Home Left

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ ପୋଲିସ ଥାନା। ପୋଲିସ ସେବା ଏବଂ କାର୍ଯ୍ୟଦକ୍ଷତାକୁ ଭିତ୍ତି କରି ପ୍ରତିବର୍ଷ କେନ୍ଦ୍ର…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି ଶୁକ୍ରବାର ସନ୍ଧ୍ୟାରୁ ଆରମ୍ଭ ହୋଇଛି। ଦୀର୍ଘ ଏକମାସ ବ୍ୟାପୀ ଅନୁଷ୍ଠିତ ହେବାକୁ ଥିବା…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ ଦୃଷ୍ଟିରେ ରଖି ଭାରତ-ନେପାଳ ସମ୍ପର୍କକୁ ଆହୁରି ମଜବୁତ କରିବା ପାଇଁ ତାଙ୍କ ସହ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି ରାସ୍ତା ଦେଇ ଯାଉଥିବାରୁ, ଅନେକ ଦେଶରେ ଶକ୍ତି ସଙ୍କଟ ଗଭୀର ହେବାରେ ଲାଗିଛି।…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ ଆବେଦନର ଶୁଣାଣି କରି କହିଛନ୍ତି ଯେ ଯଦି ଜଣେ ବିବାହିତ ପୁରୁଷ ଜଣେ…

ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ

ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଛି। ଟିଜରରେ ରାମ ଚରଣଙ୍କ ଜବରଦସ୍ତ ଅନ୍ଦାଜ ଦେଖିବାକୁ ମିଳିଛି।…

ଗୋଟିଏ ଦିନରେ କେତେ ପେଟ୍ରୋଲ କିଣିପାରିବେ? ଯୁଦ୍ଧ ଭିତରେ ଜାଣିନିଅନ୍ତୁ ନିୟମ…

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାରୁ ଏବଂ ଇନ୍ଧନ ଯୋଗାଣ ସମ୍ପର୍କରେ ଚିନ୍ତା ଜାରି ରହିଥିବାରୁ, ଭାରତର କିଛି ସ୍ଥାନରେ ପେଟ୍ରୋଲ ଏବଂ ଡିଜେଲର ଆତଙ୍କ କ୍ରୟ ଆରମ୍ଭ ହୋଇଛି। ଏହି ପରିସ୍ଥିତି ମଧ୍ୟରେ, ଅନେକଙ୍କ ମନରେ ଏକ ପ୍ରଶ୍ନ ଉଠୁଛି:…

ଭାରତର ବଡ଼ ବାଜି: ଏବେ ରୁଷିଆରୁ ଆସିବ LNGର ଭଣ୍ଡାର!

ନୂଆଦିଲ୍ଲୀ/ମସ୍କୋ,୨୭।୩: ମଧ୍ୟପ୍ରାଚ୍ୟକୁ ଗ୍ରାସ କରୁଥିବା ବିନାଶକାରୀ ଅଶାନ୍ତିର ନିଆଁ ଏବେ ଭାରତର ରୋଷେଇ ଘରଠାରୁ ଆରମ୍ଭ କରି କାରଖାନା ପର୍ଯ୍ୟନ୍ତ ସବୁଠି ପହଞ୍ଚିଛି। ସାମ୍ପ୍ରତିକ ରଏଟର୍ସ ରିପୋର୍ଟ ଅନୁଯାୟୀ, ଭାରତ ସରକାର ଏହାର ତୈଳ ଏବଂ ଗ୍ୟାସ କମ୍ପାନୀଗୁଡ଼ିକୁ ରୁଷିଆରୁ LNG…

କାହିଁକି ବାତିଲ ହେଲା IPL 2026 ଉଦ୍‌ଘାଟନୀ ଉତ୍ସବ, ଜାଣନ୍ତୁ ପ୍ରକୃତ କାରଣ…

ବେଙ୍ଗାଲୁରୁର,୨୭।୩: IPL ବିଶ୍ୱର ସବୁଠୁ ବଡ଼ କ୍ରିକେଟ ଲିଗ୍‌। IPLର ୧୯ତମ ସଂସ୍କରଣ ମାର୍ଚ୍ଚ ୨୮ରେ ଆରମ୍ଭ ହେବ। ପ୍ରଥମ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ ସନ୍‌ରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯିବ। ସନ୍ଧ୍ୟା ସାଢେ ୭ଟାରେ ଏମ୍‌ ଚିନ୍ନାସ୍ବାାମୀ ଷ୍ଟାଡିୟମରେ…

ମୁଖ୍ୟମନ୍ତ୍ରୀଙ୍କୁ ଆଖି ବନ୍ଦ କରିବାକୁ କହିଲେ କୁନି ଝିଅ, ହାତରେ ଧରାଇ ଦେଲେ ଏମିତି ଜିନିଷ: Video ଦେଖିଲେ ଅଟକାଇ ପାରିବେନି ହସ

ଲକ୍ଷ୍ନୌ,୨୭।୩: ଗୋରଖନାଥ ମନ୍ଦିର ପରିସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନିୟମିତ ପ୍ରାତଃଭ୍ରମଣ ସମୟରେ ଅତ୍ୟନ୍ତ ଭାବପ୍ରବଣ ଘଟଣା ଘଟିଥିଲା। କାନପୁରର ପାଞ୍ଚ ବର୍ଷୀୟା ଯଶସ୍ବିନୀ ସିଂ ମୁଖ୍ୟମନ୍ତ୍ରୀଙ୍କୁ ଏକ ଖେଳଣା ବୁଲଡୋଜର ପ୍ରଦାନ କରି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ମୁଖ୍ୟମନ୍ତ୍ରୀ…

ରଥଯାତ୍ରା ପାଇଁ କାଠ ଚିରା ଆରମ୍ଭ

କଟକ,୨୭।୩: ଶୁକ୍ରବାର ପବିତ୍ର ଶ୍ରୀରାମ ନବମୀ। ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଏହି ପରିପ୍ରେକ୍ଷୀରେ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ରଥ କାଠ ଚିରଟ ଆରମ୍ଭ ହୋଇଛି। ବିଧି ଅନୁସାରେ ରାମ ନବମୀରୁ ରଥ କାଠ ଚିରଟ ଆରମ୍ଭ ହୋଇଛି। ପୁରୀରୁ…

ସାମାଜିକ କର୍ମୀ ଲିଙ୍ଗରାଜ ଆଜାଦ ଗିରଫ: ଏହି କାରଣ ପାଇଁ…

ଭବାନୀପାଟଣା,୨୭।୩(ଉତ୍ତମ କୁମାର ଦାଶ): ବିଶିଷ୍ଟ ସାମାଜିକ କର୍ମୀ ଲିଙ୍ଗରାଜ ଆଜାଦ ଗିରଫ ହୋଇଛନ୍ତି। କଳାହାଣ୍ଡି ଜିଲା କର୍ଲାପାଟ ପୋଲିସ ଦ୍ବାରା ଲିଙ୍ଗରାଜ ଆଜାଦଙ୍କୁ ଗତ ୨୫ ତାରିଖରୁ ଗିରଫ କରାଯାଇଥିବା ସୂଚନା ମିଳିଛି। ବିର୍ସା ମୁଣ୍ଡା ଜୟନ୍ତୀ ପାଳନ ବେଳେ ଗଣ୍ଡଗୋଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?