Home Left

ତୃତୀୟଥର ପିତା ହେବାକୁ ଯାଉଛନ୍ତି ଏହି ପ୍ରସିଦ୍ଧ କ୍ରିକେଟର୍‌, ମାଗିଲେ ପୈତୃକ ଛୁଟି

ବାଂଲାଦେଶର ଷ୍ଟାର କ୍ରିକେଟର୍‌ ସାକିବ ଉଲ୍‌ ହାସନ ଖୁବ୍‌ଶୀଘ୍ର ପିତା ହେବାକୁ ଯାଉଛନ୍ତି। ସେ ବାଂଲାଦେଶ କ୍ରିକେଟ୍‌ ବୋର୍ଡକୁ ପୈତୃକ ଛୁଟି ଦେବାକୁ ଆବେଦନ କରିଛନ୍ତି। ଆଗାମୀ ନ୍ୟୁଜିଲାଣ୍ଡ ଗସ୍ତ ପାଇଁ ତାଙ୍କୁ ଟିମ୍‌ରେ ସାମିଲ ନ କରାଯାଉ ବୋଲି ସେ…

ନୀତିଶଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ: ୧୭ ମନ୍ତ୍ରୀ ନେଲେ ଶପଥ

ପାଟନା,୯।୨: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହୋଇଛି। ମଙ୍ଗଳବାର ୧୭ ଜଣ ମନ୍ତ୍ରୀ ନୀତିଶଙ୍କ କ୍ୟାବିନେଟ୍‌ରେ ସାମିଲ ହୋଇଛନ୍ତି। ସେଥିମଧ୍ୟରେ ଭାଜପାର ୯ ଜଣ ମନ୍ତ୍ରୀ ହୋଇଛନ୍ତି। ଅପରପକ୍ଷରେ ଜେଡ଼ିୟୁର ୮ ଜଣ ମନ୍ତ୍ରୀଭାବେ ରାଜଭବନର ରାଜେନ୍ଦ୍ର ମଣ୍ଡପରେ…

ଅଭିନୟ ଛାଡ଼ି ଯୋଗ ଶିଖାଉଛନ୍ତି ଏହି ପ୍ରସିଦ୍ଧ ଅଭିନେତା

ଏମିତି ଅନେକ କଳାକାର ରହିଛନ୍ତି ଯେଉଁମାନେ ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରବେଶ କରି ସମସ୍ତଙ୍କୁ ଦାଓ୍ବାନା କରିଦେଇଥିଲେ। ଏମାନଙ୍କ ମଧ୍ୟରେ ଜଣେ ହେଲେ ଅଭିନେତା ନକୁଳ କପୁର। ‘ତୁମ୍‌ସେ ଅଚ୍ଛା କୌନ୍‌ ହୈ’ ଫିଲ୍ମ ସମସ୍ତଙ୍କର ମନେଥିବ ନିଶ୍ଚୟ। ଏଥିରେ ମୁଖ୍ୟ ଚରିତ୍ରରେ…

ଉତ୍ତରାଖଣ୍ଡ ରାଜ୍ୟ ବିପର୍ଯ୍ୟୟ ମୁକାବିଲା ପାଣ୍ଠିକୁ ୧୧ କୋଟି ଟଙ୍କା ଦାନ କଲେ ହରିୟାଣା ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୯ ।୨: ଉତ୍ତରାଖଣ୍ଡ ଚାମୋଲିରେ ହିମସ୍ଖଳନ ପରେ ସୃଷ୍ଟି ହୋଇଥିବା ପ୍ରାକୃତିକ ବିପର୍ଯ୍ୟୟ ପରେ ଏବେ ସମ୍ପୂର୍ଣ୍ଣ ନଜର ରହିଛି ଉଦ୍ଧାର କାର୍ଯ୍ୟ ଉପରେ । ସବୁଠାରୁ ଅଧିକ ଅସୁବିଧା ତପୋବନ ଟନେଲ ନିକଟରେ ଦେଖା ଦେଇଛି । କାରଣ ଏଠାରେ…

କର୍ମଜୀବୀ ହୋଇଥିଲେ…

ଏଣେ ଘର କାମ ଆଉ ପିଲାମାନଙ୍କର ଦାୟିତ୍ୱ। ସବୁକିଛି ଠିକ୍‌ ସମୟରେ ଶେଷ କରି ଅଫିସ୍‌ ବି ଯିବାକୁ ହେବ। ତେଣୁ କେତେବେଳେ କେଉଁ କାମ କରିବାକୁ ହେବ, କେମିତି ପ୍ରସ୍ତୁତ ହେବାକୁ ହେବ ସେସବୁ ପାଇଁ ବ୍ୟସ୍ତ ହୋଇ ପଡ଼ିଥାନ୍ତି…

ତ୍ୱଚାର ଘରୋଇ ଉପଚାର

ବିୟୁଟି ପାର୍ଲର ଯାଇ ମହିଳାମାନେ ନିଜ ନିଜର ବିୟୁଟି ଟ୍ରିଟମେଣ୍ଟ କରାଇଥାନ୍ତି। କିନ୍ତୁ ପାର୍ଲରକୁ ନ ଯାଇ ବିଭିନ୍ନ ଘରୋଇ ସାମଗ୍ରୀ ବ୍ୟବହାର କରି ଆପଣ ନିଜର ବିୟୁଟି ଟ୍ରିଟମେଣ୍ଟ କରିପାରିବେ। ଏଥିପାଇଁ କ’ଣ କରିବେ ଜାଣି ରଖନ୍ତୁ… ତ୍ୱଚାର ଉଜ୍ଜ୍ୱଳତା…

