ଟେଡି ଡେ’: ସାଥୀଙ୍କୁ ଦିଅନ୍ତୁ ଏହି ରଙ୍ଗର ଟେଡି, ଜଣାପଡ଼ିବ ପ୍ରେମର ଗଭୀରତା
ପ୍ରେମୀଯୁଗଳଙ୍କ ପାଇଁ ବର୍ତ୍ତମାନ ଚାଲିଛି ଭାଲେଣ୍ଟାଇନ୍ସ ଓ୍ବିକ୍ ବା ପ୍ରେମ ସପ୍ତାହ। ପ୍ରଥମ ଦିନଟି ରୋଜ୍ ଡେ’ରୁ ଆରମ୍ଭ ହୋଇଥିବା ବେଳେ ଦ୍ୱିତୀୟ ଦିନଟି ହେଉଛି ପ୍ରପୋଜ୍ ଡେ’ ବା ପ୍ରେମ ନିବେଦନ ଦିବସ। ସେହିପରି ତୃତୀୟ ଦିବସରେ ଚକୋଲେଟ୍ ଦେଇ…
ଜୀବିକା ଲାଗି ଚାକିରି, ଦୁଃଖ ଲାଘବ ପାଇଁ କବିତା ଲେଖା
ଖଇରା, ୧୦।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ଅଞ୍ଚଳରେ କପିଳ ଦାସ ଏକ ଜଣାଶୁଣା ନାଁ। ସେ ସକାଳୁ ସକାଳୁ ନିତ୍ୟ କର୍ମ ସାରି ସାଇକେଲ ଧରିବା ମାତ୍ରେ ତାଙ୍କ କାନରେ ବାଜେ କପିଳ ଭାଇ ମୋ ଆଧାର କାର୍ଡ ଆସିଛି କି ।…
ଅଦା ଚାଷ କରିଛି ସ୍ବାବଲମ୍ବୀ
କେନ୍ଦୁଝର,୧୦ା୨ (ସ୍ବ.ପ୍ର.)-ଦେଶୀ ଅଦାର ଚାହିଦା ସବୁଠି ରହିଛି । ଏହାର ଔଷଧୀୟ ଗୁଣ ମଧ୍ୟ ରହିଛି । ଚା’ଠାରୁ ଆରମ୍ଭ କରି ତରକାରୀ, ଔଷଧ ପ୍ରସ୍ତୁତିରେ ଏହାର ବ୍ୟବହାର ରହିଛି। ଲୋକ ମାନେ ଏହାକୁ ନିତିଦିନିଆ ସାମଗ୍ରୀ ଭାବରେ ବ୍ୟବହାର କରିଆସୁଛନ୍ତି।…
ନାଗାର୍ଜୁନଙ୍କ ଫେରିବା ବାଟକୁ ଚାହିଁ ବସିଛନ୍ତି ପରିବାର: ଉତ୍ତରାଖଣ୍ଡ ହିମସ୍ଖଳନ
ଭଦ୍ରକ ଅଫିସ, ୧୦ା୨- ଉତ୍ତରାଖଣ୍ଡରେ ହିମସ୍ଖଳନ ଯୋଗୁ ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ବାଂଶଡ଼ା ଥାନା ଅନ୍ତର୍ଗତ ଯଶିପୁର ପଞ୍ଚାୟତ କୁଦକାନ୍ଥି ଗ୍ରାମର ରବୀନ୍ଦ୍ର ଦାସଙ୍କ ପୁଅ ନାଗାର୍ଜୁନ ନିଖୋଜ ଥିବା ସୂଚନା ମିଳିଛି। ଏନେଇ ପରିବାର ଲୋକେ ନାନା ଆଶା…
ଏଟିକେ ମୋହନବାଗାନ ବିଜୟୀ
ମାର୍ଗାଓ, ୧୦ା୨: ସ୍ଥାନୀୟ ଫାତୋର୍ଡା ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଇଣ୍ଡିଆ ସୁପର ଲିଗ୍ (ଆଇଏସ୍ଏଲ) ଫୁଟ୍ବଲ ଟୁର୍ନାମେଣ୍ଟର ଏକ ମ୍ୟାଚରେ ଏଟିକେ ମୋହନବାଗାନ ୨-୦ ଗୋଲରେ ବେଙ୍ଗାଲୁରୁ ଏଫ୍ସିକୁ ପରାସ୍ତ କରିଛି। ଦଳ ପକ୍ଷରୁ ରୟ କ୍ରିଷ୍ଣା ୩୭ତମ ମିନିଟରେ ଏକ…
‘ଦ୍ୱିତୀୟ ଟେଷ୍ଟରେ ପରାସ୍ତ ହେଲେ ବଡ଼ ନିଷ୍ପତ୍ତି ନେଇପାରନ୍ତି କୋହଲି’
ଚେନ୍ନାଇ, ୧୦ା୨- ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟରେ ବୃହତ୍ ପରାଜୟ ବରଣ କରିଛି ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ। ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟେଷ୍ଟରେ ଟିମ୍ ଇଣ୍ଡିଆର ଅବସ୍ଥା କ’ଣ ହୋଇଥିଲା, ତାହା ସଭିଙ୍କୁ ଜଣା। ସେତେବେଳେ ଭାରତୀୟ ଦଳର…
ବୟସର ତାରତମ୍ୟ ପ୍ରେମରେ ସାଜିନି ବାଧକ…
ଏବେ ଭାଲେଣ୍ଟାଇନ୍ ସପ୍ତାହ ଜାରି ରହିଛି। ଏହା ପ୍ରେମୀଯୁଗଳଙ୍କୁ ପ୍ରେମର ପରିଭାଷା ସମ୍ପର୍କରେ ଅବଗତ କରାଇଥାଏ। ପ୍ରେମ ଆଗରେ ଜାତି-ଧର୍ମ-ବର୍ଣ୍ଣ ବାଧା ସୃଷ୍ଟି କରି ନ ଥାଏ। ଏପରିସ୍ଥଳେ ବୟସର ତାରତମ୍ୟ ଅବା କିବା କଥା। ବଲିଉଡ୍ରେ ବହୁ ସେଲିବ୍ରିଟିଙ୍କ କ୍ଷେତ୍ରରେ…
ଶରୀର ପାଇଁ ଉପକାରୀ ଗୋଲମରିଚ
ଭୋଜନରେ ଗୋଲମରିଚର ବ୍ୟବହାର ଯେ କେବଳ ସ୍ବାଦ ବଢ଼ାଇବା ପାଇଁ ହୁଏ ଭାବିବା ସମ୍ପୂର୍ଣ୍ଣ ଭୁଲ୍। ଅନେକ କ୍ଷେତ୍ରରେ ଏହାର ବ୍ୟବହାର ସ୍ବାସ୍ଥ୍ୟ ପାଇଁ ଲାଭଦାୟକ ହୋଇଥାଏ। ଗୋଲମରିଚକୁ କୌଣସି ଔଷଧ ସହ ସେବନ କଲେ ତାହା ଔଷଧର ପ୍ରଭାବକୁ ବୃଦ୍ଧି…
ଏହି ହସ୍ପିଟାଲରେ ଝିଅ ଜନ୍ମ ହେଲେ ଖର୍ଚ୍ଚ କରିବାକୁ ପଡ଼ିବନି ଟଙ୍କାଟିଏ
ଛତିଶଗଡ଼ର ରାଜଧାନୀ ରାୟପୁରରେ ଏମିତି ଏକ ଡାକ୍ତରଖାନା ରହିଛି ଯେଉଁଠାରେ ଝିଅ ଜନ୍ମ ହେଲେ ଟଙ୍କାଟିଏ ମଧ୍ୟ ଖର୍ଚ୍ଚ କରିବାକୁ ପଡ଼ିବ ନାହିଁ। ‘ଶ୍ରୀ ବାଲାଜୀ ସୁପର ସ୍ପେଶାଲିଟି ହସ୍ପିଟାଲ’ ଏହି ବଡ଼ ନିଷ୍ପତ୍ତି ନେଇଛି। ଏହି ହସ୍ପିଟାଲରେ ଝିଅ ଜନ୍ମ…
ସୁସ୍ଥ ହେଲେ ୧୦୮ କରୋନା ଆକ୍ରାନ୍ତ
ଭୁବନେଶ୍ୱର, ୯ା୨- ଓଡ଼ିଶାରେ ମଙ୍ଗଳବାର ୧୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କୋଭିଡ୍-୧୯ରୁ ମୁକ୍ତ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୩,୩୩,୧୩୯ରେ ପହଞ୍ଚିଛି। ସୁନ୍ଦରଗଡ଼ରୁ ସର୍ବାଧିକ ୨୧, ଖୋର୍ଦ୍ଧାରୁ ୧୨, ବରଗଡ଼ରୁ ୧୧, ସମ୍ବଲପୁରରୁ ୧୦, ପୁରୀ ୮,…
ଟାଗୋରଙ୍କ ଚୌକିକୁ ଅସମ୍ମାନ କରିଥିବା ଦାବିର ଉତ୍ତର ଦେଲେ ଶାହ
ନୂଆଦିଲ୍ଲୀ, ୯ା୨- ପଶ୍ଚିମବଙ୍ଗର ଶାନ୍ତିନିକେତନ ଗସ୍ତବେଳେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହ ରବୀନ୍ଦ୍ରନାଥ ଟାଗୋରଙ୍କ ଚୌକିରେ ବସିଥିବା ଲୋକସଭାରେ ଦାବି କରିଥିଲେ କଂଗ୍ରେସ ଦଳର ନେତା ଅଧିର ରଞ୍ଜନ ଚୌଧୁରୀ। ଏହି ଅଭିଯୋଗକୁ ଖଣ୍ଡନ କରିଥିଲେ ଭାଜପାର ବରିଷ୍ଠ ନେତା। ବାଚସ୍ପତି…
କାଲିଫର୍ନିଆର ବିଜ୍ଞାପନରେ ଚାଷୀ ଆନ୍ଦୋଳନ
ନ୍ୟୁୟର୍କ, ୯ା୨- ଏଠାରେ ରବିବାର ଖେଳାଯାଇଥିବା ବାର୍ଷିକ ଫୁଟ୍ବଲ ଚାମ୍ପିୟନଶିପ ମ୍ୟାଚ୍(ସୁପର ବାଉଲ)କୁ ପୂରା ଆମେରିକାରେ ଲକ୍ଷ ଲକ୍ଷ ଦର୍ଶକ ଦେଖିଥିଲେ। ଏହି ବହୁ ପ୍ରତୀକ୍ଷିତ ମ୍ୟାଚ୍ ବେଳେ ଦେଖିବାକୁ ମିଳିଥିଲା ଭାରତରେ ଚାଲିଥିବା ଚାଷୀ ଆନ୍ଦୋଳନ ସମ୍ପର୍କିତ ପ୍ରାୟ ୩୦…
Archives


