Home Left

ରାଜ୍ୟରେ ୧୦୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୯।୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୩ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୪୨ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା…

କଟା ଘା’ରେ ଚୂନ ଲଗାଇଲେ ଏହି ଦୁଇ କ୍ରିକେଟର୍‌

ଚେନ୍ନାଇ,୯।୨: ଚେନ୍ନାଇ ଟେଷ୍ଟରେ ଟିମ ଇଣ୍ଡିଆକୁ ଶେଚନୀୟ ଭାବେ ପରାସ୍ତ କରିଛି ଇଂଲଣ୍ଡ। ଏହା ପରେ ଇର ପୂର୍ବତନ ଖେଳାଳିମାନେ ଟିମ ଇଣ୍ଡିଆକୁ ଟାର୍ଗେଟ କରିବାକୁ କୌଣସି ସୁଯୋଗ ହାତଛଡା କରି ନ ଥିଲେ। ଇଂଲଣ୍ଡର ପୂର୍ବତନ ବ୍ୟାଟ୍ସମ୍ୟାନ କେଭିନ ପିଟରସେନ…

ରାମ ତେରୀ ଗଙ୍ଗା ମୈଲୀ ରୁ ହମ୍‌ ତୋ ଚଲେ ପରଦେଶ୍‌…

ମୁମ୍ବାଇ,୯।୨: ରାଜ କପୁରଙ୍କ ସାନ ପୁଅ ଅଭିନେତା ରାଜୀବ କପୁରଙ୍କର ୫୮ ବର୍ଷ ବୟସରେ ପରଲୋକ ଘଟିଛି। ବଲିଉଡ୍‌ରେ ସେ ୧୯୮୩ରେ ଏକ ଜାନ୍‌ ହୈ ହମ୍‌ ଫିଲ୍ମ ମାଧ୍ୟମରେ ଡେବ୍ୟୁ କରିଥିଲେ। ତେବେ ୧୯୮୫ରେ ରାଜ କପୁରଙ୍କ ଫିଲ୍ମ ରାମ…

ବିଶ୍ୱରେକର୍ଡ ହାସଲ କଲେ କୋହଲି, ବହୁ କିମ୍ବଦନ୍ତୀଙ୍କୁ ପଛରେ ପକାଇଲେ

ଚେନ୍ନାଇରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ତାଙ୍କ ନାମରେ ଏକ ସ୍ବତନ୍ତ୍ର ରେକର୍ଡ ସୃଷ୍ଟି କରିଛନ୍ତି। ଦ୍ୱିତୀୟ ଇନିଂସରେ ତିନି ରନ ସ୍କୋର କରିବା ପରେ କୋହଲି ୱେଷ୍ଟଇଣ୍ଡିଜ…

ରାଗିଲେ ତାପସୀ

ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ତାପସୀ ପନ୍ନୁ ତାଙ୍କ ଅଭିନୟ ପାଇଁ ଖୁବ୍ ଚର୍ଚ୍ଚିତ । ସବୁବେଳେ ସେ ଭିନ୍ନ ଭିନ୍ନ ଚରିତ୍ରରେ ଅଭିନୟ କରିବାକୁ ପସନ୍ଦ କରିଥାଆନ୍ତି । ଆଉ ସୋସିଆଲ ମିଡିଆରେ ଆକ୍ଟିଭ ରହୁଥିବା ଏହି ନାୟିକା ବେଳେ ବେଳେ…

ବୟ ଫ୍ରେଣ୍ଡ୍‌ଙ୍କୁ ପ୍ରୋବେଶନ୍‌ରେ ରଖିଲେ ଯୁବତୀ

ଲଣ୍ଡନ,୯।୨: ଚାକିରିରେ ପ୍ରୋବେଶନ ନିଯୁକ୍ତି ବ୍ୟବସ୍ଥା ରହିଥାଏ। ତେବେ ବୟଫ୍ରେଣ୍ଡ୍‌ଙ୍କୁ ପ୍ରୋବେଶନ୍‌ରେ ରଖାଯିବା ଶୁଣିଲେ ଆଶ୍ଚର୍ଯ୍ୟ ଲାଗିବା ସ୍ବାଭାବିକ। କରୋନା ମହାମାରୀ ଲକ୍‌ଡାଉନ ସମୟରେ ଜଣେ ଯୁବତୀ ତାଙ୍କ ବୟ ଫ୍ରେଣ୍ଡ୍‌ଙ୍କୁ ପ୍ରୋବେଶନ୍‌ରେ ରଖିଥିବା ନେଇ ସୋସିଆଲ ମିଡ଼ିଆରେ ସୂଚନା ଦେଇଛନ୍ତି।…

