Home Left

ମୁମ୍ବାଇ ଦଳରେ ସ୍ଥାନ ପାଇଲେ ନାହିଁ ସଚିନ ତେନ୍ଦୁଲକରଙ୍କ ପୁଅ

ମୁମ୍ବାଇ,୧୦।୨: ଫେବୃଆରୀ ୨୦ରୁ ଆରମ୍ଭ ହେବାକୁ ଯାଉଥିବା ବିଜୟ ହଜାରେ ଟ୍ରଫିରେ ଭାରତୀୟ ବ୍ୟାଟ୍ସମ୍ୟାନ ଶ୍ରେୟସ ଆୟରଙ୍କୁ ମୁମ୍ବାଇ ଦଳର ଅଧିନାୟକ ଭାବରେ ମନୋନୀତ କରାଯାଇଛି। ମୁମ୍ବାଇ କ୍ରିକେଟ ଆସୋସିଏସନ ୨୨ ଜଣିଆ ଦଳ ଘୋଷଣା କରିଛି। ଭାରତୀୟ ଓପନର୍‌ ପୃଥ୍ବି…

ଓ୍ବାଶିଂଟନ୍‌ଙ୍କୁ ଦ୍ୱିତୀୟ ଟେଷ୍ଟରେ ସୁଯୋଗ ମିଳିବ କି? ଗାଭାସ୍କର ଦେଲେ ଏଭଳି ଜବାବ

ଚେନ୍ନାଇ,୧୦।୨: ସ୍ଥାନୀୟ ଏମ୍‌.ଏ ଚିଦାମ୍ବରମ୍‌ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ୨୨୭ରନ୍‌ରେ ଲଜ୍ଜାଜନକ ଭାବେ ପରାଜିତ ହୋଇଛି ଭାରତୀୟ ଟିମ୍‌। ଏହା ପରେ ଦଳରେ ନିଆଯାଇଥିବା ଖେଳାଳିଙ୍କୁ ନେଇ ପ୍ରଶ୍ନ ଉଠୁଛି। ଅଧିନାୟକ ବିରାଟ କୋହଲି ସିରିଜ୍‌ର…

ଟିକା ନେଲେ କୋରାପୁଟ ନୂତନ ଜିଲାପାଳ

କୋରାପୁଟ,୧୦।୨(ସ୍ବ.ପ୍ର.): ସରକାରଙ୍କ ପକ୍ଷରୁ କୋଭିଡ୍‌ ମହାମାରୀ ବିରୋଧରେ ବର୍ତ୍ତମାନ ସାରାଦେଶରେ ଟିକାକରଣ ଅଭିଯାନ ଚାଲିଛି। ଏହି ପରିପ୍ରେକ୍ଷୀରେ ବୁଧବାର କୋରାପୁଟର ନୂତନ ଜିଲାପାଳ ମହମ୍ମଦ ଅବଦୁଲ ଅକ୍ତାର କୋଭିଡ ଟିକା ନେଇ ସରକାରଙ୍କ ଏହି ଟିକାକରଣ ଅଭିଯାନକୁ ଆଗକୁ ନେବା ସହ…

ସ୍କୁଲକୁ ଗଣଶିକ୍ଷା ମନ୍ତ୍ରୀଙ୍କ ଅଚାନକ ଗସ୍ତ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ବିଦ୍ୟାଳୟରେ କୋଭିଡ୍‌-୧୯ ମାର୍ଗଦର୍ଶିକା ସଠିକ ବ୍ୟବହାର କରାଯାଉଛି କି ନାହିଁ ତାହାର ଅନୁଧ୍ୟାନ ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବୁଧବାର ପୂର୍ବାହ୍ନରେ ନିମାପଡ଼ାର ଭାଣପୁର ହାଇସ୍କୁଲ ପରିଦର୍ଶନ କରିଥିଲେ। ସୂଚନାଯୋଗ୍ୟ, ରାଜ୍ୟରେ କୋଭିଡ-୧୯ ସଂକ୍ରମଣ…

କୋହଲିଙ୍କୁ ଆଉ ଏକ ବଡ ଝଟ୍‌କା

ଚେନ୍ନାଇ,୧୦।୨: ଚେନ୍ନାଇ ଟେଷ୍ଟରେ ଟିମ ଇଣ୍ଡିଆର ପରାଜୟ ପରେ ବିରାଟ କୋହଲିଙ୍କୁ ଆଉ ଏକ ବଡ଼ ଝଟକା ଲାଗିଛି। ଆଇସିସି ଟେଷ୍ଟ ମାନ୍ୟତାରେ ବିରାଟ କୋହଲି ପଞ୍ଚମ ସ୍ଥାନକୁ ଖସି ଆସିଛନ୍ତି। ଏଥି ସହିତ ଚେନ୍ନାଇ ଟେଷ୍ଟର ପ୍ରଥମ ଇନିଂସରେ ଦ୍ୱିଶତକ…

୮୦ ଚାଇନା କମ୍ପାନୀ ଏବେ ବି ଭାରତରେ କାରବାର ଜାରି ରଖିଛନ୍ତି

ନୂଆଦିଲ୍ଲୀ,୧୦।୨: ଭାରତ ଚାଇନା ମଧ୍ୟରେ ପୂର୍ବ ଲଦାଖର ଏଲଏସିରେ ଉତ୍ତେଜନା ଥମିବାର ନାଁ ଧରୁନିି। ତେବେ ବି ଭାରତରେ ସମ୍ପ୍ରତି ୮୦ଟି ଚାଇନା କମ୍ପାନୀ କାରବାର ଜାରି ରଖିଛନ୍ତି। କାରବାର ପାଇଁ ଚାଇନାର ୯୨ କମ୍ପାନୀ ଭାରତରେ ପଞ୍ଜିକରଣ କରିଥିବାବେଳେ ୧୨ଟି…

୧୫ ଫେବୃୟାରୀରେ କରୀନାଙ୍କ ଡେଲିଭରି!

ମୁମ୍ବାଇ : ଅଭିନେତ୍ରୀ କରୀନା କପୁର ଖାନ୍‌ ବର୍ତ୍ତମାନ ଗର୍ଭବତୀ ଅଛନ୍ତି। ଏବେ ତାଙ୍କ ଡେଲିଭରିକୁ ନେଇ ଚର୍ଚ୍ଚା ଚାଲିଛି। ସୋସିଆଲ ମିଡିଆରେ ତାଙ୍କ ବେବି ବମ୍ପ ଫଟୋ ମଧ୍ୟ ବେଳେବେଳେ ଭାଇରାଲ ହେଉଛି। ତେବେ ୧୫ ଫେବୃୟାରୀରେ ତାଙ୍କର ଡେଲିଭରି…

ଭାରତ-ପାକିସ୍ତାନ ସୀମାରେ ଶକ୍ତିଶାଳୀ ତାରବାଡ଼ ନିର୍ମାଣ ଶେଷ

ନୂଆଦିଲ୍ଲୀ,୧୦।୨: ଭାରତ ପାକିସ୍ତାନ ସୀମାରେ ଅମୃତସରଠାରେ ୭.୧୮ କିଲୋମିଟର ଶକ୍ତିଶାଳୀ ତାରବାଡ଼ ନିର୍ମାଣ ଶେଷ ହୋଇଛି। ଏସମ୍ପର୍କରେ ସ୍ବରାଷ୍ଟ୍ର ବିଭାଗ ରାଷ୍ଟ୍ର ମନ୍ତ୍ରୀ ନିତ୍ୟାନନ୍ଦ ରାୟ ରାଜ୍ୟ ସଭାରେ ସୂଚନା ଦେଇଛନ୍ତି। ନୂଆ ମଡୁଲାର ତାରବାଡ଼ ନିର୍ମାଣ କାର୍ଯ୍ୟ ୨୦୨୦ ମାର୍ଚ୍ଚରେ…

ରୁଟ୍‌ଙ୍କୁ ନେଇ ନାସିର୍‌ ହୁସେନଙ୍କ ଭବିଷ୍ୟବାଣୀ: କହିଲେ ସେ ଭାଙ୍ଗିଦେବେ…

ଲଣ୍ଡନ,୧୦।୨: ସାଧାରଣତଃ ବ୍ୟାଟ୍ସମ୍ୟାନ୍‌ମାନେ ସ୍ପିନ୍‌କୁ ଖେଳିବାକୁ ଅସହଜ ମନେ କରିଥାନ୍ତି। ହେଲେ ଇଂଲଣ୍ଡ ଅଧିନାୟକ ଜୋ ରୁଟ୍‌ ସ୍ପିନ୍‌ ବଲ୍‌କୁ ସାମ୍ନା କରୁଥିବା ଦେଶର ସର୍ବକାଳୀନ ସର୍ବଶ୍ରେଷ୍ଠ ଖେଳାଳି। ତାଙ୍କ ପାଖରେ ଦେଶର ସମସ୍ତ ଟେଷ୍ଟ ବ୍ୟାଟ୍ସମ୍ୟାନ୍‌ଙ୍କ ରେକର୍ଡ ଭାଙ୍ଗିବାର କ୍ଷମତା…

ଖବରଦାତାଙ୍କୁ ବଳପୂର୍ବକ ଉଠାଇ ନେବା ପ୍ରତିବାଦରେ ବିକ୍ଷୋଭ

ବାରିପଦା ଅଫିସ,୧୦।୨: ମୟୂରଭଞ୍ଜ ଜିଲାରେ କାର୍ଯ୍ୟରତ ଖବରଦାତାମାନେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବୁଧବାର ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଅନଶନରତ ଖବରଦାତାକୁ ବଳପୂର୍ବକ ଉଠାଇ ନେବା ଘଟଣାକୁ ପ୍ରତିବାଦ କରି ଖବରଦାତାମାନେ ଅସନ୍ତୋଷ ପ୍ରକାଶ କଚନା କରିଥିଲେ। ଗଣମାଧ୍ୟମ ପ୍ରତିନିଧିଙ୍କ ସହିତ ଆଲୋଚନା…

ରାହାନେଙ୍କୁ କଟାକ୍ଷ କଲେ ମାଞ୍ଜରେକର୍‌: କୋହଲି କହିଲେ ଏଭଳି…

ଚେନ୍ନାଇ,୧୦।୨: ଇଂଲଣ୍ଡ ବିପକ୍ଷ ଚାରି ଟେଷ୍ଟ ମ୍ୟାଚ୍‌ ସିରିଜ୍‌ର ପ୍ରଥମ ଟେଷ୍ଟରେ ଲଜ୍ଜାଜନକ ଭାବେ ୨୨୭ ରନ୍‌ରେ ଭାରତ ପରାସ୍ତ ହୋଇଛି। ଏହି ବିଜୟ ସହ ଇଂଲଣ୍ଡ ୪ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ ୧-୦ ଅଗ୍ରଣୀ ହାସଲ କରିଛି। ଅଷ୍ଟ୍ରେଲିଆ…

ପ୍ରଥମ ଦେଖାରୁ ୪ ବର୍ଷ ବଡ଼ ଏହି ଅଭିନେତ୍ରୀଙ୍କ ପ୍ରେମରେ ପଡ଼ିଥିଲେ ମହେଶ ବାବୁ

ସାଉଥ୍ ଫିଲ୍ମ ଇଣ୍ଡଷ୍ଟ୍ରିର ସୁପରହିଟ୍ ହିରୋ ମହେଶ ବାବୁ ଏବଂ ବଲିଉଡ ଅଭିନେତ୍ରୀ ନମ୍ରତା ଶିରୋଦକର ୧୦ ଫେବୃୟାରୀରେ ସେମାନଙ୍କର ୧୬ ତମ ବିବାହ ବାର୍ଷିକୀ ପାଳନ କରୁଛନ୍ତି ଏହି ବିଶେଷ ଅବସରରେ ମହେଶ ବାବୁ ଏକ ରୋମାଣ୍ଟିକ ଫଟୋ ଶେୟାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri