Home Left

ଐତିହ୍ୟ ପୀଠ ବିକାଶରେ ସାକ୍ଷୀଗୋପାଳ ମନ୍ଦିର

ସାକ୍ଷୀଗୋପାଳ,୧୦।୨(ଡି.ଏନ୍‌.ଏ.): ରାଜ୍ୟ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ମଙ୍ଗଳବାର ସନ୍ଧ୍ୟାରେ ସାକ୍ଷୀଗୋପାଳ ଆସି ସାକ୍ଷୀଗୋପାଳ ମନ୍ଦିର ପରିଦର୍ଶନ କରିଛନ୍ତି। ଠାକୁରଙ୍କୁ ଦର୍ଶନ କରିବା ପରେ ସାକ୍ଷୀଗୋପାଳ ସେବାୟତ ସଂଘ ପକ୍ଷରୁ ଆୟୋଜିତ ସଭାରେ ମନ୍ତ୍ରୀ ଯୋଗଦେଇ ଶ୍ରୀମନ୍ଦିର ଭଳି ପୁରାତନ…

ହାତୀଦାନ୍ତ ପାଇଁ ବଢୁଛି ଶିକାର

ଭୁବନେଶ୍ୱର, ୧୦।୨(ବ୍ୟୁରୋ): ହାତୀ-ମଣିଷ ଲଢ଼େଇରେ ଉଭୟ ହାତୀ ଓ ମଣିଷ ବଳି ପଡୁଛନ୍ତି। ହାତୀ ପରିବେଶପ୍ରେମୀ ଓ ବନ୍ୟପ୍ରାଣୀପ୍ରେମୀଙ୍କ ସମର୍ଥନ ପାଉଥିବାବେଳେ ମଣିଷ ଦଳମତ ନିର୍ବିଶେଷରେ ରାଜନେତାଙ୍କ ସମର୍ଥନ ପାଉଛି। ନିଜ ଫସଲକୁ ରକ୍ଷା କରିବା ପାଇଁ ଲୋକଙ୍କ ଦ୍ୱାରା ବିଛାଯାଇଥିବା…

ମହିଳାଙ୍କ ଫିଙ୍ଗର ପ୍ରିଣ୍ଟ ଯାଞ୍ଚ ପାଇଁ ହେବ ଆବେଦନ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ଚନ୍ଦକା ଥାନା ଅନ୍ତର୍ଗତ ଅନ୍ଧାରୁଆ-ଦାସପୁର ରାସ୍ତାରୁ ମିଳିଥିବା ମୁଣ୍ଡବିହୀନ ମହିଳାଙ୍କ ମୃତଦେହର ପରିଚୟ ପାଇବା ନେଇ କମିଶନରେଟ ପୋଲିସ ପ୍ରୟାସ ଜାରି ରଖିଛି। କୋଲ୍‌କାତା ସମେତ ରାଜ୍ୟର ୧୧ଜିଲାରୁ ମୁଣ୍ଡବିହୀନ ମହିଳାଙ୍କ ସମ୍ପର୍କରେ ପୋଲିସକୁ ଖବର ମିଳିବା ପରେ ପୋଲିସ…

ଚାକିରିରୁ ନିଲମ୍ବିତ ହେଲେ ଏସ୍‌ଏସ୍‌ଓ

ଖୋର୍ଦ୍ଧା ଅଫିସ,୧୦ା୨: ଭୁବନେଶ୍ୱର ଏୟାରପୋର୍ଟ ଥାନା ପଳାସପଲ୍ଲୀ ଅଞ୍ଚଳରେ ଥିବା ନିଖିଳ ଉକତ୍ଳ ଶାରୀରିକ ଭିନ୍ନକ୍ଷମ କଲ୍ୟାଣ ମହାସଂଘ ତାଲିମ କେନ୍ଦ୍ରରେ ଯୌନ ଶୋଷଣ ଘଟଣା ପଦାକୁ ଆସିବା ପରେ ରାଜ୍ୟରେ ହଇଚଇ ସୃଷ୍ଟି ହୋଇଛି। ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ…

୨ ମହିଳାଙ୍କ ସୁନାଚେନ ଝାମ୍ପିନେଲେ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ରାଜଧାନୀରେ ପୁଣି ଲୁଟେରା ମାତିଲେଣି। ମଙ୍ଗଳବାର ଲକ୍ଷ୍ମୀସାଗର ଥାନା ଅଧୀନ ଝାରପଡ଼ା ଜେଲ ଗେଟ୍‌ ସମ୍ମୁଖ ରୋଡରେ ପ୍ରାତଃଭ୍ରମଣ ବେଳେ ମନୋରମା ସାହୁ ନାମ୍ନୀ ମହିଳାଙ୍କ ବେକରେ କଟୁରୀ ଲଗାଇ ୩ଜଣ ଦୁର୍ବୃତ୍ତ ସୁନାଚେନ ଝାମ୍ପି ନେଇଛନ୍ତି। ସେହିପରି ଏୟାରଫିଲ୍ଡ…

ଘୋଡ଼ା ଚଢ଼ି ସ୍କୁଲ ଗଲେ

ଭୋପାଳ, ୧୦ା୨: କରୋନା ଯୋଗୁ ସ୍କୁଲ ବସ୍‌ ବନ୍ଦ ହୋଇଯିବାରୁ ପାଠ ପଢ଼ିବାକୁ ଘୋଡ଼ାରେ ବସି ବିଦ୍ୟାଳୟରେ ପହଞ୍ଚିଲେ ଛାତ୍ର। ମଧ୍ୟପ୍ରଦେଶର ଖଣ୍ଡଓ୍ବା ଜିଲାର ଏକ ଗ୍ରାମରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, କରୋନା ପରେ ବିଦ୍ୟାଳୟରେ ବସ୍‌…

ମା’ ହେଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ନାଗିନ୍‌ ଫେମ୍‌ ଅନୀତା ହସନ୍ତଦାନୀ ମା’ ହୋଇଛନ୍ତି। ସେ ଏକ ଶିଶୁ ପୁତ୍ରକୁ ଜନ୍ମ ଦେଇଛନ୍ତି। ଅନୀତାଙ୍କ ସ୍ବାମୀ ରୋହିତ ସେଟ୍ଟୀ ଏହି ଖୁସି ଖବର ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଉଭୟ ମା’ ଏବଂ ଶିଶୁ ସୁସ୍ଥ ଥିବା ସେ…

ନାବାଳିକା ଅପହରଣ, ହତ୍ୟା ଘଟଣା: ଭୁବନେଶ୍ୱରରୁ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ପଶ୍ଚିମବଙ୍ଗରେ ଜଣେ ନାବାଳିକା (୧୪)ଙ୍କୁ ଅପହରଣ ପରେ ତାଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣାରେ ସଂପୃକ୍ତ ଅଭିଯୁକ୍ତ ଫେରାର ଥିବାବେଳେ ଭୁବନେଶ୍ୱରରେ ଆତ୍ମଗୋପନ କରିଥିଲେ। ମଙ୍ଗଳବାର ସଂପୃକ୍ତ ଫେରାର ଅଭିଯୁକ୍ତଙ୍କୁ ଏୟାରଫିଲ୍ଡ ଥାନା ପୋଲିସ ଗିରଫ କରି କୋର୍ଟ ଚାଲାଣ…

ଟିଏମ୍‌ସିକୁ ଫେରିବେ ୨ ବିଧାୟକ

କୋଲକାତା, ୧୦।୨: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ଦଳଡିଆଁ ପର୍ବ ଜୋର୍‌ ଧରିଛି। ଶାସକ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର କେତେଜଣ ଅସନ୍ତୁଷ୍ଟ ନେତା ଓ କର୍ମୀ କିଛିଦିନ ମଧ୍ୟରେ ଭାଜପାରେ ସାମିଲ ହୋଇଛନ୍ତି। ୨୦୧୯ରେ ଭାଜପାରେ ଯୋଗଦେଇଥିବା ଟିଏମ୍‌ସିର ଦୁଇଜଣ ପୂର୍ବତନ…

ଭୁବନେଶ୍ୱରରେ ଖୋଲିବ ସାଇବର ଥାନା

ଭୁବନେଶ୍ୱର,୧୦।୨(ବ୍ୟୁରୋ): ସାଇବର ଠକେଇଜନିତ ଅଭିଯୋଗ ନେଇ ଗତ ଜାନୁୟାରୀ ୭ ତାରିଖରେ କମିଶନରେଟ ପୋଲିସ ପକ୍ଷରୁ ସାଇବର ହେଲ୍ପ ଡେସ୍କ ପ୍ରତିଷ୍ଠା କରାଯାଇଥିଲା। ଇତିମଧ୍ୟରେ ଏହି ହେଲ୍ପ ଡେସ୍କକୁ ଏକମାସ ପୂରିଥିବାବେଳେ ମଙ୍ଗଳବାର ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ଏନେଇ ସମୀକ୍ଷା କରିଛନ୍ତି।…

ହାଜତରେ ଯୌନ ନିର୍ଯାତନା

ଚଣ୍ଡିଗଡ,୧୦ା୨: ପଞ୍ଜାବର ୨୩ ବର୍ଷୀୟା ଦଳିତ ଝିଅ ନୋଦୀପ କୌରଙ୍କ ମୁକ୍ତି ପାଇଁ ଆମେରିକା ଉପରାଷ୍ଟ୍ରପତି କମଲା ହାରିସ୍‌ଙ୍କ ଝିଆରୀ ତଥା ଆଇନଜୀବୀ ମୀନା ହାରିସ୍‌ ଶନିବାର ଟୁଇଟ୍‌ କରିଛନ୍ତି। ମଜଦୁର ଅଧିକାର ସଙ୍ଗଠନ ସହିତ ଜଡ଼ିତ ଶ୍ରମିକ ଅଧିକାର କର୍ମୀ…

ଓଡ଼ିଶାକୁ ମିଳିବ ଅନ୍ତର୍ଜାତୀୟ ପୁରସ୍କାର

ଭୁବନେଶ୍ୱର, ୧୦ା୨(ବ୍ୟୁରୋ): ସହରାଞ୍ଚଳରେ କର୍ମନିଯୁକ୍ତି ଏବଂ ମଳ ପରିଚାଳନା ପାଇଁ ରାଜ୍ୟ ସରକାର ଗ୍ରହଣ କରିଥିବା ଅଭିନବ ପଦକ୍ଷେପ ନିମନ୍ତେ ଅନ୍ତର୍ଜାତୀୟ ପୁରସ୍କାର ଲାଗି ତାଲିକାଭୁକ୍ତ ହୋଇଛନ୍ତି । ଦେଶର ଏକମାତ୍ର ରାଜ୍ୟଭାବେ ଓଡ଼ିଶା ଏହି ତାଲିକାର ପ୍ରଥମ ୧୫ ସ୍ଥାନରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri