନ୍ସର ରୋଗୀଙ୍କୁ ମିଳୁଥିବା କେମୋଥେରାପି ଚିକିତ୍ସା ଏବେ ବନ୍ଦ ରହିଛି। ଫଳରେ ଜନସାଧାରଣରେ ପୁଣି ଅସନ୍ତୋଷ ପ୍ରକାଶ ପାଇଛି। ଏ ସମ୍ପର୍କରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅରୁଣ କୁମାର ପାତ୍ରଙ୍କୁ…
ଷ୍ଟମ୍ପରେ ପିଟିପିଟି ଖେଳାଳିଙ୍କୁ ମାରିଦେଲେ
ରାୟଗଡ଼ା ଅଫିସ,୨୧ା୬: କ୍ରିକେଟ ଖେଳ ବେଳେ ଦୁଇ ଦଳ ମଧ୍ୟରେ ଗଣ୍ଡଗୋଳରୁ ଜଣେ ଖେଳାଳିଙ୍କ ଜୀବନ ଚାଳିଯାଇଛି। ରାୟଗଡ଼ା ଜିଲା କାଶୀପୁର ବ୍ଲକ୍ ମନୁଶୁ ପଞ୍ଚାୟତର ଗୁଞ୍ଜିଗଡ଼ା ଗ୍ରାମରେ ଏଭଳି ଘଟଣା ଘଟିଛି। ମୃତ ଖେଳାଳି ହେଲେ କଳାହାଣ୍ଡି ଜିଲା ଥୁଆମୂଳ…
ପୁଅର ମୃତଦେହ ଛୁଇଁଲେନି ବାପା
ବୌଦ୍ଧ,୨୧।୬: ପୁଅର ମୃତ୍ୟୁ ପରେ ବାପା ମୃତଦେହ ଛୁଇଁଲେନି କି ସଂସ୍କାର ପାଇଁ ନେଲେନାହିଁ। ଫଳରେ ପୁତ୍ରବଧୂ ଥାନାର ଦ୍ୱାରସ୍ଥ ହୋଇଥିଲେ। ପୋଲିସ ବୁଝାଶୁଝା କରିବାରୁ ୧୦ ଘଣ୍ଟା ପରେ ମୃତଦେହ ସ୍ଥାନୀୟ ଶ୍ମଶାନରେ ସତ୍କାର କରାଯାଇଥିଲା। ସୋମବାର ଏଭଳି ଏକ…
ବିବାହ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ବଳାତ୍କାର
ଗୋଲାମୁଣ୍ଡା,୨୧ା୦୬: କଳାହାଣ୍ଡି ଜିଲା ଗୋଲାମୁଣ୍ଡା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଅଭିଯୁକ୍ତ ଯୁବକଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଯୁବକ ଦୁର୍ଜ…
୧୧ ଟଙ୍କାରେ ମିଳିବ ଆମ୍ବୁଲାନ୍ସ ସେବା
ସମ୍ବଲପୁର,୨୧ା୬(ବ୍ୟୁରୋ): କରୋନା ମହାମାରୀ ସମୟରେ ବିଭିନ୍ନ ଅନୁଷ୍ଠାନ, ସମାଜିକ କର୍ମୀଙ୍କ ପକ୍ଷରୁ ଲୋକଙ୍କୁ ସହାୟତା କରାଯାଉଛି। ଏହି ଧାରାରେ ସାମିଲ ହୋଇଛି ସମ୍ବଲପୁରର ‘ସାଥୀ’ ଚାରିଟେବୁଲ ଟ୍ରଷ୍ଟ। ଟ୍ରଷ୍ଟ ପକ୍ଷରୁ ମାତ୍ର ୧୧ ଟଙ୍କାରେ ଆମ୍ବୁଲାନ୍ସ ସେବା ଆରମ୍ଭ ହୋଇଛି। ଟ୍ରଷ୍ଟକୁ…
ଏମ୍କେସିଜି କୋଭିଡ୍ ହସ୍ପିଟାଲ-୧ ବନ୍ଦ
ଛତ୍ରପୁର,୨୧।୬: ଗଞ୍ଜାମ ଜିଲାର ଯେଉଁ କୋଭିଡ୍ ଚିକିତ୍ସା କେନ୍ଦ୍ରରେ କୌଣସି ରୋଗୀ ନାହାନ୍ତି ସେଗୁଡିକ ପର୍ଯ୍ୟାୟକ୍ରମେ ବନ୍ଦ କରିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ନିର୍ଦ୍ଦେଶ ଦେଇଛନ୍ତି। ବ୍ରହ୍ମପୁର ଏମ୍କେସିଜି ମେଡିକାଲର ଡିସିଏଚ-୧ ବନ୍ଦ କରି ଡିସିଏଚ-୨କୁ ଚାଲୁ ରଖିବା…
ବଜ୍ରପାତ ନେଲା ୨ ଚାଷୀଙ୍କ ଜୀବନ
ପାଟଣା,୨୧।୬: କେନ୍ଦୁଝର ଜିଲା ପାଟଣା ବ୍ଲକ ଖିରେଇଟାଙ୍ଗିରି ପଞ୍ଚାୟତ ଡଳଙ୍ଗ ଗ୍ରାମରେ ସୋମବାର ବଜ୍ରପାତ ଘଟି ୨ ଚାଷୀଙ୍କ ମୃତ୍ୟୁ ଘଟିଛି। ସେମାନେ ବିଲରେ ତଳି ପକାଇ ଘରକୁ ଫେରୁଥିବା ବେଳେ ବଜ୍ରପାତର ଶିକାର ହୋଇଥିଲେ। ମୃତକଦ୍ୱୟ ହେଲେ ଉକ୍ତ ଗ୍ରାମର…
୨୦୨୪ ରଣନୀତି: ଶରଦ ପାୱାରଙ୍କ ନେତୃତ୍ୱରେ ହେବ ବିରୋଧୀ ଦଳ ବୈଠକ
ନୂଆଦିଲ୍ଲୀ,୨୧।୬: ୨୦୨୪ ସାଧାରଣ ନିର୍ବାଚନ ପାଇଁ ବିରୋଧୀଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି(ଏନ୍ସିପି) ମୁଖ୍ୟ ଶରଦ ପାୱାର ମଙ୍ଗଳବାର ଅଣ କଂଗ୍ରେସ ବିରୋଧୀ ଦଳ ବୈଠକର ନେତୃତ୍ୱ ନେବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାଜପା ବିରୋଧରେ…