କପୁର ପରିବାର ପାଇଁ ଅଶୁଭ ଏହି ଦିନ: ହୃଦ୍‌ଘାତରେ ଆଖି ବୁଜିଲେ ରାଜ କୁପରଙ୍କ ପୁଅ

ରାଜ କପୁରଙ୍କ ସାନ ପୁଅ ରାଜୀବ କପୁରଙ୍କର ମଙ୍ଗଳବାର ମୁମ୍ବାଇରେ ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ହୋଇଥିଲା। ମୃତ୍ୟୁର କିଛି ସମୟ ପୂର୍ବରୁ ତାଙ୍କର ହୃଦ୍‌ଘାତ ହୋଇଥିଲା। ଡାକ୍ତରଖାନାରେ ଭର୍ତ୍ତି କରାଯିବା ପରେ ଡାକ୍ତର ତାଙ୍କୁ ମୃତ…

ଭିଜିଲାନ୍ସ ଜାଲରେ ମ୍ୟୁନିସିପାଲିଟି କ୍ୟାସିୟର

ନୟାଗଡ ଅଫିସ,୯।୨: ନୟାଗଡ଼ ଜିଲା ମ୍ୟୁନିସିପାଲିଟି କ୍ୟାସିୟର ସାଥୁଆ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ବିଲ୍‌ ପାସ୍‌ କରାଇ ଦେବା ପାଇଁ ସେ ଠିକାଦାରଙ୍କ ଠାରୁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଛି।

ମଣ୍ଡିରୁ ଉଠୁନି ଧାନ, ବ୍ଲକ ଅଫିସରେ ଧାନ ଗଦାଇଲେ ଚାଷୀ

ବରଗଡ଼ ଅଫିସ,୯।୨: ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ପ୍ରାୟ ତିନି ମାସ ବିତି ଗଲାଣି। ମାତ୍ର ଧାନ ବିକ୍ରି ସମସ୍ୟା ତୁଟି ନାହିଁ। ଚାଷୀମାନେ ଧାନ ବିକ୍ରି କରି ସାରି ନ ଥିବାବେଳେ ବିଭିନ୍ନ ମଣ୍ଡିଗୁଡିକୁ ବନ୍ଦ କରି…

ପଣ୍ୟାଗାର କାର୍ଯ୍ୟକ୍ଷମ ଦାବି: ଜିଲାପାଳଙ୍କ ଅଫିସ ଆଗରେ ଧାରଣାରେ ବସିଲେ ଶ୍ରମିକ

ବରଗଡ଼ ଅଫିସ,୯।୨: ବରଗଡ଼ ସହର ଉପକଣ୍ଠ କେନ୍ଦପାଲିସ୍ଥିତ ପଣ୍ୟାଗାର ଗତବର୍ଷ ଜୁନ ମାସରୁ ବନ୍ଦ ରହିଛି। ଫଳରେ ଏହି ପଣ୍ୟାଗାରରେ କାର୍ଯ୍ୟ କରି ପରିବାର ପୋଷଣ କରୁଥିବା ଶ୍ରମିକ (ହେମାଲି)ମାନେ ବେରୋଜଗାରକ୍ଷମ ହୋଇ ପଡିଛନ୍ତି। ଏ ନେଇ ସେମାନେ ଓଡ଼ିଶା ରାଜ୍ୟ…

ଚୁଡ଼ା ଉତ୍ତପମ୍‌

ଆବଶ୍ୟକ ସାମଗ୍ରୀ ଚୁଡା- ଅଧା କପ୍‌ ସୁଜି- ଅଧା କପ୍‌ ଦହି- ଅଧା କପ୍‌ ଆବଶ୍ୟକ ଅନୁସାରେ ଲୁଣ, ପାଣି ଓ ତେଲ ଷ୍ଟପିଂ ନିମନ୍ତେ- ପିଆଜ- ଅଧାକପ୍‌ ଛୋଟ କଟା ହୋଇଥିବା ବିନ୍ସ, ଗାଜର ଓ କ୍ୟାପ୍ସିକମ୍‌- ଛୋଟ ଛୋଟ…

ଟିକା ନେଲେ ଏନ୍‌ଏସି କୋଭିଡ୍‌ ନୋଡାଲ ଅଫିସର

ଗଞ୍ଜାମ, ୯।୨(ଡି.ଏନ୍‌.ଏ.): ରାଜ୍ୟ ସରକାର ପ୍ରଥମେ କୋଭିଡ୍‌ ଯୋଦ୍ଧାଙ୍କୁ ଟିକା ଦିଆଯିବ ବୋଲି ଘୋଷଣା କରିଥିଲେ। ଏହି ଅବସରରେ ଗଞ୍ଜାମ ଏନ୍‌ଏସି କୋଭିଡ୍‌ ନୋଡାଲ ଅଫିସର ବିପିନ କୁମାର ବାରିକି କୋଭିଡ୍‌ ଟିକା ନେଇଛନ୍ତି । ଟିକା ନେବା ପରେ ସେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri