Home Left

ଜୁଲାଇ୧ରୁ ଶତ ପ୍ରତିଶତରେ ଚାଲିବ ରାଜଧାନୀର ସରକାରୀ କାର୍ଯ୍ୟାଳୟ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଆସନ୍ତା ଜୁଲାଇ ପହିଲାରୁ ରାଜଧାନୀ ଭୁବନେଶ୍ୱରରେ ଥିବା ସମସ୍ତ ସରକାରୀ କାର୍ଯ୍ୟାଳୟରେ ଶତପ୍ରତିଶତ କର୍ମଚାରୀ କାର୍ଯ୍ୟରେ ଯୋଗଦେବେ। ତେବେ କାର୍ଯ୍ୟରେ ଯୋଗଦେବା ପୂର୍ବରୁ କର୍ମଚାରୀମାନଙ୍କୁ କୋଭିଡ୍‌-୧୯ ଟିକାର ଦୁଇଟି ଡୋଜ୍‌ ନେବା ବାଧ୍ୟତାମୂଳକ କରାଯାଇଛି। ସମସ୍ତ ବିଭାଗ, ବିଭାଗୀୟ ଉଚ୍ଚ…

ନିଜ ବିବାହରେ କ୍ୟାମେରାମ୍ୟାନ୍‌ ପାଲଟିଲେ ବର; କନ୍ୟାଙ୍କ ଏଭଳି ଫଟୋଶୁଟ୍‌ କଲେ ଯେ ଭିଡିଓ ହେଉଛି…

ନୂଆଦିଲ୍ଲୀ: ଆପଣ କେବେ ଦେଖିଛନ୍ତି କି ଶୁଣିଛନ୍ତି ଯେ ବର ନିଜ ବିବାହରେ ନିଜେ ଫଟୋଶୁଟ୍‌ କରୁଛନ୍ତି। ଉତ୍ତର ବୋଧହୁଏ ନା ହେବ। ହେଲେ ଇନ୍‌ଷ୍ଟାଗ୍ରାମରେ ଏଭଳି ଏକ ଭିଡିଓ ଭାଇରାଲ ହେଉଛି ଯେଉଁଥିରେ ବର ନିଜେ କନ୍ୟାଙ୍କ ଫଟୋ ଉଠାଉଛନ୍ତି।…

ସରକାର ଲୁଚାଉଛନ୍ତି କୋଭିଡ୍‌ ମୃତ୍ୟୁ ସଂଖ୍ୟା

କଟକ ଅଫିସ, ୧୯।୬: ରାଜ୍ୟରେ ବାସ୍ତବ ପକ୍ଷେ ଯେତିକି କୋଭିଡ୍‌ଜନିତ ମୃତ୍ୟୁ ଘଟୁଛି ସରକାର ତାହାକୁ ଦର୍ଶାଉ ନାହାନ୍ତି। ଏହି ମୃତ୍ୟୁସଂଖ୍ୟାକୁ ରାଜ୍ୟ ସରକାର ଲୁଚାଉଛନ୍ତି। ତେଣୁ ଏହାର ସ୍ବତନ୍ତ୍ର ଅଡିଟ କରାଯିବାକୁ ଶୁକ୍ରବାର ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାଏର…

ସୁକିନ୍ଦା ତହସିଲଦାର ନିଲମ୍ବିତ: କରୋନା ନିୟମ ଉଲ୍ଲଂଘନ ଅଭିଯୋଗ

ଯାଜପୁର ଅଫିସ/କାଳିଆପାଣି, ୧୯।୬(ଡି.ଏନ.ଏ.): ଯାଜପୁର ଜିଲା ସୁକିନ୍ଦା ତହସିଲଦାର ବୁଲ୍‌ବୁଲ୍‌ ବେହେରାଙ୍କୁ ରାଜ୍ୟ ସରକାର ଶୁକ୍ରବାର ନିଲମ୍ବନ କରିଥିବା ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର ସୂଚନା ଦେଇଛନ୍ତି। ଗତ ମେ ୨୧ରେ ତହସିଲଦାର ବେହେରା ନିଜ ଭାଇ ବାହାଘର ପାଇଁ…

ଜେଲରୁ ବାହାରିଲେ ଅଭୟକାନ୍ତ ପାଠକ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଗିରଫ ହେବାର ଦୀର୍ଘ ୬ମାସ ପରେ ଶୁକ୍ରବାର ଜେଲରୁ ମୁକୁଳିଛନ୍ତି ଆଇଏଫ୍‌ଏସ୍‌ ଅଫିସର ତଥା ନିଲମ୍ବିତ ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ, ସ୍କାଏ କିଙ୍ଗ୍‌ ଟ୍ରାଭେଲ୍ସରେ ଠକେଇ ଓ ଟାଟା ମୋଟର୍ସରେ ଚାକିରି ନାଁରେ…

୮ ଜିଲାରେ ଅକ୍ସିଜେନ୍‌ ପ୍ଲାଣ୍ଟ ଶିଳାନ୍ୟାସ

ଭୁବନେଶ୍ୱର, ୧୯।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସ ଜରିଆରେ ରାଜ୍ୟର ୮ ଜିଲାରେ ବିଭିନ୍ନ ସ୍ବାସ୍ଥ୍ୟ ଭିତ୍ତିଭୂମିର ଉଦ୍‌ଘାଟନ କରିବା ସହ ତରଳ ମେଡିକାଲ ଅକ୍ସିଜେନ୍‌ (ଏଲ୍‌ଏମ୍‌ଓ) ପ୍ଲାଣ୍ଟ ଓ ଚାପ ଅବଶୋଷଣ ପ୍ରଣାଳୀରେ ଅକ୍ସିଜେନ ଉତ୍ପାଦନ ବ୍ୟବସ୍ଥା…

କାନାଡା ସୁପ୍ରିମକୋର୍ଟରେ ଭାରତୀୟ ବଂଶୋଦ୍ଭବ

ଭାରତୀୟ ବଂଶୋଦ୍ଭବ ବିଚାରପତି ମହମଦ ଜମାଲ ପ୍ରଥମ ଅଣଶ୍ୱେତାଙ୍ଗ ଭାବେ କାନାଡା ସୁପ୍ରିମକୋର୍ଟକୁ ମନୋନୀତ ହୋଇଛନ୍ତି। ୨୦୧୯ରୁ ଓଣ୍ଟାରିଓସ୍ଥିତ କୋର୍ଟ ଅଫ୍‌ ଅପିଲ୍‌ର ବିଚାରପତି ଥିବା ଜମାଲଙ୍କୁ ସର୍ବୋଚ୍ଚ ଅଦାଲତକୁ ପଦୋନ୍ନତି ଦିଆଯାଇଛି। ୧୯୬୭ରେ ନାଇରୋବିରେ ଜଷ୍ଟିସ୍‌ ଜମାଲଙ୍କ ଜନ୍ମ। ତାଙ୍କ…

ସଂସଦରେ ଯୋଗ ଶିକ୍ଷା ଦେବେ ପ୍ରଜ୍ଞା

ଜୁନ୍‌ ୨୧ରେ ବିଶ୍ୱବ୍ୟାପୀ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯିବ। ଏହି ଅବସରରେ ଲୋକ ସଭା ସେକ୍ରେଟାରିଏଟ୍‌ ପକ୍ଷରୁ ସାଂଦସମାନଙ୍କୁ ଯୋଗ ଶିକ୍ଷାର ଆୟୋଜନ କରାଯାଇଛି। ଭୋପାଳର ଭାଜପା ଏମ୍‌ପି ପ୍ରଜ୍ଞା ସିଂ ଠାକୁର ଅନ୍‌ଲାଇନ୍‌ରେ ଉଦ୍‌ବୋଧନ ଦେଇ ସାଂଦସମାନଙ୍କୁ ଯୋଗ…

ଓଡ଼ିଶାରୁ ବୀରେନ୍ଦ୍ର, ଅମିତ ସାମିଲ

ଭୁବନେଶ୍ୱର, ୧୯।୬(କ୍ରୀଡ଼ା ପ୍ରତିନିଧି): ଜୁଲାଇ ୨୩ରୁ ଅଗଷ୍ଟ ୮ ପର୍ଯ୍ୟନ୍ତ ହେବାକୁଥିବା ଟୋକିଓ ଅଲିମ୍ପିକ୍ସ ପାଇଁ ଶୁକ୍ରବାର ଭାରତୀୟ ପୁରୁଷ ହକି ଦଳ ଘୋଷିତ ହୋଇଛି। ଏଥିରେ ଓଡ଼ିଶାର ୨ ଖେଳାଳି ଅଭିଜ୍ଞ ବୀରେନ୍ଦ୍ର ଲାକ୍ରା ଓ ପ୍ରତିଭାସମ୍ପନ୍ନ ଅମିତ ରୋହିଦାସ…

କୁଶଳୀ ହେବେ ଲକ୍ଷେ କୋଭିଡ୍‌ ଯୋଦ୍ଧା

ନୂଆଦିଲ୍ଲୀ, ୧୯।୬(ପି.ଟି.): ଦେଶର ଲକ୍ଷେରୁ ଊର୍ଦ୍ଧ୍ୱ କୋଭିଡ୍‌ ଯୋଦ୍ଧାଙ୍କୁ କୁଶଳୀ ତଥା ଅତିକୁଶଳୀ କରିବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଏକ ସଂକ୍ଷିପ୍ତ ଶିକ୍ଷା ପାଠ୍ୟକ୍ରମ ଶୁଭାରମ୍ଭ କରିଛନ୍ତି। କରୋନା ଭୂତାଣୁ ଏବେ ବି ଆମ ଭିତରେ ରହିଛି ଏବଂ…

୨୮ ଖାଲି, ଅନେକ ଆଶାୟୀ

ନୂଆଦିଲ୍ଲୀ,୧୯ା୬: ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ)ରୁ ଶିବସେନା ଓ ଶିରୋମଣି ଅକାଳୀ ଦଳ ଓହରିଯିବା ଏବଂ ଲୋକ ଜନଶକ୍ତି ପାର୍ଟି (ଏଲ୍‌ଜେପି) ଅଧ୍ୟକ୍ଷ ରାମବିଳାସ ପାଶ୍ୱାନଙ୍କ ପରଲୋକ ହେବା ପରେ କେନ୍ଦ୍ର ମନ୍ତ୍ରିମଣ୍ଡଳର କେତୋଟି ଗୁରୁତ୍ୱପୂର୍ଣ୍ଣ ପଦବୀ ଖାଲି ପଡ଼ିଛି। କେତେଜଣ…

କମୁନିିି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୨ ଜୀବନ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗୁରୁବାର ରାଜ୍ୟରେ ଜତ ୨୪ଘଣ୍ଟାରେ କରୋନାଜନିତ ୪୨ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩,୫୫୦କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?