୧୦୦୨ ପୋଲିସ ଦେଇଛନ୍ତି ପ୍ଲାଜ୍‌ମା

କଟକ ଅଫିସ, ୯।୨: ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନକ୍ରମେ ଇତିମଧ୍ୟରେ ରାଜ୍ୟର ସମସ୍ତ ଜିଲା, ବାଟାଲିୟନ ଓ ପୋଲିସ ପ୍ରତିଷ୍ଠାନରୁ ୧୦୦୦ରୁ ଊର୍ଦ୍ଧ୍ୱ ପୋଲିସ କର୍ମଚାରୀ କରୋନାରୁ ସୁସ୍ଥ ହେବା ପରେ ପ୍ଲାଜ୍‌ମା ଦାନ କରିଛନ୍ତି। ଓଡ଼ିଶା ପୋଲିସ କର୍ମଚାରୀଙ୍କ ପକ୍ଷରୁ ଦାନ କରାଯାଇଥିବା…

ଏହି ପ୍ରସିଦ୍ଧ ଅଭିନେତ୍ରୀଙ୍କୁ ଫଟୋଗ୍ରାଫର୍‌ କହିଲେ ଆଜି ପ୍ରପୋଜ ଡେ’, ଜବାବରେ ମିଳିଲା ଏମିତି ଉତ୍ତର

ବଲିଉଡ ଅଭିନେତ୍ରୀ ସାରା ଅଲି ଖାନ ସୋସିଆଲ ମିଡିଆରେ ବହୁତ ସକ୍ରିୟ ଅଛନ୍ତି। ସେ ପ୍ରାୟତଃ ପ୍ରଶଂସକଙ୍କ ସହ ତାଙ୍କର ଫଟୋ ଏବଂ ଭିଡିଓ ଶେୟାର କରୁଥିବା ଦେଖାଯାଏ। ସମ୍ପ୍ରତି ସାରା ଅଲି ଖାନଙ୍କ ଏକ ଭିଡିଓ ଇଣ୍ଟରନେଟରେ ଭାଇରାଲ ହେବାରେ…

ବିନା ଲାଇଫ ଜ୍ୟାକେଟରେ ଯାତ୍ରା

ବାଲୁଗାଁ,୯।୨(ଡି.ଏନ୍‌.ଏ.): ଚିଲିକାରେ ବାରମ୍ବାର ଡ଼ଙ୍ଗାବୁଡ଼ି ଘଟଣା ପରେ ଯାତ୍ରୀ ପରିବହନ ନିମନ୍ତେ ସରକାରଙ୍କ ପକ୍ଷରୁ ଏକ ନିର୍ଦ୍ଦିଷ୍ଟ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ତେବେ କେତେଜଣ ଡଙ୍ଗା ଚାଳକ ବିନା ଲାଇଫ୍‌ ଜ୍ୟାକେଟ୍‌ରେ ଯାତ୍ରୀ ପରିବହନ କରୁଥିବା ଦେଖିବାକୁ ମିଳିଛି। ପ୍ରକାଶଯେ, ୨୦୧୮…

ସାମ୍ନାକୁ ଆସିଲା ଧୋନୀଙ୍କ ନୂଆ ଲୁକ୍‌

ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ କ୍ରିକେଟରୁ ସନ୍ୟାସ ନେବା ପରେ ଅଧିକାଂଶ ସମୟ ନିଜର ହୋମ୍‌ ଟାଉନ୍‌ ରାଞ୍ଚିରେ ବିତାଉଛନ୍ତି। ବିଗତ କିଛି ଦିନ ହେବ ସେ ରାଞ୍ଚିରେ ଥିବା ନିଜ ଫାର୍ମ ହାଉସ୍‌ରେ ଚାଷ କରୁଛନ୍ତି।…

ବଡ଼ଝିଅ ଦେଲେ ମୁଖାଗ୍ନି

ମାଲକାନଗିରି,୯।୨ (ଡି.ଏନ୍‌.ଏ.): ପୁଅ ପରି ମଧ୍ୟ ଜଣେ ଝିଅ ସବୁ କିଛି ଦାୟିତ୍ୱ ସୂଚାରୁରୂପେ ତୁଲାଇପାରେ। ଉଡାଜାହାଜରେ ଆକାଶରେ ଉଡିବାଠାରୁ ଆରମ୍ଭ କରି ପାଣିରେ ପହଁରିବା ପର୍ଯ୍ୟନ୍ତ ସବୁ ଅସମ୍ଭବକୁ ସମ୍ଭବ କରିପାରେ ଝିଅ। ଏପରି ଏକ ନଜିର ସୋମବାର ମାଲକାନଗିରି…

ରବି ଶଙ୍କରଙ୍କୁ ବିଶ୍ୱ ନାଗରିକତା ରାଜଦୂତ ସମ୍ମାନ

ନୂଆଦିଲ୍ଲୀ,୯।୨: ଆଧ୍ୟାତ୍ମିକ ଗୁରୁ ରବିଶଙ୍କରଙ୍କୁ ଆମେରିକାର ଏକ ବିଶ୍ୱ ବିଦ୍ୟାଳୟ ପକ୍ଷରୁ ବିଶ୍ୱ ନାଗରିକତା ରାଜଦୂତ ସମ୍ମାନରେ ସମ୍ମାନୀତ କରାଯାଇଛି। ବିଶ୍ୱବାସୀଙ୍କ ପାଇଁ ରବିଶଙ୍କରଙ୍କ ଉଲ୍ଲେଖନୀୟ କାର୍ଯ୍ୟ ଲାଗି ଏହି ସମ୍ମାନ ପ୍ରଦାନ କରାଯାଇଥିବା ପ୍ରକାଶିତ ଏକ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri